ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଶୁଭାରମ୍ଭ । ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ୧୦,୧୩୪ ଶିଶୁ । ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଶୁଭାରମ୍ଭ । ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ୧୦,୧୩୪ ଶିଶୁ । ଢ଼େଙ୍କାନାଳ, ତା. ୪.୪. ୨୦୨୬- ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସାରା ରାଜ୍ୟରେ ବିଦ୍ୟାଳୟରେ ଶିଶୁମାନଙ୍କ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଏହି ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ପି.ଏମ. ଶ୍ରୀ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ କୃଷ୍ଣ ଚ଼ନ୍ଦ୍ର ପାତ୍ର ଯୋଗ ଦେଇ, ଶିଶୁମାନଙ୍କୁ ଖଡ଼ି ଛୁଆଁଇ ସେମାନଙ୍କର ବିଦ୍ୟାରମ୍ଭ କରିଥିଲେ। ବିଦ୍ୟା ମହାଧନ ଅଟେ, ସମସ୍ତଙ୍କୁ ଶିକ୍ଷା ପ୍ରଦାନକରିବା ଆମର ଲକ୍ଷ୍ୟ ହେବା ଉଚ଼ିତ ବୋଲି ପ୍ରକାଶ କରିଥିଲେ । ଶିକ୍ଷିତ ମାନେ ସମାଜରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିିବେ । ସମସ୍ତେ ଶିକ୍ଷିତ ହେଲେ ଜ୍ଞାନ ଓ ବିଜ୍ଞାନର ଦ୍ରୁତ ବିକାଶ ହେବ ଏବଂ ଦେଶର ସର୍ବାଙ୍ଗୀନ ଉନ୍ନତି ହେବ । ସାର୍ବଜନୀକ ଶିକ୍ଷା ନିମନ୍ତେ ସରକାର ସଂକଳ୍ପବଦ୍ଧ, ଏଥି ନିମନ୍ତେ ଗୁରୁଜୀମାନଙ୍କ ଦାୟୀତ୍ବ ଖୁବ ଅଧିକ । ପଢ଼ିଲେ ଜାଣିବା, ଜାଣିଲେ ଜିଣିବା ବୋଲି ମତବ୍ୟକ୍ତ କରି ମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଅତିଥିମାନେ ଶିଶୁମାନଙ୍କୁ ଖଡ଼ି ଛୁଆଁଇ ବିଦ୍ଯାରମ୍ଭ କରାଇଥିଲେ । ଏହି ଅବସରରେ ଏକ ସଚ଼େତନତା ପ୍ରଚାର ରଥକୁ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପାତ୍ର, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୂହାଣ, ପୌର ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପରେଶ ଚ଼ନ୍ଦ୍ର ପାତ୍ର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମଣ ସାହୁ ପ୍ରମୂଖ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିସରରେ ହୋଇଥିବା ରଙ୍ଗର ଦୂନିଆ, ଗପ ରାଇଜ ଓ ଖେଳଘର ଷ୍ଟଲକୁ ଅତିଥି ମାନେ ପରିଦର୍ଶନ କରିଥିଲେ । ଜିଲ୍ଲାରେ ଶିଶୁ ବାଟିକାରେ ୮,୭୮୨ ଜଣ ଏବଂ ପ୍ରଥମ ଶ୍ରେଣୀରେ ୧,୩୫୨ ଜଣ, ସମୁଦାୟ ୧୦,୧୩୪ ଜଣ ଶିଶୁଙ୍କର ନାମ ଲେଖାଯିବ ବୋଲି ଜଣାଯାଇଛି । କାର୍ଯ୍ୟକ୍ରମ ଶେଷରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ବ୍ରହ୍ମୋତ୍ରୀ ବିଶ୍ୱାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଶୁଭାରମ୍ଭ । ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ୧୦,୧୩୪ ଶିଶୁ । ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଶୁଭାରମ୍ଭ । ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ୧୦,୧୩୪ ଶିଶୁ । ଢ଼େଙ୍କାନାଳ, ତା. ୪.୪. ୨୦୨୬- ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସାରା ରାଜ୍ୟରେ ବିଦ୍ୟାଳୟରେ ଶିଶୁମାନଙ୍କ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଏହି ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ପି.ଏମ. ଶ୍ରୀ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ
ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ କୃଷ୍ଣ ଚ଼ନ୍ଦ୍ର ପାତ୍ର ଯୋଗ ଦେଇ, ଶିଶୁମାନଙ୍କୁ ଖଡ଼ି ଛୁଆଁଇ ସେମାନଙ୍କର ବିଦ୍ୟାରମ୍ଭ କରିଥିଲେ। ବିଦ୍ୟା ମହାଧନ ଅଟେ, ସମସ୍ତଙ୍କୁ ଶିକ୍ଷା ପ୍ରଦାନକରିବା ଆମର ଲକ୍ଷ୍ୟ ହେବା ଉଚ଼ିତ ବୋଲି ପ୍ରକାଶ କରିଥିଲେ । ଶିକ୍ଷିତ ମାନେ ସମାଜରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିିବେ । ସମସ୍ତେ ଶିକ୍ଷିତ ହେଲେ ଜ୍ଞାନ ଓ ବିଜ୍ଞାନର ଦ୍ରୁତ ବିକାଶ ହେବ ଏବଂ ଦେଶର ସର୍ବାଙ୍ଗୀନ ଉନ୍ନତି ହେବ । ସାର୍ବଜନୀକ ଶିକ୍ଷା ନିମନ୍ତେ ସରକାର ସଂକଳ୍ପବଦ୍ଧ, ଏଥି ନିମନ୍ତେ ଗୁରୁଜୀମାନଙ୍କ ଦାୟୀତ୍ବ ଖୁବ ଅଧିକ । ପଢ଼ିଲେ ଜାଣିବା, ଜାଣିଲେ ଜିଣିବା ବୋଲି ମତବ୍ୟକ୍ତ କରି ମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଅତିଥିମାନେ ଶିଶୁମାନଙ୍କୁ ଖଡ଼ି ଛୁଆଁଇ ବିଦ୍ଯାରମ୍ଭ କରାଇଥିଲେ । ଏହି
ଅବସରରେ ଏକ ସଚ଼େତନତା ପ୍ରଚାର ରଥକୁ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପାତ୍ର, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୂହାଣ, ପୌର ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପରେଶ ଚ଼ନ୍ଦ୍ର ପାତ୍ର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମଣ ସାହୁ ପ୍ରମୂଖ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିସରରେ ହୋଇଥିବା ରଙ୍ଗର ଦୂନିଆ, ଗପ ରାଇଜ ଓ ଖେଳଘର ଷ୍ଟଲକୁ ଅତିଥି ମାନେ ପରିଦର୍ଶନ କରିଥିଲେ । ଜିଲ୍ଲାରେ ଶିଶୁ ବାଟିକାରେ ୮,୭୮୨ ଜଣ ଏବଂ ପ୍ରଥମ ଶ୍ରେଣୀରେ ୧,୩୫୨ ଜଣ, ସମୁଦାୟ ୧୦,୧୩୪ ଜଣ ଶିଶୁଙ୍କର ନାମ ଲେଖାଯିବ ବୋଲି ଜଣାଯାଇଛି । କାର୍ଯ୍ୟକ୍ରମ ଶେଷରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ବ୍ରହ୍ମୋତ୍ରୀ ବିଶ୍ୱାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
- Post by Dipak Kumar Nayak1
- କି ଯୁଗ ହେଲାରେ ଏବେ ବୁଢ଼ୀଙ୍କର ଉଠୁଛି, ଟୋକା ଟୋକି ନୁହଁ ବୁଢ଼ୀକୁ ନେଇ ଫେରାର୍ ହଉଛି। 😂 ୫୩ ବର୍ଷର ବୁଢ଼ୀକୁ ନେଇ ୨୩ ବର୍ଷର ଟୋକା ଫେରାର୍। ଏବେ ବୁଢ଼ୀଙ୍କର ଉଠୁଛି। ଆଉ ଟୋକା ଟୋକି ନୁହଁ ବୁଢ଼ୀକୁ ନେଇ ଫେରାର୍ ହଉଛି।1
- ସେକ୍ସୁଆଲ ଫେବର ମାଗୁଛି ଭରତପୁର ପୋଲିସ୍ ! ମୋ ରେପ୍ ଭିଡ଼ିଓ ଦେଖି ମଧ୍ୟ ମୋ କେଶ୍ ରଖିଲେ ନାହିଁ | ଭୁବନେଶ୍ବର, ଓଡ଼ିଶା #bhubaneswar #odisha1
- Post by NEWS MANORANJAN1
- ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରାସୋଳ ଥାନାରେ ଆଜି ହୋଇଛି ଦୁଇଟି ଦୁଷ୍କର୍ମ ମାମଲା, ଗୋଟିଏ ଘଟଣାରେ ନିଜ ବାପା ଜନ୍ମିତ ଝିଅକୁ ଦୁଷ୍କର୍ମ କରି ପ୍ରସୂତି ପରେ ଖୋଲିଲା ଗୁମର. ଅଭିଯୁକ୍ତ ବାପା କୋର୍ଟ ଚାଲାଣ. ଅନ୍ୟ ମାମଲାରେ ଜଣେ ଭିକାରୁଣୀଙ୍କୁ ଜଣେ ଯୁବକ ଭିକ୍ଷା ଦେବାକୁ ଡାକିନେଇ ଦୁଷ୍କର୍ମ ପରେ ହେଲା ଗିରଫ.1
- Post by Kumar1
- Post by Dipak Kumar Nayak2
- ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ ଅନୁଯାୟୀ ହିନ୍ଦୋଳ ର ସମସ୍ତ ବିଦ୍ୟାଳୟ ମାନଙ୍କରେ ପ୍ରଥମ ପ୍ରବେଶ ଏବଂ ଖଡ଼ିଛୁଆଁ ଉତ୍ସବ ଅନୁଷ୍ଠିତ ହୋଇଛି. ହିନ୍ଦୋଳ ରୁପାଳି ପ୍ରାଥମିକ ସ୍କୁଲ ସହ ସମସ୍ତ ସ୍କୁଲରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ସୂଚନା.1
- Post by NEWS MANORANJAN1