logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କଟକରୁ ବିପୁଳ ପରିମାଣର ହେରୋଇନ୍ ଜବତ: ଦୁଇ ଗିରଫ। କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗ (EI & EB, Unit-II, Cuttack) ଦ୍ୱାରା ଆଜି ଏକ ବଡ଼ ଧରଣର ମାଦକ ଦ୍ରବ୍ୟ କାରବାରର ପର୍ଦ୍ଦାଫାଶ କରାଯାଇଛି।ଜଗତପୁର ଥାନା ଅନ୍ତର୍ଗତ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରାଯାଇ ୧୦୪ ଗ୍ରାମ ହେରୋଇନ୍ ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗୁପ୍ତ ସୂଚନା ଆଧାରରେ ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରିଥିଲେ। ସେଠାରୁ ଦୁଇଜଣ ଯୁବକଙ୍କୁ ଅଟକ ରଖି ଯାଞ୍ଚ କରିବା ପରେ ସେମାନଙ୍କ ନିକଟରୁ ୧୦୪ ଗ୍ରାମ ହେରୋଇନ୍ ଓ ଏକ ହୋଣ୍ଡା ଏକ୍ଟିଭା (Honda Activa) ଗାଡ଼ି ଜବତ କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଚନ୍ଦନ ଦାସ (୨୨) ଗ୍ରାମ- ବିନ୍ଧାଣିମା, ଥାନା- ତିଗିରିଆ, ବିକାଶ ମଲ୍ଲିକ (୨୩): ଗ୍ରାମ- ମହିଷାଲଣ୍ଡା, ଥାନା- ଚୌଦ୍ୱାର ଅଞ୍ଚଳର ଅଟନ୍ତି। ଜବତ ହୋଇଥିବା ୧୦୪ ଗ୍ରାମ ହେରୋଇନର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦.୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଚଢ଼ାଉରେ ଅବକାରୀ ଉପ-ନିରୀକ୍ଷକ (SI) ବିଭୂତି ଭୂଷଣ ପ୍ରଧାନ, ଏଏସଆଇ (ASI) କିଶୋର ଚନ୍ଦ୍ର ରାଉତ ଏବଂ କନେଷ୍ଟବଳ ଲକ୍ଷ୍ମୀଧର ଖୁଣ୍ଟିଆ, ପ୍ରକାଶ କୁମାର ଶତପଥୀ ଓ ଅଶ୍ୱିନୀ କୁମାର ପରିଡ଼ା ସାମିଲ ଥିଲେ। ଅଭିଯୁକ୍ତମାନଙ୍କ ବିରୋଧରେ NDPS ଆକ୍ଟ, ୧୯୮୫ ଅନୁଯାୟୀ ମାମଲା ରୁଜୁ କରାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।

6 hrs ago
user_Amrit Prasad Das
Amrit Prasad Das
Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•

More news from ଓଡ଼ିଶା and nearby areas
  • ବ୍ୟାଟେରୀ ଚାଳିତ ଗାଡ଼ି ଅଫିସ୍ କୁ ଫୋନ୍ ଆସୁଥିଲେ ମଧ୍ୟ ଫୋନ ଉଠାଉନାହାନ୍ତି କର୍ମଚାରୀ। ନିଘୋଡ଼ ନିଦରେ ଶୋଇ ପରି ରାଇଜକୁ ବୁଲିବାକୁ ଯାଇଛନ୍ତି କର୍ମଚାରୀ। ଜରୁରୀକାଳୀନ ସେବା ପାଇଁ ବ୍ୟାଟେରୀ ଚାଳିତ ଗାଡ଼ି ଅଫିସକୁ ରୋଗୀ ମାନେ ଫୋନ କଲେ ମଧ୍ୟ ଫୋନ ଉଠାଉନାହାନ୍ତି କର୍ମଚାରୀ।
    1
    ବ୍ୟାଟେରୀ ଚାଳିତ ଗାଡ଼ି ଅଫିସ୍ କୁ ଫୋନ୍ ଆସୁଥିଲେ ମଧ୍ୟ ଫୋନ ଉଠାଉନାହାନ୍ତି କର୍ମଚାରୀ। ନିଘୋଡ଼ ନିଦରେ ଶୋଇ ପରି ରାଇଜକୁ ବୁଲିବାକୁ ଯାଇଛନ୍ତି କର୍ମଚାରୀ।
ଜରୁରୀକାଳୀନ ସେବା ପାଇଁ ବ୍ୟାଟେରୀ ଚାଳିତ ଗାଡ଼ି ଅଫିସକୁ ରୋଗୀ ମାନେ ଫୋନ କଲେ ମଧ୍ୟ ଫୋନ ଉଠାଉନାହାନ୍ତି କର୍ମଚାରୀ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    4 hrs ago
  • କଟକ ଜଗତପୁର ପାଖରେ ଥିବା ଖଇରା ପୋଲ ପାଖରେ ଗଞ୍ଜେଇ ବିକୁଥିବା ଜଣେ ଲୋକ ମାଡିବସିଲା ଅବକାରୀ ବିଭାଗ । ଗଞେଇ ବେପାରୀ ପାଖରୁ ମିଳିଲା ନୂଆ ବୁଲେଟ ।
    1
    କଟକ ଜଗତପୁର ପାଖରେ ଥିବା ଖଇରା ପୋଲ ପାଖରେ ଗଞ୍ଜେଇ ବିକୁଥିବା ଜଣେ ଲୋକ ମାଡିବସିଲା ଅବକାରୀ ବିଭାଗ । ଗଞେଇ ବେପାରୀ ପାଖରୁ ମିଳିଲା ନୂଆ ବୁଲେଟ ।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    7 hrs ago
  • nuapata word no 04 bmc
    1
    nuapata word no 04 bmc
    user_DIBYA PATTANAIK REAL ESTATE BUSINESSES
    DIBYA PATTANAIK REAL ESTATE BUSINESSES
    ମଞ୍ଚେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • ଭୁବନେଶ୍ୱର ପିମଜି ଠାରେ CT & B.Ed ବେକାରୀ ପକୋଡ଼ି ବିକି ଅଭିନଵ ପ୍ରତିବାଦ
    1
    ଭୁବନେଶ୍ୱର ପିମଜି ଠାରେ CT & B.Ed ବେକାରୀ ପକୋଡ଼ି ବିକି ଅଭିନଵ ପ୍ରତିବାଦ
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • ଭୁବନେଶ୍ୱର: ମଙ୍ଗଳବାରଠୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋନ ଚରଣ ମାଝୀଙ୍କ ସମେତ ବିଭିନ୍ନ ଦଳର ବିଧାୟକମାନେ ଗୃହରେ ନିର୍ଦ୍ଧାରିତ ସମୟରେ ପ୍ରବେଶ କରିଥିଲେ। ଦେଖନ୍ତୁ ଭିଡିଓ।
    1
    ଭୁବନେଶ୍ୱର: ମଙ୍ଗଳବାରଠୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋନ ଚରଣ ମାଝୀଙ୍କ ସମେତ ବିଭିନ୍ନ ଦଳର ବିଧାୟକମାନେ ଗୃହରେ ନିର୍ଦ୍ଧାରିତ ସମୟରେ ପ୍ରବେଶ କରିଥିଲେ। ଦେଖନ୍ତୁ ଭିଡିଓ।
    user_Saroj Kumar Mohapatra
    Saroj Kumar Mohapatra
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    11 hrs ago
  • Post by Thabira Majhi
    1
    Post by Thabira Majhi
    user_Thabira Majhi
    Thabira Majhi
    Bhubaneswar (M.Corp.), Khordha•
    12 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    14 hrs ago
  • କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗ (EI & EB, Unit-II, Cuttack) ଦ୍ୱାରା ଆଜି ଏକ ବଡ଼ ଧରଣର ମାଦକ ଦ୍ରବ୍ୟ କାରବାରର ପର୍ଦ୍ଦାଫାଶ କରାଯାଇଛି।ଜଗତପୁର ଥାନା ଅନ୍ତର୍ଗତ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରାଯାଇ ୧୦୪ ଗ୍ରାମ ହେରୋଇନ୍ ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗୁପ୍ତ ସୂଚନା ଆଧାରରେ ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରିଥିଲେ। ସେଠାରୁ ଦୁଇଜଣ ଯୁବକଙ୍କୁ ଅଟକ ରଖି ଯାଞ୍ଚ କରିବା ପରେ ସେମାନଙ୍କ ନିକଟରୁ ୧୦୪ ଗ୍ରାମ ହେରୋଇନ୍ ଓ ଏକ ହୋଣ୍ଡା ଏକ୍ଟିଭା (Honda Activa) ଗାଡ଼ି ଜବତ କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଚନ୍ଦନ ଦାସ (୨୨) ଗ୍ରାମ- ବିନ୍ଧାଣିମା, ଥାନା- ତିଗିରିଆ, ବିକାଶ ମଲ୍ଲିକ (୨୩): ଗ୍ରାମ- ମହିଷାଲଣ୍ଡା, ଥାନା- ଚୌଦ୍ୱାର ଅଞ୍ଚଳର ଅଟନ୍ତି। ଜବତ ହୋଇଥିବା ୧୦୪ ଗ୍ରାମ ହେରୋଇନର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦.୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଚଢ଼ାଉରେ ଅବକାରୀ ଉପ-ନିରୀକ୍ଷକ (SI) ବିଭୂତି ଭୂଷଣ ପ୍ରଧାନ, ଏଏସଆଇ (ASI) କିଶୋର ଚନ୍ଦ୍ର ରାଉତ ଏବଂ କନେଷ୍ଟବଳ ଲକ୍ଷ୍ମୀଧର ଖୁଣ୍ଟିଆ, ପ୍ରକାଶ କୁମାର ଶତପଥୀ ଓ ଅଶ୍ୱିନୀ କୁମାର ପରିଡ଼ା ସାମିଲ ଥିଲେ। ଅଭିଯୁକ୍ତମାନଙ୍କ ବିରୋଧରେ NDPS ଆକ୍ଟ, ୧୯୮୫ ଅନୁଯାୟୀ ମାମଲା ରୁଜୁ କରାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
    1
    କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗ (EI & EB, Unit-II, Cuttack) ଦ୍ୱାରା ଆଜି ଏକ ବଡ଼ ଧରଣର ମାଦକ ଦ୍ରବ୍ୟ କାରବାରର ପର୍ଦ୍ଦାଫାଶ କରାଯାଇଛି।ଜଗତପୁର ଥାନା ଅନ୍ତର୍ଗତ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରାଯାଇ ୧୦୪ ଗ୍ରାମ ହେରୋଇନ୍ ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗୁପ୍ତ ସୂଚନା ଆଧାରରେ ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ଜଗତପୁର ବ୍ୟାରେଜ୍ ଛକ ନିକଟରେ ଚଢ଼ାଉ କରିଥିଲେ। ସେଠାରୁ ଦୁଇଜଣ ଯୁବକଙ୍କୁ ଅଟକ ରଖି ଯାଞ୍ଚ କରିବା ପରେ ସେମାନଙ୍କ ନିକଟରୁ ୧୦୪ ଗ୍ରାମ ହେରୋଇନ୍ ଓ ଏକ ହୋଣ୍ଡା ଏକ୍ଟିଭା (Honda Activa) ଗାଡ଼ି ଜବତ କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଚନ୍ଦନ ଦାସ (୨୨) ଗ୍ରାମ- ବିନ୍ଧାଣିମା, ଥାନା- ତିଗିରିଆ, ବିକାଶ ମଲ୍ଲିକ (୨୩): ଗ୍ରାମ- ମହିଷାଲଣ୍ଡା, ଥାନା- ଚୌଦ୍ୱାର ଅଞ୍ଚଳର ଅଟନ୍ତି। ଜବତ ହୋଇଥିବା ୧୦୪ ଗ୍ରାମ ହେରୋଇନର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦.୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଚଢ଼ାଉରେ ଅବକାରୀ ଉପ-ନିରୀକ୍ଷକ (SI) ବିଭୂତି ଭୂଷଣ ପ୍ରଧାନ, ଏଏସଆଇ (ASI) କିଶୋର ଚନ୍ଦ୍ର ରାଉତ ଏବଂ କନେଷ୍ଟବଳ ଲକ୍ଷ୍ମୀଧର ଖୁଣ୍ଟିଆ, ପ୍ରକାଶ କୁମାର ଶତପଥୀ ଓ ଅଶ୍ୱିନୀ କୁମାର ପରିଡ଼ା ସାମିଲ ଥିଲେ। ଅଭିଯୁକ୍ତମାନଙ୍କ ବିରୋଧରେ NDPS ଆକ୍ଟ, ୧୯୮୫ ଅନୁଯାୟୀ ମାମଲା ରୁଜୁ କରାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.