Shuru
Apke Nagar Ki App…
କିଶୋରନଗର ବ୍ଲକ ଲକାନଲି ଗାଁ ରେ ଝିଅ ର ଧକ୍କା ରେ ଭାଙ୍ଗିଲା ବାପା ର ଗୋଡ଼। ଝିଅର ମାଡ଼ରେ ବାପା ର ଗୋଡ଼ ଭାଙ୍ଗିଲା,କିଶୋର ନଗର ବ୍ଲକ ଠେ ଲକାନଳି ଗାଁ ରେ ଝିଅ ସୌରି ମଝି ଜଣେ ଅବିବାହିତ ,ବାପା ର ତିନି ଝିଅ ଓ ଗୋଟିଏ ପୁଅ,ମହୁଲ ଗୋଟା ନେଇ ବାପ ଝିଅ ଭିତରେ କଲି ହେଲା ଯାହା କି ଝିଅ ବାପ କୁ ଧକ୍କା ମାରି ଦେବାରୁ ବାପା ର ଡାହାଣ ଗୋଡ଼ ଟି ଭାଙ୍ଗି ଯାଇଛି,ପୁଅ ବାପା ଙ୍କୁ ନେଇ କିଶୋର ନଗର ମେଡ଼ିକାଲକୁ ଆସି ଥିଲେ ଓ ଡାକ୍ତର ତାଙ୍କୁ ଅନୁଗୁଳ ମେଡିକାଲ କୁ ରେଫର୍ କରି ଦେଲେ ଓ ପୁଅ ତାଙ୍କୁ ନେଇ ଅନୁଗୁଳ ମେଡିକାଲ କୁ ଗଲେ।
BAHUJAN ADHIKAR

More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ରେ ଭୀମ ଆର୍ମିମାନଙ୍କ ଦ୍ଵାରା ପ୍ରଭୂ ଶ୍ରୀ ରାମ ଙ୍କ ଫଟୋ କୁ ଚିରି ଅପମାନ କରିଥିବା ରୁ ଆଜି ବିରମହାରାଜପୁର ବଜରଙ୍ଗ ଦଲ ଦ୍ବାରା ୧୨ ଘଣ୍ଟିଆ ବିରମହାରାଜପୁର ବନ୍ଦ ର ପ୍ରଭାବ ଦେଖିବାକୁ ମିଲିଛେ ।1
- Post by Sonepur news khulasa1
- Post by SAHADEV MEHER1
- Post by BAHUJAN ADHIKAR1
- ବଲାଙ୍ଗୀର ରେ ଭୀମ ଜୟନ୍ତୀ ପାଳିତ ଜୟ ଭୀମ ଜୟ ଭୀମ ନାରା ରେ ଗର୍ଜିଲା ସହର (ଅନୀଲ ମୂଗ୍ରି ) ଭୀମ ଆର୍ମି ଜୟ ଭୀମ ସଂଗଠନ #ବଲାଙ୍ଗୀର #ଭୀମ_ଜୟନ୍ତୀ #ମୋର_ଅଧିକାର1
- ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୌର ପରିଷଦ ଅଧିନସ୍ତ ଧର୍ମୁ ସେଠ୍ ନାମକ ଜଣେ ୮୦ ଭାଗ ଭିନ୍ନକ୍ଷମ ଯୋଗ୍ୟତା ଥାଇ ବର୍ଷାଧିକ କାଳ ହେଲା ଭତ୍ତା ଟଙ୍କା ପାଇବାରୁ ବଞ୍ଚିତ ହୋଇ ନିରାଶ ହେବା ସାର ହୋଇଛି। ଅନଲାଇନ୍ ପଞ୍ଜୀକରଣ ତଥା ଅର୍ଥ ଖର୍ଚ୍ଚ କରି ବଲାଙ୍ଗୀର ଯାଇ ବାରମ୍ବାର ଖର୍ଚ୍ଚାନ୍ତ ର ଶିକାର ହେଉଥିବା ସାର ହୋଇଛି। ଏ ଦିଗରେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଦାବୀ ହୋଇଛି।4
- ବୀରମହାରାଜପୁର ବନ୍ଦ ସଫଳ ସୁବର୍ଣ୍ଣପୁର: ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବୀରମହାରାଜପୁର ୧୨ ଘଣ୍ଟିଆ ବନ୍ଦ ପାଳନ। ବୁଧବାର ଆମ୍ବେଦକର ଶୋଭାଯାତ୍ରା ବେଳେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଫଟୋ ଚିରିବା ଘଟଣାର ପ୍ରତିବାଦରେ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ଡାକରା ଦିଆଯାଇଥିଲା। ଜରୁରୀ ସେବା ବ୍ୟତୀତ ବୀରମହାରାଜପୁର ସହରର ଦୋକାନ ବଜାର, ସ୍କୁଲ କଲେଜ, ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ସମେତ ଗାଡି ଚଳାଚଳ ବନ୍ଦ ରହିଥିଲା।1
- ଭୀମ ଆର୍ମିମାନଙ୍କ ଦ୍ଵାରା ସୁଵର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ରେ ପ୍ରଭୂ ଶ୍ରୀ ରାମ ଙ୍କ ଫଟୋ କୁ ଅପମାନ । ଭିଡିଓ ଭାଇରାଲ1
- ପଶ୍ଚିମ ଓଡ଼ିଶାର ଗଣପର୍ବ ତଥା ଅନନ୍ୟ ପରମ୍ପରା 'ଦଣ୍ଡ ନୃତ୍ୟ'ର ଆଜି ପୂର୍ଣ୍ଣାହୁତି। ଜମନକିରା ବ୍ଲକ ଅନ୍ତର୍ଗତ ଗରିଆବାହାଲ ଗ୍ରାମର ପ୍ରାୟ ୪୫ ଜଣ ବ୍ରତଧାରୀ ଦୀର୍ଘ ୨୧ ଦିନର କଠୋର ସାଧନା ପରେ ଆଜି ନିଜ ଗ୍ରାମକୁ ଫେରି ମେରୁ ଭଙ୍ଗ କରିଛନ୍ତି। ✨ ପୋଷ୍ଟର ମୁଖ୍ୟ ଅଂଶ: ✅ ୧୩ ବର୍ଷର ନିରବଚ୍ଛିନ୍ନ ପରମ୍ପରା। ✅ ୨୧ ଦିନ ଧରି ଖାଲି ପାଦରେ ଗ୍ରାମାଞ୍ଚଳ ପରିଭ୍ରମଣ ଓ ପାଣି ଦଣ୍ଡ। ✅ ମହାଦେବ ଓ ମା' କାଳୀଙ୍କ ଆରାଧନାରେ ମୁଖରିତ ହେଲା ପରିବେଶ। ✅ କର୍ତ୍ତା ଭାବେ ସୁରେନ୍ଦ୍ର ବେହେରା, ନିରଳା ବେହେରା ଓ ସୁବାଷ ଚନ୍ଦ୍ର ନାୟକ ସପତ୍ନୀକ ଦାୟିତ୍ୱ ନିର୍ବାହ କରିଥିଲେ।1