logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ତେଲ ବୋତଲ ରେ ନଦେଲେ ଏହିଭଳି ଦୃଶ୍ୟ ବି ଦେଖିବାକୁ ମିଳିବ। ଭାଇ ସାଇକେଲ ରେ ବାଇକ୍ ଟାଙ୍କି ଲଗାଇ ତେଲ ପକାଇବା ପାଇଁ ଆସିଗଲେ।

6 hrs ago
user_SOUMYA RANJAN
SOUMYA RANJAN
Voice of people ପୁରୀ (M), ପୁରୀ, ଓଡ଼ିଶା•
6 hrs ago
bf779d3a-95e1-474c-82f4-69fe224a9cd7
6cf3e543-948d-4346-9e7b-8aa2a8b1c1b5
ec870eec-21c2-4152-a6bb-6724f04573f9

ତେଲ ବୋତଲ ରେ ନଦେଲେ ଏହିଭଳି ଦୃଶ୍ୟ ବି ଦେଖିବାକୁ ମିଳିବ। ଭାଇ ସାଇକେଲ ରେ ବାଇକ୍ ଟାଙ୍କି ଲଗାଇ ତେଲ ପକାଇବା ପାଇଁ ଆସିଗଲେ।

More news from ଓଡ଼ିଶା and nearby areas
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Voice of people ପୁରୀ (M), ପୁରୀ, ଓଡ଼ିଶା•
    3 hrs ago
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    6 hrs ago
  • ପବିତ୍ର ଉତ୍କଳ ଦିବସ ଅବସରରେ ଜୟଦେବ ଅଞ୍ଚଳରେ ଏକ ଭବ୍ୟ ‘ଜୟଦେବ ଗଣଦୌଡ଼’ ଅନୁଷ୍ଠିତ ହୋଇଯାଇଛି। ଅରବିନ୍ଦ ଚାରିଟେବୁଲ ଟ୍ରଷ୍ଟ ପ୍ରାୟୋଜିତ ଓ ନିର୍ଭୀକ ଖବରର ସହଯୋଗରେ ଓଡ଼ିଶା ଗଠନର ସ୍ମୃତି ଚାରଣ କରିବା ସହ ଜୟଦେବ ମାଟିର ପର୍ଯ୍ୟଟନ ସ୍ଥଳୀ ,କଳା, ସଂସ୍କୃତିର ପ୍ରଚାର ପ୍ରସାର ଏବଂ ସ୍ଥାନୀୟ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ଓ ଏକତା ବଜାୟ ରଖିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଐତିହାସିକ ବୃଦ୍ଧନାଥ ମନ୍ଦିର ପ୍ରାଙ୍ଗଣରୁ ଆରମ୍ଭ ହୋଇଥିବା ଏହି ଗଣଦୌଡ଼ ପ୍ରସିଦ୍ଧ ଶିଶୁ ଅନନ୍ତ ପୀଠ ପର୍ଯ୍ୟନ୍ତ ପ୍ରାୟ ୩ କି.ମି ଯାଇ ଶେଷ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଅରବିନ୍ଦ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ଢ଼ାଲି , ତନୟା ଦାସ ଗୌସ୍ବାମୀ , ରଞ୍ଜନ ମହାପାତ୍ର, ବିଦ୍ୟାଭୂଷଣ ଭୋଳ,ନିର୍ଭୀକ ଖବରର‌ ସମ୍ପାଦକ ଆଶୁତୋଷ ଚୌଧୁରୀ, ଦୀନବନ୍ଧୁ ଭୋଇ ପ୍ରମୁଖ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ସହ ଉତ୍କଳ ଦିବସର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଏଥିରେ ବାଳକ ବିଭାଗରେ ସୁବମ୍ ବେହେରା ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ହରେକୃଷ୍ଣ ଭୋଇ ଦ୍ଵିତୀୟ ଓ ଆକାଶ ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ବାଳିକା ବିଭାଗରେ ରଶ୍ମିତା ଭୋଇ ପ୍ରଥମ , ଝରଣାରାଣୀ ନାୟକ ଦ୍ବିତୀୟ ଓ ଲକ୍ଷ୍ମୀପ୍ରିୟା ଦାଶ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଉଭୟ ବିଭାଗର‌ ପ୍ରଥମ , ଦ୍ଵିତୀୟ ଓ ତୃତୀୟ ବିଜେତାଙ୍କୁ ଯଥାକ୍ରମେ ୫ ହଜାର , ୩ ହଜାର ,୨ ହଜାର ପୁରସ୍କାର ରାଶି ସହ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଏହି ଗଣଦୌଡ଼ରେ ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଭାଗ ନେଇଥିଲେ। ନିର୍ଭୀକ ଖବରର ସହ ସମ୍ପାଦକ ପ୍ରଳୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସୁରେଶ ବେହେରା, ପ୍ରାର୍ଥ ରବିନାରାୟଣ ମିଶ୍ର, ଗୁରୁ ପ୍ରସାଦ ଦାଶ , ଦୀପକ ସ୍ବାଇଁ, ବିଷ୍ଣୁପ୍ରସାଦ ସ୍ବାଇଁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନଜରରେ ରଖି ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।
    1
    ପବିତ୍ର ଉତ୍କଳ ଦିବସ ଅବସରରେ ଜୟଦେବ ଅଞ୍ଚଳରେ ଏକ ଭବ୍ୟ ‘ଜୟଦେବ ଗଣଦୌଡ଼’ ଅନୁଷ୍ଠିତ ହୋଇଯାଇଛି। ଅରବିନ୍ଦ ଚାରିଟେବୁଲ ଟ୍ରଷ୍ଟ ପ୍ରାୟୋଜିତ ଓ ନିର୍ଭୀକ ଖବରର ସହଯୋଗରେ ଓଡ଼ିଶା ଗଠନର  ସ୍ମୃତି ଚାରଣ କରିବା ସହ ଜୟଦେବ ମାଟିର ପର୍ଯ୍ୟଟନ ସ୍ଥଳୀ ,କଳା, ସଂସ୍କୃତିର ପ୍ରଚାର ପ୍ରସାର ଏବଂ ସ୍ଥାନୀୟ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ଓ ଏକତା ବଜାୟ ରଖିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଐତିହାସିକ ବୃଦ୍ଧନାଥ ମନ୍ଦିର ପ୍ରାଙ୍ଗଣରୁ ଆରମ୍ଭ ହୋଇଥିବା ଏହି ଗଣଦୌଡ଼ ପ୍ରସିଦ୍ଧ ଶିଶୁ ଅନନ୍ତ ପୀଠ ପର୍ଯ୍ୟନ୍ତ ପ୍ରାୟ ୩ କି.ମି ଯାଇ ଶେଷ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଅରବିନ୍ଦ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ଢ଼ାଲି , ତନୟା ଦାସ ଗୌସ୍ବାମୀ , ରଞ୍ଜନ ମହାପାତ୍ର, ବିଦ୍ୟାଭୂଷଣ ଭୋଳ,ନିର୍ଭୀକ ଖବରର‌ ସମ୍ପାଦକ ଆଶୁତୋଷ ଚୌଧୁରୀ, ଦୀନବନ୍ଧୁ ଭୋଇ ପ୍ରମୁଖ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ସହ ଉତ୍କଳ ଦିବସର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଏଥିରେ ବାଳକ ବିଭାଗରେ ସୁବମ୍ ବେହେରା ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ହରେକୃଷ୍ଣ ଭୋଇ ଦ୍ଵିତୀୟ ଓ ଆକାଶ ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ବାଳିକା ବିଭାଗରେ ରଶ୍ମିତା ଭୋଇ ପ୍ରଥମ , ଝରଣାରାଣୀ ନାୟକ ଦ୍ବିତୀୟ ଓ ଲକ୍ଷ୍ମୀପ୍ରିୟା ଦାଶ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଉଭୟ ବିଭାଗର‌ ପ୍ରଥମ , ଦ୍ଵିତୀୟ ଓ ତୃତୀୟ ବିଜେତାଙ୍କୁ ଯଥାକ୍ରମେ ୫ ହଜାର , ୩ ହଜାର ,୨ ହଜାର ପୁରସ୍କାର ରାଶି ସହ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଏହି ଗଣଦୌଡ଼ରେ ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଭାଗ ନେଇଥିଲେ। ନିର୍ଭୀକ ଖବରର ସହ ସମ୍ପାଦକ ପ୍ରଳୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସୁରେଶ ବେହେରା, ପ୍ରାର୍ଥ ରବିନାରାୟଣ ମିଶ୍ର, ଗୁରୁ ପ୍ରସାଦ ଦାଶ , ଦୀପକ ସ୍ବାଇଁ, ବିଷ୍ଣୁପ୍ରସାଦ ସ୍ବାଇଁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନଜରରେ ରଖି ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।
    user_Pralaya Kumar Das
    Pralaya Kumar Das
    Local News Reporter ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    21 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • ପୋଲିସ ଦିବସରେ ଶ୍ରେଷ୍ଠ IIC ଭାବେ ପୁରସ୍କୃତ,,,, ଦଶପଲ୍ଲା ଥାନା ଅଧିକାରୀ ବିନୟ ରଞ୍ଜନ ପରିଡ଼ା ପୁରସ୍କୃତ ହେଲେ,,, ସେ ଜଣେ କର୍ତ୍ତବ୍ୟରତ ସଚ୍ଚୋଟ ପୋଲିସ ଅଧିକାରୀ ନୟାଗଡ଼ ଜିଲ୍ଲା ପୋଲିସ ପକ୍ଷରୁ ପୁରସ୍କୃତ ହେଲେ ବିନୟ ରଞ୍ଜନ ପରିଡ଼ା
    1
    ପୋଲିସ ଦିବସରେ ଶ୍ରେଷ୍ଠ IIC ଭାବେ ପୁରସ୍କୃତ,,,,
ଦଶପଲ୍ଲା ଥାନା ଅଧିକାରୀ ବିନୟ ରଞ୍ଜନ ପରିଡ଼ା ପୁରସ୍କୃତ ହେଲେ,,,
ସେ ଜଣେ କର୍ତ୍ତବ୍ୟରତ ସଚ୍ଚୋଟ ପୋଲିସ ଅଧିକାରୀ 
ନୟାଗଡ଼ ଜିଲ୍ଲା ପୋଲିସ ପକ୍ଷରୁ ପୁରସ୍କୃତ ହେଲେ ବିନୟ ରଞ୍ଜନ ପରିଡ଼ା
    user_Dillip Parida
    Dillip Parida
    Local News Reporter ରଣପୁର, ନୟାଗଡ଼, ଓଡ଼ିଶା•
    6 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    18 hrs ago
  • ଜଗତସିଂହପୁର ୧/୪-  ଏପ୍ରିଲ ୧ ୧୯୯୩ ମସିହା କୁ ଜିଲ୍ଲା ପ୍ରତିଷ୍ଠା ଦିବସ ଭାବେ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଜିଲ୍ଲା ମହୋତ୍ସବ କଲ୍ଲୋଳ ଏପ୍ରିଲ ୧ ତାରିଖରେ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପଡିଆଠାରେ ଶୁଭ ଉଦଘାଟନ ହୋଇଯାଇଛି । ପ୍ରଥମ ଉଦଘାଟନୀ ଉତ୍ସବ ସଂଧ୍ୟା ୭ ଘଂଟିକା ସମୟରେ ଆୟୋଜିତ ସଭାରେ ମୁଖ୍ୟଅତିଥିଭାବେ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ତଥା ପାରାଦୀପ ବିଧାୟକ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ବାଲିକୁଦା- ଏରସମା ସାରଦା ପ୍ରସନ୍ନ ଜେନା, ଜ଼ିଲ୍ଲାପରିଷଦ ଅଧକ୍ଷ ମନୋଜ କୁମାର ଭୋଇ, ଆରକ୍ଷୀ ଅଧିକ୍ଷକ ଅଙ୍କିତ କୁମାର ବର୍ମା, ଏସଡ଼ିପିଓ ଆଜିଜ୍ୟ ମାଣେ, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ,ପାରାଦ୍ୱୀପ ଅତିରିକ୍ତ ଜିଲ୍ଲାପାଳ ନିରଞ୍ଜନ ବେହେରା, ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ଜିଲ୍ଲା ବିକାଶ ପରିଷଦର ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ପିଲ୍ଲେ, ଉପଜ଼ିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ମହୋତ୍ସବ କଲ୍ଲୋଳ - ୨୦୨୬ ଏବଂ ପଲ୍ଲୀଶ୍ରୀ ମେଳା ଏପ୍ରିଲ୍ ୧ ତାରିଖରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଓଡ଼ିଶା ଦିବସ ପରିପ୍ରେକ୍ଷୀରେ ଏପ୍ରିଲ୍ ୧ ତାରିଖ ଦିନ ପ୍ରାତଃ ୪ ଘଟିକା ୩୦ ମିନିଟ୍ ସମୟରେ ସହର ମଧ୍ୟରେ ଡାକବାଜି ଯନ୍ତ୍ର ଦ୍ବାରା ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରାଯିବ । ପ୍ରାତଃ ୬ ଘଟିକାରେ ପ୍ରଭାତ ଫେରି ଓ ୭ ଘଟିକାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଗୋପବନ୍ଧୁ ନଗର ଉଦ୍ୟାନ ଠାରେ ବରପୁତ୍ର ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା । ସେହି ଦିନ କଲ୍ଲୋଳ - ୨୦୨୬ ଆରମ୍ଭରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରୁ ଏକ ସାଂସ୍କୃତିକ ଶୋଭାଯାତ୍ରା ସକାଳ ୮ ରୁ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି କଲ୍ଲୋଳ ସମାରୋହରେ ପଲ୍ଲୀଶ୍ରୀ ମେଳା, ସୁସ୍ୱାଦୁ ଖାଦ୍ୟ ମେଳା, ପୁଷ୍ପ ପ୍ରଦର୍ଶନୀ ,ମହିଳା ମାନଙ୍କ ମଧ୍ୟରେ ପାରମ୍ପରିକ ପିଠା, ଝୋଟି ଓ ହୁଳହୁଳି ପ୍ରତିଯୋଗିତା, ସେଲ୍ଫି ଜୋନ, ଆଦିପତ୍ର ଉନ୍ମୋଚନ, ବିଭିନ୍ନ ବିଭାଗ ଦ୍ଵାରା ଉନ୍ନୟନ ପ୍ରଦର୍ଶନୀ ମେଳା, ଜିଲ୍ଲାର ପ୍ରମୁଖ ଶିଳ୍ପାନୁଷ୍ଠାନ ମାନଙ୍କ ଦ୍ଵାରା ଉତ୍କର୍ଷ ଉନ୍ନୟନ କାର୍ଯ୍ୟ ପ୍ରଦର୍ଶନ ସହିତ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ଵାରା ସ୍ଵତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହେବ। ପ୍ରତ୍ୟେକ ଦିନ ସଭା ପୂର୍ବରୁ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ୫ ଦିନ ବ୍ୟାପି ଓଲିଉଡ ର ଶଶାଙ୍କ ଶେଖର, ତାରିଖ୍ ଅଜିଜ୍, ପପୁ ପମପମ୍, ଇରା ମହାନ୍ତି,ପ୍ରଜ୍ଞା ଖଟୁଆ, ମଣ୍ଟୁ ଛୁରିଆ, ଅନ୍ତରା ଚକ୍ରବର୍ତ୍ତୀ ଏବଂ ବିଭିନ୍ନ ଜିଲ୍ଲାର ଲୋକସଙ୍ଗୀତ, ଲୋକ ନୃତ୍ୟ କଳାକାର ମାନଙ୍କ ଦ୍ଵାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପ୍ରଥମ ଦିନ ଓଡ଼ିଶୀ ନୃତ୍ୟ, ଘଟ ନୃତ୍ୟ ପରିବେଷଣ କରାଯିବ। ଅନ୍ୟ ଦିନ ଗୁଡ଼ିକରେ ଆଦିବାସୀ ଢେମସା,କଣ୍ଢେଇ ନାଚ, ପଶୁମୁଖା ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ଘୁମୁରା,ପାଇକ ଆଖଡ଼ା, ମାଳଖମ୍ବ ସାହିଯାତ, ଗୋଟିପୁଅ ଆଦି ପରିବେଷଣ କରାଯିବ।  ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
    3
    ଜଗତସିଂହପୁର ୧/୪-  ଏପ୍ରିଲ ୧ ୧୯୯୩ ମସିହା କୁ ଜିଲ୍ଲା ପ୍ରତିଷ୍ଠା ଦିବସ ଭାବେ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଜିଲ୍ଲା ମହୋତ୍ସବ କଲ୍ଲୋଳ ଏପ୍ରିଲ ୧ ତାରିଖରେ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପଡିଆଠାରେ ଶୁଭ ଉଦଘାଟନ ହୋଇଯାଇଛି । ପ୍ରଥମ ଉଦଘାଟନୀ ଉତ୍ସବ ସଂଧ୍ୟା ୭ ଘଂଟିକା ସମୟରେ ଆୟୋଜିତ ସଭାରେ ମୁଖ୍ୟଅତିଥିଭାବେ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ତଥା ପାରାଦୀପ ବିଧାୟକ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ବାଲିକୁଦା- ଏରସମା ସାରଦା ପ୍ରସନ୍ନ ଜେନା, ଜ଼ିଲ୍ଲାପରିଷଦ ଅଧକ୍ଷ ମନୋଜ କୁମାର ଭୋଇ, ଆରକ୍ଷୀ ଅଧିକ୍ଷକ ଅଙ୍କିତ କୁମାର ବର୍ମା, ଏସଡ଼ିପିଓ ଆଜିଜ୍ୟ ମାଣେ, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ,ପାରାଦ୍ୱୀପ ଅତିରିକ୍ତ ଜିଲ୍ଲାପାଳ ନିରଞ୍ଜନ ବେହେରା, ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ଜିଲ୍ଲା ବିକାଶ ପରିଷଦର ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ପିଲ୍ଲେ, ଉପଜ଼ିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ମହୋତ୍ସବ କଲ୍ଲୋଳ - ୨୦୨୬ ଏବଂ ପଲ୍ଲୀଶ୍ରୀ ମେଳା ଏପ୍ରିଲ୍ ୧ ତାରିଖରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଓଡ଼ିଶା ଦିବସ ପରିପ୍ରେକ୍ଷୀରେ ଏପ୍ରିଲ୍ ୧ ତାରିଖ ଦିନ ପ୍ରାତଃ ୪ ଘଟିକା ୩୦ ମିନିଟ୍ ସମୟରେ ସହର ମଧ୍ୟରେ ଡାକବାଜି ଯନ୍ତ୍ର ଦ୍ବାରା ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରାଯିବ । ପ୍ରାତଃ ୬ ଘଟିକାରେ ପ୍ରଭାତ ଫେରି ଓ ୭ ଘଟିକାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଗୋପବନ୍ଧୁ ନଗର ଉଦ୍ୟାନ ଠାରେ ବରପୁତ୍ର ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା । ସେହି ଦିନ କଲ୍ଲୋଳ - ୨୦୨୬ ଆରମ୍ଭରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରୁ ଏକ ସାଂସ୍କୃତିକ ଶୋଭାଯାତ୍ରା ସକାଳ ୮ ରୁ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି କଲ୍ଲୋଳ ସମାରୋହରେ ପଲ୍ଲୀଶ୍ରୀ ମେଳା, ସୁସ୍ୱାଦୁ ଖାଦ୍ୟ ମେଳା, ପୁଷ୍ପ ପ୍ରଦର୍ଶନୀ ,ମହିଳା ମାନଙ୍କ ମଧ୍ୟରେ ପାରମ୍ପରିକ ପିଠା, ଝୋଟି ଓ ହୁଳହୁଳି ପ୍ରତିଯୋଗିତା, ସେଲ୍ଫି ଜୋନ, ଆଦିପତ୍ର ଉନ୍ମୋଚନ, ବିଭିନ୍ନ ବିଭାଗ ଦ୍ଵାରା ଉନ୍ନୟନ ପ୍ରଦର୍ଶନୀ ମେଳା, ଜିଲ୍ଲାର ପ୍ରମୁଖ ଶିଳ୍ପାନୁଷ୍ଠାନ ମାନଙ୍କ ଦ୍ଵାରା ଉତ୍କର୍ଷ ଉନ୍ନୟନ କାର୍ଯ୍ୟ ପ୍ରଦର୍ଶନ ସହିତ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ଵାରା ସ୍ଵତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହେବ। ପ୍ରତ୍ୟେକ ଦିନ ସଭା ପୂର୍ବରୁ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ୫ ଦିନ ବ୍ୟାପି ଓଲିଉଡ ର ଶଶାଙ୍କ ଶେଖର, ତାରିଖ୍ ଅଜିଜ୍, ପପୁ ପମପମ୍, ଇରା ମହାନ୍ତି,ପ୍ରଜ୍ଞା ଖଟୁଆ, ମଣ୍ଟୁ ଛୁରିଆ, ଅନ୍ତରା ଚକ୍ରବର୍ତ୍ତୀ ଏବଂ ବିଭିନ୍ନ ଜିଲ୍ଲାର ଲୋକସଙ୍ଗୀତ, ଲୋକ ନୃତ୍ୟ କଳାକାର ମାନଙ୍କ ଦ୍ଵାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପ୍ରଥମ ଦିନ ଓଡ଼ିଶୀ ନୃତ୍ୟ, ଘଟ ନୃତ୍ୟ ପରିବେଷଣ କରାଯିବ। ଅନ୍ୟ ଦିନ ଗୁଡ଼ିକରେ ଆଦିବାସୀ ଢେମସା,କଣ୍ଢେଇ ନାଚ, ପଶୁମୁଖା ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ଘୁମୁରା,ପାଇକ ଆଖଡ଼ା, ମାଳଖମ୍ବ ସାହିଯାତ, ଗୋଟିପୁଅ ଆଦି ପରିବେଷଣ କରାଯିବ।  ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    18 hrs ago
  • ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ। ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା ଅନୁଷ୍ଠିତ ହୋଇଥିଲା ଉତ୍କଳ ଗୌରବ ମଧୁସୂଦନଙ୍କ ଜନ୍ମପୀଠରେ। ଓଡିଶାର ଜନସାଧାରଣ ତଥା ଯୁବପିଢିଙ୍କୁ ବରପୁତ୍ର ମାନଙ୍କ ସ୍ମୃତି ସହିତ ଯୋଡି ରଖିବାକୁ ଏବଂ ସେମାନଙ୍କ ତ୍ୟାଗ ଓ ବଳିଦାନରେ ଅନୁପ୍ରେରିତ ହେବା ପାଇଁ ଏହି କାର୍ଯ୍ୟକ୍ରମକୁ ବରପୁତ୍ର ମାନଙ୍କ ଜନ୍ମସ୍ଥାନରେ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସୁଆଣ୍ଡୋରେ ରାଜ୍ୟସ୍ତରୀୟ ଓଡିଶା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି।
    2
    ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ। ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା ଅନୁଷ୍ଠିତ ହୋଇଥିଲା ଉତ୍କଳ ଗୌରବ ମଧୁସୂଦନଙ୍କ ଜନ୍ମପୀଠରେ। ଓଡିଶାର ଜନସାଧାରଣ ତଥା ଯୁବପିଢିଙ୍କୁ ବରପୁତ୍ର ମାନଙ୍କ ସ୍ମୃତି ସହିତ ଯୋଡି ରଖିବାକୁ ଏବଂ ସେମାନଙ୍କ ତ୍ୟାଗ ଓ ବଳିଦାନରେ ଅନୁପ୍ରେରିତ ହେବା ପାଇଁ ଏହି କାର୍ଯ୍ୟକ୍ରମକୁ ବରପୁତ୍ର ମାନଙ୍କ ଜନ୍ମସ୍ଥାନରେ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସୁଆଣ୍ଡୋରେ ରାଜ୍ୟସ୍ତରୀୟ ଓଡିଶା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି।
    user_SOUMYA RANJAN
    SOUMYA RANJAN
    Voice of people ପୁରୀ (M), ପୁରୀ, ଓଡ଼ିଶା•
    22 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.