ରାମକୃଷ୍ଣ ଶିଶୁବିଦ୍ୟା ମନ୍ଦିର ରୁ ବିବେକାନନ୍ଦ ସୃଷ୍ଟି ହୁଅନ୍ତୁ -ରୁଦ୍ର ନାରାୟଣ ପାଣି ତାଳଚେର : ତାଳଚେର କଲେଜ ନିକଟରେ ଥିବା ରାମ କୃଷ୍ଣ ଶିଶୁ ବିଦ୍ୟା ମନ୍ଦିର ଠାରେ ୨୦ ତମ ମଣ୍ଡଳ ସ୍ତରୀୟ ଖେଳ କୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି |ରାମକୃଷ୍ଣ ସେବା ସମିତି ଦ୍ୱାରା ପରିଚାଳିତ ଅଭିବକ୍ତ ଢେଙ୍କାନାଳ ଜିଲ୍ଲାର ଆଠୋଟି ସ୍କୁଲ ରୁ ଶତାଧିକ ଛାତ୍ର ଛାତ୍ରୀ ଉକ୍ତ ପ୍ରତିଯୋଗିତା ରେ ଯୋଗଦେଇଛନ୍ତି |ଉକ୍ତ କ୍ରୀଡା ମହୋତ୍ସବ କୁ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଉଦଘାଟନ କରି ରାମକୃଷ୍ଣ ଶିଶୁ ବିଦ୍ୟା ମନ୍ଦିର ରୁ ବିବେକାନନ୍ଦ ଙ୍କ ଭଳି ମହାପୁରୁଷ ସୃଷ୍ଟି ହୁଅନ୍ତୁ ବୋଲି ପ୍ରକାଶ କରିଥିଲେ |ରାମକୃଷ୍ଣ ପରମହଂସ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ପରିଶ୍ରମ, ସଂସ୍କାର, ସେବା ଓ ରାଷ୍ଟ୍ରପ୍ରତି ସମର୍ପିତ ଭାବ ପିଲା ଙ୍କୁ ଶିକ୍ଷାଦାନ କରିବା ଉପରେ ଗୁରୁଜୀ ଗୁରୁମା ଙ୍କୁ ସାଂସଦ ଶ୍ରୀ ପାଣି ପରାମର୍ଶ ଦେଇଥିଲେ |ଅନ୍ୟତମ ଅତିଥି ଭାବେ ବିଜେପି ଜୋନାଲ ମିଡିଆସେଲ ପ୍ରଭାରୀ ପର୍ଶୁରାମ ବାରିକ ଯୋଗଦେଇ ରାମକୃଷ୍ଣ ସେବା ସମିତି ଦ୍ୱାରା ପରିଚାଳିତ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଅନୁଷ୍ଠାନର ଉତ୍ତରତର କାମନା କରିଥିଲେ |ଶଙ୍କରାଚାର୍ଯ୍ୟ ଙ୍କ ସେବା ସଚିବ ବରୁଣ କୁମାର ସାହୁ, ବରିଷ୍ଠ ଆଇନଜୀବି ଶମ୍ଭୁନାଥ ବେହେରା, ଜଗଦୀଶ ପ୍ରସାଦ ସିଂହ, ପୂର୍ଣଚନ୍ଦ୍ର ବେହେରା, ସୁନୀଲ ପଟ୍ଟନାୟକ ଅତିଥି ଭାବେ ଯୋଗ ଦେଇଥିଲେ |ରାମକୃଷ୍ଣ ସେବା ସମିତି ର ମୁଖ୍ୟ ସ୍ୱପ୍ନାରାଣୀ ମିଶ୍ର,ସ୍କୁଲରସଭାପତିଆଇନଜୀବୀ କୁଶ ବିହାରୀ ସାମଲ, ଶଙ୍କର୍ଷଣ ମିଶ୍ର, କାର୍ଯ୍ୟକ୍ରମ ସଂଯୋଜକ ବୀରେନ୍ଦ୍ର କୁମାର ଚୌଧୁରୀ ପ୍ରମୁଖ କ୍ରୀଡା ପ୍ରତିଯୋଗିତା କୁ ପରିଚାଳନା କରିଥିଲେ |ପୁରୁଣାକୋଟ, ଶାବଳ ଭଙ୍ଗା, ମକୁଆ କାଟେଣୀ, ଅନୁଗୁଳ, ସିପୁର, ଆମ୍ବପାଳ ନତଡା, ବଦଝରା, ବଡ଼ତ୍ରୀବିଡ଼ା, ବଡ଼ଝରା, ତାଳଚେର ର ରାମକୃଷ୍ଣ ଶିଶୁ ବିଦ୍ୟା ମନ୍ଦିର ର ଶତାଧିକ ଛାତ୍ର ଛାତ୍ରୀ ଯୋଗଦେଇ କ୍ରୀଡା ପ୍ରତିଯୋଗିତା ରେ ଭାଗ ନେଇଥିଲେ |

- ବୁଳବୁଦାବନଵିହାରିଳାକିଜେ1
- ଫ୍ରେଣ୍ଡସ କ୍ଲବ ପରିସରରେ ଆୟୋଜିତ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ1
- AGNEYA 2026 3rd day with Amiti mishra2
- GET. TOGETHER, 2026 Bach2004-06 D. I. E. T, ଖୋର୍ଦ୍ଧା VENUE ମା BARUNE TEMPLE1
- ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ଦେବଦୂତ ସେବା ପରିଷଦ' ପକ୍ଷରୁ ପ୍ରତାପପ୍ରସାଦ ସ୍ଥିତ ମା' ଭୈରବୀଙ୍କ ପୀଠରେ ବାର୍ଷିକ ଉତ୍ସବ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି । ଏହି ଅନୁଷ୍ଠାନ ନିଜର ବିଭିନ୍ନ ସେବାମୂଳକ କାର୍ଯ୍ୟ ପାଇଁ ଜିଲ୍ଲାରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ସମାଜ ସେବା ଓ ରୋଗୀ ସେବା: ଅସହାୟ ଲୋକଙ୍କ ସହାୟତା ଏବଂ ରୋଗୀଙ୍କ ସେବା କ୍ଷେତ୍ରରେ ଏହି ଅନୁଷ୍ଠାନ ସର୍ବଦା ଆଗଧାଡ଼ିରେ ରହିଥାଏ 🤝। ରକ୍ତଦାନ: ବିଭିନ୍ନ ସମୟରେ ରକ୍ତଦାନ ଶିବିର ଆୟୋଜନ କରି ଜୀବନ ରକ୍ଷା କରିବା ପାଇଁ ଅନୁଷ୍ଠାନର ସଦସ୍ୟମାନେ ଚେଷ୍ଟା କରନ୍ତି 🩸। ଗୋ ସେବା: ବିଶେଷ କରି ଗୋମାତାଙ୍କ ସେବା ଓ ସୁରକ୍ଷା କ୍ଷେତ୍ରରେ ଏହି ପରିଷଦ ନୟାଗଡ଼ ଜିଲ୍ଲାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି 🐄।3
- Post by User5115 Susanta Kumar Pattnaik1
- ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ଆର୍ଥିକ ସହାୟତା ପ୍ରଦାନ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ବଦଗବପୂର୍ ଗ୍ରାମର ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, କ୍ରିଷ୍ଣାଙ୍କ ପିତା ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି | କ୍ରିଷ୍ଣା ଜନ୍ମରୁ ଥାଲାସେମିଆ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ତ୍ୟୁ ସହ ସଂଗ୍ରାମ କରୁଛନ୍ତି | ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ। ଅର୍ଥାଭାବରୁ ବାପା ତାଙ୍କର ଚିକିସ୍ଥା କରାଇବାରେ ଅସମର୍ ।| ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ସୁଧାକର ମହାନ୍ତି,ବିଶ୍ଵନାଥ ସ୍ଵାଇଁ, ହରେକୃଷ୍ଣ ବେହେରା ଏବଂ ସତ୍ୟବ୍ରତ ଦାସ ପ୍ରମୂଖ କ୍ରିଷ୍ଣାଙ୍କ ବାସଭବନରେ ପହଞ୍ଚି ତାଙ୍କ ବାପାଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ତାଙ୍କ ପରିବାର ବର୍ଗ କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି |1
- Post by ଟଙ୍କଧର .ମେହେର1