ପାଞ୍ଚଜଣ ପ୍ରଗତିଶୀଳ ଓ ସଫଳ ଚାଷୀଙ୍କୁ ସମ୍ମାନିତ କରାଗଲା : ଜିଲ୍ଲା କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ। ନୂଆପଡ଼ା ୧୧/୩ - ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ କୃଷି ବିଭାଗର ବିଭିନ୍ନ ଯୋଜନା ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ନାୟକ ସମସ୍ତଙ୍କୁ ସ୍ଵାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ବୈଠକରୁ ଜଣାଗଲା ଯେ, ରବି ଋତୁ ଫସଲ କାର୍ଯ୍ୟକ୍ରମ ଅନ୍ତର୍ଗତ ୧୨୨୩୦ ହେକ୍ଟର ଧାନ ଚାଷ ଲକ୍ଷ୍ୟ ଥିଲା ବେଳେ ୧୬୬୫୩ ହେକ୍ଟର ହାସଲ ହୋଇଛି। ଡିଜିଟାଲ କ୍ରପ ସର୍ଭେ ରେ ୭୨ ପ୍ରତିଶତ ଲକ୍ଷ୍ୟ ହାସଲ ହୋଇଛି। ବିଭିନ୍ନ ପ୍ରୋତ୍ସାହନ ବିତରଣ କାର୍ଯ୍ୟକ୍ରମ ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ଅବସରରେ ପାଞ୍ଚଜଣ ପ୍ରଗତିଶୀଳ ଓ ସଫଳ ଚାଷୀଙ୍କୁ ସମ୍ମାନିତ କରାଯାଇଥିଲା। ସେମାନେ ହେଲେ ମୋହନପଦର ଗ୍ରାମର ଟିକେସୁନ୍ଦର ମାଝୀ, କଇନ୍ତପଦର ର ଉଗ୍ରସେନ ହେରଣା, ଡୁମେରଝରର ନିରଞ୍ଜନ ନିଆଲ, ବିଶ୍ଵନାଥପୁର ର ମାୟାଧର ପ୍ରଧାନ ଓ କୋଦୋମେରି ର ମଣୁଲାଲ ରାଉତ। ବୈଠକରେ ଜିଲ୍ଲା କୃଷି ଅଧିକାରୀ ସୋମନାଥ ମହାପାତ୍ର, ନୂଆପଡ଼ା ବ୍ଲକ୍ କୃଷି ଅଧିକାରୀ ସତ୍ୟ ଭୂଷଣ ନାଗ, ନୂଆପଡ଼ା ସହକାରୀ କୃଷି ଅଧିକାରୀ ବର୍ଷା ଆଜାଦ ଓ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ପାଞ୍ଚଜଣ ପ୍ରଗତିଶୀଳ ଓ ସଫଳ ଚାଷୀଙ୍କୁ ସମ୍ମାନିତ କରାଗଲା : ଜିଲ୍ଲା କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ। ନୂଆପଡ଼ା ୧୧/୩ - ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ କୃଷି ବିଭାଗର ବିଭିନ୍ନ ଯୋଜନା ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ନାୟକ ସମସ୍ତଙ୍କୁ ସ୍ଵାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ବୈଠକରୁ ଜଣାଗଲା ଯେ, ରବି ଋତୁ ଫସଲ କାର୍ଯ୍ୟକ୍ରମ ଅନ୍ତର୍ଗତ ୧୨୨୩୦ ହେକ୍ଟର ଧାନ ଚାଷ ଲକ୍ଷ୍ୟ ଥିଲା ବେଳେ ୧୬୬୫୩ ହେକ୍ଟର ହାସଲ ହୋଇଛି। ଡିଜିଟାଲ କ୍ରପ
ସର୍ଭେ ରେ ୭୨ ପ୍ରତିଶତ ଲକ୍ଷ୍ୟ ହାସଲ ହୋଇଛି। ବିଭିନ୍ନ ପ୍ରୋତ୍ସାହନ ବିତରଣ କାର୍ଯ୍ୟକ୍ରମ ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ଅବସରରେ ପାଞ୍ଚଜଣ ପ୍ରଗତିଶୀଳ ଓ ସଫଳ ଚାଷୀଙ୍କୁ ସମ୍ମାନିତ କରାଯାଇଥିଲା। ସେମାନେ ହେଲେ ମୋହନପଦର ଗ୍ରାମର ଟିକେସୁନ୍ଦର ମାଝୀ, କଇନ୍ତପଦର ର ଉଗ୍ରସେନ ହେରଣା, ଡୁମେରଝରର ନିରଞ୍ଜନ ନିଆଲ, ବିଶ୍ଵନାଥପୁର ର ମାୟାଧର ପ୍ରଧାନ ଓ କୋଦୋମେରି ର ମଣୁଲାଲ ରାଉତ। ବୈଠକରେ ଜିଲ୍ଲା କୃଷି ଅଧିକାରୀ ସୋମନାଥ ମହାପାତ୍ର, ନୂଆପଡ଼ା ବ୍ଲକ୍ କୃଷି ଅଧିକାରୀ ସତ୍ୟ ଭୂଷଣ ନାଗ, ନୂଆପଡ଼ା ସହକାରୀ କୃଷି ଅଧିକାରୀ ବର୍ଷା ଆଜାଦ ଓ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
- ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ପାଞ୍ଚ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା l1
- କଣ୍ଟାବାଞ୍ଜି ର ଭାଇରାଲ ଭିଡ଼ିଓ ଅଧିକାରୀଙ୍କୁ ହଟହଟା କଲେ ବିଜେଡ଼ି ନେତା ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତ ରେ ପୋଲ ନିର୍ମାଣ ସମୟରେ ସରକାରୀ ନିୟମ ଉଲ୍ଲଂଘନ କରି ଜନ ସାଧାରଣ ଙ୍କୁ ହରିଆଣା କରୁଥିବା ଅଭିଯୋଗ ରେ ଅଧିକାରୀ ଙ୍କୁ ହଟହଟା କଲେ ବିଜେଡ଼ି ନେତା ଗିରିରାଜ ସିଂ ମାଝୀ।1
- Post by KOSAL TIMES2
- Post by Debit Harijan2
- Post by Giri sahu1
- ଏହି_ମିଶାଇଲକୁ_ଭୟ_କରନ୍ତି_୧୨୦ରୁ_ଅଧିକ_ଦେଶ_1
- ଭବାନୀପାଟଣା ପୌରପାଳିକା କୋମାନେ ପଡିଛେ।1
- ନୂଆପଡ଼ାରେ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ1