logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କେନ୍ଦ୍ରାପଡ଼ା ଜିଲ୍ଲା ଦୁହୁରିଆଠାରେ ଅବସ୍ଥିତ ରତ୍ନାକର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ଯୋଗଦେଇ ପତିକ୍ରିୟା ରଖିଲେ କେନ୍ଦ୍ରାପଡ଼ା ବିଧାୟକ, ଗଣେଶ୍ୱର ବେହେରା

1 day ago
user_Sarbeswar malik
Sarbeswar malik
Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
1 day ago

କେନ୍ଦ୍ରାପଡ଼ା ଜିଲ୍ଲା ଦୁହୁରିଆଠାରେ ଅବସ୍ଥିତ ରତ୍ନାକର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ଯୋଗଦେଇ ପତିକ୍ରିୟା ରଖିଲେ କେନ୍ଦ୍ରାପଡ଼ା ବିଧାୟକ, ଗଣେଶ୍ୱର ବେହେରା

More news from ଓଡ଼ିଶା and nearby areas
  • ହୁରାସାହି,ମେହେନ୍ଦିନଗର ରାସ୍ତାର ହୁରାସାହି ଦେବୀପଡ଼ିଆ ନିକଟରେ ଦୁର୍ବୃତ୍ତମାନେ ଏକ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଓ ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ସୂଚନା..!
    1
    ହୁରାସାହି,ମେହେନ୍ଦିନଗର ରାସ୍ତାର ହୁରାସାହି ଦେବୀପଡ଼ିଆ ନିକଟରେ ଦୁର୍ବୃତ୍ତମାନେ ଏକ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଓ ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ସୂଚନା..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    2 hrs ago
  • ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ କମିଟି ସଭାପତି ଦେବ ପ୍ରସାଦ ନାୟକ ଙ୍କ ସଭାପତିତ୍ବ ରେ ଏକ ଗୁରୁତ୍ତ୍ବପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ,କେନ୍ଦ୍ର ସରକାର ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାର ଉଚ୍ଛେଦ କରିବା ଏବଂ ତାକୁ ବିକୃତ କରି ଶ୍ରମିକ ଅଧିକାର ଛଡାଇ ନେବା , ଟାଟା ପାଓ୍ବାର ର ମନମାନୀ ଏବଂ ଉପଭକ୍ତା ମାନଙ୍କୁ ଶୋଷଣ କରିବା ଓ ଧାନ ସଂଗ୍ରହ ମଣ୍ଡି ଗୁଡିକରେ ରହୁଥିବା କଟନି ଛଟନି ସମସ୍ଯା କୁ ନେଇ ଆଗାମୀ ଦିନରେ କଂଗ୍ରେସ ଦଳ ବ୍ଯାପକ କାର୍ଯ୍ଯକ୍ରମ ହାତକୁ ନେବା ସହିତ ଆଗାମୀ ଦିନରେ କଂଗ୍ରେସ ଦଳ ସାଧାରଜ୍ଞ ଜନତା ଙ୍କ ଏହି ସମସ୍ଯା ଗୁଡିକୁ ନେଇ ଗାଁ ରୁ ବିଧାନସଭା ପର୍ଯ୍ଯନ୍ତ ଆନ୍ଦୋଳନ କରିବାକୁ ନିଷ୍ପତ୍ତି........
    1
    ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ କମିଟି ସଭାପତି ଦେବ ପ୍ରସାଦ ନାୟକ ଙ୍କ ସଭାପତିତ୍ବ ରେ ଏକ ଗୁରୁତ୍ତ୍ବପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ,କେନ୍ଦ୍ର ସରକାର  ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାର ଉଚ୍ଛେଦ କରିବା ଏବଂ ତାକୁ ବିକୃତ କରି ଶ୍ରମିକ ଅଧିକାର ଛଡାଇ ନେବା , ଟାଟା ପାଓ୍ବାର ର ମନମାନୀ ଏବଂ ଉପଭକ୍ତା ମାନଙ୍କୁ ଶୋଷଣ କରିବା ଓ ଧାନ ସଂଗ୍ରହ ମଣ୍ଡି ଗୁଡିକରେ ରହୁଥିବା କଟନି ଛଟନି ସମସ୍ଯା କୁ ନେଇ ଆଗାମୀ ଦିନରେ କଂଗ୍ରେସ ଦଳ ବ୍ଯାପକ କାର୍ଯ୍ଯକ୍ରମ ହାତକୁ ନେବା ସହିତ ଆଗାମୀ ଦିନରେ କଂଗ୍ରେସ ଦଳ ସାଧାରଜ୍ଞ ଜନତା ଙ୍କ ଏହି ସମସ୍ଯା ଗୁଡିକୁ ନେଇ ଗାଁ ରୁ ବିଧାନସଭା ପର୍ଯ୍ଯନ୍ତ ଆନ୍ଦୋଳନ କରିବାକୁ ନିଷ୍ପତ୍ତି........
    user_Biraja prasad tripathy Tripathy
    Biraja prasad tripathy Tripathy
    Journalist ପାରାଦୀପ, ଜଗତସିଂହପୁର, ଓଡ଼ିଶା•
    3 hrs ago
  • ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ଆର୍ଥିକ ସହାୟତା ପ୍ରଦାନ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ବଦଗବପୂର୍ ଗ୍ରାମର ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, କ୍ରିଷ୍ଣାଙ୍କ ପିତା ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି | କ୍ରିଷ୍ଣା ଜନ୍ମରୁ ଥାଲାସେମିଆ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ତ୍ୟୁ ସହ ସଂଗ୍ରାମ କରୁଛନ୍ତି | ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ। ଅର୍ଥାଭାବରୁ ବାପା ତାଙ୍କର ଚିକିସ୍ଥା କରାଇବାରେ ଅସମର୍ ।| ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ସୁଧାକର ମହାନ୍ତି,ବିଶ୍ଵନାଥ ସ୍ଵାଇଁ, ହରେକୃଷ୍ଣ ବେହେରା ଏବଂ ସତ୍ୟବ୍ରତ ଦାସ ପ୍ରମୂଖ କ୍ରିଷ୍ଣାଙ୍କ ବାସଭବନରେ ପହଞ୍ଚି ତାଙ୍କ ବାପାଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ତାଙ୍କ ପରିବାର ବର୍ଗ କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି |
    1
    ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ଆର୍ଥିକ ସହାୟତା ପ୍ରଦାନ
ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ବଦଗବପୂର୍ ଗ୍ରାମର ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, କ୍ରିଷ୍ଣାଙ୍କ ପିତା ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି | କ୍ରିଷ୍ଣା ଜନ୍ମରୁ ଥାଲାସେମିଆ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ତ୍ୟୁ ସହ ସଂଗ୍ରାମ କରୁଛନ୍ତି | ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ।  ଅର୍ଥାଭାବରୁ ବାପା ତାଙ୍କର ଚିକିସ୍ଥା କରାଇବାରେ ଅସମର୍ ।| ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ସୁଧାକର ମହାନ୍ତି,ବିଶ୍ଵନାଥ ସ୍ଵାଇଁ, ହରେକୃଷ୍ଣ ବେହେରା ଏବଂ ସତ୍ୟବ୍ରତ ଦାସ ପ୍ରମୂଖ କ୍ରିଷ୍ଣାଙ୍କ ବାସଭବନରେ ପହଞ୍ଚି ତାଙ୍କ ବାପାଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ତାଙ୍କ ପରିବାର ବର୍ଗ କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ  ପ୍ରଶଂସା କରାଯାଇଛି |
    user_Rakesh das deba
    Rakesh das deba
    Journalist ଅଭୟଚାନ୍ଦପୁର, ଜଗତସିଂହପୁର, ଓଡ଼ିଶା•
    8 hrs ago
  • ଆକାଶରେ ଝଲସିବ ବୃହସ୍ପତି। ଆଜିଠୁ ଏକ ମାସ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖିପାରିବେ।
    1
    ଆକାଶରେ ଝଲସିବ ବୃହସ୍ପତି। ଆଜିଠୁ ଏକ ମାସ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖିପାରିବେ।
    user_Paritran times
    Paritran times
    ତିହିଡ଼ି, ଭଦ୍ରକ, ଓଡ଼ିଶା•
    3 hrs ago
  • GET. TOGETHER, 2026 Bach2004-06 D. I. E. T, ଖୋର୍ଦ୍ଧା VENUE ମା BARUNE TEMPLE
    1
    GET. TOGETHER, 2026
Bach2004-06
D. I. E. T, ଖୋର୍ଦ୍ଧା
VENUE ମା  BARUNE TEMPLE
    user_HEMANTA KUMAR BHARADAJ
    HEMANTA KUMAR BHARADAJ
    Pharmacist Cuttack (M.Corp.) P.S, Odisha•
    9 hrs ago
  • उड़ीसा प्लेन क्रैश, 6 लोगों का क्या हुआ?
    1
    उड़ीसा प्लेन क्रैश, 6 लोगों का क्या हुआ?
    user_Javed bori
    Javed bori
    Basudebpur, Bhadrak•
    16 hrs ago
  • AGNEYA 2026 3rd day with Amiti mishra
    2
    AGNEYA 2026
3rd day with Amiti mishra
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    4 hrs ago
  • କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ,ଜହ୍ନିମୂଳ ଠାରୁ କରିମୂଳ ଯାଏଁ ଲମ୍ବିଥିବା ରାସ୍ତା କାର୍ଯ୍ୟ ନିମ୍ନ ମାନର ହେଉଥିବା ସୂଚନା..!
    1
    କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ,ଜହ୍ନିମୂଳ ଠାରୁ କରିମୂଳ ଯାଏଁ ଲମ୍ବିଥିବା ରାସ୍ତା କାର୍ଯ୍ୟ ନିମ୍ନ ମାନର ହେଉଥିବା ସୂଚନା..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.