Shuru
Apke Nagar Ki App…
କୋରାପୁଟ ଘାଟିରେ ଟ୍ରକ୍ ଦୁର୍ଘଟନାଗ୍ରସ୍ତ କୋରାପୁଟରୁ ଜୟପୁର ଅଭିମୁଖେ ଆସୁଥିବା ସମୟରେ ଜୟପୁର ଘାଟିରେ ଗୋଟିଏ ଟ୍ରକ୍ ଦୁର୍ଘଟନାଗ୍ରସ୍ତ ହୋଇ ଉଲଟି ପଡିଛି। ଟ୍ରକଟି ପ୍ରାୟ ୮୦ ଫୁଟ୍ ତଳକୁ ଖସି ପଡିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଜୟପୁର ସଦର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଟ୍ରକ୍ ଡ୍ରାଇଭର ଆହତ ହୋଇଥିବାବେଳେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳୁଛି। କୋରାପୁଟ ଘାଟିରେ ଟ୍ରକ୍ ଦୁର୍ଘଟନାଗ୍ରସ୍ତ କୋରାପୁଟରୁ ଜୟପୁର ଅଭିମୁଖେ ଆସୁଥିବା ସମୟରେ ଜୟପୁର ଘାଟିରେ ଗୋଟିଏ ଟ୍ରକ୍ ଦୁର୍ଘଟନାଗ୍ରସ୍ତ ହୋଇ ଉଲଟି ପଡିଛି। ଟ୍ରକଟି ପ୍ରାୟ ୮୦ ଫୁଟ୍ ତଳକୁ ଖସି ପଡିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଜୟପୁର ସଦର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଟ୍ରକ୍ ଡ୍ରାଇଭର ଆହତ ହୋଇଥିବାବେଳେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳୁଛି।
UD MEDIA NEWS

- Bhuli BhoiBishamakatak, Rayagada😡7 hrs ago
More news from ଓଡ଼ିଶା and nearby areas
- କୋରାପୁଟ ଘାଟିରେ ଟ୍ରକ୍ ଦୁର୍ଘଟନାଗ୍ରସ୍ତ କୋରାପୁଟରୁ ଜୟପୁର ଅଭିମୁଖେ ଆସୁଥିବା ସମୟରେ ଜୟପୁର ଘାଟିରେ ଗୋଟିଏ ଟ୍ରକ୍ ଦୁର୍ଘଟନାଗ୍ରସ୍ତ ହୋଇ ଉଲଟି ପଡିଛି। ଟ୍ରକଟି ପ୍ରାୟ ୮୦ ଫୁଟ୍ ତଳକୁ ଖସି ପଡିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଜୟପୁର ସଦର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଟ୍ରକ୍ ଡ୍ରାଇଭର ଆହତ ହୋଇଥିବାବେଳେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳୁଛି।1
- Post by Pramodkumar Jena1
- ଦେଖନ୍ତୁ କଣ୍ଟାମାଳ ଗ୍ରାମ ର1
- ମାଥିଲି ବ୍ଲକର ମହୁପଦର ଗ୍ରାମ ପଞ୍ଚାୟତରେ ସ୍ୱତନ୍ତ୍ର ମେଗା ସ୍ୱାସ୍ଥ୍ୟ ଓ ପୋଷଣ ଶିବିର ଅନୁଷ୍ଠିତ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ସମ୍ପୂର୍ଣ୍ଣତା ଅଭିଯାନ ୨.୦ ର ଏକ ଅଂଶସ୍ୱରୂପ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ମାଥିଲି ବ୍ଲକର ମହୁପଦର ଗ୍ରାମ ପଞ୍ଚାୟତଠାରେ ଏକ ସ୍ୱତନ୍ତ୍ର ମେଗା ସ୍ୱାସ୍ଥ୍ୟ ଓ ପୋଷଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ମାଥିଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ହିତାଧିକାରୀ ଯୋଗ ଦେଇଥିଲେ। ଏହି ଶିବିରରେ ମାଥିଲି ଉପଖଣ୍ଡ ଚିକିତ୍ସାଳୟ ପକ୍ଷରୁ ଏକ ବିଶେଷଜ୍ଞ ଡାକ୍ତରୀ ଦଳ, ଫାର୍ମାସିଷ୍ଟ ଏବଂ ନର୍ସିଂ ଅଫିସରମାନେ ସାମିଲ ହୋଇ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଥିଲେ। ଏଥିସହିତ ସିଡିପିଓଙ୍କ ନେତୃତ୍ୱରେ ଆଇସିଡିଏସ ସୁପରଭାଇଜର ଓ ଅଙ୍ଗନୱାଡି କର୍ମୀମାନେ ହିତାଧିକାରୀଙ୍କୁ ଉତ୍ତମ ଖାଦ୍ୟପେୟ ଓ ସୁରକ୍ଷିତ ପୋଷଣ ଅଭ୍ୟାସ ସମ୍ପର୍କରେ ମାର୍ଗଦର୍ଶନ ଦେଇଥିଲେ। ମହୁପଦର, କମାରପାଲି, ସାଲିମି ଏବଂ ତେମୁରୁପାଲି ପରି ଦୁର୍ଗମ ଅଞ୍ଚଳରୁ ଆସିଥିବା ଶତାଧିକ ଗର୍ଭବତୀ ମହିଳା, ପ୍ରସୂତି ମା, ୦-୬ ବର୍ଷର ଶିଶୁ ଏବଂ ସମ୍ଭାବ୍ୟ ଯକ୍ଷ୍ମା ଓ ଅଣ-ସଂକ୍ରାମକ ରୋଗୀଙ୍କର ଏଠାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସମସ୍ତଙ୍କୁ ମାଗଣା ଔଷଧ ସହ ପୋଷଣଯୁକ୍ତ ଖାଦ୍ୟ ପ୍ୟାକେଟ୍ ମଧ୍ୟ ବଣ୍ଟନ କରାଯାଇଥିଲା। ଏହି ଅବସରରେ ସ୍ୱଚ୍ଛ ଭାରତ ମିଶନ ପକ୍ଷରୁ ପରିମଳ ଓ ସ୍ୱଚ୍ଛତାର ଗୁରୁତ୍ୱ ଉପରେ ସଚେତନତା ସହ ପ୍ରଦର୍ଶନୀ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାଥିଲି ବିଡିଓ ମାଲକାନଗିରି ଜିଲ୍ଲାପାଳଙ୍କ ଦ୍ୱାରା ପରିଚାଳିତ ପୋଷଣ-୧୫ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ଶିଶୁମାନଙ୍କ ମଧ୍ୟରେ ଅପୁଷ୍ଟି ଜନିତ ସମସ୍ୟା ଦୂର କରିବା ଏବଂ ଗର୍ଭବତୀ ଓ କିଶୋରୀମାନଙ୍କୁ ସଠିକ୍ ପୋଷଣ ଯୋଗାଇବା ପାଇଁ ବିଭିନ୍ନ ବିଭାଗର ମିଳିତ ସହଯୋଗରେ ଏହି ଅଭିଯାନ ଜାରି ରହିଛି ବୋଲି ସେ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦଙ୍କ ପ୍ରତିନିଧି, ସରପଞ୍ଚ, ସମିତି ସଭ୍ୟ ଓ ଅନ୍ୟାନ୍ୟ ଜନପ୍ରତିନିଧିମାନେ ଉପସ୍ଥିତ ରହି ଲୋକଙ୍କୁ ସ୍ୱାସ୍ଥ୍ୟ ସଚେତନ ହେବାକୁ ପରାମର୍ଶ ଦେଇଥିଲେ। ଶେଷରେ କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା ଏବଂ ମାଥିଲି ଏବିଏଫ୍ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।4
- ଗଜପତି ଜିଲ୍ଲା ଗାରାବନ୍ଧ ଥାନାର ରାୟଗଡ ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗିରିରେ ଏକ ପାଣି ଟ୍ୟାଙ୍କର ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ଜଣକର ମୃତ୍ୟୁ ଘଟିଥିବା ବେଳେ ଚାଳକ ଜଣକ ଗୁରୁତର ଭାବେ ଆହତ ହୋଇଥିବାର ଜଣାପଡିଛି । ସୂଚନା ପ୍ରକାରେ ମହେନ୍ଦ୍ରଗିରିରେ ଥିବା ବନବିଭାଗର ପର୍ଯ୍ୟଟକଙ୍କ ରହଣିସ୍ଥଳ ତଥା କଟେଜ୍ କୁ ପାଣି ଯୋଗାଇବା ପାଇଁ ନିୟୋଜିତ ଏକ ଟ୍ରାକ୍ଟର ଟ୍ୟାଙ୍କ ଯୋଗେ ପାଣି ନେଇଯାଉଥିଲା । ହେଲେ କୌଣସି କାରଣରୁ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ଚାଳକ ମାଡବା ଗ୍ରାମର ରବୀନ୍ଦ୍ର ଧାଙ୍ଗଡା ଭୂୟାଁ (20) ଗୁରୁତ ଭାବେ ଆହତ ହୋଇଥିବା ବେଳେ ଟ୍ରାକ୍ଟର ଇଞ୍ଜିନ ତଥା ଟ୍ରାକ୍ଟର ଚାଳକଙ୍କ ପାର୍ଶ୍ବରେ ବସିଥିବା ତେରଣି ଗ୍ରାମର ସନ୍ୟାସୀ ଭୂୟାଁ (19)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାର ଜଣାପଡିଛି । ଟ୍ରାକ୍ଟର ଚାଳକ ରବୀନ୍ଦ୍ରଙ୍କୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଥିବାର ଜଣାଯାଇଛି । ତେବେ ମୃତ ସନ୍ୟାସୀ ହେଲ୍ପର ଭାବେ କାମ କରୁଥିବା ବେଳେ ଚାଳକ ରବୀନ୍ଦ୍ରଙ୍କ ବେପରୁଆ ଟ୍ରାକ୍ଟର ଚାଳନା ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବାର ସନ୍ୟାସୀଙ୍କ ପରିବାର ଲୋକେ ଗାରାବନ୍ଧ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।4
- ଓଡିଶା ଚଳଚିତ୍ର ଜଗତର ଅପୂରଣୀୟ କ୍ଷତି,କାନ୍ଦୁଛି ପିପିଲି ଶ୍ରୀଯୁକ୍ତ ରଵି ସ୍ଵାଇ ଙ୍କ ପ୍ରତି ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ1
- #ହା ଏ ନ ନୀ ତର ନୀ ଲି ସା ଢ଼ୀ ଝ କ ମକ1
- Post by Pramodkumar Jena1