logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକର ଆଟିଗାଁ ପଞ୍ଚାୟତ ଅନ୍ତର୍ଗତ ଚଚରାଗୁଡା ଗ୍ରାମର ସଦନ ଭତ୍ରାଙ୍କ ଝିଅ ଚନ୍ଦ୍ରା ଭତ୍ରା (୨୧)ଙ୍କୁ ବିଗତ ରବିବାର ରାତିରେ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ ପରେ କୋଡ଼ିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଆଟିଗାଁ ଗ୍ରାମର ସନ୍ଧର ମାଝୀଙ୍କ ପୁଅ ଦଶରଥ ମାଝୀ (୨୫)ଙ୍କୁ ସନ୍ଦେହରେ ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ପୋଲିସର ପଚରାଉଚରା ବେଳେ ଦଶରଥ ଯୁବତୀଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଥିଲା। ଏହି ଘଟଣାରେ କୋଡ଼ିଙ୍ଗା ପୋଲିସ ୧୦୧/୨୬ରେ ଏକ ହତ୍ୟା ମାମଲା ରୁଜ୍ଜୁ କରିଥିବା ନେଇ ଅରୋକ୍ଷ ଅଧିକ୍ଷକ ଏକ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

7 hrs ago
user_Nandini tv
Nandini tv
ନବରଙ୍ଗପୁର ପି.ଏସ., ନବରଙ୍ଗପୁର, ଓଡ଼ିଶା•
7 hrs ago

ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକର ଆଟିଗାଁ ପଞ୍ଚାୟତ ଅନ୍ତର୍ଗତ ଚଚରାଗୁଡା ଗ୍ରାମର ସଦନ ଭତ୍ରାଙ୍କ ଝିଅ ଚନ୍ଦ୍ରା ଭତ୍ରା (୨୧)ଙ୍କୁ ବିଗତ ରବିବାର ରାତିରେ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ ପରେ କୋଡ଼ିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଆଟିଗାଁ ଗ୍ରାମର ସନ୍ଧର ମାଝୀଙ୍କ ପୁଅ ଦଶରଥ ମାଝୀ (୨୫)ଙ୍କୁ ସନ୍ଦେହରେ ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ପୋଲିସର ପଚରାଉଚରା ବେଳେ ଦଶରଥ ଯୁବତୀଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଥିଲା। ଏହି ଘଟଣାରେ କୋଡ଼ିଙ୍ଗା ପୋଲିସ ୧୦୧/୨୬ରେ ଏକ ହତ୍ୟା ମାମଲା ରୁଜ୍ଜୁ କରିଥିବା ନେଇ ଅରୋକ୍ଷ ଅଧିକ୍ଷକ ଏକ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

More news from ଓଡ଼ିଶା and nearby areas
  • ଆନ୍ଧ୍ରା ବିଇଡି କରେଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ନେଇ କିଛି ଛାତ୍ରଛାତ୍ରୀ ପୋଲିସ ଥାନାର ଦ୍ୱାରସ୍ତ ହୋଇଛନ୍ତି।
    1
    ଆନ୍ଧ୍ରା ବିଇଡି କରେଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ନେଇ କିଛି ଛାତ୍ରଛାତ୍ରୀ ପୋଲିସ ଥାନାର ଦ୍ୱାରସ୍ତ ହୋଇଛନ୍ତି।
    user_ମଳୟ ବେନୁଆଁ.
    ମଳୟ ବେନୁଆଁ.
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    17 hrs ago
  • ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ସଦର ମେଡିକାଲ୍‌ରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନା ପରିସରରେ ଗଣ୍ଡଗୋଳ ସୃଷ୍ଟି ହୋଇଥିବାବେଳେ କାର୍ଯ୍ୟରତ ଡାକ୍ତରଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।
    1
    ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ସଦର ମେଡିକାଲ୍‌ରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନା ପରିସରରେ ଗଣ୍ଡଗୋଳ ସୃଷ୍ଟି ହୋଇଥିବାବେଳେ କାର୍ଯ୍ୟରତ ଡାକ୍ତରଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।
    user_ଆଦର୍ଶ ନ୍ୟୁଜ live
    ଆଦର୍ଶ ନ୍ୟୁଜ live
    Business Centre ମାଲକାନଗିରି, ମାଲକାନଗିରି, ଓଡ଼ିଶା•
    1 hr ago
  • ମାଲକାନଗିରି ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ସୁରକ୍ଷା କର୍ମୀମାନେ ଧାରଣା ଦେଇଛନ୍ତି। ସେମାନଙ୍କୁ ଗତ ତିନି ମାସ ହେଲା ଦରମା ମିଳିନଥିବା ଅଭିଯୋଗ କରି ଏହି ପ୍ରତିବାଦ କରାଯାଇଛି।
    2
    ମାଲକାନଗିରି ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ସୁରକ୍ଷା କର୍ମୀମାନେ ଧାରଣା ଦେଇଛନ୍ତି। ସେମାନଙ୍କୁ ଗତ ତିନି ମାସ ହେଲା ଦରମା ମିଳିନଥିବା ଅଭିଯୋଗ କରି ଏହି ପ୍ରତିବାଦ କରାଯାଇଛି।
    user_Update Malkangiri news
    Update Malkangiri news
    ମାଲକାନଗିରି, ମାଲକାନଗିରି, ଓଡ଼ିଶା•
    17 hrs ago
  • ବର୍ତ୍ତମାନ ଗୋଟିକ ପରେ ଗୋଟିଏ ବିଜେପି ବିଧାୟକଙ୍କ ଅଡୁଆ ବଢ଼ିବାରେ ଲାଗିଛି। ପୂର୍ବରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଫାଙ୍କା ଗୁଳିଚାଳନା କରି ଚର୍ଚ୍ଚାକୁ ଆସି ଅଡୁଆରେ ପଡ଼ିଥିବା ବେଳେ, ଏବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମଧ୍ୟ ସମାନ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଥାନାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ବିଧାୟକ ଲକ୍ଷ୍ମଣ ବାଗଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଛି। ଅଭିଯୋଗ ଅନୁଯାୟୀ, ଏକ ଘରୋଇ ଟିଭି ଚ୍ୟାନେଲର କାର୍ଯ୍ୟକ୍ରମରେ ବିଧାୟକ ଲକ୍ଷ୍ମଣ ବାଗ ଆଦିବାସୀମାନଙ୍କୁ 'ଦୂଷିତ' ବୋଲି କହିଥିଲେ, ଯାହାକୁ ନେଇ ସଂଘ ତୀବ୍ର ବିରୋଧ ପ୍ରଦର୍ଶନ କରିଛି। ଏହି ଘଟଣାକୁ ନେଇ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଟିଟିଲାଗଡ଼ ଥାନା ସମ୍ମୁଖରେ ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ତାଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛି। ସଂଘ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି ଯେ ଯଦି ତାଙ୍କୁ ଗିରଫ କରାନଯାଏ, ତେବେ ଆଗାମୀ ଦିନରେ ଏକ ଭୟଙ୍କର ଆନ୍ଦୋଳନ କରାଯିବ। ଏହି ମାମଲା ରୁଜୁ କରିବା ଏବଂ ବିରୋଧ ପ୍ରଦର୍ଶନ ସମୟରେ ଟିଟିଲାଗଡ଼ ବ୍ଲକ୍ ସଭାପତି ପଦ୍ମନ ପ୍ରଧାନୀଙ୍କ ନେତୃତ୍ୱରେ ଉପଦେଷ୍ଟା ଦେବ ସିଂ ମାଝୀ, ଉପସଭାପତି ଶତ୍ରୁଘ୍ନ ମାଝୀ ଓ ନିତ୍ୟାନନ୍ଦ ମାଝୀ, ସମ୍ପାଦକ ସୁନୀଲ ମାଝୀ, ପୃଥ୍ୱୀରାଜ ମାଝୀ, ଜଗଦିଶ ମାଝୀ, ଶଙ୍କର ମାଝୀ, ଭୁବନେଶ୍ୱର ପାତ୍ରଙ୍କ ସମେତ ଆଦିବାସୀ କଲ୍ୟାଣ ସଂଘର ଅନେକ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ।
    3
    ବର୍ତ୍ତମାନ ଗୋଟିକ ପରେ ଗୋଟିଏ ବିଜେପି ବିଧାୟକଙ୍କ ଅଡୁଆ ବଢ଼ିବାରେ ଲାଗିଛି। ପୂର୍ବରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଫାଙ୍କା ଗୁଳିଚାଳନା କରି ଚର୍ଚ୍ଚାକୁ ଆସି ଅଡୁଆରେ ପଡ଼ିଥିବା ବେଳେ, ଏବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମଧ୍ୟ ସମାନ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଥାନାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ବିଧାୟକ ଲକ୍ଷ୍ମଣ ବାଗଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଛି। ଅଭିଯୋଗ ଅନୁଯାୟୀ, ଏକ ଘରୋଇ ଟିଭି ଚ୍ୟାନେଲର କାର୍ଯ୍ୟକ୍ରମରେ ବିଧାୟକ ଲକ୍ଷ୍ମଣ ବାଗ ଆଦିବାସୀମାନଙ୍କୁ 'ଦୂଷିତ' ବୋଲି କହିଥିଲେ, ଯାହାକୁ ନେଇ ସଂଘ ତୀବ୍ର ବିରୋଧ ପ୍ରଦର୍ଶନ କରିଛି।

ଏହି ଘଟଣାକୁ ନେଇ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଟିଟିଲାଗଡ଼ ଥାନା ସମ୍ମୁଖରେ ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ତାଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛି। ସଂଘ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି ଯେ ଯଦି ତାଙ୍କୁ ଗିରଫ କରାନଯାଏ, ତେବେ ଆଗାମୀ ଦିନରେ ଏକ ଭୟଙ୍କର ଆନ୍ଦୋଳନ କରାଯିବ।

ଏହି ମାମଲା ରୁଜୁ କରିବା ଏବଂ ବିରୋଧ ପ୍ରଦର୍ଶନ ସମୟରେ ଟିଟିଲାଗଡ଼ ବ୍ଲକ୍ ସଭାପତି ପଦ୍ମନ ପ୍ରଧାନୀଙ୍କ ନେତୃତ୍ୱରେ ଉପଦେଷ୍ଟା ଦେବ ସିଂ ମାଝୀ, ଉପସଭାପତି ଶତ୍ରୁଘ୍ନ ମାଝୀ ଓ ନିତ୍ୟାନନ୍ଦ ମାଝୀ, ସମ୍ପାଦକ ସୁନୀଲ ମାଝୀ, ପୃଥ୍ୱୀରାଜ ମାଝୀ, ଜଗଦିଶ ମାଝୀ, ଶଙ୍କର ମାଝୀ, ଭୁବନେଶ୍ୱର ପାତ୍ରଙ୍କ ସମେତ ଆଦିବାସୀ କଲ୍ୟାଣ ସଂଘର ଅନେକ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ।
    user_ସଞ୍ଜୟ କୁମାର ବେହେରା
    ସଞ୍ଜୟ କୁମାର ବେହେରା
    Photographer ଟିଟିଲାଗଡ଼, ବଲାଙ୍ଗୀର, ଓଡ଼ିଶା•
    17 hrs ago
  • କୋରାପୁଟର କୃଷକ କଲ୍ୟାଣ ମଞ୍ଚର ସଦସ୍ୟମାନେ ଧାରଣାରେ ବସିଛନ୍ତି। ଏହି ପ୍ରତିବାଦ କୋରାପୁଟ ଜିଲ୍ଲାରେ ଆୟୋଜିତ ହୋଇଛି।
    1
    କୋରାପୁଟର କୃଷକ କଲ୍ୟାଣ ମଞ୍ଚର ସଦସ୍ୟମାନେ ଧାରଣାରେ ବସିଛନ୍ତି। ଏହି ପ୍ରତିବାଦ କୋରାପୁଟ ଜିଲ୍ଲାରେ ଆୟୋଜିତ ହୋଇଛି।
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    23 hrs ago
  • କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥର ଢ଼େପଗୁଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଆଲୁମିନା ପାଉଡର ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଗାଡି ଭିତରେ ଚାପିହୋଇ ଟ୍ୟାଙ୍କରର ଚାଳକଙ୍କ ମୃତ୍ୟୁ ଘଟିଛି।
    1
    କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥର ଢ଼େପଗୁଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଆଲୁମିନା ପାଉଡର ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଗାଡି ଭିତରେ ଚାପିହୋଇ ଟ୍ୟାଙ୍କରର ଚାଳକଙ୍କ ମୃତ୍ୟୁ ଘଟିଛି।
    user_Ramesh Chandra Nayak
    Ramesh Chandra Nayak
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.