Shuru
Apke Nagar Ki App…
ମନ୍ତ୍ରୀ ଙ୍କ ଗସ୍ଥ. ଅଧିକାରୀ ଙ୍କୁ ତାଗିଦ ରାଜ୍ୟ ସରକାର ଙ୍କ ପଂଚାୟତ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ଟିଟିଲାଗଡ଼ ବ୍ଲକ ଗସ୍ଥ କରିବା ସହିତ ଅନେକ ପଂଚାୟତ କୁ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ l ଏହି ସମୟରେ ଗ୍ରାମାଞ୍ଚଳ ର ଲୋକେ ପାନୀୟଜଳ ସମସ୍ୟା ନେଇ ମନ୍ତ୍ରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ଓଭରହେଡ଼ ଟ୍ୟାଙ୍କ ନିର୍ମାଣ ହୋଇ ବର୍ଷ ବର୍ଷ ଗଡୁଥିଲେ ମଧ୍ୟ ଲୋକେ ପାଣି ପାଉନଥିବା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଙ୍କୁ ତାଗିଦ କରିବା ସହିତ ସମସ୍ତ ସମସ୍ୟାର ସମାଧାନ ପାଇଁ ନିର୍ଦେଶ ଦେଇଛନ୍ତି.
ସଞ୍ଜୟ କୁମାର ବେହେରା

More news from Sonepur and nearby areas
- ସୁବର୍ଣ୍ଣପୁର ଜିଲ୍ଲା ହରିଣାପାଲି ଗାଁରେ ଅଗ୍ନିକାଣ୍ଡre ଜଳିଗଲା ଚାଷୀଙ୍କ ସୁନାର ଧାନ ଫସଲ l ଗତକାଲି ରାତିରେ କୌଣସି କାରଣରୁ ଏକ ପାଳ ଭାଡ଼ିରେ ନିଆଁ ଲାଗିଥିଲା l ଫଳରେ ପାଖରେ ଥିବା ଚାଷୀ ସିଦ୍ଧେଶ୍ୱର ନାଏକଙ୍କ ଧାନ ଖରିରେ ମଧ୍ୟ ନିଆଁ ଲାଗିଯାଇଥିଲା l ଦେଖୁ ଦେଖୁ ପୋଡି ପାଉଁଶ ହୋଇଥିଲା ଧାନ ଖରି l ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲେବି ସେତେବେଳକୁ ସବୁତକ ଧାନ ପୋଡି ପାଉଁଶ ହୋଇଯାଇଥିଲା l ଏବେ କ୍ଷତିଗ୍ରସ୍ତ ଚାଷୀ ସରକାରୀ ସହାୟତା ଅପେକ୍ଷାରେ l1
- ଉଦଯାପିତ ହୋଇଯାଇଛି ପାଞ୍ଚଦିନ ବ୍ୟାପି ସୁବର୍ଣ୍ଣ ରାମେଶ୍ୱର ଷ୍ଟାଡିୟମରେ ଚାଲିଥିବା 32 ତମ ମହିମା ସୁବର୍ଣ୍ଣ ଲୋକ ମହୋତ୍ସବ 20261
- ଦୀର୍ଘଦିନର ଅନ୍ତ ଘଟିଛି- ପାହାଡ଼ ସାହି ପିଚୁ ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଦେଲେ କନ୍ଧମାଳ ସାଂସଦ ---- ଜି.ଉଦୟଗିରି, ୧୪/୦୧(ଚିନ୍ମୟ) ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପାହାଡ଼ ସାହି ରାସ୍ତା ନିର୍ମାଣ ପାଇଁ ସାହି ବାସିନ୍ଦା ଙ୍କ ତରଫରୁ କରାଯାଇଥିବା ଦୀର୍ଘଦିନର ଦାବି ଓ ଅପେକ୍ଷାର ଅନ୍ତ ଘଟିଛି , ପରିଷଦ ଅଧ୍ୟକ୍ଷା ସୁଶ୍ରୀ ଦେବସ୍ମୀତା ଶତପଥୀ, ଉପାଧ୍ଯକ୍ଷ ସନ୍ତୋଷ କୁମାର ବାଘ, କାଉନ୍ସିଲର ଜାକେଶ କୁମାର ପ୍ରଧାନ, କାର୍ଯ୍ୟନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କର, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସାହୁ ଓ ଏମଇ ଅସିତ୍ କୁମାର ସେଠୀ ଙ୍କ ଅ଼ଞ୍ଚଳରେ ବିକାଶ ମୂଳକ କାର୍ଯ୍ୟ କରିବା ର ତତ୍ପରତା ଯୋଗୁଁ ପ୍ରାୟ ୧୪ ଲକ୍ଷ ଟଙ୍କା ବ୍ୟୟରେ ବ୍ଲକ ଛକ ଠାରୁ ନୂଆସାହି ଚର୍ଚ୍ଚ ପର୍ଯ୍ୟନ୍ତ ପିଚୁ ରାସ୍ତା ନିର୍ମାଣ ପାଇଁ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ଅବସରରେ କାଉନ୍ସିଲର ଓ ସାହି ବାସିନ୍ଦା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। 🙏1
- ବୌଦ୍ଧ ଜିଲ୍ଲା ଗନ୍ଧରାଡ଼ି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ @ranjankumardash1
- Post by ଓମ୍ ସାଇ ରାମ୍1
- ରାଉଲକେଲାରେ କ୍ରାଶ ହେଇଥିବା ବିମାନର ମାଲିକ ଆସି ପହଞ୍ଚିଲେ ଆଉ କହିଦେଲେ ସତ ଯେ ଏହି ବିମାନରେ ଥିଲା ବଡ଼ ସିକ୍ରେଟ୍ #roukela #trending #odisha #odishabhaskar1
- ପବିତ୍ର ମକର ଯାତ୍ରା ଅବସରରେ ଆସନ୍ତାକାଲିଠାରୁ ହିଙ୍ଗମା ମକରପଡିଆରେ ରାବଣ ଦରବାର ଆରମ୍ଭ2
- ବୌଦ୍ଧ ଜିଲ୍ଲା ଗୁନ୍ଦୂଳିଆ ଠାରେ ହନୁମାନ ବିଗ୍ରହ ପ୍ରତିଷ୍ଠା1
- ଚୋରୀ1