Shuru
Apke Nagar Ki App…
ଆରମ୍ଭ ହୋଇଛି ୬୯ ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ ଓ ୧୪ ବର୍ଷରୁ କମ୍ ଉଭୟ ବାଳକ ଓ ବାଳିକା ଖେଳାଳୀମାନଙ୍କୁ ନେଇ ଜାତୀୟ ବିଦ୍ୟାଳୟସ୍ତରୀୟ ରଗବୀ ଚାମ୍ପିଅନସିପ ୨୦୨୫-୨୬ । ଏହାକୁ ଉଦଘାଟନ କରିଛନ୍ତି କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଡ଼ା ଏନ୍. ତିରୁମାଲା ନାୟକ । ଉପସ୍ଥିତ ଅଛନ୍ତି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ବିରେନ୍ଦ୍ର କରକରା, ସହକାରୀ ନିର୍ଦ୍ଦେଶକ (ପି.ଇ.ଟି) ଶ୍ରୀ ଜ୍ୟୋତି ପ୍ରସାଦ ପରିଡା, SGFI ପର୍ଯ୍ୟବେକ୍ଷକ ଶ୍ରୀ ଅରବିନ୍ଦ ଯାଦବ, ଅନ୍ତର୍ଜାତୀୟ ରଗବି ଖେଳାଳୀ ଡୁମୁଣୀ ମାରାଣ୍ଡି ।
NEWS MANORANJAN

More news from ଓଡ଼ିଶା and nearby areas
- Post by NEWS MANORANJAN1
- Post by Sibanava Panda1
- Post by Gagan Bhoi1
- କଟକ ଲିଙ୍କ୍ ରୋଡର ଦୃଶ୍ୟ। ରାସ୍ତାରେ ଖରାପ ହୋଇଗଲା ଆମ ବସ୍ ! ଠେଲି ଠେଲି ବସ୍ କୁ ସାଇଡ କଲେ ଟ୍ରାଫିକ ପୋଲିସ ଓ ସାଧାରଣ ଲୋକ। ବାରମ୍ବାର ରାସ୍ତା ରେ ଡିଜେଲ ଆମ ବସ୍ ଖରାପ ହେଉଥିବା ବେଳେ ରକ୍ଷଣ ବେକ୍ଷଣର ଅଭାବ ହେଉଥିବା ଅଭିଯୋଗ ହେଉଛି।1
- Post by ନିଷ୍ଠୁର ଦୁନିଆ Live1
- Post by Dhenkanal News1
- ଢେଙ୍କାନାଳ ପୌରାଞ୍ଚଳ ୧୮ ନମ୍ବର ୱାର୍ଡ ରାମେଶ୍ଵର ପୁର ଅଞ୍ଚଳରେ ୫୦ ପରିବାର ନୂତନ ସାହିରେ ରହି ଆସୁଛନ୍ତି । ଏହି ବସ୍ତିର ଲୋକମାନେ ବହୁ ସମସ୍ୟା ଦେଇ ଗତି କରୁଛନ୍ତି । ଯଥା ସାହିକୁ ଭଲ ରାସ୍ତା ନାହିଁ, ଷ୍ଟ୍ରିଟ ଲାଇଟର ସୁବିଧା ନାହିଁ, ବର୍ଷାଦିନେ ପାଣି ଜମି ବିଭିନ୍ନ ସମସ୍ୟା ସୃଷ୍ଟି କରେ ଏହି ପରି ବହୁ ଅସୁବିଧାକୁ ପୌର ପରିଷଦରେ ଜଣାଇ ସାହି ବାସିନ୍ଦା ଫେଲ ମାରିଛନ୍ତି । ଆଜି ଉପ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିରରେ ପହଞ୍ଚି ଜିଲ୍ଲାପାଳଙ୍କୁ ସମସ୍ୟା ଗୁଡିକର ସମାଧାନ ପାଇଁ ଅଭିଯୋଗ କରିଛନ୍ତି ।1
- Post by NEWS MANORANJAN1