logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ଯୋଗୁଁ ରୋଗୀ ମୃତ ଅଭିଯୋଗ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି । ଭୁବନ ଥାନା ମାଳପୁର ଗ୍ରାମର ଯୁବକ ଆଲୋକ ସାମଲ ଗୁରୁତର ଭାବେ ଭର୍ତ୍ତି ହୋଇ ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି । ,ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ଆଲୋକଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଦାବି କରାଯାଇଛି, ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଥିଲା । ପରିବାର ପକ୍ଷରୁ ଅଭିଯୋଗ ଅନୁଯାୟୀ ମାଳପୁର ଗାମର ପବିତ୍ର ସାମଲଙ୍କ ପୁଅ ଆଲୋକ ସାମଲ ଗତକାଲି ପରେ ଏକ କାନ୍ଥ ଉପରକୁ ଚଢିଥିଲେ । ସେଠାରୁ ତଳକୁ ଡେଇଁପଡିବାରୁ ତଳେଥିବା ଏକ ସ୍ଲାବରେ ପେଟ ମାଡ ହୋଇଥିଲା । ଗୁରୁତର ଭାବେ ଉଦ୍ଧାର କରାଯାଇ ପ୍ରଥମେ ନିକଟସ୍ଥ ଚିକିତ୍ସାଳୟ ଓ ପରେ ଗତ ରାତିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଏଠାରେ ଡାକ୍ତର ଓ ନର୍ସ ଚିକିତ୍ସା କରିବାରେ ଅବହେରା କରିବାରୁ ଯୁବକ ଆଲୋକର ଜୀବନ ଚାଲିଯାଇଛି । ଏହାକୁ ନେଇ ଉତେଜନା ପ୍ରକାଶ ପାଇଥିଲା । ପରିବାର ଲୋକ ନ୍ୟାୟ ପାଇଁ ଦାବି କରିଛନ୍ତି ।

2 hrs ago
user_Amani Sahoo
Amani Sahoo
ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
2 hrs ago

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ଯୋଗୁଁ ରୋଗୀ ମୃତ ଅଭିଯୋଗ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି । ଭୁବନ ଥାନା ମାଳପୁର ଗ୍ରାମର ଯୁବକ ଆଲୋକ ସାମଲ ଗୁରୁତର ଭାବେ ଭର୍ତ୍ତି ହୋଇ ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି । ,ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ଆଲୋକଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଦାବି କରାଯାଇଛି, ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଥିଲା । ପରିବାର ପକ୍ଷରୁ ଅଭିଯୋଗ ଅନୁଯାୟୀ ମାଳପୁର ଗାମର ପବିତ୍ର ସାମଲଙ୍କ ପୁଅ ଆଲୋକ ସାମଲ ଗତକାଲି ପରେ ଏକ କାନ୍ଥ ଉପରକୁ ଚଢିଥିଲେ । ସେଠାରୁ ତଳକୁ ଡେଇଁପଡିବାରୁ ତଳେଥିବା ଏକ ସ୍ଲାବରେ ପେଟ ମାଡ ହୋଇଥିଲା । ଗୁରୁତର ଭାବେ ଉଦ୍ଧାର କରାଯାଇ ପ୍ରଥମେ ନିକଟସ୍ଥ ଚିକିତ୍ସାଳୟ ଓ ପରେ ଗତ ରାତିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଏଠାରେ ଡାକ୍ତର ଓ ନର୍ସ ଚିକିତ୍ସା କରିବାରେ ଅବହେରା କରିବାରୁ ଯୁବକ ଆଲୋକର ଜୀବନ ଚାଲିଯାଇଛି । ଏହାକୁ ନେଇ ଉତେଜନା ପ୍ରକାଶ ପାଇଥିଲା । ପରିବାର ଲୋକ ନ୍ୟାୟ ପାଇଁ ଦାବି କରିଛନ୍ତି ।

More news from ଓଡ଼ିଶା and nearby areas
  • ଢେଙ୍କାନାଳ ସହର ନିକଟ ସ୍ଥାନୀୟ ରିର୍ଜବ ପୋଲିସ ପଡିଆ ଠାରେ ଆଜି ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଢେଙ୍କାନାଳ ଏସପି ଅଭିନବ ସୋନକର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ପୋଲିସ ଟିମ ପକ୍ଷରୁ ପ୍ୟାରେଡ ଅନୁଷ୍ଠିତ ହୋଇଥିଲା । ଏସପି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା ବାର୍ତ୍ତାକୁ ପଠନ କରିଥିଲେ । ଏହି ଅବସରରେ ଜିଲ୍ଲାର ବିଭିନ୍ନ ଥାନା ଫାଣ୍ଡିରେ କାର୍ଯ୍ୟରତ ପୋଲିସମାନେ ଭଲ କାର୍ଯ୍ୟ କରିଥିବାରୁ ୧୩ଜଣ ପୋଲିସଙ୍କୁ ଏସପି ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହା ସହିତ ୪ଜଣ ଅବସରପ୍ରାପ୍ତ ପୋଲିସ୍ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।ଆଜିରେ ଦିନରେ ଏସପି ଜିଲ୍ଲାବାସୀଙ୍କୁ ବାର୍ତ୍ତା ଦେଇଥିଲେ ।
    1
    ଢେଙ୍କାନାଳ ସହର ନିକଟ ସ୍ଥାନୀୟ ରିର୍ଜବ ପୋଲିସ ପଡିଆ ଠାରେ ଆଜି ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଢେଙ୍କାନାଳ ଏସପି ଅଭିନବ ସୋନକର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ପୋଲିସ ଟିମ ପକ୍ଷରୁ ପ୍ୟାରେଡ ଅନୁଷ୍ଠିତ ହୋଇଥିଲା । ଏସପି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା ବାର୍ତ୍ତାକୁ ପଠନ କରିଥିଲେ । ଏହି ଅବସରରେ ଜିଲ୍ଲାର ବିଭିନ୍ନ ଥାନା ଫାଣ୍ଡିରେ କାର୍ଯ୍ୟରତ ପୋଲିସମାନେ ଭଲ କାର୍ଯ୍ୟ କରିଥିବାରୁ ୧୩ଜଣ ପୋଲିସଙ୍କୁ ଏସପି ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହା ସହିତ ୪ଜଣ ଅବସରପ୍ରାପ୍ତ ପୋଲିସ୍ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।ଆଜିରେ ଦିନରେ ଏସପି ଜିଲ୍ଲାବାସୀଙ୍କୁ ବାର୍ତ୍ତା ଦେଇଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    5 hrs ago
  • ଦେଖନ୍ତୁ କେମିତି ନିଆଁ ଲଗାଉଛି ଏହି ମହିଳା। ହାଇକୋର୍ଟ ପାଖରେ ଲାଗିଥିବା ନିଆଁର ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିଲା। ନିଆଁରେ ଜଳି ପାଉଁଶ ହୋଇଗଲା ୫ ଟି ଗାଡ଼ି। ଏହି ମହିଳା ହାଇକୋର୍ଟ ନିକଟରେ ଲଗାଇଥିଲେ ନିଆଁ। ନିଆଁ ଲାଗି ୪ ଟି ବାଇକ୍ ସମେତ ଏକ ସ୍କୋର୍ପିଓ ଗାଡ଼ି ସମ୍ପୂର୍ଣ୍ଣ ଭାବେ ଜଳି ପାଉଁଶ ହୋଇଯାଇଛି।
    1
    ଦେଖନ୍ତୁ କେମିତି ନିଆଁ ଲଗାଉଛି ଏହି ମହିଳା। ହାଇକୋର୍ଟ ପାଖରେ ଲାଗିଥିବା ନିଆଁର ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିଲା। ନିଆଁରେ ଜଳି ପାଉଁଶ ହୋଇଗଲା ୫ ଟି ଗାଡ଼ି। ଏହି ମହିଳା ହାଇକୋର୍ଟ ନିକଟରେ ଲଗାଇଥିଲେ ନିଆଁ। ନିଆଁ ଲାଗି ୪ ଟି ବାଇକ୍ ସମେତ ଏକ ସ୍କୋର୍ପିଓ ଗାଡ଼ି ସମ୍ପୂର୍ଣ୍ଣ ଭାବେ ଜଳି ପାଉଁଶ ହୋଇଯାଇଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    20 hrs ago
  • Post by Gagan Bhoi
    4
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    6 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    17 hrs ago
  • ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପବିତ୍ର ପାଟବରୀ ଓ ନବ କଳେବର ଉତ୍ସବ ଅବସରରେ ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ମନ୍ଦିର ପରିସରରେ ମା' ଖମ୍ବେଶ୍ୱରୀଙ୍କ ନୂତନ ଖମ୍ବ ପ୍ରତିଷ୍ଠା ଓ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଦୀର୍ଘ ବର୍ଷ ପରେ ଏହି ପାଟବରୀ ଉତ୍ସବ ହୋଇଅଛି l ତାଳଚେରର ନୂତନ ରାଜା ରାଜ୍ୟାଭିଷେକ ପରେ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ଠାରେ ନବକଳେବର ତଥା ପାଟବରି ଉତ୍ସବ ହୋଇଥାଏ l ନୂତନ ରାଜା ଓ ରାଣୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ହୋଇଥାନ୍ତି l ଏହା ମୁଖ୍ୟ ପୂଜକଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଏ l
    1
    ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପବିତ୍ର ପାଟବରୀ ଓ ନବ କଳେବର ଉତ୍ସବ ଅବସରରେ ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ମନ୍ଦିର ପରିସରରେ ମା' ଖମ୍ବେଶ୍ୱରୀଙ୍କ ନୂତନ ଖମ୍ବ ପ୍ରତିଷ୍ଠା ଓ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଦୀର୍ଘ ବର୍ଷ ପରେ ଏହି ପାଟବରୀ ଉତ୍ସବ ହୋଇଅଛି l ତାଳଚେରର ନୂତନ ରାଜା ରାଜ୍ୟାଭିଷେକ ପରେ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ଠାରେ ନବକଳେବର ତଥା ପାଟବରି ଉତ୍ସବ ହୋଇଥାଏ l ନୂତନ ରାଜା ଓ ରାଣୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ହୋଇଥାନ୍ତି l ଏହା ମୁଖ୍ୟ ପୂଜକଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଏ l
    user_Priyamadhaba Das
    Priyamadhaba Das
    Journalists Talcher Sadar, Anugul•
    3 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    17 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    19 hrs ago
  • ଢେଙ୍କାନାଳ ସହରର ପ୍ରମୁଖ ସ୍ଥାନ ଗଣେଶ ବଜାରର ଗୋପବନ୍ଧୁ ଟାଉନ ହଲ ନିକଟରେ ବିଜୁ ଯୁବ ଚୁାତ୍ର ଜନତା ଦଳ ପକ୍ଷରୁ କୁଷ ପୁତଳିକା ଦାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶାର ବରପୁତ୍ର, ମହାନ ଜନନାୟକ, ସାଧୀନତା ସଂଗ୍ରାମୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ମିଥ୍ୟା, ଅପମାନସୂଚକ ମନ୍ତବ୍ୟ ବିରୋଧରେ ଏହି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା । ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ ଦାବି କରିଛନ୍ତି । ଶତାଧିକ ବିଜୁ ଯୁବ-ଛାତ୍ର ଜନତା ଦଳ କର୍ମକର୍ତା ଓ ସଦସ୍ୟମାନେ ଉପସ୍ଥିତ ରହିଥିଲେ । ପ୍ରଥମେ ଏକ ଶୋଭାଯାତ୍ରାରେ ଯାଇଥିଲେ । ଶେଷରେ ଦୁବେଙ୍କ କୁଷ ପୁତଳିକା ଦାହ କରାଯାଇଥିଲା ।
    1
    ଢେଙ୍କାନାଳ ସହରର ପ୍ରମୁଖ ସ୍ଥାନ ଗଣେଶ ବଜାରର ଗୋପବନ୍ଧୁ ଟାଉନ ହଲ ନିକଟରେ ବିଜୁ ଯୁବ ଚୁାତ୍ର ଜନତା ଦଳ ପକ୍ଷରୁ କୁଷ ପୁତଳିକା ଦାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶାର ବରପୁତ୍ର, ମହାନ ଜନନାୟକ, ସାଧୀନତା ସଂଗ୍ରାମୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ମିଥ୍ୟା, ଅପମାନସୂଚକ ମନ୍ତବ୍ୟ ବିରୋଧରେ ଏହି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା । ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ ଦାବି କରିଛନ୍ତି । ଶତାଧିକ ବିଜୁ ଯୁବ-ଛାତ୍ର ଜନତା ଦଳ କର୍ମକର୍ତା ଓ ସଦସ୍ୟମାନେ ଉପସ୍ଥିତ ରହିଥିଲେ । ପ୍ରଥମେ ଏକ ଶୋଭାଯାତ୍ରାରେ ଯାଇଥିଲେ । ଶେଷରେ ଦୁବେଙ୍କ କୁଷ ପୁତଳିକା ଦାହ କରାଯାଇଥିଲା ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    20 hrs ago
  • ହାଇକୋର୍ଟ ନିଆଁ ମହିଳାଙ୍କ ସାଙ୍ଘାତିକ ଷଡ଼ଯନ୍ତ୍ର। ହାଇକୋର୍ଟ ନିକଟରେ ଅଗ୍ନିକାଣ୍ଡ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା କଲେ ମହିଳା।
    1
    ହାଇକୋର୍ଟ ନିଆଁ ମହିଳାଙ୍କ ସାଙ୍ଘାତିକ ଷଡ଼ଯନ୍ତ୍ର। ହାଇକୋର୍ଟ ନିକଟରେ ଅଗ୍ନିକାଣ୍ଡ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା କଲେ ମହିଳା।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    20 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.