logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୁଖ୍ୟମନ୍ତ୍ରୀ ବୁଲି ଦେଖିଲେ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ୟୁନିଟ୍-୩ ସ୍ଥିତ ଇଡ୍‌‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିବା ସହିତ ଏହି ପ୍ରଦର୍ଶନୀକୁ ଆଉ ଦୁଇ ଦିନ ବଢାଇବା ପାଇଁ ଘୋଷଣା କରିଛନ୍ତି। ସୂଚନାଥାଉକି, ଆଜି ସମାପ୍ତ ହେବାକୁ ଯାଉଥିବା ଏହି ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ଦୁଇ ଦିନ ଅର୍ଥାତ ଚଳିତ ମାସ ବାର ତାରିଖ ପର୍ଯ୍ୟନ୍ତ ବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ୬ ତାରିଖ ଦିନ ଏଠାରେ ଭାରତୀୟ ନ୍ୟାୟ ସଂହିତା ସମ୍ପର୍କିତ ଏହି ପ୍ରଦର୍ଶନୀ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଗସ୍ତ ସମୟରେ ଉଦ୍‌ଘାଟିତ ହୋଇଥିଲା । ଓଡ଼ିଶା ପୋଲିସ ଦ୍ଵାରା ଆୟୋଜିତ ଏହି ପ୍ରଦର୍ଶନୀରେ ସଚେତନତା ବାର୍ତ୍ତାବାହୀ ଏକ ପଥପ୍ରାନ୍ତ ନାଟକକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହିତ ଉକ୍ତ ପ୍ରଦର୍ଶନୀରେ ପ୍ରଦର୍ଶିତ ଗୃହ ବିଭାଗର ବିଭିନ୍ନ ଷ୍ଟଲ ଅତି ଉଚ୍ଚକୋଟିର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ନାଗରିକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା ପାଇଁ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କର ଯେଉଁ ସଂକଳ୍ପ ରହିଛି, ତାହାର ଶ୍ରେଷ୍ଠ ପ୍ରମାଣ ହେଉଛି ଏହି ଭାରତୀୟ ନ୍ୟାୟ ସଂହିତା। ଏହି ପ୍ରଦର୍ଶନୀ ସାଧାରଣ ଲୋକଙ୍କୁ ଏହି ନୂଆ ଆଇନର କାର୍ଯ୍ୟକାରୀତା ଓ ଏହାର ପ୍ରଭାବ ସମ୍ପର୍କରେ ସଚେତନ କରିବାରେ ଏକ ଉତ୍ତମ ପଦକ୍ଷେପ । ଏହି ନୂଆ ଆଇନ ଲାଗୁ ହେଲା ପରେ ଭାରତ ବର୍ଷର ଅପରାଧ ନିୟନ୍ତ୍ରଣ ଢାଞ୍ଚାରେ ଉପନିବେଶବାଦୀ ଯୁଗର ଅବସାନ ଘଟିଛି ଏବଂ ସ୍ୱାଧୀନ ଭାରତର ଆଭିମୂଖ୍ୟକୁ ନେଇ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି । ନୂଆ ଆଇନ ଲାଗୁ ହେଲା ପରେ ଭାରତ ବର୍ଷର ଅପରାଧ ନିୟନ୍ତ୍ରଣ ଢାଞ୍ଚାରେ ଉପନିବେଶବାଦୀ ଯୁଗର ଅବସାନ ଘଟିଛି ଏବଂ ସ୍ୱାଧୀନ ଭାରତର ଆଭିମୂଖ୍ୟକୁ ନେଇ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଛି । ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ପରଠାରୁ 2025 ଶେଷ ପର୍ଯ୍ୟନ୍ତ, ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର 87.6% ବୃଦ୍ଧି ପାଇଛି। ଏହା ଏକ ବିରାଟ ସଫଳତା। ଏହି ଆଇନ ଦ୍ଵାରା ତଦନ୍ତ ଠାରୁ ବିଚାର ପର୍ଯ୍ୟନ୍ତ ପ୍ରାୟ ସବୁ ଷ୍ଟେପ୍ ରେ ଉନ୍ନତି ଆସିଛି। ୨୦୨୫ ରେ ଜିରୋ FIR ସଂଖ୍ୟା ୧୬୬ ପ୍ରତିଶତ ବୃଦ୍ଧି ପାଇଛି। ଏହି ଆଇନ ବ୍ୟତୀତ ଆମେ ପୋଲିସକୁ ଦକ୍ଷ କରିବା ପାଇଁ ଅନେକ ପଦକ୍ଷେପ ମଧ୍ୟ ନେଉଛୁ। National Forensic Science University ଏବଂ Central Forensic Science Laboratory ପାଇଁ ଶିଳାନ୍ୟାସ କରାଯାଇଛି। ଆଧୁନିକ ଟେକ୍ନୋଲୋଜିରେ ପୋଲିସକୁ ପାରଙ୍ଗମ କରିବା ପାଇଁ IIT Bhubaneswar ସହିତ MoU ହୋଇଛି। ପୋଲିସ୍ କୁ ବିଭିନ୍ନ ଆଧୁନିକ କୌଶଳ ସମ୍ପର୍କରେ ପ୍ରଶିକ୍ଷଣ ଦେବା ପାଇଁ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ସହ ମଧ୍ୟ MoU ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ସମସ୍ତ ଉଚ୍ଚ ପଦସ୍ତ ଅଧିକାରୀ ଉପସ୍ଥିତ ଥିବା ବେଳେ ବିଭିନ୍ନ ସ୍କୁଲ ଏବଂ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ।

on 10 March
user_Saroj Kumar Mohapatra
Saroj Kumar Mohapatra
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    52 min ago
  • Post by Sibanava Panda
    1
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    23 hrs ago
  • କଟକ ଚୌଦ୍ୱାର ଜେଲ୍ ରୁ ଫେରାର ପରେ କର୍ଣ୍ଣାଟକ ର ମହୀଶୂରରୁ ଏକ ଅଳଙ୍କାର ଦୋକାନ ରୁ ୨୦୨୫ ଡିସେମ୍ବର ମାସରେ ଲୁଟ୍ କରିଥିଲା ରାଜା ଏହାପରେ ହାଇଦ୍ରାବାଦ ରୁ ଆଉ ଏକ ସୁନା ଅଳଙ୍କାର ଦୋକାନରୁ ଲୁଟ ଉଦ୍ୟମ କରିଥିବା ବେଳେ ସଫଳ ହୋଇ ନଥିଲା । ରାଜା କୁ ଧରିବା ପାଇଁ କମିଶନରେଟ ପୋଲିସ ର ୨୪ ଜଣିଆ ଟିମ୍ ନିୟୋଜିତ ହୋଇଥିଲେ। ବିଭିନ୍ନ ଲୋକେସ ରେ ପୋଲିସ ଚଢ଼ାଉ କରିଥିବା ବେଳେ ରାଜା ପୋଲିସ କୁ ବାରମ୍ବାର ଚଖମା ଦେଇଥିଲା। ଶେଷରେ ଉତ୍ତରାଖଣ୍ଡ ର ଋଷିକେଶ ରୁ ରାଜା କୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ। ସବୁଠାରୁ ବଡ଼ କଥା ହେଲା କି କୁଖ୍ୟାତ ଅପରାଧୀ ରାଜା ସାହାଣୀ ନାମରେ ଏକାଧିକ ହତ୍ୟା ମାମଲା ସହ ଭାରତର ବିଭିନ୍ନ ରାଜ୍ୟ ରେ ୨୮ ଟି ଜଘନ୍ୟ ଅପରାଧିକ ମାମଲା ରହିଛି।ଏହି ମାମଲା ଭିତରେ ଡକାୟତି ମାମଲା ଅଧିକ ରହିଛି। ରାଜା ଏକ ବଡ଼ ନେଟୱର୍କ କରି ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଲୁଟ ଘଟଣା ଘଟାଉଥିଲା । ଶେଷରେ ପୋଲିସ ରାଜାକୁ ଧରିବା ପରେ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜେଲ କୁ ପଠା ଯାଇଛି। ଅନ୍ୟ ରାଜ୍ୟର ପୋଲିସ ର ମଧ୍ୟ ମୋଷ୍ଟ୍ ୱାଣ୍ଟେଡ ଥିବା ରାଜା ସାହାଣୀ କୁ ପଚରା ଉଚରା କରି ପାରନ୍ତି ଅନ୍ୟ ରାଜ୍ୟର ପୋଲିସ। ତେବେ ରାଜା ର ଗିରଫ ପରେ ତାଙ୍କ ଗ୍ୟାଙ୍ଗ ର ମନୋବଳ ହ୍ରାସ ପାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ଏସ ଦେବଦତ୍ତ ସିଂ ( ପୋଲିସ କମିଶନର)
    2
    କଟକ ଚୌଦ୍ୱାର ଜେଲ୍ ରୁ ଫେରାର ପରେ କର୍ଣ୍ଣାଟକ ର ମହୀଶୂରରୁ ଏକ ଅଳଙ୍କାର ଦୋକାନ ରୁ ୨୦୨୫ ଡିସେମ୍ବର ମାସରେ ଲୁଟ୍ କରିଥିଲା ରାଜା ଏହାପରେ ହାଇଦ୍ରାବାଦ ରୁ ଆଉ ଏକ ସୁନା ଅଳଙ୍କାର ଦୋକାନରୁ ଲୁଟ ଉଦ୍ୟମ କରିଥିବା ବେଳେ ସଫଳ ହୋଇ ନଥିଲା  । ରାଜା କୁ ଧରିବା ପାଇଁ କମିଶନରେଟ ପୋଲିସ ର ୨୪ ଜଣିଆ ଟିମ୍ ନିୟୋଜିତ ହୋଇଥିଲେ। ବିଭିନ୍ନ ଲୋକେସ ରେ ପୋଲିସ ଚଢ଼ାଉ କରିଥିବା ବେଳେ ରାଜା ପୋଲିସ କୁ ବାରମ୍ବାର ଚଖମା ଦେଇଥିଲା। ଶେଷରେ ଉତ୍ତରାଖଣ୍ଡ ର ଋଷିକେଶ ରୁ ରାଜା କୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ। ସବୁଠାରୁ ବଡ଼ କଥା ହେଲା କି କୁଖ୍ୟାତ ଅପରାଧୀ ରାଜା ସାହାଣୀ ନାମରେ ଏକାଧିକ ହତ୍ୟା ମାମଲା ସହ ଭାରତର ବିଭିନ୍ନ ରାଜ୍ୟ ରେ  ୨୮ ଟି ଜଘନ୍ୟ ଅପରାଧିକ ମାମଲା ରହିଛି।ଏହି ମାମଲା ଭିତରେ ଡକାୟତି ମାମଲା ଅଧିକ ରହିଛି। ରାଜା ଏକ ବଡ଼ ନେଟୱର୍କ କରି ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଲୁଟ ଘଟଣା ଘଟାଉଥିଲା । ଶେଷରେ ପୋଲିସ ରାଜାକୁ ଧରିବା ପରେ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜେଲ କୁ ପଠା ଯାଇଛି। ଅନ୍ୟ ରାଜ୍ୟର ପୋଲିସ ର ମଧ୍ୟ ମୋଷ୍ଟ୍ ୱାଣ୍ଟେଡ ଥିବା ରାଜା ସାହାଣୀ କୁ ପଚରା ଉଚରା କରି ପାରନ୍ତି ଅନ୍ୟ ରାଜ୍ୟର ପୋଲିସ। ତେବେ ରାଜା ର ଗିରଫ ପରେ ତାଙ୍କ ଗ୍ୟାଙ୍ଗ ର ମନୋବଳ ହ୍ରାସ ପାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ।
ଏସ ଦେବଦତ୍ତ ସିଂ ( ପୋଲିସ କମିଶନର)
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    59 min ago
  • ପେଟାନାଳରେ ପଡ଼ିଗଲେ ନନ୍ଦୀ ମହାରାଜ! ଷଣ୍ଢ ଟିକୁ ଉଦ୍ଧାର କରିବାକୁ ନାକେଦମ୍ ହେଲା ଅଗ୍ନିଶମ ବାହିନୀ। କଟକ ସିଡିଏସ୍ଥିତ ପେଟାନାଳରେ ଫସିଲେ ନନ୍ଦୀ ମହାରାଜ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଷଣ୍ଢ ଟିକୁ ବାହାର କରିଛନ୍ତି।
    1
    ପେଟାନାଳରେ ପଡ଼ିଗଲେ ନନ୍ଦୀ ମହାରାଜ!
ଷଣ୍ଢ ଟିକୁ ଉଦ୍ଧାର କରିବାକୁ ନାକେଦମ୍ ହେଲା ଅଗ୍ନିଶମ ବାହିନୀ। କଟକ ସିଡିଏସ୍ଥିତ ପେଟାନାଳରେ ଫସିଲେ ନନ୍ଦୀ ମହାରାଜ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଷଣ୍ଢ ଟିକୁ ବାହାର କରିଛନ୍ତି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    3 hrs ago
  • ok
    2
    ok
    user_Debasis pradhan bapi
    Debasis pradhan bapi
    ଅଭୟଚାନ୍ଦପୁର, ଜଗତସିଂହପୁର, ଓଡ଼ିଶା•
    9 hrs ago
  • ଜଗତସିଂହପୁର ୪/୪- ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଏପ୍ରିଲ ୨ ତାରିଖ ଓ ୩ ତାରିଖ ପାରମ୍ପରିକ ପୋଷାକ ପରିଧାନ ଦିବସ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି।ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଜେ ସୋନାଲ , ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲପାଳ ପ୍ରଶାନ୍ତ କୁମାର ତରାଇଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତଥା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ର ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । “ଆମ ପୋଷାକ ଆମ ପରିଚୟ” ସ୍ଲୋଗାନ୍‌କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିଭିନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ । ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ । ଓଡ଼ିଶା ହସ୍ତତନ୍ତ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ଏଣୁ କେବଳ ଓଡ଼ିଆ ପକ୍ଷ ପାଳନ ନୁହେଁ ଦୈନନ୍ଦିନ ଜୀବନରେ ସମସ୍ତେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଫଟୋ ଉଠାଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟଠାରେ ମଧ୍ୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଅନୁରୂପ ଭାବେ ପାଳିତ ହୋଇଯାଇଛି । ଏହା ମାଧ୍ୟମରେ ଲୋକମାନଙ୍କ ମନରେ ନିଜ ସଂସ୍କୃତି ପ୍ରତି ସମ୍ମାନ ବଢ଼ିବା ସହ ଏହାକୁ ଆଗାମୀ ପିଢି ପର୍ଯ୍ୟନ୍ତ ପହଞ୍ଚାଇବାର ଏହା ଏକ ପ୍ରୟାସ l ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ, ଜଗତସିଂହପୁର
    4
    ଜଗତସିଂହପୁର ୪/୪- ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଏପ୍ରିଲ ୨ ତାରିଖ ଓ ୩ ତାରିଖ ପାରମ୍ପରିକ ପୋଷାକ ପରିଧାନ ଦିବସ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି।ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଜେ ସୋନାଲ , ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲପାଳ ପ୍ରଶାନ୍ତ କୁମାର ତରାଇଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତଥା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ର ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ପୋଷାକ ପରିଧାନ ପୂର୍ବକ କାର୍ଯ୍ୟାଳୟକୁ ଆସିଥିଲେ । “ଆମ ପୋଷାକ ଆମ ପରିଚୟ” ସ୍ଲୋଗାନ୍‌କୁ ସମ୍ମାନ ଜଣାଇ ଆଜି ଖଦୀ, ସମ୍ବଲପୁରୀ, ସୋନପୁରୀ, କୋଟପାଡ, ମାଣିଆବନ୍ଧ, ନୂଆପାଟଣା, ବୋମକାଇ ଆଦି ରାଜ୍ୟର ବିଭିନ୍ନ ସ୍ଥାନର ହସ୍ତତନ୍ତ ବୁଣା ପୋଷାକ ପରିଧାନ କରିଥିଲେ । ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ । ଓଡ଼ିଶା ହସ୍ତତନ୍ତ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ଏଣୁ କେବଳ ଓଡ଼ିଆ ପକ୍ଷ ପାଳନ ନୁହେଁ ଦୈନନ୍ଦିନ ଜୀବନରେ ସମସ୍ତେ ହସ୍ତତନ୍ତ ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାକୁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି । ଏହି ଅବସରରେ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଫଟୋ ଉଠାଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟଠାରେ ମଧ୍ୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଅନୁରୂପ ଭାବେ ପାଳିତ ହୋଇଯାଇଛି । ଏହା ମାଧ୍ୟମରେ ଲୋକମାନଙ୍କ ମନରେ ନିଜ ସଂସ୍କୃତି ପ୍ରତି ସମ୍ମାନ ବଢ଼ିବା ସହ ଏହାକୁ ଆଗାମୀ ପିଢି ପର୍ଯ୍ୟନ୍ତ ପହଞ୍ଚାଇବାର ଏହା ଏକ ପ୍ରୟାସ l
ଜିଲ୍ଲା ସୂଚନା ଓ ଲୋକସଂପର୍କ       କାର୍ଯ୍ୟାଳୟ, ଜଗତସିଂହପୁର
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    12 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.