logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନର୍ଲା ବିଧାୟିକା ଶ୍ରୀମତୀ ମନୋରମା ମହାନ୍ତି ଲଗାତାର ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା କେସିଙ୍ଗା ବ୍ଲକ ଓ ମ. ରାମପୁର ବ୍ଲକ ଅଂଚଳ ରେ ବନ୍ୟା ପରିଦର୍ଶନ କରିଥିଲେ !

5 hrs ago
user_ପୟଧର ସାହୁ
ପୟଧର ସାହୁ
ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
5 hrs ago
35c051ea-3d9d-4601-bb5b-48e4c286452b

ନର୍ଲା ବିଧାୟିକା ଶ୍ରୀମତୀ ମନୋରମା ମହାନ୍ତି ଲଗାତାର ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା କେସିଙ୍ଗା ବ୍ଲକ ଓ ମ. ରାମପୁର ବ୍ଲକ ଅଂଚଳ ରେ ବନ୍ୟା ପରିଦର୍ଶନ କରିଥିଲେ !

More news from ଓଡ଼ିଶା and nearby areas
  • 🌹🌹🌹🌹🌹🌹🌹🌹🌹
    1
    🌹🌹🌹🌹🌹🌹🌹🌹🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    10 hrs ago
  • ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,
    4
    ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l 
ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,
    user_Pramod kumar Dandasena
    Pramod kumar Dandasena
    ବାଲିଗୁଡା, କନ୍ଧମାଳ, ଓଡ଼ିଶା•
    18 hrs ago
  • Post by Nilakantha Kumar
    1
    Post by Nilakantha Kumar
    user_Nilakantha Kumar
    Nilakantha Kumar
    Gochhapada, Kandhamal•
    10 hrs ago
  • କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
    1
    କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    3 hrs ago
  • ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ହରିଭବନ ଠାରେ ଆଜି ସର୍ଗୀୟ ଡାକ୍ତର ନେକିରାମ ଅଗ୍ରଓ୍ବାଲ ଙ୍କ ସ୍ମୃତିରେ ପ୍ରେସ କ୍ଲବ ଓ ମାରଓ୍ବାଡ଼ି ଯୁବା ମଞ୍ଚ ବିକାଶ ଶାଖା, କଣ୍ଟାବାଞ୍ଜି ଏବଂ ଏସ୍.ସି.ଡି. ଚକ୍ଷୁ ଚିକିତ୍ସାଳୟ ଙ୍କ ସହଯୋଗରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।
    1
    ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ହରିଭବନ ଠାରେ ଆଜି ସର୍ଗୀୟ ଡାକ୍ତର ନେକିରାମ ଅଗ୍ରଓ୍ବାଲ ଙ୍କ ସ୍ମୃତିରେ  ପ୍ରେସ କ୍ଲବ ଓ ମାରଓ୍ବାଡ଼ି ଯୁବା ମଞ୍ଚ ବିକାଶ ଶାଖା, କଣ୍ଟାବାଞ୍ଜି ଏବଂ ଏସ୍.ସି.ଡି. ଚକ୍ଷୁ ଚିକିତ୍ସାଳୟ ଙ୍କ ସହଯୋଗରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।
    user_କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    5 hrs ago
  • କଣ୍ଟାବାଞ୍ଜି ରେ ଚୋରି ଗ୍ୟାଙ୍ଗ - ଡିକି ଭାଙ୍ଗି ନେଇଗଲେ ୫୦ହଜାର ଟଙ୍କା,ଭିଡିଓ ଭାଇରାଲ ପରେ ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ
    1
    କଣ୍ଟାବାଞ୍ଜି ରେ ଚୋରି ଗ୍ୟାଙ୍ଗ - ଡିକି ଭାଙ୍ଗି ନେଇଗଲେ ୫୦ହଜାର ଟଙ୍କା,ଭିଡିଓ ଭାଇରାଲ ପରେ ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    11 hrs ago
  • ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ
    1
    ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି 
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ  ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। 
ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ
    user_Gopal Das Mahananda
    Gopal Das Mahananda
    Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.