logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୋ ସାନ ଭାଇ ଟା ସବୁ ବିଗାଡି ଦେଇଚି ମାଟି କରିଦେଲା ବିଜେଡ଼ି କୁ ସଫା କରିଦେଲା ଭାଇ ଟା ବୁଢ଼ା ଟାକୁ କେରେକେରା କରିଦେଲା ମୋ ସାନ ଭାଇ ଟା ସବୁ ବିଗାଡି ଦେଇଚି ମାଟି କରିଦେଲା ବିଜେଡ଼ି କୁ ସଫା କରିଦେଲା ଭାଇ ଟା ବୁଢ଼ା ଟାକୁ କେରେକେରା କରିଦେଲା ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣଗ୍ରାହୀ କହିଲେ ସବୁ

2 hrs ago
user_Prime time press
Prime time press
ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
2 hrs ago

ମୋ ସାନ ଭାଇ ଟା ସବୁ ବିଗାଡି ଦେଇଚି ମାଟି କରିଦେଲା ବିଜେଡ଼ି କୁ ସଫା କରିଦେଲା ଭାଇ ଟା ବୁଢ଼ା ଟାକୁ କେରେକେରା କରିଦେଲା ମୋ ସାନ ଭାଇ ଟା ସବୁ ବିଗାଡି ଦେଇଚି ମାଟି କରିଦେଲା ବିଜେଡ଼ି କୁ ସଫା କରିଦେଲା ଭାଇ ଟା ବୁଢ଼ା ଟାକୁ କେରେକେରା କରିଦେଲା ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣଗ୍ରାହୀ କହିଲେ ସବୁ

More news from ଓଡ଼ିଶା and nearby areas
  • ସମାଜରୁ କୁସଂସ୍କାର ଦୂର କରିବା ଏବଂ ଡାହାଣୀ ସନ୍ଦେହରେ ହେଉଥିବା ମାନସିକ ଓ ଶାରୀରିକ ନିର୍ଯାତନାକୁ ପ୍ରତିହତ କରିବା ଲକ୍ଷ୍ୟରେ ମଙ୍ଗଳବାର ଦିନ ବାରିପଦା ସ୍ଥିତ ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ, ସମାଜ ମଙ୍ଗଳ ବିଭାଗ ଏବଂ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
    1
    ସମାଜରୁ କୁସଂସ୍କାର ଦୂର କରିବା ଏବଂ ଡାହାଣୀ ସନ୍ଦେହରେ ହେଉଥିବା ମାନସିକ ଓ ଶାରୀରିକ ନିର୍ଯାତନାକୁ ପ୍ରତିହତ କରିବା ଲକ୍ଷ୍ୟରେ ମଙ୍ଗଳବାର ଦିନ ବାରିପଦା ସ୍ଥିତ ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ, ସମାଜ ମଙ୍ଗଳ ବିଭାଗ ଏବଂ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    3 min ago
  • ବାରିପଦା - ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ପ୍ରେସ ମିଟ (ବାରିପଦା ଷ୍ଟାଡିଅମ କନଫରେନ୍ସ ହଲ )11/2/26
    1
    ବାରିପଦା - ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ  ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ପ୍ରେସ ମିଟ (ବାରିପଦା ଷ୍ଟାଡିଅମ କନଫରେନ୍ସ ହଲ )11/2/26
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • କାଲି ଭାରତ ବନ୍ଦ ଡାକରା ସମର୍ଥନ ଦେଲା କଂଗ୍ରେସ ପ୍ରବାଭ ରେ ସବୁ ସରକାରୀ ଅଫିସ ରହିବ ବନ୍ଦ ସହିତ ବ୍ୟାଙ୍କ୍ ସ୍କୁଲ
    1
    କାଲି ଭାରତ ବନ୍ଦ ଡାକରା ସମର୍ଥନ ଦେଲା କଂଗ୍ରେସ  ପ୍ରବାଭ ରେ ସବୁ ସରକାରୀ ଅଫିସ ରହିବ ବନ୍ଦ ସହିତ ବ୍ୟାଙ୍କ୍ ସ୍କୁଲ
    user_Prime time press
    Prime time press
    ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • ୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ। ପ୍ରକାଶ ଥାଉ କି ଆସନ୍ତା ଏପ୍ରିଲ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଗୃହତାଲିକା ଓ ଗୃହ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ଏହି ବୈଠକରେ ସୂଚନା ପ୍ରଦାନ କରା ଯାଇଛି।
    1
    ୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ। ପ୍ରକାଶ ଥାଉ କି ଆସନ୍ତା ଏପ୍ରିଲ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଗୃହତାଲିକା ଓ ଗୃହ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ଏହି ବୈଠକରେ ସୂଚନା ପ୍ରଦାନ କରା ଯାଇଛି।
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    7 hrs ago
  • Post by Mayurbhanj Live
    1
    Post by Mayurbhanj Live
    user_Mayurbhanj Live
    Mayurbhanj Live
    Engineer ଝରପୋଖରିଆ, ମୟୂରଭଞ୍ଜ, ଓଡ଼ିଶା•
    43 min ago
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    ସାମ୍ବାଦିକ Mayurbhanj, Odisha•
    38 min ago
  • ଆସନ୍ତା ମାର୍ଚ୍ଚ ମାସ ଏକ ତାରିଖ ଦିନ ବାରିପଦା ମଧୁବନ ଭୈରବ ମନ୍ଦିର ପ୍ରଙ୍ଗଣରେ ପ୍ରତିଷ୍ଠ। ହେବ ଏହି ନବଗ୍ରହ ମନ୍ଦିର । ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବାରିପଦା ନଗରପାଳ କୃଷ୍ଣାନନ୍ଦ ମହାନ୍ତି ଙ୍କ ପୌରାହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଫେବୃୟାରୀ ୨୫ ତାରିଖରୁ ପ୍ରତିଷ୍ଠା ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଏକ ତାରିଖରେ ପ୍ରତିଷ୍ଠା ହେବ ଏହି ନବଗ୍‌ରହ ମନ୍ଦିର ବୋଲି ନିଷ୍ପତି ହୋଇଛି । ବୈଠକରେ ବାରିପଦା ସହରର ବ୍ୟକ୍ତି ବିଶେଷ ଯୋଗ ଦେଇଛନ୍ତି । ପ୍ରତିଷ୍ଠା ଦିବସରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଉପସ୍ଥିତ ରହିବାକୁ କମିଟି ପକ୍ଷରୁ ନିବେଦନ କରାଯାଇଛି ।
    1
    ଆସନ୍ତା ମାର୍ଚ୍ଚ ମାସ ଏକ ତାରିଖ ଦିନ ବାରିପଦା ମଧୁବନ ଭୈରବ ମନ୍ଦିର ପ୍ରଙ୍ଗଣରେ ପ୍ରତିଷ୍ଠ। ହେବ ଏହି ନବଗ୍ରହ ମନ୍ଦିର । ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବାରିପଦା ନଗରପାଳ କୃଷ୍ଣାନନ୍ଦ ମହାନ୍ତି ଙ୍କ ପୌରାହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଫେବୃୟାରୀ ୨୫ ତାରିଖରୁ ପ୍ରତିଷ୍ଠା ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଏକ ତାରିଖରେ ପ୍ରତିଷ୍ଠା ହେବ ଏହି ନବଗ୍‌ରହ ମନ୍ଦିର ବୋଲି ନିଷ୍ପତି 
ହୋଇଛି । ବୈଠକରେ ବାରିପଦା ସହରର ବ୍ୟକ୍ତି ବିଶେଷ ଯୋଗ ଦେଇଛନ୍ତି । ପ୍ରତିଷ୍ଠା ଦିବସରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଉପସ୍ଥିତ ରହିବାକୁ କମିଟି ପକ୍ଷରୁ ନିବେଦନ କରାଯାଇଛି ।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    5 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.