logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୁରିବାହାଲ ବ୍ଲକ ଅଞ୍ଚଳରେ ବିନା ଘୋଡାଣି ରେ ବାଲି ପଥର ପରିବହନ ନାକେଦାମ ପଥଚାରି। ମୁରିବାହାଲ ବ୍ଲକ ଅଞ୍ଚଳରେ ବିନା ଘୋଡାଣି ରେ ବାଲି ପଥର ପରିବହନ ନାକେଦାମ ପଥଚାରି।

18 hrs ago
user_BHOJARAJ DANDASENA
BHOJARAJ DANDASENA
Journalist ବେଲପରା, ବଲାଙ୍ଗୀର, ଓଡ଼ିଶା•
18 hrs ago
8345a2a4-c3c6-4be2-9c34-3f946cbdcfc0
bed11b66-1b3c-408a-bbb6-cb68bc37fbb3

ମୁରିବାହାଲ ବ୍ଲକ ଅଞ୍ଚଳରେ ବିନା ଘୋଡାଣି ରେ ବାଲି ପଥର ପରିବହନ ନାକେଦାମ ପଥଚାରି। ମୁରିବାହାଲ ବ୍ଲକ ଅଞ୍ଚଳରେ ବିନା ଘୋଡାଣି ରେ ବାଲି ପଥର ପରିବହନ ନାକେଦାମ ପଥଚାରି।

More news from ଓଡ଼ିଶା and nearby areas
  • Post by TV5ODIA 9556605993
    1
    Post by TV5ODIA 9556605993
    user_TV5ODIA 9556605993
    TV5ODIA 9556605993
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    7 hrs ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ତା. 17/04/2026 ରିଖ ଦିନ ରାଇକିଆ ବ୍ଲକ ର କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ଉକ୍ତ ବୈଠକ ରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା, ମାନ୍ୟବର ବିଧାୟକ ଜି ଉଦୟଗିରି ଶ୍ରୀଯୁକ୍ତu ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ବ୍ଲକ କଂଗ୍ରେସ ସଭାପତି, ପଂଚାୟତ ସଭାପତି, ୱାର୍ଡ ସଭାପତି ଏବଂ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ, କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ମାନେ ଅନ୍ୟ କାହା କଥା ରେ ପ୍ରେରିତ ହୋଇ ସଭା କୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ସଫଳ ହୋଇ ନ ଥିଲେ। ଜିଲ୍ଲା ରେ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଦାୟିତ୍ୱ ନେଲା ପରେ କଂଗ୍ରେସ ଦଳ ଦିନକୁ ଦିନକୁ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ରେ କଂଗ୍ରେସ କର୍ମୀ ଓ ଭୋଟର ଆଗ୍ରହ ପ୍ରକାଶ କରିଥିବାର ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି। କନ୍ଧମାଳ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର।
    1
    ତା. 17/04/2026 ରିଖ ଦିନ ରାଇକିଆ ବ୍ଲକ ର କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ଉକ୍ତ ବୈଠକ ରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା, ମାନ୍ୟବର ବିଧାୟକ ଜି ଉଦୟଗିରି  ଶ୍ରୀଯୁକ୍ତu ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ବ୍ଲକ କଂଗ୍ରେସ ସଭାପତି, ପଂଚାୟତ ସଭାପତି, ୱାର୍ଡ ସଭାପତି ଏବଂ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ, କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ମାନେ ଅନ୍ୟ କାହା କଥା ରେ ପ୍ରେରିତ ହୋଇ ସଭା କୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲେ କିନ୍ତୁ  ସଫଳ ହୋଇ ନ ଥିଲେ। ଜିଲ୍ଲା ରେ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଦାୟିତ୍ୱ ନେଲା ପରେ କଂଗ୍ରେସ ଦଳ ଦିନକୁ ଦିନକୁ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ରେ କଂଗ୍ରେସ କର୍ମୀ ଓ ଭୋଟର ଆଗ୍ରହ ପ୍ରକାଶ କରିଥିବାର ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି।
କନ୍ଧମାଳ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର।
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    1 hr ago
  • Maa Thakurani Kalashi Yatra Navarangpur Maidalpur 2026
    1
    Maa Thakurani Kalashi Yatra Navarangpur Maidalpur 2026
    user_Biranchi Dhangadamajhi
    Biranchi Dhangadamajhi
    Farmer Kokasara, Kalahandi•
    3 hrs ago
  • ସୁବର୍ଣ୍ଣପୁର: ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ
    1
    ସୁବର୍ଣ୍ଣପୁର: ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • ସନାତନୀ ବ୍ରାହ୍ମଣ ସମାଜ ତରଫରୁ ପର୍ଶୁରାମ ଜନ୍ମ ମହୋତ୍ସବ ପାଳନ ବରଗଡ଼/ବରପାଲି: ୧୯/୦୪ - ବରପାଲି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସନାତନୀ ବ୍ରାହ୍ମଣ ସମାଜ ତରଫରୁ ଭଗବାନ ପର୍ଶୁରାମଙ୍କ ଜନ୍ମ ମହୋତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଜଗନ୍ନାଥ ମନ୍ଦିରରୁ ଏକ ଭବ୍ୟ ନଗର ପରିକ୍ରମା ଆୟୋଜିତ ହୋଇଥିଲା। ଏହି ପରିକ୍ରମାରେ ବରପାଲି ବ୍ଲକ ସହିତ ଆଖପାଖ ଗାଁମାନଙ୍କର ପୂଜ୍ୟ ବ୍ରାହ୍ମଣ ଓ ଶ୍ରଦ୍ଧାଳୁମାନେ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ। ପରିକ୍ରମା ପରେ ମନ୍ଦିର ପରିସରରେ ପଣ୍ଡିତ କୃଷ୍ଣଚନ୍ଦ୍ର ଦେବତାଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ଭଗବାନ ପର୍ଶୁରାମଙ୍କ ଆଦର୍ଶକୁ ଅନୁସରଣ କରି ସମାଜରେ ନୀତି, ଶୃଙ୍ଖଳା ଓ ଏକତା ବଢ଼ାଇବାକୁ ବକ୍ତାମାନେ ଆହ୍ୱାନ କରିଥିଲେ।ବିଜେପୁର ବିଧାୟକଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ପାଞ୍ଚ ଲକ୍ଷ ଟଙ୍କାର ଅନୁଦାନ ବିଷୟରେ ମଧ୍ୟ ସଭାରେ ଆଲୋଚନା କରାଯାଇଥିଲା ଏବଂ ଏହାର ସଦ୍ବ୍ୟବହାର ନେଇ ମତବିନିମୟ ହୋଇଥିଲା।ଏହି ସଭାରେ କାର୍ଯ୍ୟକାରୀ ସଭାପତି ନରେନ୍ଦ୍ର ହୋତା, ସଂପାଦକ ଅରୁଣ ପଣ୍ଡା ଓ ପିନାକି ମିଶ୍ର ଓ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।ଶେଷରେ ଉପ-ସଭାପତି ବିଭୂତି ମିଶ୍ର ଧନ୍ୟବାଦ ଜଣାଇଥିଲେ ।
    1
    ସନାତନୀ ବ୍ରାହ୍ମଣ ସମାଜ ତରଫରୁ ପର୍ଶୁରାମ ଜନ୍ମ ମହୋତ୍ସବ ପାଳନ
ବରଗଡ଼/ବରପାଲି:  ୧୯/୦୪ - ବରପାଲି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସନାତନୀ ବ୍ରାହ୍ମଣ ସମାଜ ତରଫରୁ ଭଗବାନ ପର୍ଶୁରାମଙ୍କ ଜନ୍ମ ମହୋତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଜଗନ୍ନାଥ ମନ୍ଦିରରୁ ଏକ ଭବ୍ୟ ନଗର ପରିକ୍ରମା ଆୟୋଜିତ ହୋଇଥିଲା। ଏହି ପରିକ୍ରମାରେ ବରପାଲି ବ୍ଲକ ସହିତ ଆଖପାଖ ଗାଁମାନଙ୍କର ପୂଜ୍ୟ ବ୍ରାହ୍ମଣ ଓ ଶ୍ରଦ୍ଧାଳୁମାନେ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ। ପରିକ୍ରମା ପରେ ମନ୍ଦିର ପରିସରରେ ପଣ୍ଡିତ କୃଷ୍ଣଚନ୍ଦ୍ର ଦେବତାଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ଭଗବାନ ପର୍ଶୁରାମଙ୍କ ଆଦର୍ଶକୁ ଅନୁସରଣ କରି ସମାଜରେ ନୀତି, ଶୃଙ୍ଖଳା ଓ ଏକତା ବଢ଼ାଇବାକୁ ବକ୍ତାମାନେ ଆହ୍ୱାନ କରିଥିଲେ।ବିଜେପୁର ବିଧାୟକଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ପାଞ୍ଚ ଲକ୍ଷ ଟଙ୍କାର ଅନୁଦାନ ବିଷୟରେ ମଧ୍ୟ ସଭାରେ ଆଲୋଚନା କରାଯାଇଥିଲା ଏବଂ ଏହାର ସଦ୍ବ୍ୟବହାର ନେଇ ମତବିନିମୟ ହୋଇଥିଲା।ଏହି ସଭାରେ କାର୍ଯ୍ୟକାରୀ ସଭାପତି ନରେନ୍ଦ୍ର ହୋତା, ସଂପାଦକ ଅରୁଣ ପଣ୍ଡା ଓ ପିନାକି ମିଶ୍ର ଓ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।ଶେଷରେ ଉପ-ସଭାପତି ବିଭୂତି ମିଶ୍ର ଧନ୍ୟବାଦ ଜଣାଇଥିଲେ ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    4 hrs ago
  • ଅକ୍ଷୟତୃତୀୟା ର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜ କନକ ବର୍ଦ୍ଧନ ସିଂ ଦେଓ...... Live... Live
    1
    ଅକ୍ଷୟତୃତୀୟା ର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜ କନକ ବର୍ଦ୍ଧନ ସିଂ ଦେଓ...... Live... Live
    user_ଆମ ଓଡିଶା ଖବର ଓଡିଶା
    ଆମ ଓଡିଶା ଖବର ଓଡିଶା
    Interior designer ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    10 hrs ago
  • ମାଁ ଠାକୁରାଣୀ ଙ୍କ କଳସୀ ଯାତ୍ରା ମଇଦଳପୁର 2026
    1
    ମାଁ ଠାକୁରାଣୀ ଙ୍କ କଳସୀ ଯାତ୍ରା ମଇଦଳପୁର 2026
    user_Biranchi Dhangadamajhi
    Biranchi Dhangadamajhi
    Farmer କୋକସରା, କଳାହାଣ୍ଡି, ଓଡ଼ିଶା•
    3 hrs ago
  • ସୁବର୍ଣ୍ଣପୁର: ସଂସଦରେ ମହିଳା ସଂରକ୍ଷଣ ବିଲ୍ ଉପରେ ଜିଲ୍ଲା କଂଗ୍ରେସ କମିଟି ସୁବର୍ଣ୍ଣପୁର ତରଫରୁ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା
    1
    ସୁବର୍ଣ୍ଣପୁର: ସଂସଦରେ ମହିଳା ସଂରକ୍ଷଣ ବିଲ୍ ଉପରେ ଜିଲ୍ଲା କଂଗ୍ରେସ କମିଟି ସୁବର୍ଣ୍ଣପୁର ତରଫରୁ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.