ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଜଣେ ଦଶମ ଶ୍ରେଣୀ ଛାତ୍ରକୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଜୟପୁର / ବାରିଣୀପୁଟ : ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଜଣେ ଦଶମ ଶ୍ରେଣୀ ଛାତ୍ରକୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମଧ୍ୟାହ୍ନଭୋଜନ ଲାଗି ସ୍କୁଲରୁ ଘରକୁ ଫେରୁଥିବାବେଳେ ଜଣେ ସହପାଠୀ ଓ ତା' ଭାଇ ମିଶି ଛୁରି ଭୁସି ହତ୍ୟା କରିଛନ୍ତି। ମୃତ ଛାତ୍ର ଜଣକ ହେଲେ ମହେଶ ବାଘ। ଏହି ଘଟଣା ସ୍ଥାନୀୟ ବାରିଣୀପୁଟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏହାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ସୃଷ୍ଟି ହୋଇଛି। ଅଭିଯୁକ୍ତମାନଙ୍କୁ ତୁରନ୍ତ ଧରିବା ଦାବିରେ ଉଭ୍ୟକ୍ତ ଲୋକେ ସାଢ଼େ ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଏଥି ସହ ଅଭିଯୁକ୍ତଙ୍କ ଘର ଭଙ୍ଗାରୁଜା କରିଛନ୍ତି। ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁଲିସ୍ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଆକ୍ରମଣରେ ବ୍ୟବହୃତ ଛୁରିକୁ ପୁଲିସ୍ ଜବତ କରିଛି। ଏତଲା ଅନୁଯାୟୀ, ସବୁଦିନ ଭଳି ଆଜି ବି ମହେଶ ବାରିଣୀପୁଟ ପ୍ରକଳ୍ପ ଉଚ୍ଚବିଦ୍ୟାଳୟ ଯାଇଥିଲା। ଘରକୁ ମଧ୍ୟାହ୍ନ ଭୋଜନ ଲାଗି ଫେରୁଥିଲା। ଏହି ସମୟରେ ବାରିଣୀପୁଟ ଅଞ୍ଚଳର ରାଜ କୁମାର ହିଆଲଙ୍କ ଦୁଇ ପୁଅ ମିଶି ରାସ୍ତାରେ ତାଙ୍କୁ ଅଟକାଇଥିଲେ। ରାଜକୁମାରଙ୍କ ସାନପୁଅ (ସହପାଠୀ) ମହେଶଙ୍କ ହାତକୁ ଧରିଥିଲା ଓ ବଡ଼ପୁଅ ଛୁରିରେ ପେଟକୁ ଭୁସି ଚାଲିଥିଲା । ଖସିଯିବାକୁ ଚେଷ୍ଟା କରି ବିଫଳ ହୋଇଥିଲା ମହେଶ। ଘଟଣାସ୍ଥଳରେ ହିଁ ଆଖି ବୁଜି ଦେଇଥିଲେ।

- ଦେବାଦେବୀଙ୍କ ପାରମ୍ପାରିକ ଆଭୂଷଣ ତିଆରି କରି ସ୍ୱାବଲମ୍ବୀ #Nabarangpur #National241
- ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ। ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ।1
- ଟେମରା ଠାରେ ମାଆ ବସ୍ତେରେନ ମାଉଳିଙ୍କ ଆଷାଢ଼କେନା ମଣ୍ଡେଇ ଯାତ୍ରା #Kalahandi #MandaiYatra #OdishaCulture #Temera #MaaBasteren କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଟେମରା ଗ୍ରାମରେ ମାଆ ବସ୍ତେରେନ ମାଉଳିଙ୍କ ପ୍ରସିଦ୍ଧ ଆଷାଢ଼କେନା ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ବାଦ୍ୟବାଜଣା ଓ ନୀତିକାନ୍ତିରେ ଏହି ଯାତ୍ରା ପାଳିତ ହୋଇଛି। ଏହି ଯାତ୍ରା ସରିବା ପରେ ଅଞ୍ଚଳର ଚାଷୀମାନେ ନିଜର ଧାନ ରୁଆ ଏବଂ ବିହୁଡ଼ା କାର୍ଯ୍ୟ ଆରମ୍ଭ କରିଥାନ୍ତି। ଆସନ୍ତୁ ଦେଖିବା ଏହି ଦିବ୍ୟ ଯାତ୍ରାର କିଛି ଝଲକ। ମାଆଙ୍କ ଆଶୀର୍ବାଦରୁ ଭଲ ଫସଲ ହେବାର ବିଶ୍ୱାସ ରହିଛି। ସମ୍ପୂର୍ଣ୍ଣ ଭିଡିଓ ନିଶ୍ଚୟ ଦେଖନ୍ତୁ।1
- ଦେଖନ୍ତୁ 🙏🙏🙏1
- ସାର ଅଭାବକୁ ନେଇ ଅଧଘଣ୍ଟା ଧରି ରାଜରାସ୍ତା ଅବରୋଧ ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ ଚାଷୀଙ୍କ ବିକ୍ଷୋଭରେ ଠପ୍ ହେଲା ଯାତାୟାତ, ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ1
- ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡ଼ମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ପାଳିତ ପରମ ପ୍ରେମମୟୀ ଶ୍ରୀ ଶ୍ରୀ ବଡମା'ଙ୍କ ୧୩୩ତମ ଆବିର୍ଭାବ ଦିବସ ସତସଙ୍ଗ କେନ୍ଦ୍ର ଦାମନଯୋଡି ଠାରେ ଶୁକ୍ରବାର ପାଳିତ ହୋଇଛି। ଏହି ଅବସରରେ ପ୍ରଭାତରେ ଉଷା କୀର୍ତ୍ତନ, ଜନ୍ମ ଲଗ୍ନ ଘୋଷଣା ଓ ସଙ୍ଗୀତାଞଳି, ଅପରାହ୍ନରେ ମାତୃ ସମ୍ମୀଳନୀ ଏବଂ ସନ୍ଧ୍ୟାରେ ସନ୍ଧ୍ୟା ବିନତୀ,ସତସଙ୍ଗ, ଆନନ୍ଦ ବଜାର ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏକ ଉତ୍ତମ ପରିବାର ଗଠନରେ ନାରୀର କର୍ତ୍ତବ୍ୟ,ସ୍ବାମୀ ସ୍ତ୍ରୀର ସମ୍ପର୍କ,ନାରୀର ନୀତି ଏବଂ ଶ୍ରୀ ଶ୍ରୀ ବଡମାଙ୍କ ବାଣୀ ଉପରେ ସଦାଲୋଚନା କରାଯାଇଥିଲା। ବିପ୍ଳବ ନାୟକ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରବୀନ୍ଦ୍ର ପାଣିଗ୍ରାହୀ,ଅଭୟ ଜେନା,ନୀଳମଣି ପଟ୍ଟନାୟକ,ହିତେନ୍ଦ୍ର ସେଠୀ,ଅଜୟ ଜେନା, ସୌରଭ ବିଶ୍ବାଳ,ସଂଗ୍ରାମ ଘଡ଼େଇ,ନୀଳମାଧବ ପାତ୍ର,ଦୁର୍ଯୋଧନ ଘଡ଼େଇ,ଜନକ ସାମଲ,ଆଲୋକ ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲା ବେଳେ ସ୍ଥାନୀୟ ଅଞ୍ଚଳରୁ ଶତାଧିକ ଗୁରୁଭାଇ ଓ ମାଆମାନେ ଯୋଗ ଦେଇଥିଲେ।1
- ବନ୍ଧୁଗାଁ ବ୍ଲକ କାବ୍ରିବାଡି ପଞ୍ଚାୟତ ର ରାସ୍ତା ନିର୍ମାଣ ବିଳମ୍ବ ଯୋଗୁଁ ପଞ୍ଚାୟତର ୨୨ ଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି3
- ଜୟପୁର R & B SEଙ୍କ ମନ୍ତବ୍ୟ ପରେ ତୀବ୍ର ହେଲା ବକେୟା ଦରମା ଦାବି ଧାରଣା ଜୟପୁର R & B SEଙ୍କ ମନ୍ତବ୍ୟ ପରେ ତୀବ୍ର ହେଲା ବକେୟା ଦରମା ଦାବି ଧାରଣା1