Slug - ଓଡିଶା ଆଦିବାସୀ ମଞ୍ଚ ତରଫରୁ ବିଶ୍ଵ ଆଦିବାସୀ ଦିବସ ପାଳିତ । ରିପୋର୍ଟର ନରୋତ୍ତମ ପାଢ଼ୀ ରାୟଗଡ଼ Fotmat AVB Report : Anchor - ରାୟଗଡ଼ା ଜିଲ୍ଳା ଗୁଣୁପୁର ଟାଉନ ହଲ ଠାରେ ଓଡିଶା ଆଦିବାସୀ ମଞ୍ଚ ତରଫରୁ ଆଦିବାସୀ ମହିଳା ନେତ୍ରୀ ବିଦୁଲତା ହୁଇକାଙ୍କ ନେତୃତ୍ୱରେ ବିଶ୍ଵ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଆଦିବାସୀ ମହିଳା ନେତ୍ରୀ ତଥା ସମାଜସେବୀ ଶ୍ରୀମତୀ ବିଦୁଲତା ହୁଇକା ଆଦିବାସୀଙ୍କ ଉନ୍ନତି କ୍ଷେତ୍ରରେ ଅବଦାନ ଅବିସ୍ମରଣୀୟ। ଏହି ଅବସରରେ ସେ ଆଦିବାସୀଙ୍କ ଜୀବନଯାପନ ଶୈଳୀ ଉପରେ ଆଲୋକପାତ କରିବା ସହ ସେମାନଙ୍କର ବିଲୁପ୍ତ ହେବାକୁ ଥିବା ପରମ୍ପରା ଓ ସଂସ୍କୃତି କୁ ବଞ୍ଚାଇ ରଖିବାକୁ ପ୍ରୟାସ କରିବାକୁ ଉପଦେଶ ବାଢ଼ିଥିଲେ। ଏହି ଅବସରରେ ଶ୍ରୀମତୀ ହୁଇକା ଆଦିବାସୀକୁଳ ସମାଜରେ ବସବାସ କରୁଥିବା ସମସ୍ତ ଧର୍ମ ତଥା ସମ୍ପ୍ରଦାୟକୁ ସମ୍ମାନ ଦେବା ସହ ନିଜର ବିନମ୍ର ଓ ସରଳ ଭାବ ପାଇଁ ସର୍ବଦା ପରିଚିତ ବୋଲି ନିଜର ବକ୍ତବ୍ୟରେ କହିଥିଲେ। ବର୍ତ୍ତମାନ ସମାଜରେ ଆଦିବାସୀ ସଂପ୍ରଦାୟର ଜନଜାତି ଆଜି ସମାଜରେ ସବୁ କ୍ଷେତ୍ରରେ ନିଜର ପାରଦର୍ଶିତା ଦେଖାଇବାରେ ସକ୍ଷମ ହୋଇଛନ୍ତି । ଏହି ଅବସରରେ ଜିଲ୍ଲାର ସମସ୍ତ ବ୍ଳକର ବହୁ ଆଦିବାସୀ ନେତା ତଥା ବୁଦ୍ଧିଜିବୀ ଓ ସମାଜସେବୀ ଯୋଗ ଦେଇ ନିଜ ନିଜ ଅଞ୍ଚଳର ସମସ୍ୟା ସହ ସଫଳତା ବିଷୟକୁ ନେଇ ଉପସ୍ଥାପନ କରିଥିଲେ। ଏହା ସହ ଆଦିବାସୀ ପରମ୍ପରା ଓ ସଂସ୍କୃତିର ନୃତ୍ୟ, ଗୀତ ପରିବେଷଣ କରି ମନୋରଞ୍ଜନ କରିଥିଲେ। ବହୁ ବୁଦ୍ଧିଜୀବୀ ଓ ସମାଜସେବୀ ଙ୍କୁ ଉକ୍ତ ମଞ୍ଚରେ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମାଜ ସେବୀ ତଥା ବରିଷ୍ଠ ସାମ୍ବାଦିକ ଡ ବାଦଲ ତା, ଆଦିବାସି ମହିଳା ନେତ୍ରୀ ତଥା ସମିତି ସଭ୍ୟା ସେଲେନି ଗମାଙ୍ଗ , ଓଡ଼ିଶା ବିକଳାଙ୍ଗ ମଞ୍ଚ ସଭାପତି ରାକେଶ ହିମରିକା, ଇସମାଇଲ ଶବର, ନବ ଭାରତ ନିର୍ମାଣ ସେବା ପାର୍ଟି ର ଜାତୀୟ ଅଧକ୍ଷ dr ବୋମାଲି କନ୍ତା ରାଓ , ଅକ୍ଷୟ ପିଡ଼ିଶିକା, ଅନିତା ପିଦି କାକା, ଧରଣୀ ସରକା, ସତ୍ୟ ପ୍ରଟି କା, କୃଷନ୍ ଶବରପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଓଡ଼ିଶା ଆଦିବାସୀ ମଞ୍ଚ ତରଫରୁ ଗୁଣୁପୁର ଉପଜିଲ୍ଲାପାଳ ଅଭିଷେକ ଡୁଢାଲଙ୍କୁ ଆଦିବାସୀଙ୍କ ସୁରକ୍ଷା ତଥା ସାମାଜିକ ଓ ଅର୍ଥନୈତିକ ସ୍ଥିତି ସୁଦୃଢ଼ କରିବା ନିମନ୍ତେ ସହଯୋଗ କରିବା ପାଇଁ ଏକ ୧୨ ଦଫା ଦାବିପତ୍ର ପ୍ରଦାନ କରିଥିଲେ।ରାୟଗଡ଼ ଜିଲ୍ଲା ରୁ ନରୋତ୍ତମ ପାଢ଼ୀ ଙ୍କ ରିପୋର୍ଟ big news 24xu hindi ବାଇଟ-ବିଦୁଲତା ହୁଈକା ବାଇଟ-ଦିବାକର ଶବର
Slug - ଓଡିଶା ଆଦିବାସୀ ମଞ୍ଚ ତରଫରୁ ବିଶ୍ଵ ଆଦିବାସୀ ଦିବସ ପାଳିତ । ରିପୋର୍ଟର ନରୋତ୍ତମ ପାଢ଼ୀ ରାୟଗଡ଼ Fotmat AVB Report : Anchor - ରାୟଗଡ଼ା ଜିଲ୍ଳା ଗୁଣୁପୁର ଟାଉନ ହଲ ଠାରେ ଓଡିଶା ଆଦିବାସୀ ମଞ୍ଚ ତରଫରୁ ଆଦିବାସୀ ମହିଳା ନେତ୍ରୀ ବିଦୁଲତା ହୁଇକାଙ୍କ ନେତୃତ୍ୱରେ ବିଶ୍ଵ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଆଦିବାସୀ ମହିଳା ନେତ୍ରୀ ତଥା ସମାଜସେବୀ ଶ୍ରୀମତୀ ବିଦୁଲତା ହୁଇକା ଆଦିବାସୀଙ୍କ ଉନ୍ନତି କ୍ଷେତ୍ରରେ ଅବଦାନ ଅବିସ୍ମରଣୀୟ। ଏହି ଅବସରରେ ସେ ଆଦିବାସୀଙ୍କ ଜୀବନଯାପନ ଶୈଳୀ ଉପରେ ଆଲୋକପାତ କରିବା ସହ ସେମାନଙ୍କର ବିଲୁପ୍ତ ହେବାକୁ
ଥିବା ପରମ୍ପରା ଓ ସଂସ୍କୃତି କୁ ବଞ୍ଚାଇ ରଖିବାକୁ ପ୍ରୟାସ କରିବାକୁ ଉପଦେଶ ବାଢ଼ିଥିଲେ। ଏହି ଅବସରରେ ଶ୍ରୀମତୀ ହୁଇକା ଆଦିବାସୀକୁଳ ସମାଜରେ ବସବାସ କରୁଥିବା ସମସ୍ତ ଧର୍ମ ତଥା ସମ୍ପ୍ରଦାୟକୁ ସମ୍ମାନ ଦେବା ସହ ନିଜର ବିନମ୍ର ଓ ସରଳ ଭାବ ପାଇଁ ସର୍ବଦା ପରିଚିତ ବୋଲି ନିଜର ବକ୍ତବ୍ୟରେ କହିଥିଲେ। ବର୍ତ୍ତମାନ ସମାଜରେ ଆଦିବାସୀ ସଂପ୍ରଦାୟର ଜନଜାତି ଆଜି ସମାଜରେ ସବୁ କ୍ଷେତ୍ରରେ ନିଜର ପାରଦର୍ଶିତା ଦେଖାଇବାରେ ସକ୍ଷମ ହୋଇଛନ୍ତି । ଏହି ଅବସରରେ ଜିଲ୍ଲାର ସମସ୍ତ ବ୍ଳକର ବହୁ ଆଦିବାସୀ ନେତା ତଥା ବୁଦ୍ଧିଜିବୀ ଓ ସମାଜସେବୀ ଯୋଗ ଦେଇ ନିଜ
ନିଜ ଅଞ୍ଚଳର ସମସ୍ୟା ସହ ସଫଳତା ବିଷୟକୁ ନେଇ ଉପସ୍ଥାପନ କରିଥିଲେ। ଏହା ସହ ଆଦିବାସୀ ପରମ୍ପରା ଓ ସଂସ୍କୃତିର ନୃତ୍ୟ, ଗୀତ ପରିବେଷଣ କରି ମନୋରଞ୍ଜନ କରିଥିଲେ। ବହୁ ବୁଦ୍ଧିଜୀବୀ ଓ ସମାଜସେବୀ ଙ୍କୁ ଉକ୍ତ ମଞ୍ଚରେ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମାଜ ସେବୀ ତଥା ବରିଷ୍ଠ ସାମ୍ବାଦିକ ଡ ବାଦଲ ତା, ଆଦିବାସି ମହିଳା ନେତ୍ରୀ ତଥା ସମିତି ସଭ୍ୟା ସେଲେନି ଗମାଙ୍ଗ , ଓଡ଼ିଶା ବିକଳାଙ୍ଗ ମଞ୍ଚ ସଭାପତି ରାକେଶ ହିମରିକା, ଇସମାଇଲ ଶବର, ନବ ଭାରତ ନିର୍ମାଣ ସେବା ପାର୍ଟି ର ଜାତୀୟ ଅଧକ୍ଷ dr
ବୋମାଲି କନ୍ତା ରାଓ , ଅକ୍ଷୟ ପିଡ଼ିଶିକା, ଅନିତା ପିଦି କାକା, ଧରଣୀ ସରକା, ସତ୍ୟ ପ୍ରଟି କା, କୃଷନ୍ ଶବରପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଓଡ଼ିଶା ଆଦିବାସୀ ମଞ୍ଚ ତରଫରୁ ଗୁଣୁପୁର ଉପଜିଲ୍ଲାପାଳ ଅଭିଷେକ ଡୁଢାଲଙ୍କୁ ଆଦିବାସୀଙ୍କ ସୁରକ୍ଷା ତଥା ସାମାଜିକ ଓ ଅର୍ଥନୈତିକ ସ୍ଥିତି ସୁଦୃଢ଼ କରିବା ନିମନ୍ତେ ସହଯୋଗ କରିବା ପାଇଁ ଏକ ୧୨ ଦଫା ଦାବିପତ୍ର ପ୍ରଦାନ କରିଥିଲେ।ରାୟଗଡ଼ ଜିଲ୍ଲା ରୁ ନରୋତ୍ତମ ପାଢ଼ୀ ଙ୍କ ରିପୋର୍ଟ big news 24xu hindi ବାଇଟ-ବିଦୁଲତା ହୁଈକା ବାଇଟ-ଦିବାକର ଶବର
- bahut Sundar Kavita te1
- ଆସନ୍ତୁ ଈଶ୍ବରଙ୍କ ବାକ୍ୟ ଶୁଣିବା1
- #keteaasakrithnidhnpaemiblitjubn🌹🌹🌹🌹🇹🇯🇹🇯1
- କଇରାଝୁଲି ବିଦ୍ଯାଲୟ ପରିଦର୍ଶନ କଲେ ଓ.ସେ.ପ୍ରା ଯୁଗ୍ମ ନିର୍ଦ୍ଦେଶକ ।1
- ବୌଦ୍ଧ ବ୍ଲକ ସଦେଇପୁର ଗ୍ରାମରେ ନାଟକ ମଞ୍ଚସ୍ଥ I @ranjankumardash #NtvOdia #boudh1
- Vote Chori Sardar Patel and Nehru issue1
- naye sal ka enjoy time1
- Post by User5115 Susanta Kumar Pattnaik1