Shuru
Apke Nagar Ki App…
ବ୍ୟାସନଗର ତହସିଲଦାର ଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର ଗୁରୁତର ଅବସ୍ଥା ରେ ତହସିଲଦାର #moadhikar #news #jajpur #korei #RI #acsident #tahasildaar #BigBreakingNews #collecter #CMO #Odisha #viral #jitubehera
Jitubehera Mo Adhikar news
ବ୍ୟାସନଗର ତହସିଲଦାର ଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର ଗୁରୁତର ଅବସ୍ଥା ରେ ତହସିଲଦାର #moadhikar #news #jajpur #korei #RI #acsident #tahasildaar #BigBreakingNews #collecter #CMO #Odisha #viral #jitubehera
More news from ଓଡ଼ିଶା and nearby areas
- Post by Jitubehera Mo Adhikar news1
- ମା ଜାଗୋଳେଇ ପାଣିକୋଇଲି ଯାଜପୁର ଓଡିସା2
- Post by NEWS7ODIA1
- Post by AT News1
- ମା ମାଳ ସାତଭଉଣୀ ପୀଠ ଚାରୀଗାଁ ଜୟ କୃଷ୍ଟପୁର ଠାରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ,ଏହି ଅବସରରେ ଜିଲ୍ଲାର କୋଣ ଅନୁକୋଣ ରୁ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ, କାହିଁ କେଇଁ ଅନାଦି କାଳରୁ ଚାରୀଗାଁ ଜୟ କୃଷ୍ଟପୁର ଠାରେ ମା ମାଳ ସାତଭଉଣୀ ବିରାଜମାନ ଅଛନ୍ତି,ମା'ଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ସଦଗୁରୁ ଶିରିଡିସାଇ ମହାରାଜ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ଅତି ଆଡମ୍ବରରେ ପାଳିତ ହୋଇଯାଇଛି,ବିଶ୍ୱାସରେ ଡାକିଲେ ମା ମାଳ ସାତଭଉଣୀ ଜବାବ ଦେଇଥାଏ ବୋଲି ସ୍ଥାନୀୟ ଲୋକଙ୍କ ବିଶ୍ୱାସ,ବହୁ ଲୋକ ମା ନିକଟକୁ ଆସି ବହୁ ଦୁରାରୋଗରୁ ମଧ୍ୟ ଭଲ ହୋଇଛନ୍ତି,ମା ଙ୍କ ନିକଟରେ ଯିଏ ଯାହା ମାନସିକ କରିଥାଏ ତାହା ପୂରଣ ହେବା ମାତ୍ରେ ସିଏ ମାନସିକ ବାଣ ଫୁଟାଇବାର ଵିଧି ମଧ୍ୟ ରହିଛି,1
- କଟକ ଚାନ୍ଦବାଲି ରାସ୍ତାର ଜଗତପୁର ଥାନା ପାଗା ଛକ ନିକଟରେ ଷଣ୍ଢ କୁ ଧକ୍କାଦେଇ ଅଟୋ।ଅଟୋରେ ଥିବା ୪ଜଣ ମଧ୍ୟରୁ ୩ଜଣ ଆହତ ଜଣେ ଗୁରୁତର। ଘଟଣା ସ୍ଥଳରେ ପାଗାଫାଣ୍ଡି ପୋଲିସ ଗୁରୁତର ଷଣ୍ଢକୁ ଚିକିତ୍ସା କରିବା ସହ ଏକ ଗୋ ଶାଳାକୁ ପଠାଇଦେଇଥିବା ସୁଚନା ମିଳିଛି। ଅଟୋରେ ଯାଉଥିବା ଖେଳନା ବେପାରୀ ୩ଜଣ ଆହତ ହୋଇଥିବା ବେଳେ ଅଟୋ ଚାଳକ ଗୁରୁତର ହୋଇ ହୋଇଥିଲେ। ସମସ୍ତଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଅଟୋକୁ ପାଗାଫାଣ୍ଡି ପୋଲିସ ଜବତକରି ତଦନ୍ତ ଚଳାଇଥିବା ନେଇ ସୂଚନାମିଳିଛି।1
- ସ୍ୱାମୀ ସୁଖ ନମିଳିବାରୁ, ପର ପୁରୁଷ ସହ ଫେରାର ହେଲା ସ୍ତ୍ରୀ | ଜଣ ଜଣ କରି ୫ ଜଣ... ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha1
- Post by AT News1