Shuru
Apke Nagar Ki App…
ୱଣ୍ଡରଲ୍ୟାଣ୍ଡ ସ୍କୁଲର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ପିଲାଙ୍କ ଭବିଷ୍ୟତ ନେଇ ପ୍ରତିକ୍ରିୟା ରଖିଲେ ଲିଲିମା ବନ୍ଦୋପଧାୟ wonder land school annual function
DAILYNEWS ALERT
ୱଣ୍ଡରଲ୍ୟାଣ୍ଡ ସ୍କୁଲର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ପିଲାଙ୍କ ଭବିଷ୍ୟତ ନେଇ ପ୍ରତିକ୍ରିୟା ରଖିଲେ ଲିଲିମା ବନ୍ଦୋପଧାୟ wonder land school annual function
More news from ଓଡ଼ିଶା and nearby areas
- ନିମାପଡା ବ୍ଲକ ଛକ ରେ ଥିବା ଟିଉବ୍ ୱେଲ ର ବିଗତ ୩ଦିନ ହେଲାଣି ଅଚଳ ହୋଇକି ପଡିଛି। ଏଥିରୁ ମଇଳା ପାଣି ବାହାରୁଚି । ଏ ବିଷୟରେ କିଛି ସହୃଦୟ ବେକ୍ତି କାଲି phd କର୍ତ୍ତୃପକ୍ଷଙ୍କୁ ଅବଗତ କରାଥିଲେ ହେଲେ କୌଣସି ସମାଧାନ କରାଗଲା ନାହିଁ । ଯେହେତୁ ଏ କଳ ଉପରେ ହାରାହାରୀ ୧୦ ରୁ ୧୫ ଦୋକାନୀ ପାଣି ପାଇଁ ନିର୍ଭର କରନ୍ତି । ସେଥିପାଇଁ କଳ ଟି କୁ ତୁରନ୍ତ ମରାମତି କରିବା ପାଇଁ କର୍ତ୍ତୃପକ୍ଷ ତୁରନ୍ତ ପଦକ୍ଷେପ ନେବାକୁ ସର୍ବସାଧାରଣରେ ଦାବି ହୋଉଛି। ଯେହେତୁ ଖରା ଦିନ ପିଇବା ପାଣି ସମସ୍ୟା ସମାଧାନ କରନ୍ତୁ।1
- କଟକ ଗାଁଉଲି ଅଞ୍ଚଳ1
- Post by Dhenkanal News1
- ଢେଙ୍କାନାଳ ଜିଲ୍ଲାରେ ହାତୀ ମଣିଷ ଲଢେଇ କମିବାର ନା ଦେଉନାହିଁ। ଏପରିକି ଜିଲ୍ଲାରେ ଏକ ମାସ ମଧ୍ୟରେ ବିଭିନ୍ନ ସ୍ଥାନରେ ମଣିଷ ମାନଙ୍କର ମୃତ୍ୟୁ ହୋଇଥିବା ବେଳେ ହାତୀ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ହାତୀ ଆକ୍ରମଣରେ ମଣିଷ ମାନଙ୍କର ମୃତ୍ୟୁ ହେଉଥିବା ବେଳେ ବିଭିନ୍ନ ସ୍ଥାନରେ ମଣିଷ ମାନଙ୍କ ଦ୍ବାରା ମଧ୍ୟ ହାତୀ ମାନଙ୍କର ମୃତ୍ୟୁ ହେବାରେ ଲାଗିଛିା ଆଜି ସକାଳେ ସଦର ବନାଞ୍ଚଳରେ ଦନ୍ତା ହାତୀର ମୃତ୍ୟୁ ଘଟିଛି । ମଧୁସାହୁପାଟଣା ଗ୍ରାମ ପଞ୍ଚାୟତ ବିମ୍ବଳ ଗ୍ରାମ ନଟକଟା ନିକଟରେ ଏକ ଦନ୍ତା ହାତୀର ମୃତଦେହ ଠାବ କରା ଯାଇଛି । ଏହି ହାତୀଟି ନିକଟ ମକା ଜମିରେ ସୋଲାର ଫେନ୍ସିଂରେ ବିଦ୍ୟୁତ କରେଣ୍ଟ ଚାର୍ଜ ଯୋଗୁଁ ମୃତ୍ୟୁ ହୋଇଥିବା ସନ୍ଦେହ.କରାଯାଉଛି। ଖବର ପାଇ ବନ କର୍ମଚାରି ସେଠାରେ ପହଞ୍ଚି ମୃତ୍ୟୁର କାରଣ ପାଇବାପାଇଁ ତଦନ୍ତ ଆରମ୍ଭ କରି ଦେଇଛି । ମୃତ ଦନ୍ତା ହାତୀର ବୟସ ୧୫ବର୍ଷ ହେବ ବୋଲୀ ଅନୁମାନ କରାଯାଉଛି ।1
- Post by Dipak Kumar Nayak1
- Post by Manoj kumar baliyarsingh4
- ମହିଳା ଦିବସ ରେ ପ୍ରତିକ୍ରିୟା ରଖିଲେ ଡକ୍ଟର ପ୍ରକାଶ ଶ୍ରୀ ଚନ୍ଦନ1
- ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସଦର ଥାନା ଅଞ୍ଚଳରେ ଘଟିଯାଇଛି ଅଭାବନୀୟ ଘଟଣା ।ଶୁକ୍ରଚାର ଦିନ ଅପରାହ୍ନରେ ଚାଇଁପୁର ଗ୍ରାମର କଣ୍ଠ ନାଏକ ଗଦାଶିଳା ଗ୍ରାମ ପଞ୍ଚାୟତ ନିକଟ ଝରଣା ବନ୍ଧକୁ ଗାଧେଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି ପରେ ବନ୍ଧରେ ବୁଡି ଯାଇଥିବାବେଳେ ଉଦ୍ଧାର କରିଥିଲେ । ହେଲେ ବହୁ ବିଳମ୍ନ ହୋଇ ଯାଇଥିବାରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା । ମୃତ ବୃଦ୍ଧ କଣ୍ଠ ନାଏକ ବୋଲି ଜଣାପଡିଛି।ଘଟଣା ସ୍ଥଳରେ ଗଦାଶିଳା ଗ୍ରାମ ପଞ୍ଚାୟତ ସରପଞ୍ଚ, ଦୁଇ ନମ୍ବର ଜୋନ ଜିଲ୍ଲା ପରିଷଦ ପଂହଁଛି ଶବ ବ୍ୟବଛେଦ ପାଇଁ ଢେଙ୍କାନାଳ ଡାକ୍ତର ଖାନାକୁ ପଠାଇ ଦେଇଥିଲେ ।1
- Post by Dhenkanal News1