logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ନେଇ ପ୍ରତିକ୍ରିୟା ରଖିଲେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ରେ ଥିବା ଉପଖାଣ୍ଡିୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ। ଲୋକଙ୍କୁ ଠିକ ରେ ମିଳୁନି ଚିକିତ୍ସା। ରୋଗୀଙ୍କ ପାଇଁ ମିଳୁନି ଅକସିଜେନ। ଫଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ଆବଶ୍ୟକୀୟ ଡାକ୍ତର ନାହାନ୍ତି। ତେଣୁ ରୋଗୀ ସେବା ଠିକ୍ ରେ ମିଳୁ ନ ଥିବା ଅଭିଯୋଗ କରିଛନ୍ତି ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା।

1 hr ago
user_Pitambar Sahu
Pitambar Sahu
Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
1 hr ago

ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ନେଇ ପ୍ରତିକ୍ରିୟା ରଖିଲେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ରେ ଥିବା ଉପଖାଣ୍ଡିୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ। ଲୋକଙ୍କୁ ଠିକ ରେ ମିଳୁନି ଚିକିତ୍ସା। ରୋଗୀଙ୍କ ପାଇଁ ମିଳୁନି ଅକସିଜେନ। ଫଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ଆବଶ୍ୟକୀୟ ଡାକ୍ତର ନାହାନ୍ତି। ତେଣୁ ରୋଗୀ ସେବା ଠିକ୍ ରେ ମିଳୁ ନ ଥିବା ଅଭିଯୋଗ କରିଛନ୍ତି ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା।

More news from Sonepur and nearby areas
  • ଗର୍ଭବତୀ ବୋହୁକୁ ଶାଶୁଘର ଲୋକ ହତ୍ୟା କରିବା ଘଟଣାରେ କଣ ମନ୍ତବ୍ୟ ରଖିଲେ ମହିଳା ଆଇନଜୀବୀ ଶୁଣନ୍ତୁ
    1
    ଗର୍ଭବତୀ ବୋହୁକୁ ଶାଶୁଘର ଲୋକ ହତ୍ୟା କରିବା ଘଟଣାରେ କଣ ମନ୍ତବ୍ୟ ରଖିଲେ ମହିଳା ଆଇନଜୀବୀ ଶୁଣନ୍ତୁ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ Sonapur, Sonepur•
    12 hrs ago
  • ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ
    1
    ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • Ajira Samachar // କଦଳୀ ରୁ ବାହାରୁଛି ମଞ୍ଜି । ଗୋଟା ଗୋଟା ମଞ୍ଜି ଦେଖିବାକୁ ମିଳିଛି ।
    1
    Ajira Samachar // କଦଳୀ ରୁ ବାହାରୁଛି ମଞ୍ଜି । ଗୋଟା ଗୋଟା ମଞ୍ଜି ଦେଖିବାକୁ ମିଳିଛି ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ବୀରମହାରାଜପୁର ହିଲୁଙ୍ଗ ଛକ ଠାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ଜଣେ ମୃତ ତିନିଜଣ ଆହତ l
    1
    ବୀରମହାରାଜପୁର ହିଲୁଙ୍ଗ ଛକ ଠାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ଜଣେ ମୃତ ତିନିଜଣ ଆହତ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    22 hrs ago
  • ବୌଦ୍ଧରେ ପୂର୍ବତନ ବିଧାୟକଙ୍କ ସାମ୍ବାଦିକ ସମ୍ମିଳନୀ: ବେଆଇନ ବାଲି ଚୋରା ଚାଲାଣ ଓ ଗଞ୍ଜେଇ ଚାଷକୁ ନେଇ ପ୍ରଶାସନ ଉପରେ ବର୍ଷିଲେ ସୁଜିତ୍ ପାଢ଼ୀ ​ବୌଦ୍ଧ ସର୍କିଟ ହାଉସ ପରିସରରେ ଆଜି ପୂର୍ବତନ ବୌଦ୍ଧ ବିଧାୟକ ଶ୍ରୀଯୁକ୍ତ ସୁଜିତ୍ କୁମାର ପାଢ଼ୀ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲା ପ୍ରଶାସନର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି। ଜିଲ୍ଲାରେ ଦିନକୁ ଦିନ ବଢ଼ିଚାଲିଥିବା ଅସାମାଜିକ କାର୍ଯ୍ୟକଳାପକୁ ନେଇ ସେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ରଜ୍ୟ ସରକାରଙ୍କ ନିୟମ କୁ ମାନୁ ନାହାନ୍ତି ଜିଲ୍ଲାପାଳ l ଜିଲ୍ଲାର ବିଭିନ୍ନ ନଦୀପଠାରୁ ବ୍ୟାପକ ଭାବେ ବେଆଇନ ବାଲି ଚୋରା ଚାଲାଣ ହେଉଛି, ଯାହା ଫଳରେ ସରକାର କୋଟି କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି। ଏହା ସହିତ ଜିଲ୍ଲାର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ବୃଦ୍ଧି ପାଉଥିଲେ ମଧ୍ୟ ପ୍ରଶାସନ ଏଥିପ୍ରତି ଆଖିଦୃଶିଆ ପଦକ୍ଷେପ ନେଉନାହିଁ ବୋଲି ଶ୍ରୀ ପାଢ଼ୀ ଅଭିଯୋଗ କରିଛନ୍ତି। ​ଏହି ସବୁ ବେଆଇନ କାର୍ଯ୍ୟ ପ୍ରଶାସନର ନାକ ତଳେ ଚାଲିଥିଲେ ସୁଦ୍ଧା କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥିବାରୁ ସେ ଜିଲ୍ଲା ପ୍ରଶାସନ ଉପରେ ବର୍ଷିଛନ୍ତି। ​​ପୂର୍ବତନ ବିଧାୟକ ଶ୍ରୀ ପାଢ଼ୀ ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି। ରାଜସ୍ୱ ହାନି ରୋକିବା ସହ ଜିଲ୍ଲାରେ ଆଇନ ଶୃଙ୍ଖଳା ରକ୍ଷା କରିବା ପାଇଁ ବେଆଇନ ବାଲି ଓ ଗଞ୍ଜେଇ କାରବାର ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ବାଇଟ - ସୁଜିତ୍ କୁମାର ପାଢ଼ୀ,ପୁର୍ବତନ ବୌଦ୍ଧ ବିଧାୟକ
    1
    ବୌଦ୍ଧରେ ପୂର୍ବତନ ବିଧାୟକଙ୍କ ସାମ୍ବାଦିକ ସମ୍ମିଳନୀ: ବେଆଇନ ବାଲି ଚୋରା ଚାଲାଣ ଓ ଗଞ୍ଜେଇ ଚାଷକୁ ନେଇ ପ୍ରଶାସନ ଉପରେ ବର୍ଷିଲେ ସୁଜିତ୍ ପାଢ଼ୀ
​ବୌଦ୍ଧ ସର୍କିଟ ହାଉସ ପରିସରରେ ଆଜି ପୂର୍ବତନ ବୌଦ୍ଧ ବିଧାୟକ ଶ୍ରୀଯୁକ୍ତ ସୁଜିତ୍ କୁମାର ପାଢ଼ୀ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲା ପ୍ରଶାସନର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି। ଜିଲ୍ଲାରେ ଦିନକୁ ଦିନ ବଢ଼ିଚାଲିଥିବା ଅସାମାଜିକ କାର୍ଯ୍ୟକଳାପକୁ ନେଇ ସେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ରଜ୍ୟ ସରକାରଙ୍କ ନିୟମ କୁ ମାନୁ ନାହାନ୍ତି ଜିଲ୍ଲାପାଳ l ଜିଲ୍ଲାର ବିଭିନ୍ନ ନଦୀପଠାରୁ ବ୍ୟାପକ ଭାବେ ବେଆଇନ ବାଲି ଚୋରା ଚାଲାଣ ହେଉଛି, ଯାହା ଫଳରେ ସରକାର କୋଟି କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି। ଏହା ସହିତ ଜିଲ୍ଲାର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ବୃଦ୍ଧି ପାଉଥିଲେ ମଧ୍ୟ ପ୍ରଶାସନ ଏଥିପ୍ରତି ଆଖିଦୃଶିଆ ପଦକ୍ଷେପ ନେଉନାହିଁ ବୋଲି ଶ୍ରୀ ପାଢ଼ୀ ଅଭିଯୋଗ କରିଛନ୍ତି।
​ଏହି ସବୁ ବେଆଇନ କାର୍ଯ୍ୟ ପ୍ରଶାସନର ନାକ ତଳେ ଚାଲିଥିଲେ ସୁଦ୍ଧା କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥିବାରୁ ସେ ଜିଲ୍ଲା ପ୍ରଶାସନ ଉପରେ ବର୍ଷିଛନ୍ତି।
​​ପୂର୍ବତନ ବିଧାୟକ ଶ୍ରୀ ପାଢ଼ୀ ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି। ରାଜସ୍ୱ ହାନି ରୋକିବା ସହ ଜିଲ୍ଲାରେ ଆଇନ ଶୃଙ୍ଖଳା ରକ୍ଷା କରିବା ପାଇଁ ବେଆଇନ ବାଲି ଓ ଗଞ୍ଜେଇ କାରବାର ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।
ବାଇଟ - ସୁଜିତ୍ କୁମାର ପାଢ଼ୀ,ପୁର୍ବତନ ବୌଦ୍ଧ ବିଧାୟକ
    user_Mozilla Khabara
    Mozilla Khabara
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    13 hrs ago
  • ମଙ୍ଗଳବାର ରାତିରେ ମନମୁଣ୍ଡା - ଶଗଡା ରାସ୍ତାର ଭାଲିଆପଦର ନାଳ ନିକଟରେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାଳକ ମୃତ
    1
    ମଙ୍ଗଳବାର ରାତିରେ ମନମୁଣ୍ଡା - ଶଗଡା  ରାସ୍ତାର ଭାଲିଆପଦର ନାଳ ନିକଟରେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାଳକ ମୃତ
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    19 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ରେ ଥିବା ଉପଖଣ୍ଡ ଚିକିତ୍ସାଳୟ ରେ ଏବେ ଠିକ୍ ରେ ମିଳୁ ନି ସ୍ବାସ୍ଥ୍ୟ ସେବା। ଫଳରେ ଏହି ଚିକିତ୍ସାଳୟ ଉପରେ ନିର୍ଭର କରୁଥିବା ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବୀରମହାରାଜପୁର ରେ ବିକଳ ସ୍ବାସ୍ଥ୍ୟସେବା କୁ ନେଇ ମତ ରଖିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଜନତା ଦଳ ର ଉପ ସଭାପତି କିଶୋର ହୋତା।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ରେ ଥିବା ଉପଖଣ୍ଡ ଚିକିତ୍ସାଳୟ ରେ ଏବେ ଠିକ୍ ରେ ମିଳୁ ନି ସ୍ବାସ୍ଥ୍ୟ ସେବା। ଫଳରେ ଏହି ଚିକିତ୍ସାଳୟ ଉପରେ ନିର୍ଭର କରୁଥିବା ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବୀରମହାରାଜପୁର ରେ ବିକଳ ସ୍ବାସ୍ଥ୍ୟସେବା କୁ ନେଇ ମତ ରଖିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଜନତା ଦଳ ର ଉପ ସଭାପତି କିଶୋର ହୋତା।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    3 hrs ago
  • ବୀରମହାରାଜପୁର ମୁର୍ଷୁଣ୍ଢି ରାସ୍ତାର ହିଲୁଙ୍ଗ ଛକରେ ଦୁର୍ଘଟଣା ପରର ଦୃଶ୍ୟ
    1
    ବୀରମହାରାଜପୁର ମୁର୍ଷୁଣ୍ଢି ରାସ୍ତାର ହିଲୁଙ୍ଗ ଛକରେ ଦୁର୍ଘଟଣା ପରର ଦୃଶ୍ୟ
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    13 hrs ago
  • ସୋନପୁର ଜିଲ୍ଲା ରେ ମାତୃପିତୃ ପୂଜନ ଦିବସ ପାଳିତ ହୋଇଯାଇଛି । ସହ ସହ ପରିବାର ଏକାଠି ହୋଇ ଚଲିତ ବର୍ଷ ପାଇଁ ପାଲନ କରିଵାର ଦେଖିବାକୁ ମିଳିଛି । ଏହା ପାଳନ କରିବା ସହିତ ଭବିଷ୍ୟତ ପିଢି ପାଇଁ ଏହା ପ୍ରଭାବ ପକାଇବ ବୋଲି ସୂଚନା ମିଳିଛି । ସମସ୍ଥ ପରିଵାର ଆନନ୍ଦ ରେ ପାଲନ କରିଛନ୍ତି ।
    1
    ସୋନପୁର ଜିଲ୍ଲା ରେ ମାତୃପିତୃ ପୂଜନ ଦିବସ ପାଳିତ ହୋଇଯାଇଛି । ସହ ସହ ପରିବାର ଏକାଠି ହୋଇ ଚଲିତ ବର୍ଷ ପାଇଁ ପାଲନ କରିଵାର ଦେଖିବାକୁ ମିଳିଛି । ଏହା ପାଳନ କରିବା ସହିତ ଭବିଷ୍ୟତ ପିଢି ପାଇଁ ଏହା ପ୍ରଭାବ ପକାଇବ ବୋଲି ସୂଚନା ମିଳିଛି । ସମସ୍ଥ ପରିଵାର ଆନନ୍ଦ ରେ ପାଲନ କରିଛନ୍ତି ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.