logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କେଦୁଝର ସ୍ୱଚ୍ଛ ଭାରତ ମିଶନର ମଞ୍ଜୁଲତା ମହାନ୍ତଙ୍କ ନିରନ୍ତର ଅବଦାନ

8 hrs ago
user_TV5 ଓଡ଼ିଆ
TV5 ଓଡ଼ିଆ
ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
8 hrs ago
1b20636f-835e-420a-978c-e845a1e987f6

କେଦୁଝର ସ୍ୱଚ୍ଛ ଭାରତ ମିଶନର ମଞ୍ଜୁଲତା ମହାନ୍ତଙ୍କ ନିରନ୍ତର ଅବଦାନ

More news from ଓଡ଼ିଶା and nearby areas
  • 🌹🌹🌹🌹🌹🌹🌹
    1
    🌹🌹🌹🌹🌹🌹🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    13 hrs ago
  • ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ସଞ୍ଜିତ୍ ମହାନ୍ତି ଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା ଜଣାଇଲେ ମୋହନଗିରି ଅଞ୍ଚଳବାସୀ। ଶ୍ରୀ ମହାନ୍ତି କେବଳ ଶିକ୍ଷକ ନଥିଲେ,ସେ ଅଞ୍ଚଳର ପ୍ରତ୍ୟେକ ଟି କାର୍ଯ୍ୟକ୍ରମ ରେ ଜଡ଼ିତ ହୋଇ ଅଞ୍ଚଳର ବିକାଶ ଦିଗରେ ଆଗେଇ ଆସୁଥିଲେ।ତେଣୁ ତାଙ୍କରି ଚାକିରି ସମୟର ଅବସର ବେଳେ ଅଞ୍ଚଳ ବାସୀ ଭାବ ବିହ୍ବଳ ହୋଇ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି।
    1
    ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ସଞ୍ଜିତ୍ ମହାନ୍ତି ଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା ଜଣାଇଲେ ମୋହନଗିରି ଅଞ୍ଚଳବାସୀ।
ଶ୍ରୀ ମହାନ୍ତି କେବଳ ଶିକ୍ଷକ ନଥିଲେ,ସେ ଅଞ୍ଚଳର ପ୍ରତ୍ୟେକ ଟି କାର୍ଯ୍ୟକ୍ରମ ରେ ଜଡ଼ିତ ହୋଇ ଅଞ୍ଚଳର ବିକାଶ ଦିଗରେ ଆଗେଇ ଆସୁଥିଲେ।ତେଣୁ ତାଙ୍କରି ଚାକିରି ସମୟର ଅବସର ବେଳେ ଅଞ୍ଚଳ ବାସୀ ଭାବ ବିହ୍ବଳ ହୋଇ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି।
    user_Subrat Kumar sahu
    Subrat Kumar sahu
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    23 hrs ago
  • ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି । (ରିପୋର୍ଟ, ବିଭୁ ପ୍ରସାଦ ଶତପତି) ଢେଙ୍କାନାଳ ସଦର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ଜଣେ ମହିଳା ପହଞ୍ଚି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି। ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟାର ଧମକ ମଧ୍ୟ ଦେଇଛନ୍ତି। ସୁଚନା ମୁତାବକ କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଞ୍ଚଳର ଜନୈକା ମହିଳା ସେହି ଥାନା ଅଞ୍ଚଳ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ଯୁବକ ବିବାହର ପ୍ରତିଶୃତି ଦେବାରୁ ତାଙ୍କ ସହିତ ମହିଳା ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ କିଛି ଦିନ ପରେ ପରୀକ୍ଷାରୁ ଜଣାପଡ଼ିଥିଲା ଯେ ମହିଳା HIV ସଂକ୍ରମିତ ଅଛନ୍ତି। ଏହାପରେ ଯୁବକ ମଧ୍ୟ HIV ସଂକ୍ରମିତ ହୋଇଥିବା ଜଣାପଡିଥିଲା। ହେଲେ ଯୁବକ ମହିଳାଙ୍କୁ ବିବାହ କରିବାକୁ ନାରାଜ।ଯୁବକ ଜଣଙ୍କ ଅନ୍ୟ ଯୁବତୀ ଓ ମହିଳାଙ୍କ ସହିତ ସମ୍ପର୍କ ରଖି ଏବେ କାମାକ୍ଷାନଗର ଅଞ୍ଚଳରେ HIV ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି ବୋଲି ମହିଳା ଅଭିଯୋଗ କରିଛନ୍ତି। ପୂର୍ବେ ବିବାହ ପାଇଁ ପ୍ରତିଶୃତି ଦେଇ ଥିବା ବେଳେ ଏଚ ଆଇବି ରେ ଆକ୍ରାନ୍ତ ଜାଣି ବିବାହ ପାଇଁ ଏବେ ରାଜି ନ ଥିବା ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି।
    1
    ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି
ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି ।
(ରିପୋର୍ଟ, ବିଭୁ ପ୍ରସାଦ ଶତପତି)
ଢେଙ୍କାନାଳ ସଦର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ଜଣେ ମହିଳା ପହଞ୍ଚି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି। ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟାର ଧମକ ମଧ୍ୟ ଦେଇଛନ୍ତି।
ସୁଚନା ମୁତାବକ କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଞ୍ଚଳର ଜନୈକା ମହିଳା ସେହି ଥାନା ଅଞ୍ଚଳ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ଯୁବକ ବିବାହର ପ୍ରତିଶୃତି ଦେବାରୁ ତାଙ୍କ ସହିତ ମହିଳା ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ କିଛି ଦିନ ପରେ ପରୀକ୍ଷାରୁ ଜଣାପଡ଼ିଥିଲା ଯେ ମହିଳା HIV ସଂକ୍ରମିତ ଅଛନ୍ତି। ଏହାପରେ ଯୁବକ ମଧ୍ୟ HIV ସଂକ୍ରମିତ ହୋଇଥିବା ଜଣାପଡିଥିଲା। ହେଲେ ଯୁବକ ମହିଳାଙ୍କୁ ବିବାହ କରିବାକୁ ନାରାଜ।ଯୁବକ ଜଣଙ୍କ ଅନ୍ୟ ଯୁବତୀ ଓ ମହିଳାଙ୍କ ସହିତ ସମ୍ପର୍କ ରଖି ଏବେ କାମାକ୍ଷାନଗର ଅଞ୍ଚଳରେ HIV ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି ବୋଲି ମହିଳା ଅଭିଯୋଗ କରିଛନ୍ତି। ପୂର୍ବେ ବିବାହ ପାଇଁ ପ୍ରତିଶୃତି ଦେଇ ଥିବା ବେଳେ ଏଚ ଆଇବି ରେ ଆକ୍ରାନ୍ତ ଜାଣି ବିବାହ ପାଇଁ ଏବେ ରାଜି ନ ଥିବା ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    7 hrs ago
  • ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ। ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
    1
    ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
    user_Lili Bhue
    Lili Bhue
    ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    4 hrs ago
  • ଧମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଉପରେ ପ୍ରତିକ୍ରୀୟା ରଖିଲେ ବିଧାୟକ ଲକ୍ଷ୍ମଣ ବାଗ
    1
    ଧମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଉପରେ ପ୍ରତିକ୍ରୀୟା ରଖିଲେ ବିଧାୟକ ଲକ୍ଷ୍ମଣ ବାଗ
    user_କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    12 hrs ago
  • ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା। ସୁବର୍ଣ୍ଣପୁର ଜିଲ୍ଲାରେ ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା।
    1
    ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା।
ସୁବର୍ଣ୍ଣପୁର ଜିଲ୍ଲାରେ ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ନଶାର ଭୟାବହତାକୁ ନେଇ କଣ କହୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଣନ୍ତୁ... ନିଶା ମୁକ୍ତ ଭାରତ ଗଠନ ପାଇଁ ମୋଦି ସରକାରଙ୍କ ବଡ଼ ପଦକ୍ଷେପ। ବିଶେଷ କରି ଯୁବପିଢ଼ି ଓ ଜେନ୍-ଜିଙ୍କୁ ନିଶାମୁକ୍ତ ଜୀବନ ପାଇଁ ପ୍ରେରିତ କରିବା ଓ ବିକଶିତ ଭାରତ ଗଠନରେ ସାମିଲ ଲକ୍ଷ୍ୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ଅଭିଯାନ । ଆସନ୍ତା ୧୦୦ ସପ୍ତାହ ଧରି ଚାଲିବାକୁ ଥିବା ଏହି ନିଶା ମୁକ୍ତ ଯୁବ ବିକଶିତ ଭାରତ ସଂକଳ୍ପ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାରୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଯୋଡ଼ି ହୋଇଥିଲେ।....
    1
    ନଶାର ଭୟାବହତାକୁ ନେଇ କଣ କହୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଣନ୍ତୁ...
ନିଶା ମୁକ୍ତ ଭାରତ ଗଠନ ପାଇଁ ମୋଦି ସରକାରଙ୍କ ବଡ଼ ପଦକ୍ଷେପ। ବିଶେଷ କରି ଯୁବପିଢ଼ି ଓ ଜେନ୍-ଜିଙ୍କୁ ନିଶାମୁକ୍ତ ଜୀବନ ପାଇଁ ପ୍ରେରିତ କରିବା ଓ ବିକଶିତ ଭାରତ ଗଠନରେ ସାମିଲ ଲକ୍ଷ୍ୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ଅଭିଯାନ । ଆସନ୍ତା ୧୦୦ ସପ୍ତାହ ଧରି ଚାଲିବାକୁ ଥିବା ଏହି ନିଶା ମୁକ୍ତ ଯୁବ ବିକଶିତ ଭାରତ ସଂକଳ୍ପ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାରୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଯୋଡ଼ି ହୋଇଥିଲେ।....
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    19 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.