logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

सरेआम गाड़ी चोरी करते रंगे हाथों पकड़ा गया चोर, पब्लिक ने सिखाया सबक स्थान: विशाल मॉल के सामने, विक्टोरिया स्टेट रोड, बजाज़ा थाना चौक क्षेत्र (पाटा नाला चौकी के पास)। रंगे हाथों गिरफ्तारी: विक्टोरिया स्टेट रोड पर स्थित बजाज़ा थाना चौक क्षेत्र में एक शातिर चोर को सरेआम गाड़ी चोरी करते हुए स्थानीय लोगों और राहगीरों ने रंगे हाथों पकड़ लिया। भागने का प्रयास: पब्लिक द्वारा घेरे जाने पर आरोपी ने मौके से भागने की कोशिश की, लेकिन मुस्तैद लोगोने उसे दबोच लिया।चौकी के पास वारदात: हैरान करने वाली बात यह है कि यह घटना पाटा नाला पुलिस चौकी से महज चंद कदमों की दूरी पर, विशाल मॉल के ठीक सामने मुख्य सड़क पर हुई। बढ़ती घटनाएं: स्थानीय निवासियों का कहना है कि इस इलाके में आए दिन वाहन चोरी की वारदातें सामने आ रही हैं। पुलिस की नाक के नीचे हो रही इन चोरियों पर अब तक कोई ठोस रोकथाम नहीं हो पाई है, जिससे स्थानीय व्यापारियों और जनता में काफी

4 hrs ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
4 hrs ago

सरेआम गाड़ी चोरी करते रंगे हाथों पकड़ा गया चोर, पब्लिक ने सिखाया सबक स्थान: विशाल मॉल के सामने, विक्टोरिया स्टेट रोड, बजाज़ा थाना चौक क्षेत्र (पाटा नाला चौकी के पास)। रंगे हाथों गिरफ्तारी: विक्टोरिया स्टेट रोड पर स्थित बजाज़ा थाना चौक क्षेत्र में एक शातिर चोर को सरेआम गाड़ी चोरी करते हुए स्थानीय लोगों और राहगीरों ने रंगे हाथों पकड़ लिया। भागने का प्रयास: पब्लिक द्वारा घेरे जाने पर आरोपी ने मौके से भागने की कोशिश की, लेकिन मुस्तैद लोगोने उसे दबोच लिया।चौकी के पास वारदात: हैरान करने वाली बात यह है कि यह घटना पाटा नाला पुलिस चौकी से महज चंद कदमों की दूरी पर, विशाल मॉल के ठीक सामने मुख्य सड़क पर हुई। बढ़ती घटनाएं: स्थानीय निवासियों का कहना है कि इस इलाके में आए दिन वाहन चोरी की वारदातें सामने आ रही हैं। पुलिस की नाक के नीचे हो रही इन चोरियों पर अब तक कोई ठोस रोकथाम नहीं हो पाई है, जिससे स्थानीय व्यापारियों और जनता में काफी

More news from ଓଡ଼ିଶା and nearby areas
  • ନିଟ୍ ପରୀକ୍ଷାରେ ଛାତ୍ରୀଙ୍କ ସଫଳତା ବର୍ଣ୍ଣାଳୀ ସାହୁଙ୍କ କୃତିତ୍ୱରେ ଗର୍ବିତ ସମଗ୍ର ଅଞ୍ଚଳ। ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକର ଜଣେ ମେଧାବୀ ଛାତ୍ରୀ ନିଟ୍ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗର୍ବର କାରଣ ପାଲଟିଛନ୍ତି। ଆସନ୍ତୁ ଦେଖିବା ନିଟ୍ ପରୀକ୍ଷାରେ ଛାତ୍ରୀଙ୍କ ସଫଳତା ବର୍ଣ୍ଣାଳୀ ସାହୁଙ୍କ କୃତିତ୍ୱରେ ଗର୍ବିତ ସମଗ୍ର ଅଞ୍ଚଳ। ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକର ଜଣେ ମେଧାବୀ ଛାତ୍ରୀ ନିଟ୍ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗର୍ବର କାରଣ ପାଲଟିଛନ୍ତି। ଆସନ୍ତୁ ଦେଖିବା ଏହି ବିଶେଷ ରିପୋର୍ଟ #apanankakhabara #latestnews #updatenews #neet2026 #neetexam #angul
    1
    ନିଟ୍ ପରୀକ୍ଷାରେ ଛାତ୍ରୀଙ୍କ ସଫଳତା
ବର୍ଣ୍ଣାଳୀ ସାହୁଙ୍କ କୃତିତ୍ୱରେ ଗର୍ବିତ ସମଗ୍ର ଅଞ୍ଚଳ।
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକର ଜଣେ ମେଧାବୀ ଛାତ୍ରୀ ନିଟ୍ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗର୍ବର କାରଣ ପାଲଟିଛନ୍ତି। ଆସନ୍ତୁ ଦେଖିବା 
ନିଟ୍ ପରୀକ୍ଷାରେ ଛାତ୍ରୀଙ୍କ ସଫଳତା
ବର୍ଣ୍ଣାଳୀ ସାହୁଙ୍କ କୃତିତ୍ୱରେ ଗର୍ବିତ ସମଗ୍ର ଅଞ୍ଚଳ।
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକର ଜଣେ ମେଧାବୀ ଛାତ୍ରୀ ନିଟ୍ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗର୍ବର କାରଣ ପାଲଟିଛନ୍ତି। ଆସନ୍ତୁ ଦେଖିବା ଏହି ବିଶେଷ ରିପୋର୍ଟ
#apanankakhabara #latestnews #updatenews #neet2026 #neetexam #angul
    user_Debadarshan Routray
    Debadarshan Routray
    Graphic designer ନିଆଳି, କଟକ, ଓଡ଼ିଶା•
    22 hrs ago
  • ନିମାପଡା ଶ୍ୟାମସୁନ୍ଦର ପୁର ନୂଆ ମଠ ସାହି ରେ ପାଣି ପାଇପ ଫାଟି ଯାଇଛି ଲୋକ ମାନଙ୍କର ଯିବା ଆସିବା ରେ ଭାରି ଅସୁବିଧା। ନିମାପଡା ଶ୍ୟାମସୁନ୍ଦର ପୁର ନୂଆ ମଠ ସାହି ରେ ପାଣି ପାଇପ ଫାଟି ଯାଇଛି ଲୋକ ମାନଙ୍କର ଯିବା ଆସିବା ରେ ଭାରି ଅସୁବିଧା ହେଉଛି। ଦୟାକରି ଉପରୋକ୍ତ ଅଧିକାରୀ ଧ୍ୟାନ ଦିଅନ୍ତୁ। ଏହା ସାଧାରଣ ଲୋକ ଙ୍କ ପାନୀୟ ଜଳ ର ଓ ରାସ୍ତା ପ୍ରଭାବିତ।
    1
    ନିମାପଡା ଶ୍ୟାମସୁନ୍ଦର ପୁର ନୂଆ ମଠ ସାହି ରେ ପାଣି ପାଇପ ଫାଟି ଯାଇଛି ଲୋକ ମାନଙ୍କର ଯିବା ଆସିବା ରେ ଭାରି ଅସୁବିଧା।
ନିମାପଡା ଶ୍ୟାମସୁନ୍ଦର ପୁର ନୂଆ ମଠ ସାହି ରେ ପାଣି ପାଇପ ଫାଟି ଯାଇଛି ଲୋକ ମାନଙ୍କର ଯିବା ଆସିବା ରେ ଭାରି ଅସୁବିଧା ହେଉଛି। ଦୟାକରି ଉପରୋକ୍ତ ଅଧିକାରୀ ଧ୍ୟାନ ଦିଅନ୍ତୁ। ଏହା ସାଧାରଣ ଲୋକ ଙ୍କ ପାନୀୟ ଜଳ ର ଓ ରାସ୍ତା ପ୍ରଭାବିତ।
    user_Bibhuti TV
    Bibhuti TV
    Artist ନିମାପଡା, ପୁରୀ, ଓଡ଼ିଶା•
    11 hrs ago
  • ଭାବର ରସିକ ମୋ କଳା ଠାକୁର ମୋ ପାଇଁ ଖୋଲିଥିବୁ ସିଂହ ଦୁଆର⭕❗⭕🙏
    1
    ଭାବର ରସିକ ମୋ କଳା ଠାକୁର ମୋ ପାଇଁ ଖୋଲିଥିବୁ ସିଂହ ଦୁଆର⭕❗⭕🙏
    user_Rajesh Samantaray
    Rajesh Samantaray
    Bank ଚନ୍ଦନପୁର, ପୁରୀ, ଓଡ଼ିଶା•
    2 hrs ago
  • ଢେଙ୍କାନାଳ ଆଜି ଅପହଞ୍ଚ ମୈଳିକ ସୁବିଧା ରୁ ବଞ୍ଚିତ ଚତକା ଆମ୍ବସାହି ବାସିନ୍ଦା ଅବହେଳିତ ଅବସ୍ଥାରେ ଚତକା ଆମ୍ୱସାହି ବାସିନ୍ଦା। ଢେ଼ଙ୍କାନାଳ ଓଡ଼ାପଡ଼ା ବ୍ଲକରେ ଆଜିବି ଅନେକ ଗାଁ ରହିଛି ଯେଉଁଠିକି ବିକାଶର ଗନ୍ଧ ନାହିଁ। ଏବହାର ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି ଓଡ଼ାପଡ଼ା ବ୍ଲକ କଳାଙ୍ଗ ଗ୍ରାମପଞ୍ଚାୟତ ଚତକା ଆମ୍ୱସାହିରେ । ଏହି ସାହିରେ ପ୍ରାୟ ବାପଜେଜ ସମୟରୁ ୫୨ରୁ ଉର୍ଦ୍ଧ ପରିବାର ବସବାସ କରିଆସୁଛନ୍ତି। ପୂର୍ବରୁ ସାହିକୁ ଭଲ ରାସ୍ତା ଟିଏ ନଥିବାରୁ ସାହିର ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଲାମାନେ ପାଠ ପଢି ମଧ୍ଯ ବର୍ଷା ହେଲେ କାଦୁଆ ପାଣିରେ ସେହି ରାସ୍ତା ଦେଇ ଯା ଆସ କରି ପାରୁ ନାହାଁନ୍ତି ଆମ୍ବୁଲାନ୍ସ, ଗାଡି ମଟର ଆସିପାରୁ ନାହିଁ ଏବଂ ସରକାରଙ୍କର ବିଭିନ୍ନ ଯୋଜନା ଓ ସୁବିଧାରୁ ବଞ୍ଚିତ ହେଉ ହେ ଏହି ସାହିବାସିନ୍ଦା। ବିଭିନ୍ନ ସମୟରେ ଜିଲ୍ଲା ପ୍ରଶାସନ ଏବଂ ବ୍ଲକ ପ୍ରଶାସନଙ୍କୁ ବାରମ୍ୱାର ଗୁହାରି କରି ଫେଲ ମାରିଛନ୍ତି। ଏଣୁ ଏଥିପ୍ରତି ଜିଲ୍ଲା ପ୍ରଶାସନ ତୁରନ୍ତ ନୂତନ ରାସ୍ତା,ବିଦ୍ୟୁତ ନାହିଁ,ନଳକୂଅ ମରାମତି,ସହ ଅଞ୍ଚଳଟି ହାତୀ ପ୍ରବଣ ହୋଇଥିବାରୁ ହାତୀ ଆକ୍ରମଣରୁ ରକ୍ଷାପାଇବା ପାଇଁ ସୋଲାର ତାରବାଡ ଦେବା ପାଇଁ ସାହି ବାସିନ୍ଦା ସେମାନେ ହେଲେ ଅଭୟ ସାହୁ,ଲୁଲୁ ସାହୁ,ନିରୁପମା ସାହୁ,କାଳନ୍ଦୀ ସାହୁ,ରମା ସାହୁ,ସୁଚିତ୍ରା ସାହୁ ବିଶ୍ବମ୍ବର ସାହୁ ପ୍ରମୁଖ ଦାବି କରିଛନ୍ତି।
    1
    ଢେଙ୍କାନାଳ ଆଜି ଅପହଞ୍ଚ ମୈଳିକ ସୁବିଧା ରୁ ବଞ୍ଚିତ ଚତକା ଆମ୍ବସାହି ବାସିନ୍ଦା
ଅବହେଳିତ ଅବସ୍ଥାରେ ଚତକା ଆମ୍ୱସାହି ବାସିନ୍ଦା।
ଢେ଼ଙ୍କାନାଳ ଓଡ଼ାପଡ଼ା ବ୍ଲକରେ ଆଜିବି ଅନେକ ଗାଁ ରହିଛି ଯେଉଁଠିକି ବିକାଶର ଗନ୍ଧ ନାହିଁ। ଏବହାର ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି ଓଡ଼ାପଡ଼ା ବ୍ଲକ କଳାଙ୍ଗ ଗ୍ରାମପଞ୍ଚାୟତ ଚତକା ଆମ୍ୱସାହିରେ । ଏହି ସାହିରେ ପ୍ରାୟ ବାପଜେଜ ସମୟରୁ ୫୨ରୁ ଉର୍ଦ୍ଧ ପରିବାର ବସବାସ କରିଆସୁଛନ୍ତି। ପୂର୍ବରୁ ସାହିକୁ ଭଲ ରାସ୍ତା ଟିଏ ନଥିବାରୁ ସାହିର ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଲାମାନେ ପାଠ ପଢି ମଧ୍ଯ ବର୍ଷା ହେଲେ କାଦୁଆ ପାଣିରେ ସେହି ରାସ୍ତା ଦେଇ ଯା ଆସ କରି ପାରୁ ନାହାଁନ୍ତି ଆମ୍ବୁଲାନ୍ସ, ଗାଡି ମଟର ଆସିପାରୁ ନାହିଁ ଏବଂ ସରକାରଙ୍କର ବିଭିନ୍ନ ଯୋଜନା ଓ ସୁବିଧାରୁ ବଞ୍ଚିତ ହେଉ ହେ ଏହି ସାହିବାସିନ୍ଦା। ବିଭିନ୍ନ ସମୟରେ ଜିଲ୍ଲା ପ୍ରଶାସନ ଏବଂ ବ୍ଲକ ପ୍ରଶାସନଙ୍କୁ ବାରମ୍ୱାର ଗୁହାରି କରି ଫେଲ ମାରିଛନ୍ତି। ଏଣୁ ଏଥିପ୍ରତି ଜିଲ୍ଲା ପ୍ରଶାସନ ତୁରନ୍ତ ନୂତନ ରାସ୍ତା,ବିଦ୍ୟୁତ ନାହିଁ,ନଳକୂଅ ମରାମତି,ସହ ଅଞ୍ଚଳଟି ହାତୀ ପ୍ରବଣ ହୋଇଥିବାରୁ ହାତୀ ଆକ୍ରମଣରୁ ରକ୍ଷାପାଇବା ପାଇଁ ସୋଲାର ତାରବାଡ ଦେବା ପାଇଁ ସାହି ବାସିନ୍ଦା ସେମାନେ ହେଲେ ଅଭୟ ସାହୁ,ଲୁଲୁ ସାହୁ,ନିରୁପମା ସାହୁ,କାଳନ୍ଦୀ ସାହୁ,ରମା ସାହୁ,ସୁଚିତ୍ରା ସାହୁ ବିଶ୍ବମ୍ବର ସାହୁ ପ୍ରମୁଖ ଦାବି କରିଛନ୍ତି।
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    3 hrs ago
  • ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ • ତତ୍ତୋରି ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ଆଲୋଚନା • ଓଡ଼ିଶା–ତତ୍ତୋରି ମୈତ୍ରୀ ଚୁକ୍ତି ଦିଗରେ ଅଗ୍ରଗତି • ପୁଞ୍ଜିନିବେଶ, ଦକ୍ଷ ମାନବ ସମ୍ବଳ, ପର୍ଯ୍ୟଟନ, ସଂସ୍କୃତି, ପ୍ରଯୁକ୍ତି ଓ ଗବେଷଣା ଆଦି କ୍ଷେତ୍ରରେ ସହଯୋଗକୁ ଗୁରୁତ୍ୱ ଭୁବନେଶ୍ୱର : ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ଜାପାନ ତତ୍ତୋରି ପ୍ରଦେଶ ( ପ୍ରିଫେକ୍ଚର) ର ମୁଖ୍ୟ ଶାସନ ସଚିବ ଶ୍ରୀ ତୋଶିକି ଏଣ୍ଡୋଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୧୩ ଜଣିଆ ପ୍ରତିନିଧି ଦଳଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଥିଲେ । ଏହି ବୈଠକରେ ପୁଞ୍ଜିନିବେଶ, ଶିଳ୍ପ ବିକାଶ, ମାନବ ସମ୍ବଳ, ଶିକ୍ଷା, ପର୍ଯ୍ୟଟନ, ସଂସ୍କୃତି, ପ୍ରଯୁକ୍ତି ବିଦ୍ୟା ଆଦି କ୍ଷେତ୍ରରେ ଦୀର୍ଘମିଆଦି ସହଯୋଗ ସଂପର୍କରେ ବିଭିନ୍ନ ସମ୍ଭାବନା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ବୈଠକରେ ଯୋଗଦେଇଥିବା ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧିମାନଙ୍କୁ ପ୍ରାଚୀନ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟିକ ପରମ୍ପରା ଓ ବୌଦ୍ଧ ଐତିହ୍ୟ ସମ୍ପର୍କରେ ଆଲୋକପାତ କରି କହିଥିଲେ ଯେ, ଓଡ଼ିଶା ଓ ଜାପାନ ମଧ୍ୟରେ ଶତାବ୍ଦୀ ପୁରୁଣା ଐତିହାସିକ ଓ ସାଂସ୍କୃତିକ ସମ୍ପର୍କ ରହିଆସିଛି । ଉଭୟ ଦେଶ ମଧ୍ୟରେ ବଢୁଥିବା ବାଣିଜ୍ୟିକ ସମ୍ପର୍କ ସମ୍ବନ୍ଧରେ ଉଲ୍ଲେଖ କରି ସେ ଜାପାନର କମ୍ପାନୀମାନଙ୍କୁ ଓଡ଼ିଶାରେ ସବୁଜ ଶକ୍ତି, ଉନ୍ନତ ପ୍ରଯୁକ୍ତି ଓ ଗବେଷଣା, ଦକ୍ଷତା ବିକାଶ, 'ସ୍କିଲ୍ଡ ଇନ୍ ଓଡ଼ିଶା' କାର୍ଯ୍ୟକ୍ରମ, ଓଡ଼ିଶାର ସୁଦୀର୍ଘ ସାମୁଦ୍ରିକ ବେଳାଭୂମିର ବିକାଶ, ନୀଳ ଅର୍ଥନୀତି କ୍ଷେତ୍ରରେ ଦୂର ଓ ଗଭୀର ସମୁଦ୍ରରେ ମତ୍ସ୍ୟ ସମ୍ପଦର ସଦୁପଯୋଗକୁ ପ୍ରୋତ୍ସାହନ, କ୍ଷୁଦ୍ର, ମଧ୍ୟମ ଓ ବୃହତ୍ ଶିଳ୍ପ କ୍ଷେତ୍ର ଆଦିରେ ପୁଞ୍ଜିନିବେଶ ପାଇଁ ଆହ୍ୱାନ ଦେଇଥିଲେ । ବୈଠକରେ ଓଡ଼ିଶାର ଶିଳ୍ପ, ଗୃହ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଅଭିଭାଷଣ ପ୍ରଦାନ କରି କହିଥିଲେ ଯେ, ଓଡ଼ିଶା ଓ ତତ୍ତୋରି ପ୍ରଦେଶ ଉଭୟ ସ୍ଥାୟୀ ବିକାଶ, ନବସୃଜନ ଓ ଅନ୍ତର୍ଭୁକ୍ତିମୂଳକ ଅଭିବୃଦ୍ଧିର ସମାନ ଦୃଷ୍ଟିଭଙ୍ଗୀ ରଖିଛନ୍ତି । ଏହି ସହଯୋଗ ଉଭୟ ପ୍ରଦେଶର ଦୀର୍ଘସ୍ଥାୟୀ ବିକାଶରେ ସହାୟକ ହେବ । ସେ ଓଡ଼ିଶାର ଶିଳ୍ପାୟନ, ବନ୍ଦରଭିତ୍ତିକ ଅର୍ଥନୀତି, ଖଣିଜ ସମ୍ପଦ, ସବୁଜ ଶକ୍ତି, ଦକ୍ଷ ମାନବ ସମ୍ବଳ, ନିବେଶକ ଅନୁକୂଳ ନୀତି ଓ ସହଜ ବ୍ୟବସାୟ ପରିବେଶ ସମ୍ପର୍କରେ ଅବଗତ କରିଥିଲେ । ଜାପାନର ଉନ୍ନତ ପ୍ରଯୁକ୍ତି ବିଦ୍ୟା, ନିର୍ଭୁଲ ଇଞ୍ଜିନିୟରିଂ ଓ ନବସୃଜନ କ୍ଷମତା ସହ ଓଡ଼ିଶାର ସମ୍ପଦ ଓ ସାମର୍ଥ୍ୟର ସମନ୍ୱୟ ବିଶ୍ୱସ୍ତରୀୟ ଉତ୍ପାଦନ ଓ ସ୍ଥାୟୀ ଶିଳ୍ପ ବିକାଶର ନୂଆ ସୁଯୋଗ ସୃଷ୍ଟି କରିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ । ବୈଠକରେ ଓଡ଼ିଶା ସରକାର ଓ ପ୍ରିଫେକ୍ଚର ମଧ୍ୟରେ ପ୍ରସ୍ତାବିତ ମୈତ୍ରୀ ଚୁକ୍ତି( ଫ୍ରେଣ୍ଡସିପ୍ ଏଗ୍ରିମେଣ୍ଟ) ସଂପର୍କରେ ଆଲୋଚନା କରାଯାଇଥିଲା । ଏହି ପ୍ରସ୍ତାବିତ ସହଯୋଗ ଅଧୀନରେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବ୍ୟବସାୟ, ଉଭୟ ରାଜ୍ୟର ଦକ୍ଷ ମାନବ ସମ୍ବଳର ଆଦାନ-ପ୍ରଦାନ, ରୋଜଗାର ସୁଯୋଗ ସୃଷ୍ଟି , ଛାତ୍ରଛାତ୍ରୀ ବିନିମୟ କାର୍ଯ୍ୟକ୍ରମ ଏବଂ ଶିକ୍ଷାଗତ ସହଯୋଗକୁ ପ୍ରୋତ୍ସାହନ,ଉଭୟ ରାଜ୍ୟର ଆକର୍ଷଣୀୟ ପର୍ଯ୍ୟଟନ କ୍ଷେତ୍ରର ସୁଯୋଗ ଓ ସୂଚନା ବିନିମୟକୁ ସୁଦୃଢ କରିବ । ଆଗାମୀ ନଭେମ୍ବର ମାସରେ ତତ୍ତୋରି ପ୍ରଦେଶର ମାନ୍ୟବର ରାଜ୍ୟପାଳ ଓଡ଼ିଶା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବା ସଂପର୍କରେ ବୈଠକରେ ସୂଚନା ଦିଆଯାଇଥିଲା । ତତ୍ତୋରି ପ୍ରିଫେକ୍ଚରର ମୁଖ୍ୟ ଶାସନ ସଚିବ ଏହି ଦୂରଦୃଷ୍ଟିସମ୍ପନ୍ନ ପ୍ରସ୍ତାବକୁ ସ୍ୱାଗତ କରି କହିଥିଲେ ଯେ, ଏହି ସହଯୋଗ ଭାରତ–ଜାପାନ ବନ୍ଧୁତ୍ୱକୁ ଆହୁରି ସୁଦୃଢ଼ କରିବ ଏବଂ ଓଡ଼ିଶା ଓ ତତ୍ତୋରି ପ୍ରଦେଶର ସହଯୋଗମୂଳକ ବିକାଶକୁ ତ୍ୱରାନ୍ୱିତ କରିବ । ସେ ମଧ୍ୟ ଶିଳ୍ପ, ଶିକ୍ଷା, ପର୍ଯ୍ୟଟନ, ସଂସ୍କୃତି ଓ ମାନବ ସମ୍ବଳ କ୍ଷେତ୍ରରେ ଓଡ଼ିଶା ସହ ଦୀର୍ଘମିଆଦି ସହଯୋଗ ସ୍ଥାପନ ପ୍ରତି ଆଗ୍ରହ ପ୍ରକାଶ କରିଥିଲେ । ପର୍ଯ୍ୟଟନ କ୍ଷେତ୍ରରେ ବୌଦ୍ଧ ଐତିହ୍ୟକୁ ଆଧାର କରି ଉଭୟ ପ୍ରଦେଶ ମଧ୍ୟରେ ଅଭିଜ୍ଞତା ବିନିମୟ, ପ୍ରୋତ୍ସାହନ ଏବଂ ପରସ୍ପର ପ୍ରତିନିଧି ଦଳ ଗସ୍ତ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ସାଂସ୍କୃତିକ ସହଯୋଗ କ୍ଷେତ୍ରରେ ଓଡ଼ିଶାର ସଂସ୍କୃତିକୁ ଜାପାନରେ ଏବଂ ଜାପାନର ସ୍ଥାନୀୟ ସଂସ୍କୃତିକୁ ଓଡ଼ିଶାରେ ପ୍ରୋତ୍ସାହିତ କରିବା, ସାଂସ୍କୃତିକ ଉତ୍ସବ, ଭାଷା ଶିକ୍ଷା, ସାଂସ୍କୃତିକ ପ୍ରଦର୍ଶନୀ ଓ ଏନଜିଓ ସହଯୋଗ ଭଳି ବିଭିନ୍ନ ପଦକ୍ଷେପ ଉପରେ ବିଚାର ବିମର୍ଶ କରାଯାଇଥିଲା । ଏହି ସହଯୋଗକୁ ସୁଚାରୁ ଭାବେ ଆଗେଇ ନେବା ପାଇଁ ନିୟମିତ ସରକାରୀ ଆଦାନ-ପ୍ରଦାନ, ସମନ୍ୱୟ ବ୍ୟବସ୍ଥା ଏବଂ ଯୁଗ୍ମ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ଉପରେ ଉଭୟ ପକ୍ଷ ସହମତି ପ୍ରକାଶ କରିଥିଲେ । ବୈଠକ ଶେଷରେ ଉଭୟ ପକ୍ଷ ପାରସ୍ପରିକ ସହଯୋଗର ବିଭିନ୍ନ କ୍ଷେତ୍ରକୁ ଚୂଡ଼ାନ୍ତ ରୂପ ଦେଇ ଏକ କାର୍ଯ୍ୟକ୍ଷମ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଏବଂ ଓଡ଼ିଶା-ତତ୍ତୋରି ସହଭାଗିତାକୁ ନୂତନ ଉଚ୍ଚତାକୁ ନେବା ପାଇଁ ସହମତି ପ୍ରକାଶ ପାଇଥିଲା । ବୈଠକରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ସଂସ୍କୃତି ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, କ୍ରୀଡ଼ା, ଏମଏସଏମଇ ଆଦି ବିଭାଗର ସଚିବବୃନ୍ଦ, ଇପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରମୁଖ ଯୋଗଦେଇଥିବା ବେଳେ ଅନୁରୂପ ଭାବେ ତତ୍ତୋରି ପ୍ରଦେଶର ପର୍ଯ୍ୟଟନ ଓ ଆଦାନ-ପ୍ରଦାନ ବ୍ୟୁରୋର ମହାନିର୍ଦ୍ଦେଶକ, ବାଣିଜ୍ୟ ଓ ଲଜିଷ୍ଟିକ୍ସ ବିଭାଗର ନିର୍ଦ୍ଦେଶକ, କଲ୍ୟାଣ ବିଭାଗର ନିର୍ଦ୍ଦେଶକ, ବାଣିଜ୍ୟ ବିଭାଗର ନିଯୁକ୍ତି ନୀତି ବିଭାଗ ନିର୍ଦ୍ଦେଶକ, ନିଯୁକ୍ତି ସହାୟତା ସେବାର ନିର୍ଦ୍ଦେଶକ, ୱାଇସିପି ଇଣ୍ଟରନ୍ୟାସନାଲ୍ ବି.ଭି. କମ୍ପାନୀର ନିର୍ଦ୍ଦେଶକ ଏବଂ କମ୍ପାନୀର ଆନ୍ତର୍ଜାତିକ ସମ୍ପର୍କ ସଂଯୋଜକ ପ୍ରମୁଖ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ସମ୍ଭାବ୍ୟ ସହଯୋଗ ନେଇ ଆଲୋଚନା କରିଥିଲେ । ପ୍ରକାଶ ଥାଉକି, ତତ୍ତୋରି ପ୍ରଦେଶର ପ୍ରତିନିଧିମାନେ ସେମାନଙ୍କର ତିନି ଦିନିଆ ଓଡ଼ିଶା ଗସ୍ତ ଅବସରରେ ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ର ସମେତ କେତେକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଏବଂ ବିଭିନ୍ନ ବିଭାଗ ପରିଦର୍ଶନ କରି ସମ୍ଭାବ୍ୟ ସହଯୋଗ ସଂପର୍କରେ ଆଲୋଚନା କରିବେ ।
    1
    ଜାପାନ  ତତ୍ତୋରି ପ୍ରଦେଶର  ବରିଷ୍ଠ ପ୍ରତିନିଧି ଦଳଙ୍କ  ସହ  ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ
•	ତତ୍ତୋରି ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ଆଲୋଚନା 
•	ଓଡ଼ିଶା–ତତ୍ତୋରି ମୈତ୍ରୀ ଚୁକ୍ତି ଦିଗରେ ଅଗ୍ରଗତି  
•	ପୁଞ୍ଜିନିବେଶ, ଦକ୍ଷ ମାନବ ସମ୍ବଳ, ପର୍ଯ୍ୟଟନ, ସଂସ୍କୃତି,  ପ୍ରଯୁକ୍ତି ଓ ଗବେଷଣା ଆଦି କ୍ଷେତ୍ରରେ ସହଯୋଗକୁ ଗୁରୁତ୍ୱ
ଭୁବନେଶ୍ୱର : ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା  ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ଜାପାନ ତତ୍ତୋରି ପ୍ରଦେଶ ( ପ୍ରିଫେକ୍ଚର) ର  ମୁଖ୍ୟ ଶାସନ ସଚିବ  ଶ୍ରୀ ତୋଶିକି ଏଣ୍ଡୋଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୧୩ ଜଣିଆ ପ୍ରତିନିଧି ଦଳଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଥିଲେ । ଏହି ବୈଠକରେ ପୁଞ୍ଜିନିବେଶ, ଶିଳ୍ପ ବିକାଶ, ମାନବ ସମ୍ବଳ, ଶିକ୍ଷା, ପର୍ଯ୍ୟଟନ, ସଂସ୍କୃତି, ପ୍ରଯୁକ୍ତି ବିଦ୍ୟା  ଆଦି କ୍ଷେତ୍ରରେ ଦୀର୍ଘମିଆଦି ସହଯୋଗ ସଂପର୍କରେ ବିଭିନ୍ନ ସମ୍ଭାବନା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା ।
ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ବୈଠକରେ ଯୋଗଦେଇଥିବା ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧିମାନଙ୍କୁ ପ୍ରାଚୀନ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟିକ ପରମ୍ପରା ଓ ବୌଦ୍ଧ ଐତିହ୍ୟ ସମ୍ପର୍କରେ ଆଲୋକପାତ କରି କହିଥିଲେ ଯେ, ଓଡ଼ିଶା ଓ ଜାପାନ ମଧ୍ୟରେ ଶତାବ୍ଦୀ ପୁରୁଣା ଐତିହାସିକ ଓ ସାଂସ୍କୃତିକ ସମ୍ପର୍କ ରହିଆସିଛି । ଉଭୟ ଦେଶ ମଧ୍ୟରେ ବଢୁଥିବା ବାଣିଜ୍ୟିକ ସମ୍ପର୍କ ସମ୍ବନ୍ଧରେ ଉଲ୍ଲେଖ କରି ସେ ଜାପାନର କମ୍ପାନୀମାନଙ୍କୁ ଓଡ଼ିଶାରେ ସବୁଜ ଶକ୍ତି, ଉନ୍ନତ ପ୍ରଯୁକ୍ତି ଓ ଗବେଷଣା, ଦକ୍ଷତା ବିକାଶ, 'ସ୍କିଲ୍ଡ ଇନ୍ ଓଡ଼ିଶା' କାର୍ଯ୍ୟକ୍ରମ, ଓଡ଼ିଶାର ସୁଦୀର୍ଘ ସାମୁଦ୍ରିକ ବେଳାଭୂମିର ବିକାଶ,  ନୀଳ ଅର୍ଥନୀତି କ୍ଷେତ୍ରରେ ଦୂର ଓ ଗଭୀର ସମୁଦ୍ରରେ  ମତ୍ସ୍ୟ ସମ୍ପଦର ସଦୁପଯୋଗକୁ ପ୍ରୋତ୍ସାହନ, କ୍ଷୁଦ୍ର, ମଧ୍ୟମ ଓ ବୃହତ୍ ଶିଳ୍ପ କ୍ଷେତ୍ର ଆଦିରେ ପୁଞ୍ଜିନିବେଶ ପାଇଁ ଆହ୍ୱାନ   ଦେଇଥିଲେ । 
ବୈଠକରେ ଓଡ଼ିଶାର ଶିଳ୍ପ, ଗୃହ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଅଭିଭାଷଣ ପ୍ରଦାନ କରି କହିଥିଲେ ଯେ, ଓଡ଼ିଶା ଓ ତତ୍ତୋରି ପ୍ରଦେଶ  ଉଭୟ ସ୍ଥାୟୀ ବିକାଶ, ନବସୃଜନ ଓ ଅନ୍ତର୍ଭୁକ୍ତିମୂଳକ ଅଭିବୃଦ୍ଧିର ସମାନ ଦୃଷ୍ଟିଭଙ୍ଗୀ ରଖିଛନ୍ତି । ଏହି ସହଯୋଗ ଉଭୟ ପ୍ରଦେଶର ଦୀର୍ଘସ୍ଥାୟୀ ବିକାଶରେ ସହାୟକ ହେବ । ସେ ଓଡ଼ିଶାର ଶିଳ୍ପାୟନ, ବନ୍ଦରଭିତ୍ତିକ ଅର୍ଥନୀତି, ଖଣିଜ ସମ୍ପଦ, ସବୁଜ ଶକ୍ତି, ଦକ୍ଷ ମାନବ ସମ୍ବଳ, ନିବେଶକ ଅନୁକୂଳ ନୀତି ଓ ସହଜ ବ୍ୟବସାୟ ପରିବେଶ ସମ୍ପର୍କରେ ଅବଗତ କରିଥିଲେ । ଜାପାନର ଉନ୍ନତ ପ୍ରଯୁକ୍ତି ବିଦ୍ୟା, ନିର୍ଭୁଲ ଇଞ୍ଜିନିୟରିଂ ଓ ନବସୃଜନ କ୍ଷମତା ସହ ଓଡ଼ିଶାର ସମ୍ପଦ ଓ ସାମର୍ଥ୍ୟର ସମନ୍ୱୟ ବିଶ୍ୱସ୍ତରୀୟ ଉତ୍ପାଦନ ଓ ସ୍ଥାୟୀ ଶିଳ୍ପ ବିକାଶର ନୂଆ ସୁଯୋଗ ସୃଷ୍ଟି କରିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ ।  
ବୈଠକରେ  ଓଡ଼ିଶା ସରକାର ଓ  ପ୍ରିଫେକ୍ଚର ମଧ୍ୟରେ  ପ୍ରସ୍ତାବିତ  ମୈତ୍ରୀ ଚୁକ୍ତି( ଫ୍ରେଣ୍ଡସିପ୍ ଏଗ୍ରିମେଣ୍ଟ) ସଂପର୍କରେ ଆଲୋଚନା କରାଯାଇଥିଲା ।  ଏହି ପ୍ରସ୍ତାବିତ ସହଯୋଗ ଅଧୀନରେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବ୍ୟବସାୟ, ଉଭୟ ରାଜ୍ୟର ଦକ୍ଷ ମାନବ ସମ୍ବଳର ଆଦାନ-ପ୍ରଦାନ, ରୋଜଗାର ସୁଯୋଗ ସୃଷ୍ଟି , ଛାତ୍ରଛାତ୍ରୀ ବିନିମୟ କାର୍ଯ୍ୟକ୍ରମ ଏବଂ ଶିକ୍ଷାଗତ ସହଯୋଗକୁ ପ୍ରୋତ୍ସାହନ,ଉଭୟ ରାଜ୍ୟର ଆକର୍ଷଣୀୟ ପର୍ଯ୍ୟଟନ କ୍ଷେତ୍ରର ସୁଯୋଗ ଓ ସୂଚନା ବିନିମୟକୁ ସୁଦୃଢ କରିବ । ଆଗାମୀ ନଭେମ୍ବର ମାସରେ ତତ୍ତୋରି ପ୍ରଦେଶର ମାନ୍ୟବର ରାଜ୍ୟପାଳ ଓଡ଼ିଶା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବା ସଂପର୍କରେ ବୈଠକରେ ସୂଚନା ଦିଆଯାଇଥିଲା ।  
ତତ୍ତୋରି  ପ୍ରିଫେକ୍ଚରର  ମୁଖ୍ୟ ଶାସନ ସଚିବ ଏହି ଦୂରଦୃଷ୍ଟିସମ୍ପନ୍ନ ପ୍ରସ୍ତାବକୁ ସ୍ୱାଗତ କରି କହିଥିଲେ ଯେ, ଏହି ସହଯୋଗ ଭାରତ–ଜାପାନ ବନ୍ଧୁତ୍ୱକୁ ଆହୁରି ସୁଦୃଢ଼ କରିବ ଏବଂ ଓଡ଼ିଶା ଓ ତତ୍ତୋରି ପ୍ରଦେଶର ସହଯୋଗମୂଳକ  ବିକାଶକୁ ତ୍ୱରାନ୍ୱିତ କରିବ । ସେ ମଧ୍ୟ ଶିଳ୍ପ, ଶିକ୍ଷା, ପର୍ଯ୍ୟଟନ, ସଂସ୍କୃତି ଓ ମାନବ ସମ୍ବଳ କ୍ଷେତ୍ରରେ ଓଡ଼ିଶା ସହ ଦୀର୍ଘମିଆଦି ସହଯୋଗ ସ୍ଥାପନ ପ୍ରତି ଆଗ୍ରହ ପ୍ରକାଶ କରିଥିଲେ ।
ପର୍ଯ୍ୟଟନ କ୍ଷେତ୍ରରେ ବୌଦ୍ଧ ଐତିହ୍ୟକୁ ଆଧାର କରି ଉଭୟ ପ୍ରଦେଶ  ମଧ୍ୟରେ ଅଭିଜ୍ଞତା ବିନିମୟ, ପ୍ରୋତ୍ସାହନ ଏବଂ ପରସ୍ପର ପ୍ରତିନିଧି ଦଳ ଗସ୍ତ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ସାଂସ୍କୃତିକ ସହଯୋଗ କ୍ଷେତ୍ରରେ ଓଡ଼ିଶାର ସଂସ୍କୃତିକୁ ଜାପାନରେ ଏବଂ ଜାପାନର ସ୍ଥାନୀୟ ସଂସ୍କୃତିକୁ ଓଡ଼ିଶାରେ ପ୍ରୋତ୍ସାହିତ କରିବା, ସାଂସ୍କୃତିକ ଉତ୍ସବ, ଭାଷା ଶିକ୍ଷା, ସାଂସ୍କୃତିକ ପ୍ରଦର୍ଶନୀ ଓ ଏନଜିଓ ସହଯୋଗ ଭଳି ବିଭିନ୍ନ ପଦକ୍ଷେପ ଉପରେ ବିଚାର ବିମର୍ଶ କରାଯାଇଥିଲା । ଏହି ସହଯୋଗକୁ ସୁଚାରୁ ଭାବେ ଆଗେଇ ନେବା ପାଇଁ ନିୟମିତ ସରକାରୀ ଆଦାନ-ପ୍ରଦାନ, ସମନ୍ୱୟ ବ୍ୟବସ୍ଥା ଏବଂ ଯୁଗ୍ମ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ଉପରେ ଉଭୟ ପକ୍ଷ ସହମତି ପ୍ରକାଶ କରିଥିଲେ । ବୈଠକ ଶେଷରେ ଉଭୟ ପକ୍ଷ ପାରସ୍ପରିକ ସହଯୋଗର ବିଭିନ୍ନ କ୍ଷେତ୍ରକୁ ଚୂଡ଼ାନ୍ତ ରୂପ ଦେଇ ଏକ କାର୍ଯ୍ୟକ୍ଷମ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଏବଂ ଓଡ଼ିଶା-ତତ୍ତୋରି  ସହଭାଗିତାକୁ ନୂତନ ଉଚ୍ଚତାକୁ ନେବା ପାଇଁ ସହମତି ପ୍ରକାଶ ପାଇଥିଲା ।   
ବୈଠକରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ସଂସ୍କୃତି ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, କ୍ରୀଡ଼ା, ଏମଏସଏମଇ ଆଦି ବିଭାଗର ସଚିବବୃନ୍ଦ, ଇପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରମୁଖ ଯୋଗଦେଇଥିବା ବେଳେ ଅନୁରୂପ ଭାବେ ତତ୍ତୋରି ପ୍ରଦେଶର  ପର୍ଯ୍ୟଟନ ଓ ଆଦାନ-ପ୍ରଦାନ ବ୍ୟୁରୋର ମହାନିର୍ଦ୍ଦେଶକ,  ବାଣିଜ୍ୟ ଓ ଲଜିଷ୍ଟିକ୍ସ ବିଭାଗର ନିର୍ଦ୍ଦେଶକ, କଲ୍ୟାଣ ବିଭାଗର ନିର୍ଦ୍ଦେଶକ, ବାଣିଜ୍ୟ ବିଭାଗର ନିଯୁକ୍ତି ନୀତି ବିଭାଗ ନିର୍ଦ୍ଦେଶକ,  ନିଯୁକ୍ତି ସହାୟତା ସେବାର ନିର୍ଦ୍ଦେଶକ, ୱାଇସିପି ଇଣ୍ଟରନ୍ୟାସନାଲ୍ ବି.ଭି. କମ୍ପାନୀର ନିର୍ଦ୍ଦେଶକ ଏବଂ କମ୍ପାନୀର ଆନ୍ତର୍ଜାତିକ ସମ୍ପର୍କ ସଂଯୋଜକ ପ୍ରମୁଖ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ସମ୍ଭାବ୍ୟ ସହଯୋଗ ନେଇ ଆଲୋଚନା କରିଥିଲେ ।   
ପ୍ରକାଶ ଥାଉକି, ତତ୍ତୋରି ପ୍ରଦେଶର ପ୍ରତିନିଧିମାନେ ସେମାନଙ୍କର  ତିନି ଦିନିଆ ଓଡ଼ିଶା ଗସ୍ତ ଅବସରରେ ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ର ସମେତ କେତେକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଏବଂ ବିଭିନ୍ନ ବିଭାଗ ପରିଦର୍ଶନ କରି ସମ୍ଭାବ୍ୟ ସହଯୋଗ ସଂପର୍କରେ ଆଲୋଚନା କରିବେ ।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    57 min ago
  • ପ୍ରଶ୍ନପତ୍ରଲିକ୍ ଓ ଆତ୍ମହତ୍ୟା ପ୍ରସଙ୍ଗ: ସୁବାଷ ବୋଷ ଛକରେ ମହମ ଜାଳି ଶ୍ରଦ୍ଧାଞ୍ଜଳି ଜଣାଇଲେ କଂଗ୍ରେସ କର୍ମୀ। ପୁରୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଏକାଧିକ ଥର ପରୀକ୍ଷା ପ୍ରଶ୍ନପତ୍ର ସର୍ବସାଧାରଣରେ ପ୍ରଘଟ ହୋଇଥିବା ପ୍ରତିବାଦରେ ପୁରୀ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ଶାନ୍ତିପୂର୍ଣ୍ଣ ମହମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଛାତ୍ର ଏକତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଲଗାତାର ବିରୋଧ ଯୋଗୁଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଇସ୍ତଫା ଦେଇଥିଲେ ମଧ୍ୟ ପ୍ରକୃତ ଲଢେଇ ଏପର୍ଯ୍ୟନ୍ତ ସରି ନାହିଁ ବୋଲି କଂଗ୍ରେସ କର୍ମୀମାନେ ଅଭିଯୋଗ କରିଛନ୍ତି। ​ଶାନ୍ତିପୂର୍ଣ୍ଣ ଭାବରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରଛାତ୍ରୀଙ୍କୁ ଦିଲ୍ଲୀ ପୋଲିସର ବର୍ବରୋଚିତ ଆକ୍ରମଣ ଏବଂ ସେଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ କ୍ଷମା ପ୍ରାର୍ଥନା କରିନଥିବାରୁ କଂଗ୍ରେସ ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହାସହିତ ରାଜ୍ୟରେ ପାଠ୍ୟପୁସ୍ତକ ମୁଦ୍ରଣରେ ବ୍ୟାପକ ତ୍ରୁଟି ଏବଂ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଥିବା ପ୍ରସଙ୍ଗରେ ରାଜ୍ୟ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରାଯାଇଛି। ​ପୁରୀ ଜିଲ୍ଲା କଂଗ୍ରେସ ଭବନଠାରୁ ସୁବାଷ ବୋଷ ଛକ ପର୍ଯ୍ୟନ୍ତ ଜିଲ୍ଲା କଂଗ୍ରେସ କମିଟି ସଭାପତି ଇଞ୍ଜିନିୟର ରାଜେଶ କୁମାର ମିଶ୍ରଙ୍କ ନେତୃତ୍ୱରେ ଏହି ଶୋଭାଯାତ୍ରା ବାହାରିଥିଲା। ଏହି କାର୍ଯ୍ୟକ୍ରମରେ ସୁକାନ୍ତ ପ୍ରଧାନ, ବିଶ୍ୱରଂଜନ ସାମନ୍ତରାୟ, ବିଦୁଲତା ଆଚାର୍ଯ୍ୟ, ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର, ଉମାକାନ୍ତ ବରାଳ, ସରସ୍ୱତୀ ପାତ୍ର, କାଳୀ ପ୍ରସାଦ ନାୟକ, ଅମୀୟ ମହାପାତ୍ର, ବିଶ୍ୱନାଥ ଦାଶ, ଅବିନାଶ ମିଶ୍ର, ଆଶୁତୋଷ ମିଶ୍ର, ଅଶ୍ୱିନୀ ବଳବନ୍ତରାୟ, ନିରଞ୍ଜନ ବିଶ୍ୱାଳ, କୁଶ ସେଠି, ମନୋଜ କୁମାର ବେହେରା, ସୂର୍ଯ୍ୟକାନ୍ତ ପଣ୍ଡା, ରୀସାନ କୁମାର ଦାଶ, ଶତାଧିକ ଛାତ୍ର ଓ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ​ଶେଷରେ ସୁବାଷ ବୋଷ ଛକଠାରେ NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା ପରେ ହତୋତ୍ସାହିତ ହୋଇ ଆତ୍ମହତ୍ୟା କରିଥିବା ଛାତ୍ରଛାତ୍ରୀଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ଏକ ମିନିଟ୍ ପାଇଁ ନିରବ ପ୍ରାର୍ଥନା କରାଯିବା ସହ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଜୋରଦାର୍ ସ୍ଲୋଗାନ ଦିଆଯାଇଥିଲା।ରିପୋର୍ଟର ​ଡ଼ଃ ମନୋଜ କୁମାର ବଳିଆରସିଂ,ପୁରୀ।
    4
    ପ୍ରଶ୍ନପତ୍ରଲିକ୍ ଓ ଆତ୍ମହତ୍ୟା ପ୍ରସଙ୍ଗ: ସୁବାଷ ବୋଷ ଛକରେ ମହମ ଜାଳି ଶ୍ରଦ୍ଧାଞ୍ଜଳି ଜଣାଇଲେ କଂଗ୍ରେସ କର୍ମୀ।

ପୁରୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଏକାଧିକ ଥର ପରୀକ୍ଷା ପ୍ରଶ୍ନପତ୍ର ସର୍ବସାଧାରଣରେ ପ୍ରଘଟ ହୋଇଥିବା ପ୍ରତିବାଦରେ ପୁରୀ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ଶାନ୍ତିପୂର୍ଣ୍ଣ ମହମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଛାତ୍ର ଏକତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଲଗାତାର ବିରୋଧ ଯୋଗୁଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଇସ୍ତଫା ଦେଇଥିଲେ ମଧ୍ୟ ପ୍ରକୃତ ଲଢେଇ ଏପର୍ଯ୍ୟନ୍ତ ସରି ନାହିଁ ବୋଲି କଂଗ୍ରେସ କର୍ମୀମାନେ ଅଭିଯୋଗ କରିଛନ୍ତି।
​ଶାନ୍ତିପୂର୍ଣ୍ଣ ଭାବରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରଛାତ୍ରୀଙ୍କୁ ଦିଲ୍ଲୀ ପୋଲିସର ବର୍ବରୋଚିତ ଆକ୍ରମଣ ଏବଂ ସେଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ କ୍ଷମା ପ୍ରାର୍ଥନା କରିନଥିବାରୁ କଂଗ୍ରେସ ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହାସହିତ ରାଜ୍ୟରେ ପାଠ୍ୟପୁସ୍ତକ ମୁଦ୍ରଣରେ ବ୍ୟାପକ ତ୍ରୁଟି ଏବଂ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଥିବା ପ୍ରସଙ୍ଗରେ ରାଜ୍ୟ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରାଯାଇଛି।
​ପୁରୀ ଜିଲ୍ଲା କଂଗ୍ରେସ ଭବନଠାରୁ ସୁବାଷ ବୋଷ ଛକ ପର୍ଯ୍ୟନ୍ତ ଜିଲ୍ଲା କଂଗ୍ରେସ କମିଟି ସଭାପତି ଇଞ୍ଜିନିୟର ରାଜେଶ କୁମାର ମିଶ୍ରଙ୍କ ନେତୃତ୍ୱରେ ଏହି ଶୋଭାଯାତ୍ରା ବାହାରିଥିଲା। ଏହି କାର୍ଯ୍ୟକ୍ରମରେ ସୁକାନ୍ତ ପ୍ରଧାନ, ବିଶ୍ୱରଂଜନ ସାମନ୍ତରାୟ, ବିଦୁଲତା ଆଚାର୍ଯ୍ୟ, ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର, ଉମାକାନ୍ତ ବରାଳ, ସରସ୍ୱତୀ ପାତ୍ର, କାଳୀ ପ୍ରସାଦ ନାୟକ, ଅମୀୟ ମହାପାତ୍ର, ବିଶ୍ୱନାଥ ଦାଶ, ଅବିନାଶ ମିଶ୍ର, ଆଶୁତୋଷ ମିଶ୍ର, ଅଶ୍ୱିନୀ ବଳବନ୍ତରାୟ, ନିରଞ୍ଜନ ବିଶ୍ୱାଳ, କୁଶ ସେଠି, ମନୋଜ କୁମାର ବେହେରା, ସୂର୍ଯ୍ୟକାନ୍ତ ପଣ୍ଡା, ରୀସାନ କୁମାର ଦାଶ, ଶତାଧିକ ଛାତ୍ର ଓ ଦଳୀୟ କର୍ମୀ ଉପସ୍ଥିତ ଥିଲେ।
​ଶେଷରେ ସୁବାଷ ବୋଷ ଛକଠାରେ NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା ପରେ ହତୋତ୍ସାହିତ ହୋଇ ଆତ୍ମହତ୍ୟା କରିଥିବା ଛାତ୍ରଛାତ୍ରୀଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ଏକ ମିନିଟ୍ ପାଇଁ ନିରବ ପ୍ରାର୍ଥନା କରାଯିବା ସହ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଜୋରଦାର୍ ସ୍ଲୋଗାନ ଦିଆଯାଇଥିଲା।ରିପୋର୍ଟର
​ଡ଼ଃ ମନୋଜ କୁମାର ବଳିଆରସିଂ,ପୁରୀ।
    user_Dr.Manoj kumar baliarsingh
    Dr.Manoj kumar baliarsingh
    ପୁରୀ (M), ପୁରୀ, ଓଡ଼ିଶା•
    22 hrs ago
  • ବନ୍ୟା ଜଳ ରେ ଭାସିଗଲା ଜେସିବି ଢେଙ୍କାନାଳ ଜିଲ୍ଲା ରାମିଆ ବ୍ରିଜ୍ ଉପରେ ଜେସିବି ପରିହେଉଥିବା ବେଳେ ଭାସିଗଲା ଜେସିବି
    1
    ବନ୍ୟା ଜଳ ରେ ଭାସିଗଲା ଜେସିବି ଢେଙ୍କାନାଳ ଜିଲ୍ଲା ରାମିଆ ବ୍ରିଜ୍ ଉପରେ ଜେସିବି ପରିହେଉଥିବା ବେଳେ ଭାସିଗଲା ଜେସିବି
    user_Bharat ମାତା
    Bharat ମାତା
    Samaj Sevak Jagatsinghapur, Odisha•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.