Shuru
Apke Nagar Ki App…
ନକଲି ବିହନ, ସାର ଓ କୀଟନାଶକ ବିକ୍ରି କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କଣ ରହିଛି ବିଧାନସଭାରେ ପ୍ରଶ୍ନ କଲେ ବସ୍ତା ବିଧାୟିକା ସୁବାସିନୀ ଜେନା। ବାଲେଶ୍ଵର ଜିଲ୍ଲାରେ କେତେ ସଂଖ୍ୟକ ଲାଇସେନ୍ସ ପ୍ରାପ୍ତ କୃଷି ଇନପୁଟ ଡିଲର ଅଛନ୍ତି ଏବଂ ଗତ ଦୁଇ ବର୍ଷ ମଧ୍ୟରେ କେତେ ଥର ଯାଞ୍ଚ ହୋଇ କେତେ ସଂଖ୍ୟକ ମାମଲା ରୁଜୁ କରାଯାଇଛି, ଏଥି ସହିତ ନକଲି ବିହନ, ସାର ଓ କୀଟନାଶକ ବିକ୍ରି କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କଣ ହୋଇଛି ତାହାର ବ୍ଲକ ୱାରୀ ତଥ୍ୟ ପ୍ରଦାନ କରିବେ କି ବୋଲି ଚଳିତ ବିଧାନସଭାର ବଜେଟ ଅଧିବେଶନରେ ପ୍ରଶ୍ନ ଉପସ୍ଥାପନ କରି ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଲେ ବସ୍ତା ବିଧାୟିକା ସୁବାସିନୀ ଜେନା।
Sk Ajaruddin

More news from ଓଡ଼ିଶା and nearby areas
- #ପାଣି_ଚିନ୍ତାରେ_ଗାଁ_ଲୋକେ । 🟥ବାରମ୍ବାର ଅଫିସ ଆସି ଫେରୁଛନ୍ତି ଦେଖା ମିଳୁନି କି ପାଣି ମିଳୁନି । 🟥ପିଇବା ପାଣି ସମସ୍ୟା ନେଇ ତାତିଲେ ବସ୍ତା ବ୍ଲକ ଦୁଧ ହଂସା ପଞ୍ଚାୟତ ବେଢାକଣା ଗାଁ ର ମହିଳା ଓ ଯୁବନେତା ସୁଧାଂଶୁ ଜେନା ।1
- ବାଲେଶ୍ଵର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ବଣିଆଡିହା ପଂଚାୟତ ରେ ଜଣେ ବିଧବା ମହିଳା ଦିର୍ଘ ୨ବର୍ଷ ହେଲା ଆବେଦନ ପରେ ବି ଆଜି ଯାଏଁ ମିଳିନାହିଁ ଭତ୍ତା ସେ ନେଇ ରଖିଲେ ପ୍ରତିକ୍ରିୟା1
- ବନବିଭାଗ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ମୃତ ମୁଖରୁ ବଞ୍ଚିଲା କାଳିଆ।1
- ସ୍ୱାମୀ ପାଲଟିଲା ରାକ୍ଷସ,ସ୍ତ୍ରୀକୁ ଜୀବନ ରୁ ମାରିଦେବା ପାଇଁ ଶଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲା ସ୍ବାମୀ , ଝିଅ କୁ ବଞ୍ଚାଇବାକୁ ଯାଇ ଶ୍ବଶୁର, ଶାଶୁ ଏବଂ ଶଳା ନିଂଆ ରେ ପୋଡି ଗୁରୁତର ହୋଇଛନ୍ତି1
- ବାରିପଦା ସ୍ଥିତ ଫରେଷ୍ଟ କଲୋନୀ ଥରେ ନବନିର୍ମିତ ସିଦ୍ଧି ବିନାୟକ ମନ୍ଦିର ପ୍ରତିଷ୍ଠା ଅବସରରେ ସହରରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହିତ ପ୍ରାୟ 3 ହଜାରରୁ ଉର୍ଦ୍ଧ୍ଵ ମହିଳାଙ୍କ କଳସ ସହ ନଗର ପରିକ୍ରମା।ଦୀର୍ଘ ୨୭ ବର୍ଷ ପରେ ସ୍ବପ୍ନ ସକର ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କଲେ ମନ୍ତ୍ରୀ ଶ୍ରୀ ମହାପାତ୍ର4
- ବାରିପଦା - ସିଦ୍ଧି ବିନାୟକ ମନ୍ଦିର ପ୍ତତିଷ୍ଠା ଅବସରରେ ବାଙ୍ଗିରିପୋଷି ବିଧାୟିକାଙ୍କ ପ୍ରତିକ୍ରିୟା।1
- ନବୀନ ପଟ୍ଟନାୟକ ପଳେଇଗଲେ କଣ ପାଇଁ ବିଧାନସଭାରୁ1
- ବିପର୍ଯ୍ୟସ୍ତ ପରିମଳ ସେବାର ନଗ୍ନ ଚିତ୍ର। କାମାକ୍ଷାନଗର ଚିକିତ୍ସାଳୟ ଫାଟକରେ ଲାଟିନ ଟାଙ୍କିର ମଇଳା ପାଣି ପ୍ରବାହିତ।1