Shuru
Apke Nagar Ki App…
ଗଞ୍ଜେଇଡିହି ଗ୍ରାମରେ ବାପ ଜେଜ ଅମଳର ଜାଗାକୁ ନେଇଯିବା ଯୋଗୁଁ ଉତ୍ତେଜନା ଢେଙ୍କାନାଳ ସଦର ଥାନା ଚନ୍ଦ୍ର ଶେଖର ପ୍ରସାଦ ଗ୍ରାମ ପଞ୍ଚାୟତ ଗଞ୍ଜେଇଡିହି ଗ୍ରାମରେ କିଛି ପରିବାର ପୁରୁଷ ଧରି ବାପ ଜେଜ ଅମଳରୁ କିଛି ଜମି ରଖି ସେଥିରେ ଦାମୀ ଗଛ ଲଗାଇ ସେଥିରେ କୋଠକାମ କରାଯାଉଥିଲା । ହେଲେ ସେହି ଜମିକୁ ଅନ୍ୟ ଜିଲ୍ଲାର ଜଣେ ବ୍ୟକ୍ତି ତାଙ୍କ ଜମି କହି ଯୋର ଜବରଦସ୍ତ ନେଇ ଯିବାକୁ ବସିଛନ୍ତି । ଏପରିକି ଦାମି ଗଛ କାଟିଦେଇ ପ୍ରାଚିର ନିର୍ମାଣ କରିବା ପାଇଁ ମସୁଧା କରିଛନ୍ତି । ଗ୍ରାମବାସୀମାନେ ବିରୋଧ କରିବାରୁ ଧମକ ଦିଆଯାଉଛି ବୋଲି ଅଭିଯୋଗ କରିଛନ୍ତି I ଏପରିକି ନିକଟସ୍ଥ ଭାପୁର ଫରେଷ୍ଟ ସେକ୍ସନରେ ଜଣାଇ ଫେଲ ମାରିଛନ୍ତି । ତୁରନ୍ତ ଯେଉଁ ଜଙ୍ଗଲ ଜମିକୁ ଉକ୍ତ ବ୍ୟକ୍ତି ନେବାକୁ ଚାହୁଁଛନ୍ତି ତାଙ୍କ କବଳରୁ ଜମି ଫେରାଇ ଆଣିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।
Amani Sahoo

More news from Odisha and nearby areas
- Post by Dhenkanal News1
- ଢେଙ୍କାନାଳ ସହରର ପ୍ରମୁଖ ସ୍ଥାନ ଗଣେଶ ବଜାରର ଗୋପବନ୍ଧୁ ଟାଉନ ହଲ ନିକଟରେ ବିଜୁ ଯୁବ ଚୁାତ୍ର ଜନତା ଦଳ ପକ୍ଷରୁ କୁଷ ପୁତଳିକା ଦାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶାର ବରପୁତ୍ର, ମହାନ ଜନନାୟକ, ସାଧୀନତା ସଂଗ୍ରାମୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ମିଥ୍ୟା, ଅପମାନସୂଚକ ମନ୍ତବ୍ୟ ବିରୋଧରେ ଏହି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା । ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ ଦାବି କରିଛନ୍ତି । ଶତାଧିକ ବିଜୁ ଯୁବ-ଛାତ୍ର ଜନତା ଦଳ କର୍ମକର୍ତା ଓ ସଦସ୍ୟମାନେ ଉପସ୍ଥିତ ରହିଥିଲେ । ପ୍ରଥମେ ଏକ ଶୋଭାଯାତ୍ରାରେ ଯାଇଥିଲେ । ଶେଷରେ ଦୁବେଙ୍କ କୁଷ ପୁତଳିକା ଦାହ କରାଯାଇଥିଲା ।1
- Post by Dipak Kumar Nayak1
- Post by Narendra Kumar Das1
- ଢେଙ୍କାନାଳ ସାଆନ୍ଦା ଫାଣ୍ଡି ଅଞ୍ଚଳରେ ଦୁଇଟି ପିକପ୍ ବୋଝେଇ ଗାଡ଼ିରୁ ୮ ଟି ଗୋରୁ ଉଦ୍ଧାର ଦୁଇଟି ଗୋରୁ ମୃତ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଗୋ ଚାଲାଣ ବଢ଼ି ଚାଲିଥିବାବେଳ ଆଜି ଅଁଳାକଟା ଗ୍ରାମଛକ ନିକଟରୁ ଦୁଇଟି ଗୋରୁ ବୋଝେଇ ପିକପ୍ ଗାଡି ଜବତ କରାଯିବା ସହିତ ୮ ଗୋରୁ ଉଦ୍ଧାର ହୋଇଥିବା ବେଳେ ଦୁଇଟି ଗୋରୁ ମୃତ ବରଣ କରିଛନ୍ତି। ଗୋରୁ ମାଫିଆମାନେ ଗୋରୁ ବୋଝେଇ ପିକପ୍ ଗାଡି ନମ୍ବର ହେଉଛି OR 04L 2638 ଅନ୍ୟ ଗାଡ଼ି ନମ୍ବର OD112577 ଲୋଡ୍ କରି ନେଇକି ଯାଉଥିବା ବେଳେ ପୋଲିସ ଖବର ପାଇ ସେମାନଙ୍କ ପିଛା କରିଥିଲେ। ଅଁଳାକଟା ଗ୍ରାମ ଛକ ନିକଟଦେଇ ଯାଉଥିବା ବେଳେ ପୋଲିସ କାବୁ କରିଥିଲା ଦୁଇଟି ପିକପ ଜବତ ସହିତ ୮ଟି ଗୋରୁଙ୍କୁ ଉଦ୍ଧାର କରି ଥିବାବେଳେ ଦୁଇଟି ଗୋରୁ ମୃତ ବରଣ କରିଛନ୍ତି। ୫ରୁ୬ଜଣ ଗୋରୁ ମାଫିଆ ଦୁଇଟି ପିକପ ଛାଡ଼ି ଦୁଇ ଡ୍ରାଇଭର ଫେରାର ହୋଇଯାଇଥିଲେ। ସେମାନେ କେଉଁ ଅଞ୍ଚଳର ବୋଲି ଜଣାପଡ଼ି ନାହିଁ ଏମାନଙ୍କର ମୁଖ୍ୟ ମାଷ୍ଟର ମାଇଣ୍ଡିକୁ ଖୁବଶୀଘ୍ର ଧରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।1
- Post by Jay kala _ jay Kalinga1
- ଜୟ ନାରାୟଣ ହୋମ୍ ମିନିଷ୍ଟର ହେଲେ, ସବୁ ସରିଯିବ | ସୁର ରାଉତରାୟ ଭୁବନେଶ୍ଵର, ଓଡ଼ିଶା #bhubaneswar #odisha1
- ଢେଙ୍କାନାଳ ସଦର ଥାନା ଚନ୍ଦ୍ର ଶେଖର ପ୍ରସାଦ ଗ୍ରାମ ପଞ୍ଚାୟତ ଗଞ୍ଜେଇଡିହି ଗ୍ରାମରେ କିଛି ପରିବାର ପୁରୁଷ ଧରି ବାପ ଜେଜ ଅମଳରୁ କିଛି ଜମି ରଖି ସେଥିରେ ଦାମୀ ଗଛ ଲଗାଇ ସେଥିରେ କୋଠକାମ କରାଯାଉଥିଲା । ହେଲେ ସେହି ଜମିକୁ ଅନ୍ୟ ଜିଲ୍ଲାର ଜଣେ ବ୍ୟକ୍ତି ତାଙ୍କ ଜମି କହି ଯୋର ଜବରଦସ୍ତ ନେଇ ଯିବାକୁ ବସିଛନ୍ତି । ଏପରିକି ଦାମି ଗଛ କାଟିଦେଇ ପ୍ରାଚିର ନିର୍ମାଣ କରିବା ପାଇଁ ମସୁଧା କରିଛନ୍ତି । ଗ୍ରାମବାସୀମାନେ ବିରୋଧ କରିବାରୁ ଧମକ ଦିଆଯାଉଛି ବୋଲି ଅଭିଯୋଗ କରିଛନ୍ତି I ଏପରିକି ନିକଟସ୍ଥ ଭାପୁର ଫରେଷ୍ଟ ସେକ୍ସନରେ ଜଣାଇ ଫେଲ ମାରିଛନ୍ତି । ତୁରନ୍ତ ଯେଉଁ ଜଙ୍ଗଲ ଜମିକୁ ଉକ୍ତ ବ୍ୟକ୍ତି ନେବାକୁ ଚାହୁଁଛନ୍ତି ତାଙ୍କ କବଳରୁ ଜମି ଫେରାଇ ଆଣିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।1