logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କାକୁଡ଼ିଆ ମହାନ୍ତ ସାହିରେ ରତ୍ନ ମୁଦ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି କାକୁଡ଼ିଆ ଗ୍ରାମ ର ପୂର୍ବ ମହାନ୍ତ ସାହି ରେ ଶ୍ରୀ ଶ୍ରୀ ରତ୍ନ ମୁଦ ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି. #KaliapaniUpdate #Kakudia #Highlight #rajendra #ସୁକିନ୍ଦା #news #update #viralpost #comment

15 hrs ago
user_RAJENDRA MAHANTA
RAJENDRA MAHANTA
କାଳିଆପାଣି, ଯାଜପୁର, ଓଡ଼ିଶା•
15 hrs ago

କାକୁଡ଼ିଆ ମହାନ୍ତ ସାହିରେ ରତ୍ନ ମୁଦ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି କାକୁଡ଼ିଆ ଗ୍ରାମ ର ପୂର୍ବ ମହାନ୍ତ ସାହି ରେ ଶ୍ରୀ ଶ୍ରୀ ରତ୍ନ ମୁଦ ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି. #KaliapaniUpdate #Kakudia #Highlight #rajendra #ସୁକିନ୍ଦା #news #update #viralpost #comment

More news from ଓଡ଼ିଶା and nearby areas
  • କାଳିଆପାଣିରେ ମାର୍କେଟ କମ୍ପ୍ଲେକ୍ସ ଭଙ୍ଗା: ସ୍ଥାନୀୟ ମହଲ ରେ ଚର୍ଚ୍ଚା ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଗ୍ରାମ ପଞ୍ଚାୟତ ନିକଟରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସକୁ ଶୁକ୍ରବାର ଦିନ ପ୍ରଶାସନ ପକ୍ଷରୁ ଭଙ୍ଗାଯାଇଥିବା ଦେଖିବାକୁ ମିଳିଛି। ଘଟଣାଟି ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଓ ଆଲୋଚନା ବଢ଼ିଛି। ଏହି କମ୍ପ୍ଲେକ୍ସ ଦ୍ୱାରା ଅନେକ ଛୋଟ ବ୍ୟବସାୟୀ ଓ ଯୁବକ ରୋଜଗାର ସୁଯୋଗ ପାଉଥିଲେ ବୋଲି କୁହାଯାଉଛି। ତେଣୁ ଏହାର ଭଙ୍ଗା କାର୍ଯ୍ୟବାହୀ ସ୍ଥାନୀୟ ମହଳରେ ପ୍ରଭାବ ପକାଇଛି। ଅନ୍ୟପଟେ, ପ୍ରଶାସନ ପକ୍ଷରୁ କାନୁନ ପ୍ରକ୍ରିୟା ଅନୁସାରେ ପଦକ୍ଷେପ ନିଆଯାଇଥିବା ଦାବି କରାଯାଉଛି। ସମସ୍ତ ପ୍ରସଙ୍ଗର ସଠିକ ତଥ୍ୟ ସ୍ପଷ୍ଟ ହେବା ଏବଂ ଆଇନ ଅନୁସାରେ ନିଷ୍ପକ୍ଷ ତଦନ୍ତ ହେବାକୁ ସାଧାରଣ ଲୋକ ଆଶା କରୁଛନ୍ତି। ଲୋକତନ୍ତ୍ରରେ ପାରଦର୍ଶିତା ଓ ନ୍ୟାୟ ପ୍ରତ୍ୟେକ ନିଷ୍ପତ୍ତିର ମୂଳ ଆଧାର ହେବା ଉଚିତ। ଆଗାମୀ ଦିନରେ ଏହି ଘଟଣା କେମିତି ଦିଗନିର୍ଦ୍ଦେଶ ନେବ, ସେଥିପାଇଁ ସମସ୍ତଙ୍କ ନଜର ରହିଛି। #kaliapani #Sukinda #JajpurOdisha #LocalNews #PublicConcern #RuleOfLaw #transparency #rajendra #kaliapaniUpdate #highlight
    2
    କାଳିଆପାଣିରେ ମାର୍କେଟ କମ୍ପ୍ଲେକ୍ସ ଭଙ୍ଗା: ସ୍ଥାନୀୟ ମହଲ ରେ ଚର୍ଚ୍ଚା
ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଗ୍ରାମ ପଞ୍ଚାୟତ ନିକଟରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସକୁ ଶୁକ୍ରବାର ଦିନ ପ୍ରଶାସନ ପକ୍ଷରୁ ଭଙ୍ଗାଯାଇଥିବା ଦେଖିବାକୁ ମିଳିଛି।
ଘଟଣାଟି ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଓ ଆଲୋଚନା ବଢ଼ିଛି। ଏହି କମ୍ପ୍ଲେକ୍ସ ଦ୍ୱାରା ଅନେକ ଛୋଟ ବ୍ୟବସାୟୀ ଓ ଯୁବକ ରୋଜଗାର ସୁଯୋଗ ପାଉଥିଲେ ବୋଲି କୁହାଯାଉଛି। ତେଣୁ ଏହାର ଭଙ୍ଗା କାର୍ଯ୍ୟବାହୀ ସ୍ଥାନୀୟ ମହଳରେ ପ୍ରଭାବ ପକାଇଛି।
ଅନ୍ୟପଟେ, ପ୍ରଶାସନ ପକ୍ଷରୁ କାନୁନ ପ୍ରକ୍ରିୟା ଅନୁସାରେ ପଦକ୍ଷେପ ନିଆଯାଇଥିବା ଦାବି କରାଯାଉଛି। ସମସ୍ତ ପ୍ରସଙ୍ଗର ସଠିକ ତଥ୍ୟ ସ୍ପଷ୍ଟ ହେବା ଏବଂ ଆଇନ ଅନୁସାରେ ନିଷ୍ପକ୍ଷ ତଦନ୍ତ ହେବାକୁ ସାଧାରଣ ଲୋକ ଆଶା କରୁଛନ୍ତି।
ଲୋକତନ୍ତ୍ରରେ ପାରଦର୍ଶିତା ଓ ନ୍ୟାୟ ପ୍ରତ୍ୟେକ ନିଷ୍ପତ୍ତିର ମୂଳ ଆଧାର ହେବା ଉଚିତ। ଆଗାମୀ ଦିନରେ ଏହି ଘଟଣା କେମିତି ଦିଗନିର୍ଦ୍ଦେଶ ନେବ, ସେଥିପାଇଁ ସମସ୍ତଙ୍କ ନଜର ରହିଛି।
#kaliapani #Sukinda #JajpurOdisha #LocalNews #PublicConcern #RuleOfLaw #transparency  #rajendra #kaliapaniUpdate #highlight
    user_RAJENDRA MAHANTA
    RAJENDRA MAHANTA
    କାଳିଆପାଣି, ଯାଜପୁର, ଓଡ଼ିଶା•
    1 hr ago
  • ଏ ସିନେମା ଓଡ଼ିଆଙ୍କ ଗର୍ବ | କାହାଣୀ ଆମ ଓଡ଼ିଆଙ୍କ ପରମ୍ପରା ଉପରେ ଆଧାରିତ | ଏ ସିନେମାକୁ ଆମେ ସମସ୍ତେ ଦେଖିବା ଆଉ କହିବା ଆମେ ଓଡ଼ିଆ ଭାରି ବଢ଼ିଆ.. ଭୁବନେଶ୍ୱର, ଓଡ଼ିଶା #bhubaneswar #odisha
    1
    ଏ ସିନେମା ଓଡ଼ିଆଙ୍କ ଗର୍ବ | କାହାଣୀ ଆମ ଓଡ଼ିଆଙ୍କ ପରମ୍ପରା ଉପରେ ଆଧାରିତ | ଏ ସିନେମାକୁ ଆମେ ସମସ୍ତେ ଦେଖିବା ଆଉ କହିବା ଆମେ ଓଡ଼ିଆ ଭାରି ବଢ଼ିଆ..
ଭୁବନେଶ୍ୱର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • ପ୍ରଥମ ଦିନରେ ଟିକେ ଡର ଲାଗୁଥିଲା ତଥାପି ଭଲ ହେଲା
    1
    ପ୍ରଥମ ଦିନରେ ଟିକେ ଡର ଲାଗୁଥିଲା ତଥାପି ଭଲ ହେଲା
    user_Tapasdas 6372788705
    Tapasdas 6372788705
    Gandia, Dhenkanal•
    5 hrs ago
  • ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ୍ ଦେଓଗାଁ ଗ୍ରାମ ପଞ୍ଚାୟତ ଗୋପାଳପୁର ଗ୍ରାମରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ଗୋପାଳପୁର ଗ୍ରାମରର ସମର ନାୟକ ଓ ତାଙ୍କ ସାନଭାଇ ସୁଧୀର ନାୟକଙ୍କ ୫ ବଖରା ଚାଳଛପର ଘର ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ଅପରାହ୍ନରେ ଘରେ ସମସ୍ତ ପରିବାରଙ୍କ ଉପସ୍ଥିତିବେଳେ ଘରେ ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଘରେ ନିଆଁ ଲାଗିଯାଇଥିଲା। ପ୍ରଥମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିବା ପାଇଁ ଚେଷ୍ଟା କରିଥିଲେ ପରେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡରେ ସମସ୍ତ ଆସବା ପତ୍ର ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜଳି ପୋଡ଼ି ପାଉଁଶ ହୋଇଯାଇଅଛି। ଅଗ୍ନିବିପନ୍ନ କୃଷି ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।
    1
    ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ୍ ଦେଓଗାଁ ଗ୍ରାମ ପଞ୍ଚାୟତ ଗୋପାଳପୁର ଗ୍ରାମରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ଗୋପାଳପୁର ଗ୍ରାମରର ସମର ନାୟକ ଓ ତାଙ୍କ ସାନଭାଇ ସୁଧୀର ନାୟକଙ୍କ ୫ ବଖରା ଚାଳଛପର ଘର ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ଅପରାହ୍ନରେ ଘରେ ସମସ୍ତ ପରିବାରଙ୍କ ଉପସ୍ଥିତିବେଳେ ଘରେ ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଘରେ ନିଆଁ ଲାଗିଯାଇଥିଲା। ପ୍ରଥମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିବା ପାଇଁ ଚେଷ୍ଟା କରିଥିଲେ ପରେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡରେ ସମସ୍ତ ଆସବା ପତ୍ର ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜଳି ପୋଡ଼ି ପାଉଁଶ ହୋଇଯାଇଅଛି। ଅଗ୍ନିବିପନ୍ନ କୃଷି ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    14 hrs ago
  • ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଗଡ଼ମଧୁପୁର ଗ୍ରାମ ପଂଚାୟତ ପନ୍ତୁରି ଗ୍ରାମ ଠାରେ ପୂର୍ବତନ ବିଧାୟକ ଙ୍କ ଫାର୍ମ ହାଉସ ଜମିକୁ ନେଇ ଅଭିଯୋଗ ହୋଇଥିବା ବେଳେ ତହସିଲ ପକ୍ଷରୁ କରାଯାଇଥିଲା ନୋଟିସ ଓ ପରେ ପରେ ଜମି ମାପଚୁପ,ଏହା ଉପରେ ମାପଚୁପ ଆଗରୁ ସାଙ୍ଗଠନିକ ବୈଠକ ରେ ବସୃତ ବିବରଣୀ ଦେଲେ ପ୍ରଣବ
    1
    ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଗଡ଼ମଧୁପୁର ଗ୍ରାମ ପଂଚାୟତ ପନ୍ତୁରି ଗ୍ରାମ ଠାରେ ପୂର୍ବତନ ବିଧାୟକ ଙ୍କ ଫାର୍ମ ହାଉସ ଜମିକୁ ନେଇ ଅଭିଯୋଗ ହୋଇଥିବା ବେଳେ ତହସିଲ ପକ୍ଷରୁ କରାଯାଇଥିଲା ନୋଟିସ ଓ ପରେ ପରେ ଜମି ମାପଚୁପ,ଏହା ଉପରେ ମାପଚୁପ ଆଗରୁ ସାଙ୍ଗଠନିକ ବୈଠକ ରେ ବସୃତ ବିବରଣୀ ଦେଲେ ପ୍ରଣବ
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    15 hrs ago
  • ଢେଙ୍କାନାଳ ଜିଲ୍ଲା ପରିଷଦ ହଲ ଠାରେ ଜିଲ୍ଲା ସ୍ଥାୟୀ ବିକାଶ ଲକ୍ଷ୍ୟ ରଖି ପ୍ରସିକ୍ଷଣ ଅନୁଷ୍ଠିତ ହୋଇଯାଇଛି, ଏଥିରେ ଜିଲ୍ଲାପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅର୍ଚନା ପୁହାଣ ଅଧ୍ଯକ୍ଷତା କରିଥିଲେ
    2
    ଢେଙ୍କାନାଳ ଜିଲ୍ଲା ପରିଷଦ ହଲ ଠାରେ ଜିଲ୍ଲା ସ୍ଥାୟୀ ବିକାଶ ଲକ୍ଷ୍ୟ ରଖି ପ୍ରସିକ୍ଷଣ ଅନୁଷ୍ଠିତ ହୋଇଯାଇଛି, ଏଥିରେ ଜିଲ୍ଲାପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅର୍ଚନା  ପୁହାଣ
ଅଧ୍ଯକ୍ଷତା କରିଥିଲେ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    18 hrs ago
  • ବର୍ତ୍ତମାନ ର ଯାହା ବଡ ଖବର ନଜର ଆସୁଛି ଯାଜପୁର ସଦର ଥାନା ଅନ୍ତର୍ଗତ ମାଳାଆନନ୍ଦପୁର ଜାମୁଖଳା ଠାରେ ଥିବା ପ୍ରସିଦ୍ଧ ଉତ୍ତରେସ୍ୱର ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ସହ ଲୁଟିନେଲେ ବାବାଙ୍କ ହୁଣ୍ଡୀ ପଇସା
    1
    ବର୍ତ୍ତମାନ ର ଯାହା ବଡ ଖବର ନଜର ଆସୁଛି ଯାଜପୁର ସଦର ଥାନା ଅନ୍ତର୍ଗତ ମାଳାଆନନ୍ଦପୁର ଜାମୁଖଳା ଠାରେ ଥିବା ପ୍ରସିଦ୍ଧ ଉତ୍ତରେସ୍ୱର ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ସହ ଲୁଟିନେଲେ ବାବାଙ୍କ ହୁଣ୍ଡୀ ପଇସା
    user_Sovin kumar parida
    Sovin kumar parida
    Photographer କୋରାଇ, ଯାଜପୁର, ଓଡ଼ିଶା•
    20 hrs ago
  • କାକୁଡ଼ିଆ ଗ୍ରାମ ର ପୂର୍ବ ମହାନ୍ତ ସାହି ରେ ଶ୍ରୀ ଶ୍ରୀ ରତ୍ନ ମୁଦ ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି. #KaliapaniUpdate #Kakudia #Highlight #rajendra #ସୁକିନ୍ଦା #news #update #viralpost #comment
    1
    କାକୁଡ଼ିଆ ଗ୍ରାମ ର ପୂର୍ବ ମହାନ୍ତ ସାହି ରେ ଶ୍ରୀ ଶ୍ରୀ ରତ୍ନ ମୁଦ ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି. #KaliapaniUpdate #Kakudia #Highlight #rajendra #ସୁକିନ୍ଦା
#news #update #viralpost #comment
    user_RAJENDRA MAHANTA
    RAJENDRA MAHANTA
    କାଳିଆପାଣି, ଯାଜପୁର, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.