logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

Kandhmal

on 12 November
user_Simanchal Kanhara
Simanchal Kanhara
Khajuripada, Kandhamal•
on 12 November

Kandhmal

More news from ଓଡ଼ିଶା and nearby areas
  • ଆଜିର ସମାଚାର ରେ ଆଜିର ତାଜା ଖଵର ଦେଖନ୍ତୁ । ଟପହେଡଲାଇନ ଖବର ଫଟାଫଟ । ଆଜିର ସମାଚାର ରେ ।
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଦେଖନ୍ତୁ । ଟପହେଡଲାଇନ ଖବର ଫଟାଫଟ । ଆଜିର ସମାଚାର ରେ ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    11 hrs ago
  • #ସାଇବର_ଅପରାଧ_ନେଟୱର୍କ #୧୫୦୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ, ୯ ଗିରଫ ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ୧୫୦୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଛି। ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ କରାଯାଇଛି ‘ଅପରେସନ ସାଇବର କବଚ’ ଅଭିଯାନ। ଆକାଉଣ୍ଟ ଜରିଆରେ ୭ କୋଟି ୮୨ ଲକ୍ଷ ଟଙ୍କା କାରବାର ହୋଇଥିବା ସମ୍ପର୍କରେ ପୋଲିସ ସୂଚନା ପାଇଛି। ଏହି ଘଟଣାରେ ପୋଲିସ ୯ ଜଣଙ୍କୁ ଗିରଫ କରିଥିବା ବେଳେ ୨୬ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି ବୋଲି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଫଳରେ ବେନାମୀ ଆକାଉଣ୍ଟ କାରବାରରେ ଜଡ଼ିତ ଥିବା ସହାୟକ ମାନଙ୍କ ମଧ୍ୟରେ ଛନକା ପଶିଛି।
    1
    #ସାଇବର_ଅପରାଧ_ନେଟୱର୍କ
#୧୫୦୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ, ୯ ଗିରଫ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ୧୫୦୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଛି। ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ କରାଯାଇଛି ‘ଅପରେସନ ସାଇବର କବଚ’ ଅଭିଯାନ। ଆକାଉଣ୍ଟ ଜରିଆରେ ୭ କୋଟି ୮୨ ଲକ୍ଷ ଟଙ୍କା କାରବାର ହୋଇଥିବା ସମ୍ପର୍କରେ ପୋଲିସ ସୂଚନା ପାଇଛି। ଏହି ଘଟଣାରେ ପୋଲିସ ୯ ଜଣଙ୍କୁ ଗିରଫ କରିଥିବା ବେଳେ ୨୬ ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି ବୋଲି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଫଳରେ ବେନାମୀ ଆକାଉଣ୍ଟ କାରବାରରେ ଜଡ଼ିତ ଥିବା ସହାୟକ ମାନଙ୍କ ମଧ୍ୟରେ ଛନକା ପଶିଛି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ Sonapur, Sonepur•
    12 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    16 hrs ago
  • ପୁରୁଣା କଟକ ସମ୍ବଲପୁର ରାସ୍ତାର ରାସୋଳ ଥାନା ବାଲିପସି ନିକଟରେ କାର ସହ ବାଇକ ଧକ୍କା. ଉଭୟ ଗାଡି କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ଅଳ୍ପେକେ ବରିଗଲେ ଗୋଟିଏ ପରିବାର ର 3ସଦସ୍ୟ. ସ୍ଥାନୀୟ ଲୋକେ ଉଦ୍ଧାର କରିବା ସହ ହିନ୍ଦୋଳ ମେଡିକାଲ କୁ 108 ଯୋଗେ ପଠାଇ ଦେଇଛନ୍ତି.
    1
    ପୁରୁଣା କଟକ ସମ୍ବଲପୁର ରାସ୍ତାର ରାସୋଳ ଥାନା ବାଲିପସି ନିକଟରେ କାର ସହ ବାଇକ ଧକ୍କା. ଉଭୟ ଗାଡି କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ଅଳ୍ପେକେ ବରିଗଲେ ଗୋଟିଏ ପରିବାର ର 3ସଦସ୍ୟ. ସ୍ଥାନୀୟ ଲୋକେ ଉଦ୍ଧାର କରିବା ସହ ହିନ୍ଦୋଳ ମେଡିକାଲ କୁ 108 ଯୋଗେ ପଠାଇ ଦେଇଛନ୍ତି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    9 hrs ago
  • ପୋଲସରା:- ବର୍ତ୍ତିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଯାହା ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତି ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ପ୍ରଦାନ କରିଛନ୍ତି । ପୋଲସରା:- ବର୍ତ୍ତିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଯାହା ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତି ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ପ୍ରଦାନ କରିଛନ୍ତି । ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ପୋଲସରା:- ବର୍ତ୍ତିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ  ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଯାହା ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତି ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ପ୍ରଦାନ କରିଛନ୍ତି ।

ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    4 hrs ago
  • ଆଜିର ତାଜା ଖଵର ସମ୍ପୂର୍ଣ୍ଣ ଖଵର ଦେଖନ୍ତୁ ।ଆଜିର ସମାଚାର ତା ୧୦/ ୦୩ /୨୦୨୬ ମଙ୍ଗଳବାର
    1
    ଆଜିର ତାଜା ଖଵର ସମ୍ପୂର୍ଣ୍ଣ ଖଵର ଦେଖନ୍ତୁ ।ଆଜିର ସମାଚାର ତା ୧୦/ ୦୩ /୨୦୨୬ ମଙ୍ଗଳବାର

  • ଧରଣୀକୁ ଅତ୍ୟାଚାର କରିବା ବନ୍ଦ କର ନଚେତ୍ ସବୁକିଛି ଧ୍ଵଂସ ହୋଇଯିବ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଧରଣୀକୁ ଅତ୍ୟାଚାର କରିବା ବନ୍ଦ କର ନଚେତ୍ ସବୁକିଛି ଧ୍ଵଂସ ହୋଇଯିବ 
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.