Shuru
Apke Nagar Ki App…
ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତଢେଙ୍କାନାଳ ଜିଲ୍ଲା ଆଜି କାମାକ୍ଷାନଗର ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଶୁଣାଣୀ ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ I CMO Odisha #public#newsodiaodisha Information & Public Relations Department, Government of Odisha
Tapasdas 6372788705
ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତଢେଙ୍କାନାଳ ଜିଲ୍ଲା ଆଜି କାମାକ୍ଷାନଗର ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଶୁଣାଣୀ ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ I CMO Odisha #public#newsodiaodisha Information & Public Relations Department, Government of Odisha
More news from Dhenkanal and nearby areas
- ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ପଞ୍ଚାୟତ ଅlତିଣ୍ଡା ଗ୍ରାମ ଉପ୍ରା ସ୍କୁଲ ସାମ୍ନାରେ ଦୃଘଟଣା ଗାଡି ନମ୍ବର ସ୍କ୍ରିନ ରେ ଦେଖନ୍ତୁ କିଭଳି ପଡ଼ିଥିଲେ ବ୍ୟକ୍ତି ୨ ଗୁରୁତର ନାଠୁଆ ଗ୍ରାମର ବୋଲି ସୂଚନା1
- ଢେଙ୍କାନାଳରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ ଢେଙ୍କାନାଳ : 10/03: ଜନସାଧାରଣଙ୍କୁ ଶ୍ରୀମନ୍ଦିର ଦର୍ଶନର ସୁବିଧା ପ୍ରଦାନ କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କାର୍ଯ୍ୟକ୍ରମ ଆଜି ଢ଼େଙ୍କାନାଳ ମିନି ଷ୍ଟାଡିୟମଠାରେ ଭବ୍ୟ ଭାବରେ ଅନୁଷ୍ଠିତ ହେଇଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଭକ୍ତମାନଙ୍କୁ ପୁରୀରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ ପାଇଁ ବସ୍ ଯୋଗେ ଯାତ୍ରାରେ ପଠାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପ୍ରତିନିଧି ଭାବେ ଶ୍ରୀ ନବ କିଶୋର ଗୁରୁ, ମାନ୍ୟବର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣିଙ୍କ ପ୍ରତିନିଧି ଭାବେ ଶ୍ରୀ ନରେଶ ମହାପାତ୍ର, ତଥା ଉପସ୍ଥିତ ଥିବା ମାନ୍ୟବର ଅତିଥିମାନେ ବସ୍ଗୁଡିକୁ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ। ସେମାନେ ଏହି ଯୋଜନା ମାଧ୍ୟମରେ ସାଧାରଣ ଲୋକମାନେ ସହଜରେ ଶ୍ରୀମନ୍ଦିର ଦର୍ଶନ କରିପାରୁଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ଓ ଏହାକୁ ଏକ ସାର୍ଥକ ପଦକ୍ଷେପ ବୋଲି କହିଥିଲେ। ଏହି ଯୋଜନାରେ ବିଶେଷ କରି ବୃଦ୍ଧ, ମହିଳା ଓ ଆର୍ଥିକ ଭାବେ ଅସମର୍ଥ ଭକ୍ତମାନଙ୍କୁ ପ୍ରାଥମିକତା ଦିଆଯାଇଛି। ଯାତ୍ରୀମାନଙ୍କ ପାଇଁ ଯାତାୟାତ, ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ସୁନିଶ୍ଚିତ କରାଯାଇଛି। ଏହି ଅବସରରେ ଜିଲ୍ଲା ପ୍ରଶାସନର ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।1
- Post by Dhenkanal News1
- ଢେଙ୍କାନାଳ ସହରର ମିନି ଷ୍ଟାଡିୟମଠାରୁ ୪ଟି ବସ ଯୋଗେ ୧୪୮ଜଣ ତ୍ରିର୍ଥଯାତ୍ରୀମାନେ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ବାହାରିଥିଲେ ।ରାଜ୍ୟ ସରକାରଙ୍କ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାରେ ଜିଲ୍ଲାର ସମସ୍ତ ବ୍ଲକରୁ ୬୦ ରୁ ୭୫ ବର୍ଷ ବୟସ୍କ ଏବଂ ବିଧାବା ମହିଳାମାନଙ୍କୁ ନେଇ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ବାହାରୀ ଥିଲା l ଏହି କାର୍ଯ୍ୟକ୍ରମକୁ ଅତିଥିମାନେ ନଡିଆ ଭାଙ୍ଗି ପତାକା ଦେଖାଇ ଶୁଭାରମ୍ଭ କରିବାପରେ ୪ଟି ବସ ମିନି ଷ୍ଟାଡିୟମ ଠାରୁ ବସ ପୁରୀ ଅଭିମୁଖେ ଗଡିଥିଲା ।1
- Post by Ranjan Nayak1
- ଶୁଭେନ୍ଦୁ ସାହୁ (ନଗରପାଳ, ଭୁବନ) : ବିକଳାଙ୍ଗ ମାନଙ୍କ ଭତ୍ତାରେ ମଧ୍ୟ ତୁମେ ବାଧକ ସାଜିଲ | BSKY କାର୍ଡ଼ ମଧ୍ୟ କାଟିଦେଲ, ଲୋକେ ମେଡିକାଲରେ ତା ରୋଗୀକୁ ଭଲ କରି ପାରୁନି | ଭୁବନ, ଢ଼େଙ୍କାନାଳ #bhuban #dhenkanal1
- କଟକ ଗଣ୍ଡରପୁରରେ ରୋଡ଼ ଜାମ୍। ଜଗତପୁର ଆଡୁ ଆସୁଥିବା ଅନେକ ଗାଡ଼ି ଘଣ୍ଟା ଘଣ୍ଟା ଧରି ଫସି ରହିଥିବା ଦେଖିବାକୁ ମିଳିଛି। ଗଣ୍ଡରପୁର ରାସ୍ତାରେ ଏକ କଣ୍ଟେନର ଟ୍ରକ ଟି ଖରାପ ହୋଇଯିବା କାରଣରୁ ରୋଡ଼ ଜାମ୍ ହୋଇଥିବା ଦେଖିବାକୁ ମିଳିଛି।1
- ଗଁଦିଆ ବ୍ଲକର ଅବ୍ୟଵେବସ୍ଥା ଓ ଜରାଜୀର୍ଣ୍ଣ ଅବସ୍ଥା ରେ ଖଙ୍କର ବିଶ୍ରାମଗାର ନଜର ରଖ ସରକାର ଇମିତି ଗୋଟିଏ ନୁହେଁ ଆହୁରି ଅଛି ବସଷ୍ଟାଣ୍ଡ ଯାହାର ମୋ ବସ ସେବା1