ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ବିଭିନ୍ନ ବିଦ୍ୟାଳୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l ଛେଣ୍ଡିପଦା ବ୍ଲକ, କୁକୁରୋପେଟl school ଠାରେ ବିଶ୍ୱ ଯୁବ କେନ୍ଦ୍ର ବାନିନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ଡରେନ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଶିକ୍ଷକ, କିଶୋର, କିଶୋରି ଉପସ୍ଥିତ ଥିଲେ l ଶିଶୁ ଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ, ଶିଶୁ ଶ୍ରମିକ, ଶିଶୁ ଯୌନ ନିର୍ଯାତନା, ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତ୍ୟକ୍ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ୱ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ

- ବୃକ୍ଷ ପାଇଁ ଆଜି ଆମ ଜୀବନ, ତାର ସୁରକ୍ଷା ପାଇଁ କରିବା ପଣ, ଚାଳଗଡ଼ ଗ୍ରାମରେ ମା' ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ତାଳଚେର :- ବୃକ୍ଷ ପାଇଁ ଆଜି ଆମ ଜୀବନ, ତାର ସୁରକ୍ଷା ପାଇଁ କରିବା ପଣ l ତାଳଚେର ବ୍ଲକ ଚାଳଗଡ଼ ଗ୍ରାମରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଯୁବକ ମାନେ ଗଛ ଲଗେଇଥିଲେ l ଏହି କାର୍ଯ୍ୟକ୍ରମରେ ଗ୍ରାମର ଉଦୀୟମାନ ଯୁବକ ଅନିଲ କୁମାର ଥମ୍ବ ସମ୍ପୂର୍ଣ ସହାୟତା ଓ ସହଯୋଗ କରିଥିବାରୁ ଗ୍ରାମବାସୀଙ୍କ ତରଫରୁ ସାଧୁବାଦ ଓ ଧନ୍ୟବାଦ ଜଣାଇଥିଲେ l1
- ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha1
- ଓଡିଶା ର ଅନ୍ୟ ଏକ ପର୍ବ ପାଞ୍ଚିମ ଓଡିଶା ଗଣପର୍ବ ନୂଆଖାଇ ଏଥିରେ ସାମିଲ ହୋଇଛନ୍ତି. ପୂର୍ବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ପଞ୍ଚିମ ଓଡିଶା ର ଗଣପବ ନୂଆଖାଇ ଏଥିରେ ସାମିଲ ହେଇଛନ୍ତି ପୂବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ1
- ରାସୋଳ ଥାନା ବେଡାପଡା ଗାଁରେ ଦେଖାଦେଇଛି ଅଭାବନୀୟ ଘଟଣା. ବିଦ୍ୟୁତ ସଂସ୍ପର୍ଶ ରେ ଆସି ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗଣରେ ଆଜି ଗାଧୋଇବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶ ରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ମୃତକ ଉପମା ବେହେରା ଗାଧୋଉବାକୁ ଯିବା ବେଳେ ଧନ ଫସଲ ସୁରକ୍ଷା ପାଇଁ ସୋଲାର କରେଣ୍ଟ ତାର ରେ ବିଦ୍ୟୁତ ସଂଯୋଗ କରାଯାଇଥିବାରୁ ତାଙ୍କର ମୃତ୍ୟୁ ଘଟିଛି.1
- ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ। ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ।1
- ଗଣେଶ ବଜାର ରେ ଗଣେଶ ପୂଜା ଅନୁଷ୍ଠିତ କିଛି ନିଆରା ପ୍ରୟାସ ରେ ସଜିତ1
- କଳାପାଟ ପ୍ରାଥମିକ ବିଦ୍ୟାଳୟରେ ବାବା ଗଣପତିଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି1
- ନୂଆଁଖାଇ କେବଳ ପର୍ବ ନୁହେଁ, ଆମ ସଂସ୍କୃତିର ପରିଚୟ : ଧର୍ମେନ୍ଦ୍ର ପ୍ରଧାନ ନୂଆଁଖାଇ କେବଳ ପର୍ବ ନୁହେଁ, ଆମ ସଂସ୍କୃତିର ପରିଚୟ : ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର, ଓଡ଼ିଶା #Sambalpur #Odisha1