logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଚାଷ ଜମି ଜବର ଦଖଲ କରୁଛି ମେଟ୍ରୋ କିଙ୍ଗ। ଜଟଣୀ ମେଟ୍ରୋ କିଙ୍ଗ ପ୍ରକଳ୍ପ ରେ ଚାଷୀଙ୍କ ହଂଗାମା, ମେଟ୍ରୋ କିଙ୍ଗ ନାଁରେ ଆଣିଲେ ସାଙ୍ଘାତିକ ଅଭିଯୋଗ। ଚାଷ ଜମିକୁ ବେଆଇନ ଜବରଦଖାଳ କରିବା ସହିତ ସେହି ଜମିରେ ଘର ନିର୍ମାଣ କରିବା, ଚାଷ ଜମିକୁ ପାଣି ଓ ରାସ୍ତା ବନ୍ଦ କରିବା ଭଳି ଅଭିଯୋଗ ଆଣିଛନ୍ତି ଚାଷୀ। ଅଦାଲତରେ ଜମିଜମାକୁ ନେଇ ମାମଲା ଚାଲିଥିଲେ ସୁଦ୍ଧା ଅଦାଲତ ର ନିର୍ଦେଶ ନାମକୁ ଖାତିର କରୁନି ମେଟ୍ରୋ କିଙ୍ଗ। ଘଟଣା ସ୍ଥଳରେ ଉତେଜନା କୁ ନଜର ରେ ରଖି ଜଟଣୀ ପୋଲିସ ମୁତୟନ। ପୋଲିସ ଙ୍କ ବୁଝା ସୁଝା ସତେ ଚାଷୀଙ୍କ ଆନ୍ଦୋଳନ ଜାରି।

8 hrs ago
user_Journalist Suresh Moharana
Journalist Suresh Moharana
Actuary ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
8 hrs ago
4a0e7d6d-dc32-4489-b227-afda6cb61070

ଚାଷ ଜମି ଜବର ଦଖଲ କରୁଛି ମେଟ୍ରୋ କିଙ୍ଗ। ଜଟଣୀ ମେଟ୍ରୋ କିଙ୍ଗ ପ୍ରକଳ୍ପ ରେ ଚାଷୀଙ୍କ ହଂଗାମା, ମେଟ୍ରୋ କିଙ୍ଗ ନାଁରେ ଆଣିଲେ ସାଙ୍ଘାତିକ ଅଭିଯୋଗ। ଚାଷ ଜମିକୁ ବେଆଇନ ଜବରଦଖାଳ କରିବା ସହିତ ସେହି ଜମିରେ ଘର ନିର୍ମାଣ କରିବା, ଚାଷ ଜମିକୁ ପାଣି ଓ ରାସ୍ତା ବନ୍ଦ କରିବା ଭଳି ଅଭିଯୋଗ ଆଣିଛନ୍ତି ଚାଷୀ। ଅଦାଲତରେ ଜମିଜମାକୁ ନେଇ ମାମଲା ଚାଲିଥିଲେ ସୁଦ୍ଧା ଅଦାଲତ ର ନିର୍ଦେଶ ନାମକୁ ଖାତିର କରୁନି ମେଟ୍ରୋ କିଙ୍ଗ। ଘଟଣା ସ୍ଥଳରେ ଉତେଜନା କୁ ନଜର ରେ ରଖି ଜଟଣୀ ପୋଲିସ ମୁତୟନ। ପୋଲିସ ଙ୍କ ବୁଝା ସୁଝା ସତେ ଚାଷୀଙ୍କ ଆନ୍ଦୋଳନ ଜାରି।

More news from ଓଡ଼ିଶା and nearby areas
  • ଜଟଣୀ ମେଟ୍ରୋ କିଙ୍ଗ ପ୍ରକଳ୍ପ ରେ ଚାଷୀଙ୍କ ହଂଗାମା, ମେଟ୍ରୋ କିଙ୍ଗ ନାଁରେ ଆଣିଲେ ସାଙ୍ଘାତିକ ଅଭିଯୋଗ। ଚାଷ ଜମିକୁ ବେଆଇନ ଜବରଦଖାଳ କରିବା ସହିତ ସେହି ଜମିରେ ଘର ନିର୍ମାଣ କରିବା, ଚାଷ ଜମିକୁ ପାଣି ଓ ରାସ୍ତା ବନ୍ଦ କରିବା ଭଳି ଅଭିଯୋଗ ଆଣିଛନ୍ତି ଚାଷୀ। ଅଦାଲତରେ ଜମିଜମାକୁ ନେଇ ମାମଲା ଚାଲିଥିଲେ ସୁଦ୍ଧା ଅଦାଲତ ର ନିର୍ଦେଶ ନାମକୁ ଖାତିର କରୁନି ମେଟ୍ରୋ କିଙ୍ଗ। ଘଟଣା ସ୍ଥଳରେ ଉତେଜନା କୁ ନଜର ରେ ରଖି ଜଟଣୀ ପୋଲିସ ମୁତୟନ। ପୋଲିସ ଙ୍କ ବୁଝା ସୁଝା ସତେ ଚାଷୀଙ୍କ ଆନ୍ଦୋଳନ ଜାରି।
    5
    ଜଟଣୀ ମେଟ୍ରୋ କିଙ୍ଗ ପ୍ରକଳ୍ପ ରେ ଚାଷୀଙ୍କ ହଂଗାମା, ମେଟ୍ରୋ କିଙ୍ଗ ନାଁରେ ଆଣିଲେ ସାଙ୍ଘାତିକ ଅଭିଯୋଗ। ଚାଷ ଜମିକୁ ବେଆଇନ ଜବରଦଖାଳ କରିବା ସହିତ ସେହି ଜମିରେ ଘର ନିର୍ମାଣ କରିବା, ଚାଷ ଜମିକୁ ପାଣି ଓ ରାସ୍ତା ବନ୍ଦ କରିବା ଭଳି ଅଭିଯୋଗ ଆଣିଛନ୍ତି ଚାଷୀ। ଅଦାଲତରେ ଜମିଜମାକୁ ନେଇ ମାମଲା ଚାଲିଥିଲେ ସୁଦ୍ଧା ଅଦାଲତ ର ନିର୍ଦେଶ ନାମକୁ ଖାତିର କରୁନି ମେଟ୍ରୋ କିଙ୍ଗ। ଘଟଣା ସ୍ଥଳରେ ଉତେଜନା କୁ ନଜର ରେ ରଖି ଜଟଣୀ ପୋଲିସ ମୁତୟନ। ପୋଲିସ ଙ୍କ ବୁଝା ସୁଝା ସତେ ଚାଷୀଙ୍କ ଆନ୍ଦୋଳନ ଜାରି।
    user_Journalist Suresh Moharana
    Journalist Suresh Moharana
    Actuary ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    8 hrs ago
  • ଭୁବନେଶ୍ୱର ଠାରେ ଇଣ୍ଡିଆନ ଅଏଲ ପକ୍ଷରୁ ତେଲ ଓ ଗ୍ୟାସ ବଞ୍ଚାଅ ଦେଶର GDP ବଢିବ ବୋଲି ସଚେତନ କଲେ।
    1
    ଭୁବନେଶ୍ୱର ଠାରେ ଇଣ୍ଡିଆନ ଅଏଲ ପକ୍ଷରୁ ତେଲ ଓ ଗ୍ୟାସ ବଞ୍ଚାଅ ଦେଶର GDP ବଢିବ ବୋଲି ସଚେତନ କଲେ।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ଭୁବନେଶ୍ୱର: ମଙ୍ଗଳବାରଠୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋନ ଚରଣ ମାଝୀଙ୍କ ସମେତ ବିଭିନ୍ନ ଦଳର ବିଧାୟକମାନେ ଗୃହରେ ନିର୍ଦ୍ଧାରିତ ସମୟରେ ପ୍ରବେଶ କରିଥିଲେ। ଦେଖନ୍ତୁ ଭିଡିଓ।
    1
    ଭୁବନେଶ୍ୱର: ମଙ୍ଗଳବାରଠୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋନ ଚରଣ ମାଝୀଙ୍କ ସମେତ ବିଭିନ୍ନ ଦଳର ବିଧାୟକମାନେ ଗୃହରେ ନିର୍ଦ୍ଧାରିତ ସମୟରେ ପ୍ରବେଶ କରିଥିଲେ। ଦେଖନ୍ତୁ ଭିଡିଓ।
    user_Saroj Kumar Mohapatra
    Saroj Kumar Mohapatra
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by Thabira Majhi
    1
    Post by Thabira Majhi
    user_Thabira Majhi
    Thabira Majhi
    Bhubaneswar (M.Corp.), Khordha•
    4 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    7 hrs ago
  • ଓଡିଶା ରେ ହେବ କ୍ଲିନ୍ ଟେକ୍ ଏକ୍ସପୋ
    1
    ଓଡିଶା ରେ ହେବ କ୍ଲିନ୍ ଟେକ୍ ଏକ୍ସପୋ
    user_DAILYNEWS ALERT
    DAILYNEWS ALERT
    Bhubaneswar (M.Corp.), Khordha•
    7 hrs ago
  • କଟକ ଜଗତପୁର ପାଖରେ ଥିବା ଖଇରା ପୋଲ ପାଖରେ ଗଞ୍ଜେଇ ବିକୁଥିବା ଜଣେ ଲୋକ ମାଡିବସିଲା ଅବକାରୀ ବିଭାଗ । ଗଞେଇ ବେପାରୀ ପାଖରୁ ମିଳିଲା ନୂଆ ବୁଲେଟ ।
    1
    କଟକ ଜଗତପୁର ପାଖରେ ଥିବା ଖଇରା ପୋଲ ପାଖରେ ଗଞ୍ଜେଇ ବିକୁଥିବା ଜଣେ ଲୋକ ମାଡିବସିଲା ଅବକାରୀ ବିଭାଗ । ଗଞେଇ ବେପାରୀ ପାଖରୁ ମିଳିଲା ନୂଆ ବୁଲେଟ ।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    30 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.