Shuru
Apke Nagar Ki App…
User5115 Susanta Kumar Pattnaik
More news from Jagatsinghapur and nearby areas
- जैकेट छोटी हो जाने पर नई खरीदने के बजाय अब लोग एक स्मार्ट ट्रिक अपना रहे हैं। इस तकनीक में जैकेट में एक एक्स्ट्रा ज़िप पैनल जोड़ा जाता है, जिससे साइज आसानी से बढ़ाया जा सकता है। यह तरीका रेडीमेड जैकेट एक्सटेंडर के जरिए किया जाता है। खासकर प्रेग्नेंसी या बेबी कैरियर पहनते समय यह ट्रिक काफ़ी उपयोगी मानी जा रही है। #LifeHacks #SmartTrick #DIYHack #FashionHack #ViralHack #CreativeIdeas1
- ୩୦ତମ ଶ୍ରୀକ୍ଷେତ୍ର ପୁସ୍ତକ ମେଳାର ଚତୁର୍ଥ ସନ୍ଧ୍ୟାରେ ପ୍ରଶାନ୍ତି ନୃତ୍ୟସଂଗୀତ ପରିଷଦ, ପୁରୀ ପକ୍ଷରୁ ଗୁରୁ ସାଗରିକା ମହାପାତ୍ରଙ୍କ ନୃତ୍ୟ ପରିବେଷଣ କରାଯାଇଥିଲା । ପରେପରେ ଅନୁରାଗ ସାହିତ୍ୟ ସଂଗୋଷ୍ଠୀ ଟ୍ରଷ୍ଟର ଶ୍ରୀକ୍ଷେତ୍ର ପୁସ୍ତକ ମେଳାରେ ଆଲୋଚନା ଓ କବିତା ପାଠ ଅନୁଷ୍ଠାନର ସଭାପତି ଶ୍ରୀମତୀ ବିଜୟଲକ୍ଷ୍ମୀ ଦାଶ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ସୈାଭାଗ୍ୟ କୁମାର ସାହୁ, ଡକ୍ଟର କୈଳାସ ଚନ୍ଦ୍ର ଟିକାୟତରାୟ, ଶ୍ରୀମତୀ ରେଣୁକା ମିଶ୍ର, ଶ୍ରୀଯୁକ୍ତ ପ୍ରଦୀପ୍ତ ରାୟ, ଅଧିବକ୍ତା ପୂର୍ଣ୍ଣଚନ୍ଦ୍ର ଦାସ, ଡକ୍ଟର ଅଭିମନ୍ୟୁ ଭୂୟାଁ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ଏହି ଅବସରରେ ଡକ୍ଟର ଦିଲ୍ଲୀପ କୁମାର ସେନାପତି ଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଥିଲା । ଏହି ଅବସରରେ ଶ୍ରୀମତୀ ରେଣୁକା ମିଶ୍ରଙ୍କ ରଚିତ ସୁଲଭ ପ୍ରକାଶନୀ ପକ୍ଷରୁ ପ୍ରକାଶିତ 'କର ପର ଉପକାର ' ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା। ସାଧାରଣ ସମ୍ପାଦକ ଜ୍ୟୋତିର୍ବିଦ ଅନାମ ଚନ୍ଦ୍ର ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ଶିବସୁନ୍ଦର ମିଶ୍ର ସଭାକାର୍ଯ୍ୟ ପରିଚାଳନା କରିଥିଲେ। ଏହି ମନୋଜ୍ଞ କବିତାପାଠକୁ ସଂଯୋଜନା କରିଥିଲେ ସୁଶ୍ରୀ କ୍ରିଷ୍ଣା ମହାପାତ୍ର, ଅନ୍ନପୂର୍ଣ୍ଣା ଦେବୀ ଏବଂ 'ଦିବ୍ୟଦର୍ଶନ' ସମ୍ପାଦିକା ପ୍ରବାସିନୀ ମିଶ୍ର। ସଭାକାର୍ଯ୍ୟରେ ସହଯୋଗ କରିଥିଲେ ଯୋଗେନ୍ଦ୍ର ସାହୁ । ଅନ୍ୟମାନଙ୍କ ମଧ୍ୟରେ ସୁରେଶ ପଟ୍ଟନାୟକ, ସୁବାସ ଚନ୍ଦ୍ର ମିଶ୍ର, ସୁକାନ୍ତି ମିଶ୍ର, ରଶ୍ମି ରେଖା ସାମନ୍ତରାୟ, ମୀରା ମହାନ୍ତି , ରଚିତା ରାଉତରାୟ, ମିନତି ମିଶ୍ର, ଅନନ୍ତ ପ୍ରଧାନ, ଅଭିମନ୍ୟୁ ଗୁରୁ, ଚାରୁଲତା ମିଶ୍ର, ରଶ୍ମି ବେହେରା, ରୋଜାଲିନ ପଣ୍ଡା ପ୍ରମୁଖ କବିତା ପାଠ କରିଥିଲେ।2
- ଜଗତସିଂହପୁର ଖବର1
- ତୣତୀୟ ଦିନ ରେ ଜବର ଦଖଲ କାଯ୍ୟକ୍ରମ2
- ଗୋମl ମା ଙ୍କ ଚମଡା 😥 ସପୋର୍ଟ suscribe1
- ରାଜ୍ୟ ନିର୍ବାଚନ କମିଶନର ମଧୁସୁଦନ ପାଢ଼ୀ କେନ୍ଦ୍ରାପଡ଼ା ଗସ୍ତରେ ଆସି ଜିଲ୍ଲାପାଳ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ପଂଚାୟତ ନିର୍ବାଚନ ୨୦୨୭ ଏବଂ ପୌର ପରିଷଦର ଆଗାମୀ ନିର୍ବାଚନ ଉପରେ ମଧ୍ୟ ସମୀକ୍ଷା କରିଛନ୍ତି | ଵାଲାଟ ବକ୍ସ ମହଜୁଦ ଏବଂ ତାହାର ସ୍ଥିତି,ଜିଲ୍ଲାର ଜନସଂଖ୍ୟା ପରିସଂଖ୍ୟାନ,ଅସ୍ଥାୟୀ ବୁଥ୍, ସମ୍ବେଦନଶୀଳ ଏବଂ ଅତି ସମ୍ବେଦନଶୀଳ ବୁଥ୍,ଘରକୁ ଘରକୁ ସର୍ଭେ,ପ୍ରାର୍ଥୀ ସଂରକ୍ଷିତ ତାଲିକା, ଭୋଟ ଗଣତି ମତାମତ ସମେତ ଭୋଟର ତାଲିକା, ଭୋଟର ତାଲିକାରେ ନାମ ଯୋଡିବା, କାଟିବା ଇତ୍ୟାଦି ବ୍ୟତୀତ ନିର୍ବାଚନ ସଂକ୍ରାନ୍ତୀୟ ବିଭିନ୍ନ ବିଷୟ ଉପରେ ପୁଙ୍ଖାନୁପୁଙ୍ଖଭାବେ ଆଲୋଚନା କରିଥିଲେ | ଆଜି ପୂର୍ବାହ୍ନରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ରମେଶ ପଣ୍ଡା, କେନ୍ଦ୍ରାପଡ଼ା ମୁନିସିପାଲିଟି ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ପ୍ରସାଦ ଗିରି, ପଟ୍ଟାମୁଣ୍ଡାଇ ମୁନିସିପାଲିଟି ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ଦାସ ସମେତ ଜିଲ୍ଲାର ସମସ୍ତ ବିଡ଼ିଓ ଉପସ୍ଥିତ ଥିଲେ |1
- କଟକ ଖବର ହାଇକୋର୍ଟ ରେ ପହଁଚିଲେ ଖୋରନା ସାର ଓଡିଶା ହାଇକୋର୍ଟ ରେ1
- ସିଳିପୁର ଅଣ୍ଡର ବାଇପାସ ଆନ୍ଦୋଳନ ଘଟଣା ରେ ଆନ୍ଦୋଳନ ରେ ସାମିଲ ହୋଇଥିବା ସ୍କୁଲ ର ଛାତ୍ରଛାତ୍ରୀ ମାନେ ମଧ୍ୟାନ ଭୋଜନ ଖାଇଲେ ରାଜ ରାସ୍ତା ଉପରେ1
- ଅଜବ ନିୟମ...DL ଓ ଇନ୍ସ୍ୟୁରାନ୍ସ ଥାଇ ବି କଟୁଛି ଫାଇନ୍: ଥାନାରେ ପହଞ୍ଚିଲେ ଗାଡି ମାଲିକ।2