*ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’* *୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟାଙ୍କ ସାମୂହିକ ଅଂଶଗ୍ରହଣ* *ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’* *୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟାଙ୍କ ସାମୂହିକ ଅଂଶଗ୍ରହବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିର ନିକଟରେ ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲା ମିଶନ ଶକ୍ତି ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାସ୍ତରୀୟ ଫେଡେରେସନ୍ ଏବଂ ବ୍ଲକସ୍ତରୀୟ ଫେଡେରେସନ୍ର ୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟା ଯୋଗଦେଇ ସମୂହ ଦୀପଦାନ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିଥିଲେ । ଏହି ଅବସରରେ ସେ ସେବା ସଂକଳ୍ପ ଅଭିଯାନର ମହତ୍ତ୍ୱ ଉପରେ ଆଲୋକପାତ କରିବା ସହ ସାମୂହିକ ପ୍ରୟାସ ଓ ସହଭାଗିତା ମାଧ୍ୟମରେ ମହିଳା ସଶକ୍ତିକରଣକୁ ଆହୁରି ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଯୁକ୍ତା ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ମହିଳା ସଦସ୍ୟାମାନଙ୍କୁ ଉତ୍ସାହିତ କରିଥିଲେ । ନିଜ ବକ୍ତବ୍ୟରେ ସେ ମହିଳାମାନଙ୍କ ସାମୂହିକ ସହଭାଗିତା, ଆତ୍ମନିର୍ଭରତା ଓ ସେବା ମନୋଭାବର ଗୁରୁତ୍ୱ ଉପରେ ପ୍ରକାଶ କରିବା ସହ ଏକତା ଓ ପରସ୍ପର ସହଯୋଗ ମାଧ୍ୟମରେ ନିଜ ପରିବାର ଓ ସମାଜର ପ୍ରଗତିରେ ମହିଳାମାନେ ଅଧିକ ସକ୍ରିୟ ଭୂମିକା ତୁଲାଇବାକୁ ଆହ୍ୱାନ ଦେଇଥିଲେ । ଦୀପଦାନ ପୂର୍ବରୁ ମହିଳା ସଦସ୍ୟାମାନଙ୍କ ପକ୍ଷରୁ ବିଭିନ୍ନ ରଙ୍ଗରେ ଆକର୍ଷଣୀୟ ରଙ୍ଗୋଲି ପ୍ରସ୍ତୁତ କରାଯାଇଥିଲା । ସୁନ୍ଦର ଭାବେ ପ୍ରସ୍ତୁତ ରଙ୍ଗୋଲି ମଧ୍ୟରେ ଦୀପ ସ୍ଥାପନ କରାଯାଇ ସମସ୍ତେ ଏକତ୍ରିତ ଭାବେ ଦୀପ ପ୍ରଜ୍ୱଳନ କରିଥିଲେ । ଅନେକ ଦୀପର ଆଲୋକରେ କାର୍ଯ୍ୟକ୍ରମସ୍ଥଳ ଆଲୋକିତ ହୋଇ ସେବା, ଏକତା ଓ ସାମୂହିକ ସଂକଳ୍ପର ଏକ ମନୋରମ ପରିବେଶ ସୃଷ୍ଟି ହୋଇଥିଲା । ସାମୂହିକ ଅଂଶଗ୍ରହଣରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସେବା, ସମର୍ପଣ, ଏକତା ଓ ସାମୂହିକ ସଂକଳ୍ପର ଏକ ସୁନ୍ଦର ପ୍ରତୀକ ଭାବେ ପରିଲକ୍ଷିତ ହୋଇଥିଲା । ମିଶନ ଶକ୍ତି ଜିଲ୍ଲା ପ୍ରକଳ୍ପ ସଂଯୋଜକ ଶ୍ରୀ ନିରଞ୍ଜନ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ମିଶନ ଶକ୍ତି ବିଭାଗର ସମନ୍ୱୟରେ କାର୍ଯ୍ୟକ୍ରମଟି ସୁଚାରୁ ଭାବେ ସମ୍ପନ୍ନ ହୋଇଥିଲା । କାର୍ଯ୍ୟକ୍ରମରେ ଓଡ଼ିଶା ଜୀବିକା ମିଶନ୍ ଜିଲ୍ଲା ପ୍ରକଳ୍ପ ମ୍ୟାନେଜର ନବୀନ ସେନାପତି ସମେତ ବିଭାଗୀୟ କର୍ମକର୍ତ୍ତା ଓ କର୍ମଚାରୀଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫେଡେରେସନ୍ର ମହିଳା ସଦସ୍ୟାମାନେ ଉତ୍ସାହର ସହ ଅଂଶଗ୍ରହଣ କରି ସଫଳ କରିଥିଲେ । ###
*ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’* *୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟାଙ୍କ ସାମୂହିକ ଅଂଶଗ୍ରହଣ* *ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’* *୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟାଙ୍କ ସାମୂହିକ ଅଂଶଗ୍ରହବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିର ନିକଟରେ ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲା ମିଶନ ଶକ୍ତି ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାସ୍ତରୀୟ ଫେଡେରେସନ୍ ଏବଂ ବ୍ଲକସ୍ତରୀୟ ଫେଡେରେସନ୍ର ୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟା ଯୋଗଦେଇ ସମୂହ ଦୀପଦାନ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ
ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିଥିଲେ । ଏହି ଅବସରରେ ସେ ସେବା ସଂକଳ୍ପ ଅଭିଯାନର ମହତ୍ତ୍ୱ ଉପରେ ଆଲୋକପାତ କରିବା ସହ ସାମୂହିକ ପ୍ରୟାସ ଓ ସହଭାଗିତା ମାଧ୍ୟମରେ ମହିଳା ସଶକ୍ତିକରଣକୁ ଆହୁରି ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଯୁକ୍ତା ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ମହିଳା ସଦସ୍ୟାମାନଙ୍କୁ ଉତ୍ସାହିତ କରିଥିଲେ । ନିଜ ବକ୍ତବ୍ୟରେ ସେ ମହିଳାମାନଙ୍କ ସାମୂହିକ ସହଭାଗିତା, ଆତ୍ମନିର୍ଭରତା ଓ ସେବା ମନୋଭାବର ଗୁରୁତ୍ୱ ଉପରେ ପ୍ରକାଶ କରିବା ସହ
ଏକତା ଓ ପରସ୍ପର ସହଯୋଗ ମାଧ୍ୟମରେ ନିଜ ପରିବାର ଓ ସମାଜର ପ୍ରଗତିରେ ମହିଳାମାନେ ଅଧିକ ସକ୍ରିୟ ଭୂମିକା ତୁଲାଇବାକୁ ଆହ୍ୱାନ ଦେଇଥିଲେ । ଦୀପଦାନ ପୂର୍ବରୁ ମହିଳା ସଦସ୍ୟାମାନଙ୍କ ପକ୍ଷରୁ ବିଭିନ୍ନ ରଙ୍ଗରେ ଆକର୍ଷଣୀୟ ରଙ୍ଗୋଲି ପ୍ରସ୍ତୁତ କରାଯାଇଥିଲା । ସୁନ୍ଦର ଭାବେ ପ୍ରସ୍ତୁତ ରଙ୍ଗୋଲି ମଧ୍ୟରେ ଦୀପ ସ୍ଥାପନ କରାଯାଇ ସମସ୍ତେ ଏକତ୍ରିତ ଭାବେ ଦୀପ ପ୍ରଜ୍ୱଳନ କରିଥିଲେ । ଅନେକ ଦୀପର ଆଲୋକରେ କାର୍ଯ୍ୟକ୍ରମସ୍ଥଳ ଆଲୋକିତ ହୋଇ ସେବା, ଏକତା ଓ ସାମୂହିକ ସଂକଳ୍ପର ଏକ ମନୋରମ ପରିବେଶ ସୃଷ୍ଟି ହୋଇଥିଲା । ସାମୂହିକ ଅଂଶଗ୍ରହଣରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସେବା, ସମର୍ପଣ, ଏକତା
ଓ ସାମୂହିକ ସଂକଳ୍ପର ଏକ ସୁନ୍ଦର ପ୍ରତୀକ ଭାବେ ପରିଲକ୍ଷିତ ହୋଇଥିଲା । ମିଶନ ଶକ୍ତି ଜିଲ୍ଲା ପ୍ରକଳ୍ପ ସଂଯୋଜକ ଶ୍ରୀ ନିରଞ୍ଜନ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ମିଶନ ଶକ୍ତି ବିଭାଗର ସମନ୍ୱୟରେ କାର୍ଯ୍ୟକ୍ରମଟି ସୁଚାରୁ ଭାବେ ସମ୍ପନ୍ନ ହୋଇଥିଲା । କାର୍ଯ୍ୟକ୍ରମରେ ଓଡ଼ିଶା ଜୀବିକା ମିଶନ୍ ଜିଲ୍ଲା ପ୍ରକଳ୍ପ ମ୍ୟାନେଜର ନବୀନ ସେନାପତି ସମେତ ବିଭାଗୀୟ କର୍ମକର୍ତ୍ତା ଓ କର୍ମଚାରୀଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫେଡେରେସନ୍ର ମହିଳା ସଦସ୍ୟାମାନେ ଉତ୍ସାହର ସହ ଅଂଶଗ୍ରହଣ କରି ସଫଳ କରିଥିଲେ । ###
- *ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’* *୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟାଙ୍କ ସାମୂହିକ ଅଂଶଗ୍ରହଣ* *ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’* *୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟାଙ୍କ ସାମୂହିକ ଅଂଶଗ୍ରହବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିର ନିକଟରେ ସେବା ସଂକଳ୍ପ ଅଭିଯାନ-୨୦୨୬ ଅବସରରେ ଜିଲ୍ଲା ମିଶନ ଶକ୍ତି ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ‘ସମୂହ ଆଶୀର୍ବାଦର ଦୀପଦାନ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାସ୍ତରୀୟ ଫେଡେରେସନ୍ ଏବଂ ବ୍ଲକସ୍ତରୀୟ ଫେଡେରେସନ୍ର ୩୦୦ରୁ ଊର୍ଦ୍ଧ୍ୱ ମହିଳା ସଦସ୍ୟା ଯୋଗଦେଇ ସମୂହ ଦୀପଦାନ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିଥିଲେ । ଏହି ଅବସରରେ ସେ ସେବା ସଂକଳ୍ପ ଅଭିଯାନର ମହତ୍ତ୍ୱ ଉପରେ ଆଲୋକପାତ କରିବା ସହ ସାମୂହିକ ପ୍ରୟାସ ଓ ସହଭାଗିତା ମାଧ୍ୟମରେ ମହିଳା ସଶକ୍ତିକରଣକୁ ଆହୁରି ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଯୁକ୍ତା ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ମହିଳା ସଦସ୍ୟାମାନଙ୍କୁ ଉତ୍ସାହିତ କରିଥିଲେ । ନିଜ ବକ୍ତବ୍ୟରେ ସେ ମହିଳାମାନଙ୍କ ସାମୂହିକ ସହଭାଗିତା, ଆତ୍ମନିର୍ଭରତା ଓ ସେବା ମନୋଭାବର ଗୁରୁତ୍ୱ ଉପରେ ପ୍ରକାଶ କରିବା ସହ ଏକତା ଓ ପରସ୍ପର ସହଯୋଗ ମାଧ୍ୟମରେ ନିଜ ପରିବାର ଓ ସମାଜର ପ୍ରଗତିରେ ମହିଳାମାନେ ଅଧିକ ସକ୍ରିୟ ଭୂମିକା ତୁଲାଇବାକୁ ଆହ୍ୱାନ ଦେଇଥିଲେ । ଦୀପଦାନ ପୂର୍ବରୁ ମହିଳା ସଦସ୍ୟାମାନଙ୍କ ପକ୍ଷରୁ ବିଭିନ୍ନ ରଙ୍ଗରେ ଆକର୍ଷଣୀୟ ରଙ୍ଗୋଲି ପ୍ରସ୍ତୁତ କରାଯାଇଥିଲା । ସୁନ୍ଦର ଭାବେ ପ୍ରସ୍ତୁତ ରଙ୍ଗୋଲି ମଧ୍ୟରେ ଦୀପ ସ୍ଥାପନ କରାଯାଇ ସମସ୍ତେ ଏକତ୍ରିତ ଭାବେ ଦୀପ ପ୍ରଜ୍ୱଳନ କରିଥିଲେ । ଅନେକ ଦୀପର ଆଲୋକରେ କାର୍ଯ୍ୟକ୍ରମସ୍ଥଳ ଆଲୋକିତ ହୋଇ ସେବା, ଏକତା ଓ ସାମୂହିକ ସଂକଳ୍ପର ଏକ ମନୋରମ ପରିବେଶ ସୃଷ୍ଟି ହୋଇଥିଲା । ସାମୂହିକ ଅଂଶଗ୍ରହଣରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସେବା, ସମର୍ପଣ, ଏକତା ଓ ସାମୂହିକ ସଂକଳ୍ପର ଏକ ସୁନ୍ଦର ପ୍ରତୀକ ଭାବେ ପରିଲକ୍ଷିତ ହୋଇଥିଲା । ମିଶନ ଶକ୍ତି ଜିଲ୍ଲା ପ୍ରକଳ୍ପ ସଂଯୋଜକ ଶ୍ରୀ ନିରଞ୍ଜନ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ମିଶନ ଶକ୍ତି ବିଭାଗର ସମନ୍ୱୟରେ କାର୍ଯ୍ୟକ୍ରମଟି ସୁଚାରୁ ଭାବେ ସମ୍ପନ୍ନ ହୋଇଥିଲା । କାର୍ଯ୍ୟକ୍ରମରେ ଓଡ଼ିଶା ଜୀବିକା ମିଶନ୍ ଜିଲ୍ଲା ପ୍ରକଳ୍ପ ମ୍ୟାନେଜର ନବୀନ ସେନାପତି ସମେତ ବିଭାଗୀୟ କର୍ମକର୍ତ୍ତା ଓ କର୍ମଚାରୀଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫେଡେରେସନ୍ର ମହିଳା ସଦସ୍ୟାମାନେ ଉତ୍ସାହର ସହ ଅଂଶଗ୍ରହଣ କରି ସଫଳ କରିଥିଲେ । ###4
- ଭସାଣି ସମୟରେ ମୁଣ୍ଡ ଫଟା ଫଟି | Odisha Reporter 5 ଜଣ ମିଶି ମୋ ଭାଇକୁ ପଛପଟୁ ଆକ୍ରମଣ କଲେ ।1
- ବାଲେଶ୍ୱର ଜିଲ୍ଲା ବସ୍ତା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଆଜି ଏକ ମାରପିଟ ଘଟଣା ରେ ଦୁଇ ବର୍ଷ କାରାଦଣ୍ଡ ସହ ଆର୍ଥିକ ଜୋରିମାନା ଶୁଣାଇଛନ୍ତି.1
- ସନ୍ତାନକୁ ସତ୍ୟ, ଧର୍ମ, ଆଦର୍ଶର ପୁରୋହିତ ସଜାଇବାରେ ମା ପ୍ରେରଣାର ଉତ୍ସ୍ : ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ଚନ୍ଦନେଶ୍ୱରରେ ମାତୃସମ୍ମିଳନୀ : ସନ୍ତାନକୁ ସତ୍ୟ, ଧର୍ମ, ଆଦର୍ଶର ପୁରୋହିତ ସଜାଇବାରେ ମା ପ୍ରେରଣାର ଉତ୍ସ୍ : ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ଚନ୍ଦନେଶ୍ୱରରେ ମାତୃସମ୍ମିଳନୀ : ଭୋଗରାଇ , ୧୪/୯ ବାଲେଶ୍ୱର ଜିଲ୍ଲା ଭୋଗରାଇର ଶଙ୍ଖାରୀ ପଞ୍ଚାୟତର ନାଫରାଇ ଠାରେ ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି, ଓଡିଶା ଦ୍ବାରା ପରିଚାଳିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ଚନ୍ଦନେଶ୍ୱର ପରିସରରେ ସୋମବାର ଗଣେଷ ପୂଜା ସହିତ ମାତୃସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରାମଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ରବିନ୍ଦ୍ରନାଥ ପ୍ରଧାନ ଓ ମୁଖ୍ୟ ବକ୍ତା ଭାବେ ଗ୍ରାମ୍ଯ ଉଚ୍ଚଶିକ୍ଷା ପ୍ରତିଷ୍ଠାନର ଓଡିଆ ବିଭାଗ ଅଧ୍ଯାପିକା ବନ୍ଦିତା ପ୍ରଧନ, ସମ୍ମାନିତ ଅତିଥି ଭାବେ ପ୍ରଧାନ ଆଚାର୍ଯ୍ୟ ସୁରେଶ ଚନ୍ଦ୍ର ଦାସ, ଶିକ୍ଷାବିତ ଶ୍ରୀପତୀ ସଁ ପ୍ରମୁଖ ଶୣଙ୍ଖଳିତ ଓ ଚରିତ୍ରବାନ ମା ମାନଙ୍କ ଭୂମିକା ଓ ମାତୃପୂଜନ ଆବଶ୍ୟକତା ଉପରେ କବ୍ତବ୍ଯ ରଖିଥିଲେ। ମଞ୍ଚ ଆହ୍ବାନ ଓ ଅତିଥି ପରିଚୟ ଗୁରୁଜୀ ପଙ୍କଜ କୁମାର ଆଇଚ, ଆଭିମୁଖ୍ୟ କଥନ ଗୁରୁମା ତୣପ୍ତି ଦାସ ଓ ପରିଚାଳନା କମିଟିର ସମ୍ପାଦକ ପ୍ରଦୀପ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ଯାମନ୍ଦିରର ୨୫ଜଣ ଗୁରୁଜୀ ଓ ଗୁରୁମା ସହଯୋଗ କରିଥିଲେ।2
- ଭଦ୍ରକ ରେ ଆରମ୍ଭ ହେଲା ଲଘୁଚାପ ଜନିତ ବର୍ଷା, କିଛିଦିନ ର ବ୍ୟବଧାନ ପରେ ପୁଣି ଲଘୁଚାପ ବର୍ଷା ଆରମ୍ଭ1
- ବନ୍ତ ବ୍ଲକ୍ ଆଗରପଡ଼ା ସ୍ଥିତ ବାବା ସୁବର୍ନେଶ୍ୱର୍ ମହାଦେବ ଙ୍କ ନିକଟରେ ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତ୍ତା ଓ ମହିଳା ମାନେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ତାଙ୍କ ଦୀର୍ଘାୟୁ କାମନା କରି ସୋତନ୍ତ୍ର ପୂଜାର୍ଚ୍ଚନା ସହ ଦୀପ ଦାନ କରିଛନ୍ତି। ବନ୍ତ ବ୍ଲକ୍ ଆଗରପଡ଼ା ସ୍ଥିତ ବାବା ସୁବର୍ନେଶ୍ୱର୍ ମହାଦେବ ଙ୍କ ନିକଟରେ ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତ୍ତା ଓ ମହିଳା ମାନେ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି ସୋତନ୍ତ୍ର ପୂଜାର୍ଚ୍ଚନା ସହ ଦୀପ ଦାନ କରିଛନ୍ତି।1
- ଖବରରେ ହଲିଲା ବିଭାଗ! ; ବିଦ୍ୟୁତ ଟ୍ରାନ୍ସଫର୍ମରରୁ ହଟିଲା ଲତାଗୁଳ୍ମ କେନ୍ଦୁଝର , (ଧ୍ୟାନକୃଷ୍ଣ ନାୟକ) : ଖବର ପ୍ରକାଶ ପାଇଲା, ସୋସିଆଲ ମିଡିଆରେ ପ୍ରସଙ୍ଗ ଉଠିଲା ଏବଂ ତୁରନ୍ତ ଚେତିଲା ବିଭାଗ। ବିଦ୍ୟୁତ୍ ଟ୍ରାନ୍ସଫର୍ମର ଓ ଖୁଣ୍ଟକୁ ଘେରି ରହିଥିବା ଲତାଗୁଳ୍ମ ଶେଷରେ ସଫା ହୋଇଛି। ଫଳରେ ସମ୍ଭାବ୍ୟ ବିଦ୍ୟୁତ୍ ବିପଦରୁ ଏକ ବଡ଼ ଆଶଙ୍କା ଟଳିଥିବା ଦେଖିବାକୁ ମିଳିଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର ନୂଆଗାଁ ଗ୍ରାମରେ ବସୁଧା ପାନୀୟ ଜଳ ପ୍ରକଳ୍ପକୁ ବିଦ୍ୟୁତ୍ ସଂଯୋଗ ଦେଇଥିବା ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ଦୀର୍ଘଦିନ ଧରି ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିଲା। ବିଦ୍ୟୁତ୍ ଉପକରଣ ଚାରିପାଖରେ ଏଭଳି ଅବ୍ୟବସ୍ଥା ରହିବା ଯୋଗୁଁ ଅଘଟଣର ଆଶଙ୍କା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଥିଲା।ଏହି ପ୍ରସଙ୍ଗକୁ ନେଇ ଏକ ଖବର ପ୍ରକାଶିତ ହୋଇଥିଲା।ଖବର ପ୍ରକାଶ ପରେ ସୋସିଆଲ ମିଡିଆ କର୍ମୀ ବିକ୍ରମ କେଶରୀ ମହାନ୍ତ ଏହି ଖବରକୁ ଏକ୍ସ(X) ମାଧ୍ୟମରେ ପ୍ରଚାର କରି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ପ୍ରଭାବ ତୁରନ୍ତ ଦେଖିବାକୁ ମିଳିଥିବାବେଳେ ସମ୍ପୃକ୍ତ ବିଭାଗ ପକ୍ଷରୁ ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ଚାରିପାଖରେ ଥିବା ଲତାଗୁଳ୍ମ କାଟି ସଫା କରାଯାଇଛି। ବର୍ତ୍ତମାନ ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଥିବାରୁ ସ୍ଥାନୀୟ ଲୋକେ ଆଶ୍ୱସ୍ତ ହୋଇଛନ୍ତି। ଏଥିସହ ଜନସାଧାରଣଙ୍କ ସମସ୍ୟାକୁ ଗଣମାଧ୍ୟମ ଉଠାଇବା ଏବଂ ସୋସିଆଲ ମିଡିଆ ମାଧ୍ୟମରେ ତାହା ବିଭାଗୀୟ ସ୍ତରରେ ପହଞ୍ଚିବା ଦ୍ୱାରା କିପରି ତୁରନ୍ତ ପଦକ୍ଷେପ ନିଆଯାଇପାରେ, ଏହି ଘଟଣା ତାହାର ଏକ ଉଦାହରଣ ପାଲଟିଛି।ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ବିଦ୍ୟୁତ୍ ଭଳି ସମ୍ବେଦନଶୀଳ ଓ ଜନଜୀବନ ସହ ଜଡ଼ିତ ବ୍ୟବସ୍ଥାର ନିୟମିତ ଯାଞ୍ଚ ଓ ରକ୍ଷଣାବେକ୍ଷଣ ଆବଶ୍ୟକ। ଆଗକୁ ଯେପରି ଏଭଳି ଅବସ୍ଥା ପୁଣି ସୃଷ୍ଟି ନହୁଏ, ସେଥିପାଇଁ ବିଭାଗ ନିୟମିତ ଭାବେ ନଜର ରଖିବାକୁ ଦାବି ହୋଇଛି।4
- ପୁରୀ ଖୋଜା ଦୋକାନୀ ଉପରେ ଚଢ଼ାଉ...।.........................1