ତଳସରା ଜଳସେଚନ ବିଭାଗର ଅବହେଳା ଦ୍ଵାରା ଅହେତୁକ ଟଙ୍କାର ଅପବ୍ୟୟ ଓ କେନାଲ ବିପଦଜନକ ସ୍ଥିତିରେ ଦିନକୁ ଦିନ ସରକାରଙ୍କ ବିକଶିତ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ସବଡେଗା ରେ ଜଳସେଚନ ବିଭାଗର ଏକ ହରିଦ୍ରାଲେପନ୍ କାର୍ଯ୍ୟ ସାମ୍ନା କୁ ଆସିଛି । ଚାଷୀଙ୍କ ପାଇଁ ଜଳସେଚନ ନିତାନ୍ତ ଆବଶ୍ୟକ ଥିବାବେଳେ ଜଳସେଚନ ର ବିଭାଗୀୟ କତୃପକ୍ଷ ପ୍ରକୃତ କାର୍ଯ୍ୟ ନ କରି ଲୋକଙ୍କ ଟଙ୍କାର ଅପଵ୍ୟୟ କରିଥିବା ଘଟଣା ସାମ୍ନାକୁ କୁ ଆସିଛି । ସବଡେଗା ର ମୁଖ୍ୟ କେନାଲ ସଙ୍କଟ ରେ ଥିବା ସହିତ ଆଜି ର ସମୟରେ ଅନେକ ଅନାବନା ଗଛ ସହିତ ଅନେକ ଅପରିତକତ୍ୟ ଜିନିଷ ଭରି ରହିବା କାରଣରୁ ପାଣି ଗନ୍ଧ ହେବା ସହିତ ଏଥିରେ ମଶା ମାଛି ହେବାର ଦେଖିବାକୁ ମିଳୁଛି । ତା ସହିତ କ୍ରମାଗତ ଭାବରେ ତାର ରକ୍ଷଣାବେକ୍ଷଣ ନ ହେବା କାରଣରୁ ତାହା ଏକ ଆବର୍ଜନା ର ପେନ୍ଥ ସ୍ଥଳ ପାଲଟିଛି । ଦିନ ସମୟରେ ଅନେକ ପ୍ରକାର ବିଷଧର ସରୀସୃପ ଦେଖିବାକୁ ମିଳୁଥିବା ଅଞ୍ଚଳବାସୀଙ୍କ ସୂତ୍ରରୁ ଜଣାପଡିଛି । ଏସବୁ ଉପରେ ଧ୍ୟାନ ନ ଦେଇ ଜଳସେଚନ ବିଭାଗ କେନାଲ ଉପରେ ରାସ୍ତା ତିଆରି କରୁଥିବାରୁ ମିଳିଥିବାବେଳେ ତାର ପ୍ରୋଜେକ୍ଟ ପିଲର ରେ ସଠିକ୍ ତଥ୍ୟ ଦେଖା ନ ଯିବା ସାଧାରଣରେ ଚର୍ଚ୍ଚା ହେଉଛି । ତା ସହିତ ସବଡେଗା ଅଞ୍ଚଳ ର ପ୍ରତ୍ୟେକ କେନାଲ ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ତାର ଉନ୍ନତି କରଣ ନ ହୋଇ ଅନ୍ୟ ଦିଗରେ ଟଙ୍କା ଖର୍ଚ୍ଚ ହେବା ଏକ ଅନ୍ୟ ଦିଗକୁ ଇଙ୍ଗିତ କରିଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ବଢ଼ାଇବାରେ ଲାଗିଛି । ଦେଖିବାକୁ ବାକି ରହିଲା ଜଳସେଚନ ବିଭାଗ ଏଥିପ୍ରତି କେବେ ଦୃଷ୍ଟି ଦେବ ।

- ଦିନକୁ ଦିନ ସରକାରଙ୍କ ବିକଶିତ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ସବଡେଗା ରେ ଜଳସେଚନ ବିଭାଗର ଏକ ହରିଦ୍ରାଲେପନ୍ କାର୍ଯ୍ୟ ସାମ୍ନା କୁ ଆସିଛି । ଚାଷୀଙ୍କ ପାଇଁ ଜଳସେଚନ ନିତାନ୍ତ ଆବଶ୍ୟକ ଥିବାବେଳେ ଜଳସେଚନ ର ବିଭାଗୀୟ କତୃପକ୍ଷ ପ୍ରକୃତ କାର୍ଯ୍ୟ ନ କରି ଲୋକଙ୍କ ଟଙ୍କାର ଅପଵ୍ୟୟ କରିଥିବା ଘଟଣା ସାମ୍ନାକୁ କୁ ଆସିଛି । ସବଡେଗା ର ମୁଖ୍ୟ କେନାଲ ସଙ୍କଟ ରେ ଥିବା ସହିତ ଆଜି ର ସମୟରେ ଅନେକ ଅନାବନା ଗଛ ସହିତ ଅନେକ ଅପରିତକତ୍ୟ ଜିନିଷ ଭରି ରହିବା କାରଣରୁ ପାଣି ଗନ୍ଧ ହେବା ସହିତ ଏଥିରେ ମଶା ମାଛି ହେବାର ଦେଖିବାକୁ ମିଳୁଛି । ତା ସହିତ କ୍ରମାଗତ ଭାବରେ ତାର ରକ୍ଷଣାବେକ୍ଷଣ ନ ହେବା କାରଣରୁ ତାହା ଏକ ଆବର୍ଜନା ର ପେନ୍ଥ ସ୍ଥଳ ପାଲଟିଛି । ଦିନ ସମୟରେ ଅନେକ ପ୍ରକାର ବିଷଧର ସରୀସୃପ ଦେଖିବାକୁ ମିଳୁଥିବା ଅଞ୍ଚଳବାସୀଙ୍କ ସୂତ୍ରରୁ ଜଣାପଡିଛି । ଏସବୁ ଉପରେ ଧ୍ୟାନ ନ ଦେଇ ଜଳସେଚନ ବିଭାଗ କେନାଲ ଉପରେ ରାସ୍ତା ତିଆରି କରୁଥିବାରୁ ମିଳିଥିବାବେଳେ ତାର ପ୍ରୋଜେକ୍ଟ ପିଲର ରେ ସଠିକ୍ ତଥ୍ୟ ଦେଖା ନ ଯିବା ସାଧାରଣରେ ଚର୍ଚ୍ଚା ହେଉଛି । ତା ସହିତ ସବଡେଗା ଅଞ୍ଚଳ ର ପ୍ରତ୍ୟେକ କେନାଲ ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ତାର ଉନ୍ନତି କରଣ ନ ହୋଇ ଅନ୍ୟ ଦିଗରେ ଟଙ୍କା ଖର୍ଚ୍ଚ ହେବା ଏକ ଅନ୍ୟ ଦିଗକୁ ଇଙ୍ଗିତ କରିଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ବଢ଼ାଇବାରେ ଲାଗିଛି । ଦେଖିବାକୁ ବାକି ରହିଲା ଜଳସେଚନ ବିଭାଗ ଏଥିପ୍ରତି କେବେ ଦୃଷ୍ଟି ଦେବ ।1
- ସରକାର ଙ୍କ ନିର୍ଦ୍ଦେଶ ରେ ଦିନ 11 ଟା ରୁ ଦିନ 3ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିବ : ଜିଲ୍ଲାପାଳ ଝାରସୁଗୁଡା1
- ୩୨ତମ ବାର୍ଷିକ ଉତ୍ସବ ୨୦୨୭ ସସ୍ତିକ ଉପ୍ରା ମ ଇ ବିଦ୍ୟାଳୟ ଗୋଡ଼ ଭଙ୍ଗା ଦେବଗଡ଼1
- पश्चिम मेदिनीपुर, पश्चिम बंगाल: उत्तर प्रदेश के सीएम योगी आदित्यनाथ ने कहा, "...कांग्रेस, TMC और INDI गठबंधन ने 60 साल से ज़्यादा भारत पर राज किया। लेकिन उनके पास अनुसूचित जातियों और अनुसूचित जनजातियों के लिए कोई एजेंडा नहीं था।1
- ଆଜି ପବିତ୍ର ଅକ୍ଷୟ ତୃତୀୟା ଆଜି ଠାରୁ ମହାପ୍ରଭୁଙ୍କ ରଥଯାତ୍ରା ର ରଥକାଠ ଅନୁକୂଳ ହୋଇଥାଏ ଏବଂ ଚାଷୀ ଭାଇମାନେ କ୍ଷେତରେ ଧାନ ବୁଣା ଆରମ୍ଭ କରିଥାନ୍ତି।1
- ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।3
- ଫାଶୀମାଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭା ଗୃହ ରେ ସିଡ଼ି ଅନୁଷ୍ଠାନ, ଜମନକିରା ଆନୁକୂଲ୍ୟରେ ଜଷ୍ଟ ରାଇଟ ଫର ଚିଲଡ୍ରେନ, ନୂଆ ଦିଲ୍ଲୀ ସହାୟତା ରେ ଚାଲିଥିବା ବାଲ୍ୟ ବିବାହ ପ୍ରକଳ୍ପ ଦ୍ୱାରା ବାଲ୍ୟ ବିବାହ ନିବାରଣ ପାଇଁ ସଚେତନତା ଓ ସତର୍କତା ବୃଦ୍ଧି ସଭା ଆୟୋଜିତ ହୋଇଥିଲା | ଏହି କାର୍ଯ୍ୟକ୍ରମ ରେ ଶ୍ରୀମତୀ କଳ୍ପନା ପଟେଲ ଏବଂ ଶ୍ରୀମତୀ ସରୋଜିନୀ ପଟେଲ, ବାଲ୍ୟ ବିବାହ ପ୍ରତିରୋଧ ଅଧିକାରୀ ଭାବରେ ଓ ଅଙ୍ଗନବାଡି କର୍ମୀମାନେ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଡା. ହରିଶ୍ଚନ୍ଦ୍ର ବାଘ, ଜିଲ୍ଲା ଶିଶୁ ମଙ୍ଗଳ ବିଭାଗ ସଦସ୍ୟ ଡାକ୍ତର ରାଜାରାମ ଷଢଙ୍ଗୀ ଅତିଥି ଏବଂ ରିଶୋର୍ସପେରସନ ଭାବରେ ଯୋଗ ଦେଇଥିଲେ | ସିଡ଼ି ଅନୁଷ୍ଠାନ ର ପ୍ରକଳ୍ପ ସଂଯୋଜକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ପ୍ରଧାନ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ | ଏହି ସଭାର ଉଦେଶ୍ୟ ଅକ୍ଷୟ ତୃତୀୟା ସମୟରେ ସମ୍ଭାବ୍ୟ ବାଲ୍ୟ ବିବାହ କୁ କିପରି ରୋକାଯିବ, ଏଥିପାଇଁ ତୃଣମୂଳ ସ୍ତରରେ ସତେତନତା ର ଜ୍ଞାନ ବୃଦ୍ଧି ଓ ସତର୍କତା ବ୍ୟବସ୍ତା କୁ ସାମୁହିକ ଭାବରେ ଶୁଦ୍ଧୃଢ଼ କରିବା ଉକ୍ତ ଶିବିର ର ମୂଳ ଉଦ୍ୟେଶ, ଡକ୍ଟର ରାଜାରାମ ଷଢଙ୍ଗୀ ତାଙ୍କ ଉଦବୋଧନରେ ବାଲ୍ୟ ବିବାହ ର କାରଣ, ବାଲ୍ୟ ବିବାହ ପ୍ରତିରୋଧ ଆଇନ, ରିପୋଟିଙ୍ଗ ବ୍ୟବସ୍ଥା, ସତର୍କତା ବୃଦ୍ଧି ବିଷୟରେ ସରଳ ଭାଷାରେ ବୁଝାଇଥିଲେ |ଆଇ ସି ଡି ଏସ ସୁପରଭାଇଜର ମାନେ ଗ୍ରାମ ସ୍ତରରେ ବାଲ୍ୟ ବିବାହ ରୋକିବା ପାଈଁ ଦୃଢ ସଂକଳ୍ପ ପ୍ରକାଶ କରିଥିଲେ, ଏହି ସଭା କୁ ସଫଳ କରିବାରେ ସିଡ଼ି ଅନୁଷ୍ଠାନ ର ସହଯୋଗୀ କର୍ମୀ ଶ୍ରୀଯୁକ୍ତ ସଞ୍ଜୟ ଧୂରୁଆ ଓ କମଳ ଭୋଇ ପୂର୍ଣ୍ଣ ସହଯୋଗ କରିଥିଲେ |1
- 39th Annual Function Of Belpahar English Medium School, Belpahar1