logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏 ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏

2 hrs ago
user_Santosh Nayak PRESS
Santosh Nayak PRESS
Local News Reporter Balangir, Odisha•
2 hrs ago

ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏 ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏

More news from ଓଡ଼ିଶା and nearby areas
  • ମନମୁଣ୍ଡା ଥାନା ପରିସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଆଜି ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଥାନାର କର୍ମଚାରୀ ମାନଙ୍କୁ ରାକ୍ଷୀ ପିନ୍ଧାଇ ଭାଇ ଭଉଣୀର ପବିତ୍ର ସମ୍ପର୍କକୁ ମନେ ପକାଇଥିଲେ |
    3
    ମନମୁଣ୍ଡା ଥାନା ପରିସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ 
ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଆଜି ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଥାନାର କର୍ମଚାରୀ ମାନଙ୍କୁ ରାକ୍ଷୀ ପିନ୍ଧାଇ ଭାଇ ଭଉଣୀର ପବିତ୍ର ସମ୍ପର୍କକୁ ମନେ ପକାଇଥିଲେ |
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    22 hrs ago
  • ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ​
    1
    ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ 
ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ
ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ 
ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ ।
​
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    23 hrs ago
  • କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    1
    କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    23 hrs ago
  • ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    1
    ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l ଲଛିପୁର l ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ। #sonepur_odisha #SonepurNews #vairalpost #vairalvideo #highlight
    1
    ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l

ଲଛିପୁର l
ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ
ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ। #sonepur_odisha #SonepurNews #vairalpost #vairalvideo #highlight
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ଫୁ କା ଫୁକା ଗା ଆ ଲା ନ ନୀ ତର କୁ ଚୂ କୁ ଚି ଆ ବା ଆ ଲା
    1
    ଫୁ କା ଫୁକା ଗା ଆ ଲା ନ ନୀ ତର କୁ ଚୂ କୁ ଚି ଆ ବା ଆ ଲା
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    7 hrs ago
  • ରାକ୍ଷୀ ପୂର୍ଣ୍ଣିମାରେ ବି ଥମିଲା ନାହିଁ ପୁରୀବାସୀଙ୍କ ପଦଯାତ୍ରା, ୧୪୯ ଦିନରେ ପହଞ୍ଚିଲା ସଚେତନତା ସତ୍ୟାଗ୍ରହ* *ରାକ୍ଷୀ ପୂର୍ଣ୍ଣିମାରେ ବି ଥମିଲା ନାହିଁ ପୁରୀବାସୀଙ୍କ ପଦଯାତ୍ରା, ୧୪୯ ଦିନରେ ପହଞ୍ଚିଲା ସଚେତନତା ସତ୍ୟାଗ୍ରହ* *ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଖିରେ ଅପେକ୍ଷା, ହୃଦୟରେ ଆସ୍ଥା ଓ ପାଦରେ ସଂଘର୍ଷ — ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଚାଲିବ ଅହିଂସାର ଏହି ଯାତ୍ରା* ପୁରୀ, ୨୭/୮ : ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଦିନରେ ମଧ୍ୟ ଥମିନି ପୁରୀବାସୀଙ୍କ ନୀରବ ସତ୍ୟାଗ୍ରହ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀବାସୀଙ୍କ ନିମନ୍ତେ ସ୍ୱତନ୍ତ୍ର ପ୍ରବେଶ ଓ ପୂର୍ବରୁ ରହିଥିବା ସୁବିଧା ପୁନଃସ୍ଥାପନ ଦାବିରେ ଚାଲିଥିବା ନୀରବ ସତ୍ୟାଗ୍ରହ ସଚେତନତା ପଦଯାତ୍ରା ଆଜି ୧୪୯ତମ ଦିନରେ ପହଞ୍ଚିଛି। ଗତ ଉତ୍କଳ ଦିବସ, ୧ ଏପ୍ରିଲରୁ ବଳଗଣ୍ଡି ସ୍ଥିତ ଭକ୍ତ ସାଲବେଗ ପୀଠରୁ ଶ୍ରୀମନ୍ଦିର ଅଭିମୁଖେ ପ୍ରତିଦିନ ଜାରି ରହିଥିବା ଏହି ପଦଯାତ୍ରା ଏବେ ପୁରୀବାସୀଙ୍କ ଆସ୍ଥା, ଅଧିକାର ଓ ଦୃଢ଼ ସଂକଳ୍ପର ପ୍ରତୀକ ପାଲଟିଛି। ୧୪୯ ଦିନ ଧରି ଖରା, ବର୍ଷା, ପର୍ବପର୍ବାଣୀ ଓ ବିଭିନ୍ନ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ସତ୍ୟାଗ୍ରହୀମାନଙ୍କ ପାଦ ଅଟକିନାହିଁ କି ସଂକଳ୍ପ ଦୁର୍ବଳ ହୋଇନାହିଁ। ନୀରବତାକୁ ପ୍ରତିବାଦର ଭାଷା କରି, ହାତରେ ଦାବି ସମ୍ବଳିତ ପ୍ଲାକାର୍ଡ ଧରି ସତ୍ୟାଗ୍ରହୀମାନେ ପ୍ରତିଦିନ ଶ୍ରୀମନ୍ଦିର ଅଭିମୁଖେ ପଦଯାତ୍ରା କରୁଛନ୍ତି। ଆଜି ମଧ୍ୟ ଭକ୍ତ ସାଲବେଗ ପୀଠରୁ ପଦଯାତ୍ରା ବାହାରି ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ପତିତପାବନଙ୍କ ଦର୍ଶନ କରାଯାଇଥିଲା। ଏହାସହ ପୁରୀବାସୀଙ୍କ ନ୍ୟାୟସଙ୍ଗତ ଦାବି ପୂରଣ ଓ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୂର୍ବରୁ ରହିଥିବା ସୁବିଧା ପୁନଃସ୍ଥାପନ ପାଇଁ ଭକ୍ତି ଓ ଶ୍ରଦ୍ଧାର ସହ ପ୍ରାର୍ଥନା କରାଯାଇଥିଲା। ସତ୍ୟାଗ୍ରହ ପଦଯାତ୍ରାର ଆବାହକ ସ୍ୱାଧୀନ କୁମାର ପଣ୍ଡା କହିଛନ୍ତି, “୧୪୯ ଦିନ ଧରି ଆମର ନୀରବ ପଦଯାତ୍ରା ଅବିରତ ଭାବେ ଜାରି ରହିଛି। ଆମର ପାଦ ଅଧିକାର ପାଇଁ ଚାଲୁଛି, ଆମର ନୀରବତା ନ୍ୟାୟର କଥା କହୁଛି ଏବଂ ଆମର ହୃଦୟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅପେକ୍ଷା କରୁଛି। ଏହା କୌଣସି ବ୍ୟକ୍ତି, ରାଜନୈତିକ ଦଳ କିମ୍ବା ସରକାର ବିରୋଧରେ ନୁହେଁ; ଏହା ପୁରୀବାସୀଙ୍କ ଭାବନା, ଆସ୍ଥା ଓ ନ୍ୟାୟସଙ୍ଗତ ଅଧିକାର ପାଇଁ ଏକ ଶାନ୍ତିପୂର୍ଣ୍ଣ ଅହିଂସାମୂଳକ ସଂଘର୍ଷ।” ସେ ଆହୁରି କହିଛନ୍ତି, “ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ସତ୍ୟାଗ୍ରହ ଥମିବ ନାହିଁ। ଆମର ସଂକଳ୍ପ ନଇଁବ ନାହିଁ।” ରାକ୍ଷୀ ପୂର୍ଣ୍ଣିମା ଭାଇ-ଭଉଣୀଙ୍କ ସ୍ନେହ ଓ ସୁରକ୍ଷାର ପବିତ୍ର ବାର୍ତ୍ତା ବହନ କରୁଥିବା ବେଳେ, ଏହି ପବିତ୍ର ଦିନରେ ପୁରୀବାସୀଙ୍କ ସତ୍ୟାଗ୍ରହ ମଧ୍ୟ ନିଜ ଆସ୍ଥା ଓ ଅଧିକାରର ସୁରକ୍ଷା ପାଇଁ ଏକ ଦୃଢ଼ ପ୍ରତିବାଦର ସନ୍ଦେଶ ଦେଇଛି। ନୀରବତାରେ ଚାଲୁଥିବା ଏହି ପଦଯାତ୍ରାର ପ୍ରତ୍ୟେକ ପାଦଚିହ୍ନ ଯେପରି ପ୍ରଶ୍ନ କରୁଛି—ମହାପ୍ରଭୁଙ୍କ ସହରର ଲୋକେ ନିଜ ଆସ୍ଥାର ଅଧିକାର ପାଇଁ ଆଉ କେତେ ଦିନ ଅପେକ୍ଷା କରିବେ ? ୧୪୯ ଦିନର ଏହି ଯାତ୍ରା ପ୍ରମାଣ କରିଛି ଯେ ସତ୍ୟ ଓ ଅହିଂସାର ପଥ ଦୀର୍ଘ ହୋଇପାରେ, କିନ୍ତୁ ଦୃଢ଼ ସଂକଳ୍ପର ପାଦ କେବେ ଅଟକି ରହେ ନାହିଁ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଅପେକ୍ଷାରତ ପୁରୀବାସୀଙ୍କ ଏହି ନୀରବ ସ୍ୱର ଦିନେ ନା ଦିନେ ନ୍ୟାୟର ଦ୍ୱାର ଖୋଲିବ—ଏହି ଆଶା ଓ ଆସ୍ଥା ସହ ସତ୍ୟାଗ୍ରହୀ ପଦଯାତ୍ରୀମାନେ ଆଜି ମଧ୍ୟ ଆଗକୁ ବଢ଼ିଛନ୍ତି। ଆଜିର ପଦଯାତ୍ରାରେ ସର୍ବଶ୍ରୀ ଶିବସୁନ୍ଦର ମିଶ୍ର, ବିଶ୍ୱନାଥ ମିଶ୍ର, ଚକ୍ରଧର ମହାପାତ୍ର, ନୃସିଂହନାଥ ନାୟକ, ପ୍ରକାଶ ଚନ୍ଦ୍ର ନାୟକ, ରମେଶ ଚନ୍ଦ୍ର ମହାନ୍ତି, ଅରୁଣା ପଟ୍ଟନାୟକ, ସନ୍ଧ୍ୟାରାଣୀ ମିଶ୍ର, ମମତା ଦାସ, ମନୀଷା ପାତ୍ର, ସାଲିନୀ ପ୍ରଧାନ, ରୁବି ମଲ୍ଲିକ, ମମତା ସ୍ବାଇଁ, କିଶୋର ଚନ୍ଦ୍ର ଦାସ, ଶିଶିରକାନ୍ତ ଶତପଥୀ, ମନୋରଞ୍ଜନ ରଣସିଂହ, ଯାଦବାନନ୍ଦ ରାୟ, ଲିଙ୍ଗରାଜ ସାହୁ, ଅଭିମନ୍ୟୁ ରାୟଗୁରୁ, ସୁବାଷ ପଟ୍ଟନାୟକ, କାଶୀନାଥ ସାହୁ ଓ ମାନସ ପଟ୍ଟନାୟକଙ୍କ ସମେତ ବହୁ ସତ୍ୟାଗ୍ରହୀ ସାମିଲ ହୋଇଥିଲେ। ଜୟ ଶ୍ରୀଜଗନ୍ନାଥ।
    1
    ରାକ୍ଷୀ ପୂର୍ଣ୍ଣିମାରେ ବି ଥମିଲା ନାହିଁ ପୁରୀବାସୀଙ୍କ ପଦଯାତ୍ରା, ୧୪୯ ଦିନରେ ପହଞ୍ଚିଲା ସଚେତନତା ସତ୍ୟାଗ୍ରହ*
*ରାକ୍ଷୀ ପୂର୍ଣ୍ଣିମାରେ ବି ଥମିଲା ନାହିଁ ପୁରୀବାସୀଙ୍କ ପଦଯାତ୍ରା, ୧୪୯ ଦିନରେ ପହଞ୍ଚିଲା ସଚେତନତା ସତ୍ୟାଗ୍ରହ*
*ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଖିରେ ଅପେକ୍ଷା, ହୃଦୟରେ ଆସ୍ଥା ଓ ପାଦରେ ସଂଘର୍ଷ — ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଚାଲିବ ଅହିଂସାର ଏହି ଯାତ୍ରା*
ପୁରୀ, ୨୭/୮ : ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଦିନରେ ମଧ୍ୟ ଥମିନି ପୁରୀବାସୀଙ୍କ ନୀରବ ସତ୍ୟାଗ୍ରହ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀବାସୀଙ୍କ ନିମନ୍ତେ ସ୍ୱତନ୍ତ୍ର ପ୍ରବେଶ ଓ ପୂର୍ବରୁ ରହିଥିବା ସୁବିଧା ପୁନଃସ୍ଥାପନ ଦାବିରେ ଚାଲିଥିବା ନୀରବ ସତ୍ୟାଗ୍ରହ ସଚେତନତା ପଦଯାତ୍ରା ଆଜି ୧୪୯ତମ ଦିନରେ ପହଞ୍ଚିଛି। ଗତ ଉତ୍କଳ ଦିବସ, ୧ ଏପ୍ରିଲରୁ ବଳଗଣ୍ଡି ସ୍ଥିତ ଭକ୍ତ ସାଲବେଗ ପୀଠରୁ ଶ୍ରୀମନ୍ଦିର ଅଭିମୁଖେ ପ୍ରତିଦିନ ଜାରି ରହିଥିବା ଏହି ପଦଯାତ୍ରା ଏବେ ପୁରୀବାସୀଙ୍କ ଆସ୍ଥା, ଅଧିକାର ଓ ଦୃଢ଼ ସଂକଳ୍ପର ପ୍ରତୀକ ପାଲଟିଛି। ୧୪୯ ଦିନ ଧରି ଖରା, ବର୍ଷା, ପର୍ବପର୍ବାଣୀ ଓ ବିଭିନ୍ନ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ସତ୍ୟାଗ୍ରହୀମାନଙ୍କ ପାଦ ଅଟକିନାହିଁ କି ସଂକଳ୍ପ ଦୁର୍ବଳ ହୋଇନାହିଁ। ନୀରବତାକୁ ପ୍ରତିବାଦର ଭାଷା କରି, ହାତରେ ଦାବି ସମ୍ବଳିତ ପ୍ଲାକାର୍ଡ ଧରି ସତ୍ୟାଗ୍ରହୀମାନେ ପ୍ରତିଦିନ ଶ୍ରୀମନ୍ଦିର ଅଭିମୁଖେ ପଦଯାତ୍ରା କରୁଛନ୍ତି। ଆଜି ମଧ୍ୟ ଭକ୍ତ ସାଲବେଗ ପୀଠରୁ ପଦଯାତ୍ରା ବାହାରି ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ପତିତପାବନଙ୍କ ଦର୍ଶନ କରାଯାଇଥିଲା। ଏହାସହ ପୁରୀବାସୀଙ୍କ ନ୍ୟାୟସଙ୍ଗତ ଦାବି ପୂରଣ ଓ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୂର୍ବରୁ ରହିଥିବା ସୁବିଧା ପୁନଃସ୍ଥାପନ ପାଇଁ ଭକ୍ତି ଓ ଶ୍ରଦ୍ଧାର ସହ ପ୍ରାର୍ଥନା କରାଯାଇଥିଲା।
ସତ୍ୟାଗ୍ରହ ପଦଯାତ୍ରାର ଆବାହକ ସ୍ୱାଧୀନ କୁମାର ପଣ୍ଡା କହିଛନ୍ତି, “୧୪୯ ଦିନ ଧରି ଆମର ନୀରବ ପଦଯାତ୍ରା ଅବିରତ ଭାବେ ଜାରି ରହିଛି। ଆମର ପାଦ ଅଧିକାର ପାଇଁ ଚାଲୁଛି, ଆମର ନୀରବତା ନ୍ୟାୟର କଥା କହୁଛି ଏବଂ ଆମର ହୃଦୟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅପେକ୍ଷା କରୁଛି। ଏହା କୌଣସି ବ୍ୟକ୍ତି, ରାଜନୈତିକ ଦଳ କିମ୍ବା ସରକାର ବିରୋଧରେ ନୁହେଁ; ଏହା ପୁରୀବାସୀଙ୍କ ଭାବନା, ଆସ୍ଥା ଓ ନ୍ୟାୟସଙ୍ଗତ ଅଧିକାର ପାଇଁ ଏକ ଶାନ୍ତିପୂର୍ଣ୍ଣ ଅହିଂସାମୂଳକ ସଂଘର୍ଷ।” ସେ ଆହୁରି କହିଛନ୍ତି, “ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ସତ୍ୟାଗ୍ରହ ଥମିବ ନାହିଁ। ଆମର ସଂକଳ୍ପ ନଇଁବ ନାହିଁ।”
ରାକ୍ଷୀ ପୂର୍ଣ୍ଣିମା ଭାଇ-ଭଉଣୀଙ୍କ ସ୍ନେହ ଓ ସୁରକ୍ଷାର ପବିତ୍ର ବାର୍ତ୍ତା ବହନ କରୁଥିବା ବେଳେ, ଏହି ପବିତ୍ର ଦିନରେ ପୁରୀବାସୀଙ୍କ ସତ୍ୟାଗ୍ରହ ମଧ୍ୟ ନିଜ ଆସ୍ଥା ଓ ଅଧିକାରର ସୁରକ୍ଷା ପାଇଁ ଏକ ଦୃଢ଼ ପ୍ରତିବାଦର ସନ୍ଦେଶ ଦେଇଛି। ନୀରବତାରେ ଚାଲୁଥିବା ଏହି ପଦଯାତ୍ରାର ପ୍ରତ୍ୟେକ ପାଦଚିହ୍ନ ଯେପରି ପ୍ରଶ୍ନ କରୁଛି—ମହାପ୍ରଭୁଙ୍କ ସହରର ଲୋକେ ନିଜ ଆସ୍ଥାର ଅଧିକାର ପାଇଁ ଆଉ କେତେ ଦିନ ଅପେକ୍ଷା କରିବେ ? ୧୪୯ ଦିନର ଏହି ଯାତ୍ରା ପ୍ରମାଣ କରିଛି ଯେ ସତ୍ୟ ଓ ଅହିଂସାର ପଥ ଦୀର୍ଘ ହୋଇପାରେ, କିନ୍ତୁ ଦୃଢ଼ ସଂକଳ୍ପର ପାଦ କେବେ ଅଟକି ରହେ ନାହିଁ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଅପେକ୍ଷାରତ ପୁରୀବାସୀଙ୍କ ଏହି ନୀରବ ସ୍ୱର ଦିନେ ନା ଦିନେ ନ୍ୟାୟର ଦ୍ୱାର ଖୋଲିବ—ଏହି ଆଶା ଓ ଆସ୍ଥା ସହ ସତ୍ୟାଗ୍ରହୀ ପଦଯାତ୍ରୀମାନେ ଆଜି ମଧ୍ୟ ଆଗକୁ ବଢ଼ିଛନ୍ତି।
ଆଜିର ପଦଯାତ୍ରାରେ ସର୍ବଶ୍ରୀ ଶିବସୁନ୍ଦର ମିଶ୍ର, ବିଶ୍ୱନାଥ ମିଶ୍ର, ଚକ୍ରଧର ମହାପାତ୍ର, ନୃସିଂହନାଥ ନାୟକ, ପ୍ରକାଶ ଚନ୍ଦ୍ର ନାୟକ, ରମେଶ ଚନ୍ଦ୍ର ମହାନ୍ତି, ଅରୁଣା ପଟ୍ଟନାୟକ, ସନ୍ଧ୍ୟାରାଣୀ ମିଶ୍ର, ମମତା ଦାସ, ମନୀଷା ପାତ୍ର, ସାଲିନୀ ପ୍ରଧାନ, ରୁବି ମଲ୍ଲିକ, ମମତା ସ୍ବାଇଁ, କିଶୋର ଚନ୍ଦ୍ର ଦାସ, ଶିଶିରକାନ୍ତ ଶତପଥୀ, ମନୋରଞ୍ଜନ ରଣସିଂହ, ଯାଦବାନନ୍ଦ ରାୟ, ଲିଙ୍ଗରାଜ ସାହୁ, ଅଭିମନ୍ୟୁ ରାୟଗୁରୁ, ସୁବାଷ ପଟ୍ଟନାୟକ, କାଶୀନାଥ ସାହୁ ଓ ମାନସ ପଟ୍ଟନାୟକଙ୍କ ସମେତ ବହୁ ସତ୍ୟାଗ୍ରହୀ ସାମିଲ ହୋଇଥିଲେ। ଜୟ ଶ୍ରୀଜଗନ୍ନାଥ।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    15 hrs ago
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    23 hrs ago
  • orissa cinderella con news belangerful school dhanyavad
    1
    orissa cinderella con news
belangerful school dhanyavad
    user_Jitendra sahu
    Jitendra sahu
    Construction Worker ବାଙ୍ଗୋମୁଣ୍ଡା, ବଲାଙ୍ଗୀର, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.