Shuru
Apke Nagar Ki App…
(anchalik news nuapada) *ଭୁବନେଶ୍ବର ୧୩।୮: ଅମଲା ସଙ୍ଘକୁ ସମୂହ ଛୁଟିରୁ ଓହରିବାକୁ ଅପିଲ୍ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଆନ୍ଦୋଳନରୁ ନ ଓହରିଲେ ସରକାର ଆବଶ୍ୟକୀୟ ପଦକ୍ଷେପ ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, କାମ ନହେଲେ ଦରମା ବନ୍ଦ । ବସିକି ସମାଧାନ କଲେ ସମାଧାନ ବାହାରିବ । କଥାବାର୍ତ୍ତା ହୋଇଛି । କ୍ୟାଡର ପୂର୍ନଗଠନ କଥା ରାଜସ୍ବ ବିଭାଗ ଅଧୀନରେ ନୁହେଁ ଏଥିପାଇଁ ସାଧାରଣ ପ୍ରଶାସନ ବିଭାଗ ପାଖକୁ ପଠାଯାଇଛ । ଅପେକ୍ଷା ନକରି ସମୂହ ଛୁଟି ଗ୍ରହଣୀୟ ନୁହେଁ । ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଯାଇଛି ଛୁଟି ବାତିଲ ହେବ ଛୁଟି ମଞ୍ଜୁର ହେବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।*
Mukesh tiwari

More news from Kalahandi and nearby areas
- ଆମେଯାକେ ର୍ଥ ରେ ଜୀବନ ରସୁ #♥️🤭🤭🤭🤭🤭🤭🤭🤭🤭🤭1
- उत्तर प्रदेश विधान सभा के शीतकालीन सत्र-2025 से पूर्व पत्रकार बंधुओं से वार्ता #yogiadityanath #UpdateNews #UttarPradesh1
- Post by Banshidhar Bemal1
- ନିଯୁକ୍ତି ମେଳାକୁ ନେଇ କଣ କହିଲେ ବୌଦ୍ଧ ନଗରପାଳ ମୃତ୍ୟୁଞ୍ଜୟ ମିଶ୍ର I Nijukti Mela 2025 I @ranjankumardash #boudhnews #ntvodia1
- Post by Ajaya Kumar khemundu1
- Post by Sandeep Barla1
- ଗୁପ୍ତ ରୋଗ ଅକାଳ ବୀର୍ଯ୍ୟପାତ ଶୁକ୍ରାଣୁ ରାତିସାରା ନିର୍ଗମନ ପୁରୁଷ ଶକ୍ତି ଡାକ୍ତର ପଙ୍କଜ କୁମାରଙ୍କ ସହିତ ଯୋଗାଯୋଗ କରନ୍ତୁ 9572291304, 70910778981
- ବୌଦ୍ଧରେ ଚାଲିଥିଲା ନିଯୁକ୍ତି, ମେଳା ଆବେଦନ କରିଲେ କେତେ, ପାଇଲେ କେତେ ? @ranjankumardash #boudhnews #ntvodia1