Shuru
Apke Nagar Ki App…
ବ୍ରହ୍ମହପୁରରେ ଆଇନଜିବିଙ୍କ ଘରକୁ ଟାର୍ଗେଟ କରି ବୋମା ମାଡ଼ କରିଛନ୍ତି ଦୂରବୁତ୍ତ।
ଯାଜପୁର ଖବର ପ୍ରସାରିତ
ବ୍ରହ୍ମହପୁରରେ ଆଇନଜିବିଙ୍କ ଘରକୁ ଟାର୍ଗେଟ କରି ବୋମା ମାଡ଼ କରିଛନ୍ତି ଦୂରବୁତ୍ତ।
More news from ଓଡ଼ିଶା and nearby areas
- Post by ଯାଜପୁର ଖବର ପ୍ରସାରିତ1
- ପାଣିକୋଇଲି ଲଷ୍ମୀବିହାର ପଥରପଦାଠାରେ ମା ମହାଲଷ୍ମୀଙ୍କ ମନ୍ଦିର ମୁଣ୍ଡି ମରା କାର୍ଯ୍ୟ ହୋଇଯାଇଛି1
- ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଏଣ୍ଡଳବା ପଂଚାୟତ ଅଧୀନ ତେଣ୍ଟଳ ରାଧାକୃଷ୍ଣ ମେଳଣ ପଡିଆ ରେ ରାଧାକୃଷ୍ଣ ଆଞ୍ଚଳିକ କମିଟି ତରଫରୁ ୨୪ ତମ ମେଳଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଐତିହାସିକ ଓ ସାଂସ୍କୃତିକ ପରମ୍ପରାରେ ଭାଇଚାରା ରେ ପଡୋଶୀ ସମସ୍ତ ଗ୍ରାମ ଓ ମେଲଣରେ ଆଖପାଖ ଅଞ୍ଚଳର ବହୁ ହଜାର ହଜାର ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା ।ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ ଧରି ଶୋଭାଯାତ୍ରାରେ ଆସି ଥାନପତି ଭାବେ ଟେଣ୍ଟଳ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ରାଧାକୃଷ୍ଣ ଜୀଉ ଯୋଗ ଦେଇଥିଲେ । ଏହି ଭାଇଚାରାର ପ୍ରତୀକ ଭାବେ ପଡୋଶୀ ଗ୍ରାମର ଜୀଉ ମାନେ ବିମାନ ରେ ପାଟ ପଟୁଆର ରେ ଆସି ଏକାଠି ହୋଇଥିଲେ । ଏହା ସ୍ଥାନୀୟ ଲୋକଙ୍କ ପାଇଁ ଏକ ମୁଖ୍ୟ ଆକର୍ଷଣ।1
- Post by NEWS7ODIA1
- ଅଲୋଡ଼ା ହୋଇଛି ଗୋବରୀ ନଦୀ, ଗୋବରୀ ନଦୀରେ ଜଳ କମ କୁଢ଼ କୁଢ଼ ଅଳିଆ ଭାସୁଛି, ଦିନଥିଲା ଗୋବରୀକୁ ନିର୍ଭର କରି ଲୋକେ ବଞ୍ଚୁଥିଲେ କିନ୍ତୁ ଆଜି ସମ୍ପୂର୍ଣ୍ଣ ଭାବରେ ଅଲୋଡ଼ା ହୋଇପଡିଛି ଗୋବରୀ ନଦୀ1
- ଭଦ୍ରକ ଇସ୍କନ ପକ୍ଷରୁ କୁଆଁସ ଠାରେ ଏକ ଭବ୍ୟ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ | ଆସନ୍ତା ମାର୍ଚ୍ଚ ୧୮ ରୁ ୨୦ ତାରିଖି ଯାଏ ୩ ଦିନ ଧରି ଉତ୍ସବ ପାଳନ ହେବ |1
- *ଅରବିନ୍ଦ ମହାପାତ୍ର ବିଧାନ ସଭା ଗୃହରେ ଡେରାବିଶ ମେଡିକାଲ ର ରୋଗୀ ଓ ଆସୁଥିବା ସାଧାରଣ ଲୋକଙ୍କ ସେବାକୁ ନେଇ ସ୍ୱର ଉଠାଇଲେ,, ରୋଗୀଙ୍କ ସୁଭିଧା ପାଇଁ ଅଧିକରୁ ଅଧିକ ଡାକ୍ତର ଏବଂ ସେବିକା ନିଯୁକ୍ତି କରାଯାଉ ଏବଂ ଏକ ଅଡିଟ କରି ମେଡ଼ିକାଲର ସମସ୍ତ ଅସୁବିଧାକୁ ତୁରନ୍ତ ସମାଧାନ କରିବା ପାଇଁ ପ୍ରସ୍ତାବ ଦେଲେ।* *ପାଟକୁରା ବାସୀଙ୍କ ସୁଖ ଦୁଃଖର ସାଥି ମାନ୍ୟବର ବିଧାୟକ ପାଟକୁରା ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର।1
- Post by ଯାଜପୁର ଖବର ପ୍ରସାରିତ1