logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

Hashtags: #JaiJagannath #Jagannath #JagannathTemple #Puri #Odisha #Jagatsinghpur #JagatsinghpurToPuri #Padayatra #RathYatra #Bhakti #OdiaBhajan #OdiaReels #DevotionalReels #Sanatan #Mahaprabhu #LordJagannath #JaiJagannathSwami #PuriJagannath #OdishaReels #ViralReels

1 day ago
user_Ritali Behera
Ritali Behera
Artist ଅଭୟଚାନ୍ଦପୁର, ଜଗତସିଂହପୁର, ଓଡ଼ିଶା•
1 day ago

Hashtags: #JaiJagannath #Jagannath #JagannathTemple #Puri #Odisha #Jagatsinghpur #JagatsinghpurToPuri #Padayatra #RathYatra #Bhakti #OdiaBhajan #OdiaReels #DevotionalReels #Sanatan #Mahaprabhu #LordJagannath #JaiJagannathSwami #PuriJagannath #OdishaReels #ViralReels

More news from Odisha and nearby areas
  • ଦେବୀ ନଦୀ ରେ ବନ୍ୟା ଫଳରେ ଜଗତ ସିଂହପୁର ଜିଲ୍ଲାର ୪ ଟି ବ୍ଲକ ର ୨୦ ରୁ ଅଧିକ ଗ୍ରାମ ପ୍ରଭାବିତ
    1
    ଦେବୀ  ନଦୀ ରେ ବନ୍ୟା ଫଳରେ ଜଗତ ସିଂହପୁର ଜିଲ୍ଲାର ୪ ଟି ବ୍ଲକ ର ୨୦ ରୁ ଅଧିକ ଗ୍ରାମ ପ୍ରଭାବିତ
    user_Bharat ମାତା
    Bharat ମାତା
    Samaj Sevak Jagatsinghapur, Odisha•
    16 hrs ago
  • ଇବ୍ରିସିଂ ପଞ୍ଚାୟତରେ ଚାଷଜମି ଜଳମଗ୍ନ, କ୍ଷୟକ୍ଷତି ଆକଳନ ପାଇଁ ପ୍ରଶାସନିକ ଅଧିକାରୀଙ୍କ ଦେଖାମିଳୁନି ଲଘୁଚାପ ଜନିତ ଲଗାଣ ବର୍ଷାରେ ତିର୍ତ୍ତୋଲ ବ୍ଲକ ଇବ୍ରିସିଂ ପଞ୍ଚାୟତର ବଡମଠ,ବଡିଲୋ, ବନ୍ଧମୁଣ୍ଡି, ଇବ୍ରିସିଂ,ଗୈ।ଡ଼ସାହି ମୈ।ଜାର ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ରହିଛି। ବ୍ୟାପକ କ୍ଷୟକ୍ଷତି ହୋଇଥିବା ସ୍ଥାନୀୟ ଚାଷୀମାନଙ୍କଠାରୁ ପ୍ରକାଶ । ଜଗନ୍ନାଥପୁର ରାଜସ୍ବ ନୀରିକ୍ଷକ ଓ ତିର୍ତ୍ତୋଲ ତହସିଲଦାରଙ୍କୁ ଏସମ୍ପର୍କରେ ଚାଷୀ ବାରଂବାର ଜଣାଇଲେ ମଧ୍ୟ ସରକାରୀ ବାବୁମାନେ କ୍ଷୟକ୍ଷତିର ଆକଳନ ପାଇଁ କ୍ଷେତ୍ର ପରିଦର୍ଶନ କରିନଥିବା କେତେକ ଚାଷୀ ଗଣମାଧ୍ୟମକୁ କହିଛନ୍ତି।
    1
    ଇବ୍ରିସିଂ ପଞ୍ଚାୟତରେ ଚାଷଜମି ଜଳମଗ୍ନ, କ୍ଷୟକ୍ଷତି ଆକଳନ ପାଇଁ ପ୍ରଶାସନିକ ଅଧିକାରୀଙ୍କ ଦେଖାମିଳୁନି
ଲଘୁଚାପ ଜନିତ ଲଗାଣ ବର୍ଷାରେ ତିର୍ତ୍ତୋଲ ବ୍ଲକ ଇବ୍ରିସିଂ ପଞ୍ଚାୟତର ବଡମଠ,ବଡିଲୋ, ବନ୍ଧମୁଣ୍ଡି, ଇବ୍ରିସିଂ,ଗୈ।ଡ଼ସାହି ମୈ।ଜାର ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ରହିଛି। ବ୍ୟାପକ କ୍ଷୟକ୍ଷତି ହୋଇଥିବା ସ୍ଥାନୀୟ ଚାଷୀମାନଙ୍କଠାରୁ ପ୍ରକାଶ । ଜଗନ୍ନାଥପୁର ରାଜସ୍ବ ନୀରିକ୍ଷକ ଓ ତିର୍ତ୍ତୋଲ ତହସିଲଦାରଙ୍କୁ ଏସମ୍ପର୍କରେ ଚାଷୀ ବାରଂବାର ଜଣାଇଲେ ମଧ୍ୟ ସରକାରୀ ବାବୁମାନେ କ୍ଷୟକ୍ଷତିର ଆକଳନ ପାଇଁ କ୍ଷେତ୍ର ପରିଦର୍ଶନ କରିନଥିବା କେତେକ ଚାଷୀ ଗଣମାଧ୍ୟମକୁ କହିଛନ୍ତି।
    user_ନୃସିଂହ ଚରଣ ବାରିକ
    ନୃସିଂହ ଚରଣ ବାରିକ
    Local News Reporter କୁଜଙ୍ଗ, ଜଗତସିଂହପୁର, ଓଡ଼ିଶା•
    5 hrs ago
  • *ସାମ୍ପ୍ରତିକ ବନ୍ୟା ପରିସ୍ଥିତିରେ ଜଳ ପରିଚାଳନା ବ୍ୟବସ୍ଥାର ଉଚ୍ଚସ୍ତରୀୟ ସମୀକ୍ଷା*
    1
    *ସାମ୍ପ୍ରତିକ ବନ୍ୟା ପରିସ୍ଥିତିରେ ଜଳ ପରିଚାଳନା ବ୍ୟବସ୍ଥାର ଉଚ୍ଚସ୍ତରୀୟ ସମୀକ୍ଷା*
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    7 hrs ago
  • କୁଆଖାଇ, ଦୟା, ଭାର୍ଗବୀ, ନଦୀରେ ବନ୍ୟାଜଳ ପ୍ରବେଶ, ବଢୁଛି ଜଳସ୍ତର। ବାଲିଅନ୍ତା ୩୧/୦୭( ଗୋବର୍ଦ୍ଧନ ଦାସ) : ଗୁରୁବାର ଦିନ ଚାଳିତ ବର୍ଷ କୁଆଖାଇ, ଦୟା, ଭାର୍ଗବୀ ନଦୀରେ ହୀରାକୁଦର ବନ୍ୟା ଜଳ ପ୍ରବେଶ ହୋଇଛି। ଏହି ଦୃଶ୍ୟକୁ ଦେଖ‌ିବା ପାଇଁ ଓ ଫୋଟ ଉତ୍ତଳନ ପାଇଁ ଦୟା , ଭାର୍ଗବୀ , କୁଆଖାଇ ଆଦି ନଦୀର ବ୍ରିଜରେ ପଥଚାରି ମାନଙ୍କ ଭିଡ ଦେଖିବାକୁ ମିଳିଥିଲା। ଉକ୍ତ ନଦୀରେ ବନ୍ୟା ଜଳ ଦ୍ରୁତ ବେଗରେ ବୃଦ୍ଧି ଦ୍ବରା ତତ୍ପର ହୋଇ ଉଠିଛି ସ୍ଥାନୀୟ ଅଞ୍ଚଳର ବ୍ଳକ୍ ଓ ତହସିଲ ପ୍ରଶାସନ । ଉକ୍ତ ନଦୀର କୂଳରେ ଥିବା ଜନବସତି ଅଞ୍ଚଳକୁ ଜନ ପ୍ରତିନିଧିଙ୍କ ମାଧ୍ୟମରେ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ସତର୍କ ସୂଚନା ଦିଆଯାଇ ଥିବା ଖବର ମିଳିଛି । ନଦୀ କୂଳ ମାନଙ୍କରେ ଚାଷ କରାଯାଇଥିବା ବିଭିନ୍ନ କିସମର ପନିପରିବା କ୍ଷେତରେ ବନ୍ୟା ଜଳ ପଶି କେତେକ ଅଂଶ ଚାଷଜମି ଗୁଡିକ ନଷ୍ଟ ହଇଥିବା ସାଧାରଣରେ ଆଲୋଚନା ହେଉଛି । ଆଗକୁ ଯଦି ନଦୀରେ ବନ୍ୟା ଜଳର ପରିମାଣ ଅଧିକ ବୃଦ୍ଧି ଘଟେ ଏହାକୁ ନେଇ ଚିନ୍ତାରେ ଚାଷୀକୁଳ ପରିବାର ଓ ନଦୀ କୂଳିଆ ବାସିନ୍ଦା।
    1
    କୁଆଖାଇ, ଦୟା, ଭାର୍ଗବୀ, ନଦୀରେ ବନ୍ୟାଜଳ ପ୍ରବେଶ, ବଢୁଛି ଜଳସ୍ତର।
ବାଲିଅନ୍ତା ୩୧/୦୭( ଗୋବର୍ଦ୍ଧନ ଦାସ) : ଗୁରୁବାର ଦିନ ଚାଳିତ ବର୍ଷ କୁଆଖାଇ, ଦୟା, ଭାର୍ଗବୀ ନଦୀରେ ହୀରାକୁଦର  ବନ୍ୟା ଜଳ ପ୍ରବେଶ ହୋଇଛି। ଏହି ଦୃଶ୍ୟକୁ ଦେଖ‌ିବା ପାଇଁ ଓ ଫୋଟ ଉତ୍ତଳନ ପାଇଁ ଦୟା , ଭାର୍ଗବୀ , କୁଆଖାଇ  ଆଦି ନଦୀର   ବ୍ରିଜରେ ପଥଚାରି ମାନଙ୍କ ଭିଡ ଦେଖିବାକୁ ମିଳିଥିଲା। ଉକ୍ତ ନଦୀରେ ବନ୍ୟା ଜଳ ଦ୍ରୁତ ବେଗରେ ବୃଦ୍ଧି  ଦ୍ବରା ତତ୍ପର ହୋଇ ଉଠିଛି ସ୍ଥାନୀୟ ଅଞ୍ଚଳର ବ୍ଳକ୍ ଓ ତହସିଲ ପ୍ରଶାସନ । ଉକ୍ତ ନଦୀର କୂଳରେ ଥିବା ଜନବସତି ଅଞ୍ଚଳକୁ ଜନ ପ୍ରତିନିଧିଙ୍କ ମାଧ୍ୟମରେ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ସତର୍କ ସୂଚନା ଦିଆଯାଇ ଥିବା ଖବର ମିଳିଛି । ନଦୀ କୂଳ ମାନଙ୍କରେ ଚାଷ କରାଯାଇଥିବା ବିଭିନ୍ନ କିସମର ପନିପରିବା କ୍ଷେତରେ ବନ୍ୟା ଜଳ ପଶି କେତେକ ଅଂଶ ଚାଷଜମି ଗୁଡିକ ନଷ୍ଟ  ହଇଥିବା ସାଧାରଣରେ ଆଲୋଚନା ହେଉଛି । ଆଗକୁ  ଯଦି ନଦୀରେ ବନ୍ୟା ଜଳର ପରିମାଣ ଅଧିକ ବୃଦ୍ଧି ଘଟେ ଏହାକୁ ନେଇ ଚିନ୍ତାରେ ଚାଷୀକୁଳ ପରିବାର ଓ ନଦୀ କୂଳିଆ ବାସିନ୍ଦା।
    user_ଗୋବର୍ଦ୍ଧନ ଦାସ
    ଗୋବର୍ଦ୍ଧନ ଦାସ
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    9 hrs ago
  • ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ପଞ୍ଚାୟତ ପ୍ରତାପରୁଦ୍ରପୁର ରେ ୧୨ ଗୋଟି ୱ।ର୍ଡ ଏହି ୱାର୍ଡରେ ଭତା ବ୍ୟାଙ୍କରେ ପାଉଥିବା ଲୋକେ ପ୍ରତିମାସରେ ଭତା ମିଳିପାରୁନାହିଁ ଏହି ଲୋକ କାହୁତରଣ ନାୟକ ସମାଜ ସେବୀ କ୍ଷୀରୋଦ ଚନ୍ଦ୍ର ପଣ୍ଡା ତା୩୧/୭/୨୦୨୬
    1
    ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ପଞ୍ଚାୟତ ପ୍ରତାପରୁଦ୍ରପୁର  ରେ ୧୨ ଗୋଟି ୱ।ର୍ଡ ଏହି ୱାର୍ଡରେ ଭତା ବ୍ୟାଙ୍କରେ ପାଉଥିବା ଲୋକେ ପ୍ରତିମାସରେ ଭତା ମିଳିପାରୁନାହିଁ ଏହି ଲୋକ କାହୁତରଣ ନାୟକ ସମାଜ ସେବୀ କ୍ଷୀରୋଦ ଚନ୍ଦ୍ର ପଣ୍ଡା ତା୩୧/୭/୨୦୨୬
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    9 hrs ago
  • ଜଗତ ସିଂହପୁର ଜିଲ୍ଲା ବିରିଡି ବ୍ଲକ ଅନ୍ତର୍ଗତ ଦଳେଇଘାଇ ରେ ବନ୍ୟା ଜଳ ସ୍ତର ବଢ଼ିବାରୁ ପରିବା ଚାଷୀ ଙ୍କ ପରିବା ଚାଷ ପାଣିରେ ବୁଡି ଯାଇଛି ଆଶା ଆଉ ଆଶଙ୍କାରେ ଦଳେଇଘାଇ ର ପରିବା ଚାଷୀ କିପରି ଚାଷୀଙ୍କ ପରିବାର ପ୍ରତିପୋଷଣ ହେବ
    1
    ଜଗତ ସିଂହପୁର ଜିଲ୍ଲା ବିରିଡି ବ୍ଲକ ଅନ୍ତର୍ଗତ ଦଳେଇଘାଇ ରେ ବନ୍ୟା ଜଳ ସ୍ତର ବଢ଼ିବାରୁ ପରିବା ଚାଷୀ ଙ୍କ ପରିବା ଚାଷ ପାଣିରେ ବୁଡି ଯାଇଛି ଆଶା ଆଉ ଆଶଙ୍କାରେ ଦଳେଇଘାଇ ର ପରିବା ଚାଷୀ କିପରି ଚାଷୀଙ୍କ ପରିବାର ପ୍ରତିପୋଷଣ ହେବ
    user_Bharat ମାତା
    Bharat ମାତା
    Samaj Sevak Jagatsinghapur, Odisha•
    17 hrs ago
  • ହରିଶଙ୍କର ରେ ବନ୍ୟା ର ଭୟଙ୍କର ଦୃଶ୍ୟ ll Big Breaking News ll ହରିଶଙ୍କର ରେ ବନ୍ୟା ର ଭୟଙ୍କର ଦୃଶ୍ୟ ll Big Breaking News ll
    1
    ହରିଶଙ୍କର ରେ ବନ୍ୟା ର ଭୟଙ୍କର ଦୃଶ୍ୟ ll Big Breaking News ll 
ହରିଶଙ୍କର ରେ ବନ୍ୟା ର ଭୟଙ୍କର ଦୃଶ୍ୟ ll Big Breaking News ll
    user_Purnima Biswal
    Purnima Biswal
    Artist ତିର୍ତ୍ତୋଲ, ଜଗତସିଂହପୁର, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.