logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

1 day ago
user_Priya brata sahoo
Priya brata sahoo
ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
1 day ago

ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ବୋୖଦ୍ଧ ପୋଲିସ ବିଭାଗରେ ବଡ ହଲଚଲ । କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ ହେଲେ ଦୁଇ ପୋଲିସ କର୍ମଚାରୀ । ଜଣେ ହେଲେ ମାନମୁଣ୍ଡା ଥାନା କନେଷ୍ଟବଳ ଯଶମୋହନ ମାଝୀ ଓ ଆଉ ଜଣେ ହେଲେ ବୋୖଦ୍ଧ ଥାନା ସବ୍-ଇନ୍ସପେକ୍ଟର ଚନ୍ଦନ ଜେନା । ଯଶମୋହନ ପେଟ୍ରୋଲିଂ କାର୍ଯ୍ୟ ରେ ହେରଫେର କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଠିକି ସମୟରେ ଚାରସିଟ ଦାଖଲ ନ କରିଥିବାରୁ ଚନ୍ଦନ ଙ୍କୁ ନିଲମ୍ବନ କରାଯାଇଥିବା SP ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

More news from ଓଡ଼ିଶା and nearby areas
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    7 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    1
    ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l 
ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ  ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ  ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    11 hrs ago
  • ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି 🚩 ଜୟ ଗୁରୁ ରବିଦାସ 🚩 ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ 12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମରେ *ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    1
    ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
🚩 ଜୟ ଗୁରୁ ରବିଦାସ 🚩
ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ
12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ
ଏହି କାର୍ଯ୍ୟକ୍ରମରେ 
*ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    14 hrs ago
  • ଜଣେ ଗଂଜେଇ ମାଫିଆକୁ ଗୋଡ଼ାଇ ଗୋଡ଼ାଇ କାବୁକଲା ମନମୁଣ୍ଡା ପୋଲିସ ମନମୁଣ୍ଡା ପୋଲିସ ଗଂଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଆଜି ଅପରାହ୍ନ ସମୟରେ ମନମୁଣ୍ଡା ଶଗଡା ରାସ୍ତାର ଭୋଇ ସାହି ନିକଟରେ ଚଢ଼ାଉ କରିଥିଲା | ଏକ ଗାଡିକୁ ସନ୍ଦେହରେ ଅଟକାଇ ଥିଲା | ପୋଲିସକୁ ଦେଖି ମାଫିଆ ଗାଡି ଛାଡି ଫେରାର ମାରିବାକୁ ଉଦ୍ୟମ କରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଧରିଥିବା ଦେଖିବାକୁ ମିଳିଛି | ଉକ୍ତ ଘଟଣା ଅଞ୍ଚଳର ଏକ ସିସିଟିଭିରେ ରେକର୍ଡ ହୋଇଥିବା ଦେଖିବାକୁ ମିଳିଛି |
    1
    ଜଣେ ଗଂଜେଇ ମାଫିଆକୁ ଗୋଡ଼ାଇ  ଗୋଡ଼ାଇ କାବୁକଲା ମନମୁଣ୍ଡା ପୋଲିସ 
ମନମୁଣ୍ଡା ପୋଲିସ ଗଂଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଆଜି ଅପରାହ୍ନ ସମୟରେ ମନମୁଣ୍ଡା ଶଗଡା ରାସ୍ତାର ଭୋଇ ସାହି ନିକଟରେ ଚଢ଼ାଉ କରିଥିଲା | ଏକ ଗାଡିକୁ ସନ୍ଦେହରେ ଅଟକାଇ ଥିଲା | ପୋଲିସକୁ ଦେଖି ମାଫିଆ ଗାଡି ଛାଡି ଫେରାର ମାରିବାକୁ ଉଦ୍ୟମ କରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଧରିଥିବା ଦେଖିବାକୁ ମିଳିଛି | ଉକ୍ତ ଘଟଣା ଅଞ୍ଚଳର ଏକ ସିସିଟିଭିରେ ରେକର୍ଡ ହୋଇଥିବା ଦେଖିବାକୁ ମିଳିଛି |
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    2 hrs ago
  • ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ ​ଆଜି ପବିତ୍ର ରକ୍ଷାବନ୍ଧନ ଉପଲକ୍ଷେ ବୌଦ୍ଧ ଜ଼ିଲ୍ଲା ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ରାକ୍ଷୀ ପର୍ବ ପାଳିତ ହୋଇଯାଇଛି। ପୋଲିସ କର୍ମଚାରୀ ଭାଇମାନଙ୍କ ହାତରେ ସ୍ନେହର ସୂତା (ରାକ୍ଷୀ) ବାନ୍ଧି ସେମାନଙ୍କର ଦୀର୍ଘାୟୁ ଓ ଶୁଭକାମନା କରିଥିଲେ। ଦିନରାତି ଜନସାଧାରଣଙ୍କ ସୁରକ୍ଷାରେ ନିୟୋଜିତ ଥିବା ଆମ ପୋଲିସ ଭାଇମାନେ ମଧ୍ୟ ଭଉଣୀମାନଙ୍କୁ ସଦାସର୍ବଦା ସୁରକ୍ଷା ଦେବାର ସଂକଳ୍ପ ନେଇଥିଲେ। ​ଏହି ଅବସରରେ ସମସ୍ତ ପୋଲିସ ଅଫିସର ଓ କର୍ମଚାରୀଙ୍କ ତରଫରୁ ଅଞ୍ଚଳବାସୀଙ୍କୁ ରକ୍ଷାବନ୍ଧନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ!
    1
    ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ
ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ସ୍ନେହ, ସୁରକ୍ଷା ଓ ବିଶ୍ୱାସର ପର୍ବ "ରକ୍ଷାବନ୍ଧନ" ପାଳିତ 
​ଆଜି ପବିତ୍ର ରକ୍ଷାବନ୍ଧନ ଉପଲକ୍ଷେ ବୌଦ୍ଧ ଜ଼ିଲ୍ଲା ମନମୁଣ୍ଡା ପୋଲିସ ଷ୍ଟେସନ୍ ପରିସରରେ ଏକ ଭାବପୂର୍ଣ୍ଣ ଓ ଆନନ୍ଦଦାୟକ ପରିବେଶ ମଧ୍ୟରେ ରାକ୍ଷୀ ପର୍ବ ପାଳିତ ହୋଇଯାଇଛି।
ପୋଲିସ କର୍ମଚାରୀ ଭାଇମାନଙ୍କ ହାତରେ ସ୍ନେହର ସୂତା (ରାକ୍ଷୀ) ବାନ୍ଧି ସେମାନଙ୍କର ଦୀର୍ଘାୟୁ ଓ ଶୁଭକାମନା କରିଥିଲେ। ଦିନରାତି ଜନସାଧାରଣଙ୍କ ସୁରକ୍ଷାରେ ନିୟୋଜିତ ଥିବା ଆମ ପୋଲିସ ଭାଇମାନେ ମଧ୍ୟ ଭଉଣୀମାନଙ୍କୁ ସଦାସର୍ବଦା ସୁରକ୍ଷା ଦେବାର ସଂକଳ୍ପ ନେଇଥିଲେ।
​ଏହି ଅବସରରେ ସମସ୍ତ ପୋଲିସ ଅଫିସର ଓ କର୍ମଚାରୀଙ୍କ ତରଫରୁ ଅଞ୍ଚଳବାସୀଙ୍କୁ ରକ୍ଷାବନ୍ଧନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ!
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    5 hrs ago
  • କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    1
    କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    7 hrs ago
  • Post by ସାମ୍ବାଦିକ Biswamitra padhi
    1
    Post by ସାମ୍ବାଦିକ Biswamitra padhi
    user_ସାମ୍ବାଦିକ Biswamitra padhi
    ସାମ୍ବାଦିକ Biswamitra padhi
    Farmer କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    10 hrs ago
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.