logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

4 hrs ago
user_Uttam@9777334422
Uttam@9777334422
Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
4 hrs ago

More news from ଓଡ଼ିଶା and nearby areas
  • ଘୁଙ୍ଗୁର ମିଶ୍ର - ମୋ ପାଖରେ ସବୁ ପ୍ରମାଣ ଅଛି | ନ୍ୟାୟ ନ ମିଳିଲେ ଆତ୍ମହତ୍ୟା କରିବି ଭୁବନେଶ୍ବର, ଓଡ଼ିଶା #bhubaneswar #odisha
    1
    ଘୁଙ୍ଗୁର ମିଶ୍ର - ମୋ ପାଖରେ ସବୁ ପ୍ରମାଣ ଅଛି | ନ୍ୟାୟ ନ ମିଳିଲେ ଆତ୍ମହତ୍ୟା କରିବି
ଭୁବନେଶ୍ବର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    8 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    11 hrs ago
  • ଅଦ୍ୟ ତା ୦୪/୦୪/୨୦୨୬ ରିଖ ଶନିବାର ଦିନ ବଅଁରପାଳ ବ୍ଲକ ବୁଢାପଙ୍କ ପଞ୍ଚାୟତ ତେନ୍ତୁଳିହତା ଗ୍ରାମରେ ଫାୟାର ଷ୍ଟେସନ ଖେଳ ପଡ଼ିଆରେ ମା ବାଉତୀ କ୍ରିକେଟ କ୍ଳବ ତେନ୍ତୁଳିହତା ତରଫରୁ ପ୍ରଥମ ଥର ପାଇଁ ବାବା ସାହେବ୍ ଆମ୍ବେଦକର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁଭାରମ୍ଭ ରେ କାଉଁସିଲ ପରିବାର ତରଫରୁ ଲିଙ୍ଗରାଜ କ୍ଷେତ୍ରର ସମ୍ପାଦକ ସୁବାଷ ଚନ୍ଦ୍ର ନାଏକ ମହୋଦୟ, ଇନଚାର୍ଜ ଧର୍ମେନ୍ଦ୍ର କୁମାର ନାଏକ ମହୋଦୟ, କୋଷାଧ୍ୟକ୍ଷ ହେମନ୍ତ କୁମାର ନାଏକ ମହୋଦୟ ଏବଂ କାର୍ଯକାରୀ ସଭାପତି ଜିଡି ଶୀଳରତ୍ନ ବୋଦ୍ଧି ମହୋଦୟ(𝐌𝐂𝐋) ଉପସ୍ଥିତ ରହି କ୍ଲବ ର ସମସ୍ତ ସଦସ୍ୟ ମାନଙ୍କୁ ସାଧୁବାଦ୍ ଦେବା ସହିତ ଖେଳର ଶୁଭାରମ୍ଭ କରିଥିଲେ। ଜୟ ଭୀମ୍ ! ଜୟ ସମ୍ବିଧାନ !! ଜୟ ବହୁଜନ !!! ଜୟ କାଉଁସିଲ !!!! 🌹🙏🌹🙏🌹🙏
    1
    ଅଦ୍ୟ ତା ୦୪/୦୪/୨୦୨୬ ରିଖ ଶନିବାର ଦିନ ବଅଁରପାଳ ବ୍ଲକ ବୁଢାପଙ୍କ ପଞ୍ଚାୟତ ତେନ୍ତୁଳିହତା ଗ୍ରାମରେ ଫାୟାର ଷ୍ଟେସନ ଖେଳ ପଡ଼ିଆରେ  ମା ବାଉତୀ କ୍ରିକେଟ କ୍ଳବ ତେନ୍ତୁଳିହତା ତରଫରୁ ପ୍ରଥମ ଥର ପାଇଁ ବାବା ସାହେବ୍ ଆମ୍ବେଦକର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁଭାରମ୍ଭ ରେ କାଉଁସିଲ ପରିବାର ତରଫରୁ ଲିଙ୍ଗରାଜ କ୍ଷେତ୍ରର ସମ୍ପାଦକ ସୁବାଷ ଚନ୍ଦ୍ର ନାଏକ ମହୋଦୟ, ଇନଚାର୍ଜ ଧର୍ମେନ୍ଦ୍ର କୁମାର ନାଏକ ମହୋଦୟ, କୋଷାଧ୍ୟକ୍ଷ ହେମନ୍ତ କୁମାର ନାଏକ ମହୋଦୟ ଏବଂ କାର୍ଯକାରୀ ସଭାପତି ଜିଡି ଶୀଳରତ୍ନ ବୋଦ୍ଧି ମହୋଦୟ(𝐌𝐂𝐋) ଉପସ୍ଥିତ ରହି କ୍ଲବ ର ସମସ୍ତ ସଦସ୍ୟ ମାନଙ୍କୁ ସାଧୁବାଦ୍ ଦେବା ସହିତ ଖେଳର ଶୁଭାରମ୍ଭ କରିଥିଲେ। ଜୟ ଭୀମ୍ ! ଜୟ ସମ୍ବିଧାନ !! ଜୟ ବହୁଜନ !!! ଜୟ କାଉଁସିଲ !!!! 🌹🙏🌹🙏🌹🙏
    user_Dharmendra Naik
    Dharmendra Naik
    Voice of people ଅନୁଗୁଳ, ଅନୁଗୁଳ, ଓଡ଼ିଶା•
    4 hrs ago
  • Post by AT News
    1
    Post by AT News
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    7 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur Date - 04.04.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update  #rairangpurnews #jashipur 
Date - 04.04.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    8 hrs ago
  • ବାରିପଦା :- ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ଓଡ଼ିଆ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ମୟୂରଭଞ୍ଜ ତରଫରୁ ଜିଲ୍ଲାସ୍ତରୀୟ ‘ଓଡ଼ିଆରେ ନାମ ଫଳକ ଲେଖା’ ଅଭିଯାନ ଆୟୋଜିତ ହୋଇଛି । “ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ୍, ୧୯୫୬” ଅନୁଯାୟୀ ଜିଲ୍ଲାର ସମସ୍ତ ଦୋକାନ, ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନମାନଙ୍କର ନାମ ଫଳକକୁ ନିର୍ଭୁଲ ଏବଂ ସ୍ପଷ୍ଟ ଭାବରେ ଓଡ଼ିଆ ଭାଷାରେ ଲେଖିବା ପାଇଁ ଏହି ଅଭିଯାନ ମାଧ୍ୟମରେ ଆହ୍ୱାନ କରାଯାଇଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବାରିପଦାରୁ ଏକ ସଚେତନତା ପଦଯାତ୍ରା ଓ ରଥଯାତ୍ରା ଆୟୋଜିତ ହୋଇଛି । ଏହା ସହରର ବିଭିନ୍ନ ପ୍ରମୁଖ ଅଞ୍ଚଳ ମଧ୍ୟଦେଇ ରାଲି କରି ସ୍ଥାନୀୟ ଛଉ ପଡ଼ିଆରେ ସମାପ୍ତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ପ୍ରଭାଗୀୟ ଶ୍ରମ ଆୟୁକ୍ତ ନରେନ୍ଦ୍ର ଗଇପାଇ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା, ଜିଲ୍ଲା କ୍ରୀଡା ଅଧିକାରୀ ଶୁଭାଶିଷ ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ଶ୍ରମ ଅଧିକାରୀ ନିରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସେହିପରି ସମଗ୍ର ଶିକ୍ଷା, ମୟୂରଭଞ୍ଜ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ “ପ୍ରବେଶ ଉତ୍ସବ ଓ ଖଡି ଛୁଆଁ କାର୍ଯ୍ୟକ୍ରମ ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କର ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଭାରତୀ ହାଁସଦା, ବିଶେଷ ଅତିଥି ଜିଲ୍ଲାପାଳ ହେମକାନ୍ତ ସଏ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାଏକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ଵାଳ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ମଙ୍ଗଳ ଅଧିକାରୀ ଗୁରୁଚରଣ ମଲ୍ଲିକ, ଜିଲ୍ଲା ସୂଚନା oó ଅଧିକାରୀ ଶ୍ରୀ ଶିଶିର କୁମାର ମୁନ୍ଦୁୟା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗୌତମ ପାତ୍ର, ଶଶୀଧର ସିଂ, ବିନୋଦ ସିଂ ପ୍ରମୁଖ ଯୋଗ ଦେଇଥିଲେ । #mayurbhanj #baripada #dlh_khabar
    1
    ବାରିପଦା :- ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ଓଡ଼ିଆ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ମୟୂରଭଞ୍ଜ ତରଫରୁ ଜିଲ୍ଲାସ୍ତରୀୟ ‘ଓଡ଼ିଆରେ ନାମ ଫଳକ ଲେଖା’ ଅଭିଯାନ  ଆୟୋଜିତ ହୋଇଛି । “ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ୍, ୧୯୫୬” ଅନୁଯାୟୀ ଜିଲ୍ଲାର ସମସ୍ତ ଦୋକାନ, ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନମାନଙ୍କର ନାମ ଫଳକକୁ ନିର୍ଭୁଲ ଏବଂ ସ୍ପଷ୍ଟ ଭାବରେ ଓଡ଼ିଆ ଭାଷାରେ ଲେଖିବା ପାଇଁ ଏହି ଅଭିଯାନ ମାଧ୍ୟମରେ ଆହ୍ୱାନ କରାଯାଇଛି ।
ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବାରିପଦାରୁ ଏକ ସଚେତନତା ପଦଯାତ୍ରା ଓ ରଥଯାତ୍ରା ଆୟୋଜିତ ହୋଇଛି । ଏହା ସହରର ବିଭିନ୍ନ ପ୍ରମୁଖ ଅଞ୍ଚଳ ମଧ୍ୟଦେଇ ରାଲି କରି ସ୍ଥାନୀୟ ଛଉ ପଡ଼ିଆରେ ସମାପ୍ତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ପ୍ରଭାଗୀୟ ଶ୍ରମ ଆୟୁକ୍ତ ନରେନ୍ଦ୍ର ଗଇପାଇ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା, ଜିଲ୍ଲା କ୍ରୀଡା ଅଧିକାରୀ ଶୁଭାଶିଷ ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ଶ୍ରମ ଅଧିକାରୀ ନିରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । 
ସେହିପରି ସମଗ୍ର ଶିକ୍ଷା, ମୟୂରଭଞ୍ଜ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ “ପ୍ରବେଶ ଉତ୍ସବ ଓ ଖଡି ଛୁଆଁ କାର୍ଯ୍ୟକ୍ରମ ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କର ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଭାରତୀ ହାଁସଦା, ବିଶେଷ ଅତିଥି ଜିଲ୍ଲାପାଳ ହେମକାନ୍ତ ସଏ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାଏକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ଵାଳ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ମଙ୍ଗଳ ଅଧିକାରୀ ଗୁରୁଚରଣ ମଲ୍ଲିକ, ଜିଲ୍ଲା ସୂଚନା oó ଅଧିକାରୀ ଶ୍ରୀ ଶିଶିର କୁମାର ମୁନ୍ଦୁୟା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗୌତମ ପାତ୍ର, ଶଶୀଧର ସିଂ, ବିନୋଦ ସିଂ ପ୍ରମୁଖ ଯୋଗ ଦେଇଥିଲେ । 
#mayurbhanj #baripada #dlh_khabar
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    10 hrs ago
  • Post by Uttam@9777334422
    1
    Post by Uttam@9777334422
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    4 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    13 hrs ago
  • Post by AT News
    1
    Post by AT News
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.