logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସାମନ୍ତ ସାହି ଗଣେଶ ପୂଜା କମିଟି ପକ୍ଷରୁ ବିଘ୍ନ ବିନାଶକ ଗଜାନନଙ୍କ ଭକ୍ତିମୟ ପରିବେଶରେ ପୂଜାର୍ଚ୍ଚନା । ସାରା ବିଶ୍ୱରେ ବିଘ୍ନ ବିନାଶକ ଗଜାନନଙ୍କ ଭକ୍ତିମୟ ପରିବେଶରେ ପୂଜାର୍ଚ୍ଚନା ଚାଲି ଥିବା ସମୟରେ । ଧର୍ମଶାଳା ବ୍ଲକ ଅନ୍ତର୍ଗତ ଗଡ଼ମଧୁପୁର ପଞ୍ଚାୟତ ର ସାମନ୍ତ ସାହି ରେ ବିଘ୍ନ ବିନାଶକ ତଥା ବୁଦ୍ଧି, ଜ୍ଞାନ ଓ ସିଦ୍ଧିର ଦେବତା ପ୍ରଭୁ ଶ୍ରୀଗଣେଶଙ୍କ ପୂଜା ଅବସରରେ ସାମନ୍ତ ସାହି ଗଣେଶ ପୂଜା କମିଟି ପକ୍ଷରୁ ଚଳିତ ବର୍ଷ ୧୪ତମ ଗଣେଶ ପୂଜା ମହାଆଡ଼ମ୍ବରରେ ପାଳିତ ହୋଇଛି। ଏଥିପାଇଁ ସାମନ୍ତ ସାହିରେ ଆକର୍ଷଣୀୟ ଭାବେ ପୂଜା ମଣ୍ଡପ ସଜ୍ଜିତ କରାଯାଇଥିଲା। ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ବିଧିବିଧାନ ଅନୁଯାୟୀ ପ୍ରଭୁ ଗଜାନନଙ୍କ ମୂର୍ତ୍ତି ସ୍ଥାପନ କରାଯାଇଥିଲା। ପୁରୋହିତଙ୍କ ମନ୍ତ୍ରୋଚ୍ଚାରଣ ମଧ୍ୟରେ ପୂଜାର୍ଚ୍ଚନା, ହୋମଯଜ୍ଞ ଓ ଆଳତି ଅନୁଷ୍ଠିତ ହୋଇଥିଲା। ପ୍ରଭୁଙ୍କ ଦର୍ଶନ ଓ ଆଶୀର୍ବାଦ ପାଇଁ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ମଣ୍ଡପରେ ଉପସ୍ଥିତ ହୋଇଥିଲେ। ପୂଜା ଅବସରରେ ସାମନ୍ତ ସାହି ଗଣେଶ ପୂଜା କମିଟିର ସମସ୍ତ ସଦସ୍ୟ, ସ୍ଥାନୀୟ ଯୁବକ ଓ ଅଞ୍ଚଳବାସୀଙ୍କ ମିଳିତ ସହଯୋଗରେ ବିଭିନ୍ନ ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଭକ୍ତମାନଙ୍କ ମଧ୍ୟରେ ପ୍ରସାଦ ବଣ୍ଟନ କରାଯିବା ସହ ସମସ୍ତଙ୍କ ମଙ୍ଗଳ କାମନା କରାଯାଇଥିଲା। କମିଟିର ସଦସ୍ୟମାନେ କହିଛନ୍ତି ଯେ, ପ୍ରଭୁ ଗଜାନନଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନରୁ ବିଘ୍ନ ଦୂର ହେବା ସହ ସୁଖ, ଶାନ୍ତି, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପ୍ରାପ୍ତ ହେଉ। ସମଗ୍ର କାର୍ଯ୍ୟକ୍ରମକୁ କମିଟିର କର୍ମକର୍ତ୍ତା ଅନିଲ ବଳ , ଆକାଶ ଅଭିଷେକ ଧୀର, ଅମିୟ ଦାସ, ହରିଦକ୍ଷ ଧୀର, ଦିବ୍ୟରଞ୍ଜନ ଦାସ , ଜିବନପ୍ରକାସ ଜେନାମଣି , ପିୟୁଷ ଜେନାମଣି, ଚନ୍ଦନ ଧୀର , ଶବ୍ୟାଚି ଧୀର , ଅନିଲ ଆଇଚ ପ୍ରମୁଖ ଓ ସଦସ୍ୟମାନେ ଉପସ୍ଥିତ ରହି ଶୃଙ୍ଖଳାରେ ପୂଜା ପରିଚାଳନା କରିଥିଲେ।

23 hrs ago
user_Akash Abhishek Dhir
Akash Abhishek Dhir
Graphic designer ଧର୍ମଶାଳା, ଯାଜପୁର, ଓଡ଼ିଶା•
23 hrs ago
ede3947f-bd5e-42f3-ab7e-e53054f473d9

ସାମନ୍ତ ସାହି ଗଣେଶ ପୂଜା କମିଟି ପକ୍ଷରୁ ବିଘ୍ନ ବିନାଶକ ଗଜାନନଙ୍କ ଭକ୍ତିମୟ ପରିବେଶରେ ପୂଜାର୍ଚ୍ଚନା । ସାରା ବିଶ୍ୱରେ ବିଘ୍ନ ବିନାଶକ ଗଜାନନଙ୍କ ଭକ୍ତିମୟ ପରିବେଶରେ ପୂଜାର୍ଚ୍ଚନା ଚାଲି ଥିବା ସମୟରେ । ଧର୍ମଶାଳା ବ୍ଲକ ଅନ୍ତର୍ଗତ ଗଡ଼ମଧୁପୁର ପଞ୍ଚାୟତ ର ସାମନ୍ତ ସାହି ରେ ବିଘ୍ନ ବିନାଶକ ତଥା ବୁଦ୍ଧି, ଜ୍ଞାନ ଓ ସିଦ୍ଧିର ଦେବତା ପ୍ରଭୁ ଶ୍ରୀଗଣେଶଙ୍କ ପୂଜା ଅବସରରେ ସାମନ୍ତ ସାହି ଗଣେଶ ପୂଜା କମିଟି ପକ୍ଷରୁ ଚଳିତ ବର୍ଷ ୧୪ତମ ଗଣେଶ ପୂଜା ମହାଆଡ଼ମ୍ବରରେ ପାଳିତ ହୋଇଛି। ଏଥିପାଇଁ ସାମନ୍ତ ସାହିରେ ଆକର୍ଷଣୀୟ ଭାବେ ପୂଜା ମଣ୍ଡପ ସଜ୍ଜିତ କରାଯାଇଥିଲା। ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ବିଧିବିଧାନ ଅନୁଯାୟୀ ପ୍ରଭୁ ଗଜାନନଙ୍କ ମୂର୍ତ୍ତି ସ୍ଥାପନ କରାଯାଇଥିଲା। ପୁରୋହିତଙ୍କ ମନ୍ତ୍ରୋଚ୍ଚାରଣ ମଧ୍ୟରେ ପୂଜାର୍ଚ୍ଚନା, ହୋମଯଜ୍ଞ ଓ ଆଳତି ଅନୁଷ୍ଠିତ ହୋଇଥିଲା। ପ୍ରଭୁଙ୍କ ଦର୍ଶନ ଓ ଆଶୀର୍ବାଦ ପାଇଁ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ମଣ୍ଡପରେ ଉପସ୍ଥିତ ହୋଇଥିଲେ। ପୂଜା ଅବସରରେ ସାମନ୍ତ ସାହି ଗଣେଶ ପୂଜା କମିଟିର ସମସ୍ତ ସଦସ୍ୟ, ସ୍ଥାନୀୟ ଯୁବକ ଓ ଅଞ୍ଚଳବାସୀଙ୍କ ମିଳିତ ସହଯୋଗରେ ବିଭିନ୍ନ ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଭକ୍ତମାନଙ୍କ ମଧ୍ୟରେ ପ୍ରସାଦ ବଣ୍ଟନ କରାଯିବା ସହ ସମସ୍ତଙ୍କ ମଙ୍ଗଳ କାମନା କରାଯାଇଥିଲା। କମିଟିର ସଦସ୍ୟମାନେ କହିଛନ୍ତି ଯେ, ପ୍ରଭୁ ଗଜାନନଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନରୁ ବିଘ୍ନ ଦୂର ହେବା ସହ ସୁଖ, ଶାନ୍ତି, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପ୍ରାପ୍ତ ହେଉ। ସମଗ୍ର କାର୍ଯ୍ୟକ୍ରମକୁ କମିଟିର କର୍ମକର୍ତ୍ତା ଅନିଲ ବଳ , ଆକାଶ ଅଭିଷେକ ଧୀର, ଅମିୟ ଦାସ, ହରିଦକ୍ଷ ଧୀର, ଦିବ୍ୟରଞ୍ଜନ ଦାସ , ଜିବନପ୍ରକାସ ଜେନାମଣି , ପିୟୁଷ ଜେନାମଣି, ଚନ୍ଦନ ଧୀର , ଶବ୍ୟାଚି ଧୀର , ଅନିଲ ଆଇଚ ପ୍ରମୁଖ ଓ ସଦସ୍ୟମାନେ ଉପସ୍ଥିତ ରହି ଶୃଙ୍ଖଳାରେ ପୂଜା ପରିଚାଳନା କରିଥିଲେ।

More news from ଓଡ଼ିଶା and nearby areas
  • ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ, ପରମ୍ପରା ଓ ଭକ୍ତିରେ ମୁଖର ହେଲା ପଶ୍ଚିମ ଓଡିଶା ପରିବେଶ। ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ, ପରମ୍ପରା ଓ ଭକ୍ତିରେ ମୁଖର ହେଲା ପରିବେଶ।ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ କରିବା ଏକ ଅତି ଗୁରୁତ୍ୱପୂର୍ଣ୍ଣ ଏବଂ ପବିତ୍ର ପରମ୍ପରା। ଏହି ରୀତିନୀତିକୁ ସ୍ଥାନୀୟ ଭାଷାରେ 'ଡାକ ହାକ' ବା ନିମନ୍ତ୍ରଣ ପର୍ଯ୍ୟାୟର ଏକ ମୁଖ୍ୟ ଅଂଶ ଭାବେ ଗଣାଯାଏ
    1
    ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ,
 ପରମ୍ପରା ଓ ଭକ୍ତିରେ ମୁଖର ହେଲା ପଶ୍ଚିମ ଓଡିଶା ପରିବେଶ।
ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ
ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ, ପରମ୍ପରା ଓ ଭକ୍ତିରେ ମୁଖର ହେଲା ପରିବେଶ।ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପୂର୍ବଦିନ ଇଷ୍ଟଦେବୀଙ୍କୁ ନିମନ୍ତ୍ରଣ କରିବା ଏକ ଅତି ଗୁରୁତ୍ୱପୂର୍ଣ୍ଣ ଏବଂ ପବିତ୍ର ପରମ୍ପରା। ଏହି ରୀତିନୀତିକୁ ସ୍ଥାନୀୟ ଭାଷାରେ 'ଡାକ ହାକ' ବା ନିମନ୍ତ୍ରଣ ପର୍ଯ୍ୟାୟର ଏକ ମୁଖ୍ୟ ଅଂଶ ଭାବେ ଗଣାଯାଏ
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    7 hrs ago
  • ମନ୍ଦିର ବିବାଦ ଦୁଇ ଗ୍ରାମର ଆସ୍ଥା, ବିଶ୍ୱାସ ଓ ଭାଇଚାରା ସମ୍ପର୍କକୁ ଭାଙ୍ଗିଦେଲା । ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ସରବଣା ଓ ହାଟ ସିଙ୍ଗାପୁର ମଧ୍ୟରେ ଲାଗିଥିବା ମନ୍ଦିର ବିବାଦ କୁ ନେଇ ୧୪୪ଧାରା ଜାରି କରି ନୋଟିସ ମାରିଲା ପ୍ରଶାସନ l ଯେଉଁଠି ବର୍ଷ ବର୍ଷର ଭାଇଚାରା, ଆସ୍ଥା ଓ ବିଶ୍ୱାସକୁ ଭାଙ୍ଗିଦେଇଛି ।
    1
    ମନ୍ଦିର ବିବାଦ ଦୁଇ ଗ୍ରାମର ଆସ୍ଥା, ବିଶ୍ୱାସ ଓ ଭାଇଚାରା ସମ୍ପର୍କକୁ ଭାଙ୍ଗିଦେଲା ।
ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ସରବଣା ଓ ହାଟ ସିଙ୍ଗାପୁର ମଧ୍ୟରେ ଲାଗିଥିବା ମନ୍ଦିର ବିବାଦ କୁ ନେଇ ୧୪୪ଧାରା ଜାରି କରି ନୋଟିସ ମାରିଲା  ପ୍ରଶାସନ l ଯେଉଁଠି ବର୍ଷ ବର୍ଷର ଭାଇଚାରା, ଆସ୍ଥା ଓ ବିଶ୍ୱାସକୁ ଭାଙ୍ଗିଦେଇଛି ।
    user_ରଞ୍ଜନ କୁମାର ଦଳାଇ
    ରଞ୍ଜନ କୁମାର ଦଳାଇ
    ଧର୍ମଶାଳା, ଯାଜପୁର, ଓଡ଼ିଶା•
    8 hrs ago
  • *📺ମହିଳା ବାଇକରଙ୍କୁ ଗୋଡ଼ାଇ ଗୋଡ଼ାଇ ଧକ୍କା ମାରିଲା କାର। ରାସ୍ତା ଉପରେ ଘଷି ହୋଇ ବାଇକରୁ ଚକ୍ ଚକ୍ ଉଠିଲା ନିଆଁ। ଜାଣିଶୁଣି ଦୁର୍ଘଟଣା ଘଟାଇ ଖସିଗଲା କାର୍ ଡ୍ରାଇଭର୍*
    1
    *📺ମହିଳା ବାଇକରଙ୍କୁ ଗୋଡ଼ାଇ ଗୋଡ଼ାଇ ଧକ୍କା ମାରିଲା କାର। ରାସ୍ତା ଉପରେ ଘଷି ହୋଇ ବାଇକରୁ ଚକ୍ ଚକ୍ ଉଠିଲା ନିଆଁ। ଜାଣିଶୁଣି ଦୁର୍ଘଟଣା ଘଟାଇ ଖସିଗଲା କାର୍ ଡ୍ରାଇଭର୍*
    user_ରମେଶ ଚନ୍ଦ୍ର ଜେନା
    ରମେଶ ଚନ୍ଦ୍ର ଜେନା
    Teacher ଧର୍ମଶାଳା, ଯାଜପୁର, ଓଡ଼ିଶା•
    21 hrs ago
  • ଯାଜପୁର ରୋଡ୍ ପଦ୍ମପୁର ଅଞ୍ଚଳରେ ଏକ ଘରେ ପୋଲିସର ସ୍ପେଶାଲ ସ୍କ୍ୱାଡ୍‌ର ଚଢ଼ାଉ। ଏହି ଚଢ଼ାଉରେ ରାଣୀ ମହୁମାଛି ସହିତ ୩ ଜଣ ମହିଳା ଏବଂ ୩ ଜଣ ଗ୍ରାହକଙ୍କୁ ପୋଲିସ ଅଟକ ରଖିଛି। #JajpurRoad #Padmapur #JajpurPolice #SDPO #OdishaNews #Odisha #SpecialSquad #PoliceRaid #news7odia
    1
    ଯାଜପୁର ରୋଡ୍ ପଦ୍ମପୁର ଅଞ୍ଚଳରେ ଏକ ଘରେ  ପୋଲିସର ସ୍ପେଶାଲ ସ୍କ୍ୱାଡ୍‌ର ଚଢ଼ାଉ।  ଏହି ଚଢ଼ାଉରେ ରାଣୀ ମହୁମାଛି ସହିତ ୩ ଜଣ ମହିଳା ଏବଂ ୩ ଜଣ ଗ୍ରାହକଙ୍କୁ ପୋଲିସ ଅଟକ ରଖିଛି। 
#JajpurRoad #Padmapur #JajpurPolice #SDPO #OdishaNews #Odisha #SpecialSquad #PoliceRaid #news7odia
    user_NEWS7ODIA
    NEWS7ODIA
    କୋରାଇ, ଯାଜପୁର, ଓଡ଼ିଶା•
    7 hrs ago
  • ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha
    1
    ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ ।
ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ ।
ଭୁବନେଶ୍ୱର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    1 hr ago
  • ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା #LatestNews #UpdateNews #apanankakhabara #Niali #news #OdishaNews #odisha
    1
    ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା 
ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା #LatestNews #UpdateNews #apanankakhabara #Niali #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    15 min ago
  • ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ। ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ।
    1
    ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ।
ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ।
    user_Rudra Narayan Parida
    Rudra Narayan Parida
    TV News Anchor ଘାସିପୁରା, କେନ୍ଦୁଝର, ଓଡ଼ିଶା•
    5 hrs ago
  • 🦊🐺 Tension Free❤️❤️❤️❤️❤️🌺🌺🌺🌺🌺👌👌👌👌👌👍👍👍👍👍..
    1
    🦊🐺 Tension Free❤️❤️❤️❤️❤️🌺🌺🌺🌺🌺👌👌👌👌👌👍👍👍👍👍..
    user_ରମେଶ ଚନ୍ଦ୍ର ଜେନା
    ରମେଶ ଚନ୍ଦ୍ର ଜେନା
    Teacher ଧର୍ମଶାଳା, ଯାଜପୁର, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.