Shuru
Apke Nagar Ki App…
ନୂଆପଡା ଜିଲ୍ଲା କୋମନା ଜଟଗଡ଼ ଗ୍ରାମପଞ୍ଚାୟତରେ ଖରାଦିନ ହେଲେ ପିଇବା ପାଣି ପାଇଁ ଡହକ ବିକଳ । #Nuapada #Komna
Hareram karuan
ନୂଆପଡା ଜିଲ୍ଲା କୋମନା ଜଟଗଡ଼ ଗ୍ରାମପଞ୍ଚାୟତରେ ଖରାଦିନ ହେଲେ ପିଇବା ପାଣି ପାଇଁ ଡହକ ବିକଳ । #Nuapada #Komna
More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ନାବାଳିକା ଗଣଦୁଷ୍କର୍ମର ଶିକାର। ଦୁଇ ଗିରଫ1
- Post by Sonepur news khulasa1
- ତା. 15/04/2026 ରିଖ ଇଣ୍ଡୋ-ନରୱ୍ବେ ଟିମ ର ପ୍ରତିନିଧି ମାନେ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପକୁ ପରିଦର୍ଶନ କରିଛନ୍ତି।ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଜ୍ଞାନ ଓ ବୈଷୟିକ ଜ୍ଞାନ ଚିତ୍ରା ଅରୁମୁଗମ ଙ୍କ ନେତୃତ୍ୱରେ ଆସିଥିବା ଏହି ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ନୋଡାଲ ଅଫିସର ଶରତ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ କରିଥିଲେ।ଇଣ୍ଡୋ-ନରୱ୍ବେ ସହଯୋଗିତା ରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ କୁ ଟିମର ପ୍ରତିନିଧି ମାନେ ଅନୁଧ୍ୟାନ କରିବା ସହ ଦାୟିତ୍ୱ ରେ ଥିବା ଅଧିକାରୀ କର୍ମଚାରୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।ପ୍ରଥମେ ନୂଆନଈ ବାଲୁଖଣ୍ଡ ଠାରେ ସି ମାଉଥ ସ୍ଥାନରେ ପହଞ୍ଚି ମୃତ୍ତିକା କ୍ଷୟ ରୋକିବା ଓ ଜଳର ତାପମାତ୍ରା ନିୟନ୍ତ୍ରଣ କରିବା ପ୍ରକଳ୍ପ ଯାହାକି ଏକ କେଶ ଷ୍ଟଡି କୁ ନିରୀକ୍ଷଣ କରିବା ପରେ ଇକୋ ରିଟ୍ରିଟ ପରିଦର୍ଶନ କରିଥିଲେ।ପରେ ଚନ୍ଦ୍ରଭାଗା ଏଫଏଲସି ବା ମତ୍ସ୍ୟ ଅବତରଣ କେନ୍ଦ୍ର କୁ ଅନୁଧ୍ୟାନ କରିବା ସହ ଚିଙ୍ଗୁଡ଼ି ଜାଆଁଳ ହାଚେରୀ ସମ୍ପର୍କରେ ପଚାରି ବୁଝିଥିଲେ।ପରେ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ।ଏହି ଗସ୍ତ ସମୟରେ ନରୱ୍ବେ ପ୍ରତିନିଧି ମଣ୍ଡଳ,ବିଜ୍ଞାନ ଓ ବୈଷୟିକ ଅତିରିକ୍ତ ସଚିବ ପୂଜା ମିଶ୍ର,ଉପ ନିର୍ଦ୍ଦେଶକ ଡଃ ଏଚ କେ ଦାସ, ଏସିଏଫ ଅଶୋକ କୁମାର ବେହେରା, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଅମୀୟ ସେଠ୍ , ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଜୟ କୁମାର ବସ୍ତିଆ, ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର।1
- ବିଦ୍ୟାଳୟ ଅଟେ ମଣିଷ ତିଆରି କାରଖାନା । ଏକ ପବିତ୍ର ଅନୁଷ୍ଠାନ କିନ୍ତୁ କିଛି ଅସମାଜିକ ବ୍ୟକ୍ତି ବିଶେଷ ଙ୍କ ଲାଗି ପବିତ୍ର ଅନୁଷ୍ଠାନ ବେଳେ ବେଳେ କଳଙ୍କିତ ହୋଇପଡ଼େ ସମାଜ ସମ୍ମୁଖ ରେ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ର ଟେମ୍ରା ପଞ୍ଚାୟତ ସଦର ମହକୁମାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ । ଶନିବାର ଦିନ ସାଧାରଣ ରେ ଦେଖିବାକୁ ମିଳିଛି, ବିଦ୍ୟାଳୟ ପରିସର ମଧ୍ୟରେ ମଦ ବୋତଲ ।1
- ଗୁଡାରି ପୋଲିସ ଥାନା ପରିସରରେ ନୂତନ ଅପରାଧିକ ଆଇନ ସଚେତନ ଶିବିର ଅନୁଷ୍ଠିତ1
- Post by BAHUJAN ADHIKAR1
- ତିଜିମାଳି ର ଦେଖନ୍ତୁ 🙏🙏🙏1
- ଜିଲ୍ଲାପାଳଙ୍କୁ ଘେରିଲେ ସୋନପୁର ପଲିଟେକନିକର ଛାତ୍ରୀଛାତ୍ର ସୁବର୍ଣ୍ଣପୁର: ଥମୁଁ ନାହିଁ ଛାତ୍ରୀଛାତ୍ର ଅଶାନ୍ତି ସରକାରୀ ପଲିଟେକନିକ୍ ସୋନପୁରର। ନିଜ ସମ୍ମାନ ଦାବି ରଖିଲେ। ଗତ ୧୫ ତାରିଖରେ ଛାତ୍ରୀଛାତ୍ର କଲେଜ ଗେଟରେ ପ୍ରଚଣ୍ଡ ଖରାରେ ବସି ରହିଥିଲେ। ପ୍ରଶାସନ ପାଖରେ ସମୟ ନାହିଁ ଛାତ୍ରୀଛାତ୍ର ଦାବି ଶୁଣିବାକୁ। ଆଜି ସହ ସହ ଛାତ୍ରୀଛାତ୍ର ଜିଲ୍ଲାପାଳ ଅଫିସ ଘେରିଲେ।1
- ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକ ଖାତିଗୁଡା ଗ୍ରାମରେ ଦ୍ରିଘ ଦିନ ହେଲା ଚାଲିଛି ପାଟ ବାଲିଯାତ୍ରା ଏହି ଯାତ୍ରା ଆସନ୍ତା ମାସ ୬ ତାରିଖ ଦିନ ସମାପ୍ତ ହେବାକୁ ଯାଉଥିବା ବେଳେ ପ୍ରତେକ ମଙ୍ଗଳବାର ଓ ଶନିବାର ଦିନ ଉପବାସ ରହି ଯାତ୍ରା କରି ନାଚି ଥାଆନ୍ତି ଅନେକ ଦେବାଦେବୀ।1