Shuru
Apke Nagar Ki App…
ଛେଳି ଚୋରି ବେଳେ ୨ ଚୋର କୁ ଧରି ପୋଲିସକୁ ଜିମା ଦେଲେ ଗ୍ରାମବାସି ଛତ୍ରପୁର : ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଗ୍ରାମରେ ଛେଳି ଚୋରି କରିବା ବେଳେ ୨ ଜଣ ଚୋରଙ୍କୁ ଧରି ପୋଲିସକୁ ଜିମା ଦେଲେ ଗ୍ରାମବାସୀ l ମିଳିଥିବା ସୂଚନା ମୁତାବକ ଚମାଖଣ୍ଡି ଗ୍ରାମରେ ଦୀର୍ଘ ଦିନ ଧରି ବାଇକ, ପେଟ୍ରୋଲ, ଡିଜେଲ, ଛେଳି ଆଦି ଚୋରି ହେଉଥିଲା l ଗ୍ରାମବାସି ମାନେ ଚୋରକୁ ଧରିବା ପାଇଁ ଯୋଜନା ବଦ୍ଧ ଭାବେ ଜଗି ବସିଥିଲେ l ଆଜି ଚିକିଟି ଅଞ୍ଚଳରୁ ଦୁଇ ଜଣ ଚୋର ଏକ ବାଇକ ଯୋଗେ ଆସି ଗ୍ରାମରେ ଛେଳି ଚୋରି କରୁଥିବା ବେଳେ ଗ୍ରାମବାସୀ ମାନେ ତାଙ୍କୁ ଧରି ପୋଲିସ କୁ ଜିମା ଦେଇଥିଲେ l ଗ୍ରାମରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ପରେ ଚମାଖଣ୍ଡି ଥାନା ପୋଲିସ ପହଞ୍ଚି ଦୁଇ ଜଣ ଚୋରଙ୍କୁ ନେଇଥିଲେ l ସୂଚନା ପ୍ରକାରେ, ଦୀର୍ଘ ଦିନ ଧରି ଉକ୍ତ ଦୁଇ ଜଣ ଚୋର ଗ୍ରାମକୁ ଗ୍ରାମ ବୁଲି ପେଟ୍ରୋଲ ଡିଜେଲ ଛେଳି ଭଳି ବିଭିନ୍ନ ଆସ ବାବ ପତ୍ର ଚୋରି କରୁଥିଲେ l ଆଜି ସେମାନଙ୍କୁ ଗ୍ରାମବାସୀ ମାନେ ଧରିଛନ୍ତି l
Santosh Kumar Sahu

More news from ଓଡ଼ିଶା and nearby areas
- ଛେଳି ଚୋରି ବେଳେ ୨ ଚୋର କୁ ଧରି ପୋଲିସକୁ ଜିମା ଦେଲେ ଗ୍ରାମବାସି ଛତ୍ରପୁର : ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଗ୍ରାମରେ ଛେଳି ଚୋରି କରିବା ବେଳେ ୨ ଜଣ ଚୋରଙ୍କୁ ଧରି ପୋଲିସକୁ ଜିମା ଦେଲେ ଗ୍ରାମବାସୀ l ମିଳିଥିବା ସୂଚନା ମୁତାବକ ଚମାଖଣ୍ଡି ଗ୍ରାମରେ ଦୀର୍ଘ ଦିନ ଧରି ବାଇକ, ପେଟ୍ରୋଲ, ଡିଜେଲ, ଛେଳି ଆଦି ଚୋରି ହେଉଥିଲା l ଗ୍ରାମବାସି ମାନେ ଚୋରକୁ ଧରିବା ପାଇଁ ଯୋଜନା ବଦ୍ଧ ଭାବେ ଜଗି ବସିଥିଲେ l ଆଜି ଚିକିଟି ଅଞ୍ଚଳରୁ ଦୁଇ ଜଣ ଚୋର ଏକ ବାଇକ ଯୋଗେ ଆସି ଗ୍ରାମରେ ଛେଳି ଚୋରି କରୁଥିବା ବେଳେ ଗ୍ରାମବାସୀ ମାନେ ତାଙ୍କୁ ଧରି ପୋଲିସ କୁ ଜିମା ଦେଇଥିଲେ l ଗ୍ରାମରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ପରେ ଚମାଖଣ୍ଡି ଥାନା ପୋଲିସ ପହଞ୍ଚି ଦୁଇ ଜଣ ଚୋରଙ୍କୁ ନେଇଥିଲେ l ସୂଚନା ପ୍ରକାରେ, ଦୀର୍ଘ ଦିନ ଧରି ଉକ୍ତ ଦୁଇ ଜଣ ଚୋର ଗ୍ରାମକୁ ଗ୍ରାମ ବୁଲି ପେଟ୍ରୋଲ ଡିଜେଲ ଛେଳି ଭଳି ବିଭିନ୍ନ ଆସ ବାବ ପତ୍ର ଚୋରି କରୁଥିଲେ l ଆଜି ସେମାନଙ୍କୁ ଗ୍ରାମବାସୀ ମାନେ ଧରିଛନ୍ତି l1
- ଆମ ଗାଁ ରାସ୍ତା ଭଲ ନାହିଁ purusottompur to ranigam to karandapalli Village ରାସ୍ତା ଭଲ ନାହିଁ1
- Post by Mithun sethy1
- ତକ୍ଷଶିଳା ରେସିଡେନ୍ସିଆଲ ସ୍କୁଲ ରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ1
- ଏତେ ସବୁ ଜିନିଷ ମାତ୍ର ଏତିକିରେ ତେବେ ଜଲ୍ଦୀ ଆରମ୍ଭ କରନ୍ତୁ Muskan Enterprises || Odisha Prabhab || ଗଣେଶ ପାଣିଗ୍ରାହୀ ରିପୋର୍ଟ / 78947154571
- ଏତେ ସବୁ ଜିନିଷ ମାତ୍ର ଏତିକିରେ ତେବେ ଜଲ୍ଦୀ ଆରମ୍ଭ କରନ୍ତୁ Muskan Enterprises || Odisha Prabhab ||1
- ହଠାତ୍ ଲାଗିଗଲା ନିଆଁ ଆଉ ଚାଲିଗଲା 7ଜଣଙ୍କ ଜୀବନ ... #Kolkatta #fire #rending1
- ଛତ୍ରପୁର ଥାନା ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମରେ ବୋମା ମାଡ଼1