ହତ୍ୟାକାଣ୍ଡର ପଚାଶ ଦିନ ପରେ ମଧ୍ୟ ଫିଲମନ ଶବ ପୁଲିସ ଠାବ କରିପାରିଲା ନାହିଁ ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।
ହତ୍ୟାକାଣ୍ଡର ପଚାଶ ଦିନ ପରେ ମଧ୍ୟ ଫିଲମନ ଶବ ପୁଲିସ ଠାବ କରିପାରିଲା ନାହିଁ ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ
ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି
ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।
- ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।3
- Post by Manoj kumar baliyarsingh4
- Post by ମାନସ କୁମାର ଦାସ1
- Post by NEWS MANORANJAN1
- NAKHARA NH 33 TRAFFIC 🚦JAM1
- D. R. D. A ର A. P. D. ମହେଶ୍ୱର ରଥ ଙ୍କ ନାମରେ ସଂଗୀନ ଅଭିଯୋଗ #spnewstvliveodia #breakingnews #nayagarhnews1
- Post by Gagan Bhoi1
- Post by NEWS MANORANJAN1