ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ୨୫୦ ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ ଭୁବନେଶ୍ୱର: ଆମ୍ବୁଲାନ୍ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ଷ୍ଟାଡିୟମଠାରେ ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା ସମୟ ମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା କରିଛନ୍ତି। ଏହାର ପ୍ରଥମ ପର୍ଯ୍ୟାୟରେ ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିବା ବେଳେ, ଆଜି ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରାଯାଇଛି। ଏହି ସମସ୍ତ ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରାୟ ୧୧୧ କୋଟି ଟଙ୍କା ବିନିଯୋଗ କରିଛନ୍ତି। ବର୍ତ୍ତମାନ ସାରା ରାଜ୍ୟରେ ୮୬୬ଟି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଚାଲୁଥିବା ବେଳେ, ଗର୍ଭବତୀ ମହିଳା ଏବଂ ଅସୁସ୍ଥ ଶିଶୁମାନଙ୍କ ପାଇଁ ‘ଜନନୀ ଏକ୍ସପ୍ରେସ୍’ ନାମରେ ଆଉ ୫୦୦ଟି ସ୍ୱତନ୍ତ୍ର ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ଏହି ଆମ୍ବୁଲାନ୍ସ ସେବାଗୁଡ଼ିକ ରାଜ୍ୟବାସୀଙ୍କ ପାଇଁ ଏକ ଜୀବନରେଖା ଭାବେ କାମ କରୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁହାର କମାଇବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଦିଗରେ ଲଗାତାର ପଦକ୍ଷେପ ନିଆଯାଉଛି।

- ଭୁବନେଶ୍ୱର :କୁଳପତି ନିଯୁକ୍ତି ଦାବି ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ରାଜ୍ୟପାଳଙ୍କୁ ସାକ୍ଷାତ କଲେ।1
- ଭୁବନେଶ୍ୱର: ଆମ୍ବୁଲାନ୍ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ଷ୍ଟାଡିୟମଠାରେ ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା ସମୟ ମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା କରିଛନ୍ତି। ଏହାର ପ୍ରଥମ ପର୍ଯ୍ୟାୟରେ ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିବା ବେଳେ, ଆଜି ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରାଯାଇଛି। ଏହି ସମସ୍ତ ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରାୟ ୧୧୧ କୋଟି ଟଙ୍କା ବିନିଯୋଗ କରିଛନ୍ତି। ବର୍ତ୍ତମାନ ସାରା ରାଜ୍ୟରେ ୮୬୬ଟି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଚାଲୁଥିବା ବେଳେ, ଗର୍ଭବତୀ ମହିଳା ଏବଂ ଅସୁସ୍ଥ ଶିଶୁମାନଙ୍କ ପାଇଁ ‘ଜନନୀ ଏକ୍ସପ୍ରେସ୍’ ନାମରେ ଆଉ ୫୦୦ଟି ସ୍ୱତନ୍ତ୍ର ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ଏହି ଆମ୍ବୁଲାନ୍ସ ସେବାଗୁଡ଼ିକ ରାଜ୍ୟବାସୀଙ୍କ ପାଇଁ ଏକ ଜୀବନରେଖା ଭାବେ କାମ କରୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁହାର କମାଇବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଦିଗରେ ଲଗାତାର ପଦକ୍ଷେପ ନିଆଯାଉଛି।1
- ଆସନ୍ତା ୪ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ । ଏହା ପ୍ରଭାବରେ ଶୀତ ବଢ଼ିବା ନେଇ ଆକଳନ କରାଯାଇଛି। କଟକରେ ଦିନ ୮ ଟା ବେଳେ କୁହୁଡି ଦେଖାଉଛି ନିଜର ପ୍ରତିଆରା। ମେଲାଉଛି ତାର ଆସ୍ତରଣ।1
- କଟକ ଗ୍ରାମାଞ୍ଚରେ ଓଡିଶୀ ଭାଙ୍ଗିରେ ନାଚିଲେ କୁନି ଝିଅ1
- ଢେଙ୍କାନାଳ ରେ ସକାଳୁ ସକାଳୁ ହାତୀ ଆକ୍ରମଣରେ ତିନି ଜଣ ମୃତ, ତିନି ଜଣ ଗୁରୁତର l Dhenkanal news odisha l 👉 ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ସେଠାରେ ଘଟିଛି ଏହି ଅଭାବନୀୟ ଘଟଣା.. #elephantattack #dhenkanalforest #kapilashforest #dhenkanalnewsodisha1
- Post by Manoj kumar baliyarsingh1
- Post by Gagan Bhoi1
- ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଆଧୁନିକ ୧୦୮ ଆମ୍ବୁଲାନ୍ସର ଶୁଭାରମ୍ଭ କରୁଛନ୍ତି I1
- ଚୌଦ୍ୱାରରେ ବିଳମ୍ବିତ ରାତିରେ ରେଲୱେ କ୍ରସିଂଙ୍ଗ ସୁରକ୍ଷା ବାଡାକୁ ପିଟିଲା ଟ୍ରକ। ମଦ୍ୟପାନ କରି ଡ୍ରାଇଭର ଗାଡ଼ି ଚଳାଉଥିବା ବେଳେ ଭାରସ୍ୟାମ ହରାଇ ରେଲୱେ କ୍ରସିଂଙ୍ଗ ସୁରକ୍ଷା ବାଡାକୁ ପିଟିଲା ଟ୍ରକ। ଘଟଣାସ୍ଥଳରେ ଡ୍ରାଇଭର ଓ ହେଲ୍ପର ଆହତ। ଚୌଦ୍ୱାର ଥାନା ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଆହତଙ୍କୁ ମେଡ଼ିକାଲ ସ୍ଥାନାନ୍ତର କରିଛି।1