logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଭାରସାମ୍ୟ ହରାଇ ବିଲକୁ ଖସିଲା ମାଲବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଲେ ବାଇକ୍ ଚାଳକ ! ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ବାରୁଡା ନିକଟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ ଏକ ଟିଭିଏସ୍ ଏକ୍ସେଲ୍ ବାଇକ୍‌କୁ ଧକ୍କା ଦେଇ ବିଲକୁ ଖସିପଡ଼ିଛି। ସୂଚନା ଅନୁସାରେ,OD05AA 5645 ନମ୍ବର ବିଶିଷ୍ଟ ଏକ ଟ୍ରକଟି ଦଶପଲ୍ଲାରୁ ଗୋବରା ଅଭିମୁଖେ ଆସୁଥିବା ବେଳେ ହଠାତ୍ ଷ୍ଟିୟରିଂ ଲକ୍ ହୋଇଯାଇଥିଲା। ପରିସ୍ଥିତିକୁ ସମ୍ଭାଳି ନପାରି ଡ୍ରାଇଭର ବଡ଼ ଦୁର୍ଘଟଣା ଏଡ଼ାଇବା ପାଇଁ ଟ୍ରକଟିକୁ ବିଲ ଭିତରକୁ ନେଇଯାଇଥିଲେ। ଏହି ସମୟରେ ଟ୍ରକଟି ରାସ୍ତା କଡ଼ରେ ପାର୍କିଂ ହୋଇଥିବା OD32 F 2878 ନମ୍ବର ବିଶିଷ୍ଟ ଏକ ଟିଭିଏସ୍ ଏକ୍ସେଲ୍ ବାଇକ୍‌କୁ ଧକ୍କା ଦେଇ ବିଲ ମଝିକୁ ଚାଲିଯାଇଥିଲା। ସୌଭାଗ୍ୟବଶତଃ ବାଇକ୍ ଚାଳକ ସେହି ସମୟରେ ଗାଡ଼ି ପାଖରେ ନଥିବାରୁ ଏକ ବଡ଼ ଅଘଟଣ ଟଳିଯାଇଛି। ଟ୍ରକ ଚାଳକ ସୁରକ୍ଷିତ ରହୀ ଥିବାବେଳେ ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

13 hrs ago
user_PURNACHANDRA BARIK
PURNACHANDRA BARIK
Court reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
13 hrs ago
4dd612b0-dd40-48da-8aea-3b4980888051
f20e4287-f644-4ce3-a227-1b83cf5f9a13

ଭାରସାମ୍ୟ ହରାଇ ବିଲକୁ ଖସିଲା ମାଲବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଲେ ବାଇକ୍ ଚାଳକ ! ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ବାରୁଡା ନିକଟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ ଏକ ଟିଭିଏସ୍ ଏକ୍ସେଲ୍ ବାଇକ୍‌କୁ ଧକ୍କା ଦେଇ ବିଲକୁ ଖସିପଡ଼ିଛି। ସୂଚନା ଅନୁସାରେ,OD05AA 5645 ନମ୍ବର ବିଶିଷ୍ଟ ଏକ ଟ୍ରକଟି ଦଶପଲ୍ଲାରୁ ଗୋବରା ଅଭିମୁଖେ ଆସୁଥିବା ବେଳେ ହଠାତ୍ ଷ୍ଟିୟରିଂ ଲକ୍ ହୋଇଯାଇଥିଲା। ପରିସ୍ଥିତିକୁ ସମ୍ଭାଳି ନପାରି ଡ୍ରାଇଭର ବଡ଼ ଦୁର୍ଘଟଣା ଏଡ଼ାଇବା ପାଇଁ ଟ୍ରକଟିକୁ ବିଲ ଭିତରକୁ ନେଇଯାଇଥିଲେ। ଏହି ସମୟରେ ଟ୍ରକଟି ରାସ୍ତା କଡ଼ରେ ପାର୍କିଂ ହୋଇଥିବା OD32 F 2878 ନମ୍ବର ବିଶିଷ୍ଟ ଏକ ଟିଭିଏସ୍ ଏକ୍ସେଲ୍ ବାଇକ୍‌କୁ ଧକ୍କା ଦେଇ ବିଲ ମଝିକୁ ଚାଲିଯାଇଥିଲା। ସୌଭାଗ୍ୟବଶତଃ ବାଇକ୍ ଚାଳକ ସେହି ସମୟରେ ଗାଡ଼ି ପାଖରେ ନଥିବାରୁ ଏକ ବଡ଼ ଅଘଟଣ ଟଳିଯାଇଛି। ଟ୍ରକ ଚାଳକ ସୁରକ୍ଷିତ ରହୀ ଥିବାବେଳେ ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

More news from ଓଡ଼ିଶା and nearby areas
  • ଜୀବନର ପାଞ୍ଚୋଟି ମୂଲ୍ୟବାନ ଗହଣା କଣ ନିଶ୍ଚୟ ଭାବରେ ଶୁଣନ୍ତୁ କଣ କଣ.
    1
    ଜୀବନର ପାଞ୍ଚୋଟି ମୂଲ୍ୟବାନ ଗହଣା କଣ ନିଶ୍ଚୟ ଭାବରେ ଶୁଣନ୍ତୁ କଣ କଣ.
    user_PRATIKHYA WEB MEDIA,NAYAGARH
    PRATIKHYA WEB MEDIA,NAYAGARH
    Education Centre ନୟାଗଡ଼, ନୟାଗଡ଼, ଓଡ଼ିଶା•
    4 hrs ago
  • ଜରଡା ଥାନା ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ୧୫୦ ଲିଟର ପୋଚ ଓ ୨୦ ଲିଟର ଦେଶୀ ମଦ ଜବତ #ExciseRaid #JaradaPolice #DigapahandiNews #GanjamNews #IllegalLiquor #JagrutiKhabar #OdiaNews #Ganjam #BreakingNewsOdia #OdishaPolice
    1
    ଜରଡା ଥାନା ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ୧୫୦ ଲିଟର ପୋଚ ଓ ୨୦ ଲିଟର ଦେଶୀ ମଦ ଜବତ
#ExciseRaid #JaradaPolice #DigapahandiNews #GanjamNews #IllegalLiquor #JagrutiKhabar #OdiaNews #Ganjam #BreakingNewsOdia #OdishaPolice
    user_Jagruti khabar
    Jagruti khabar
    TV News Anchor ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    11 hrs ago
  • ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l  ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ  ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l  ଅଜୟ ସର୍ତ୍ତ ମୂଳକ ଜାମିନ ରେ  ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l
    1
    ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l  ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ  ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l  ଅଜୟ ସର୍ତ୍ତ ମୂଳକ ଜାମିନ ରେ  ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    14 hrs ago
  • ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ନୟାଗଡ଼ ଜିଲ୍ଲା ବିଜେଡ଼ି,,, ଭୁଲ୍ ବହି ଛପା କୁ ନେଇ ବିଜେଡିର ଆନ୍ଦୋଳନ,, ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି କଲା ବିଜେଡି,,, ନୟାଗଡ଼ ରେ ଗର୍ଜିଲା ବିଜେଡି,, ଆଗକୁ ଏହି ଆନ୍ଦୋଳନ କୁ ଯୋରଦାର କରାଯିବ,,,
    1
    ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ନୟାଗଡ଼ ଜିଲ୍ଲା ବିଜେଡ଼ି,,, ଭୁଲ୍ ବହି ଛପା କୁ ନେଇ ବିଜେଡିର ଆନ୍ଦୋଳନ,,
ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି କଲା ବିଜେଡି,,, ନୟାଗଡ଼ ରେ ଗର୍ଜିଲା ବିଜେଡି,,
ଆଗକୁ ଏହି ଆନ୍ଦୋଳନ କୁ ଯୋରଦାର କରାଯିବ,,,
    user_Dillip Parida
    Dillip Parida
    Local News Reporter ରଣପୁର, ନୟାଗଡ଼, ଓଡ଼ିଶା•
    21 hrs ago
  • ନୂଆଗାଁ ବ୍ରିଜ ରେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା କାର, ଜଣେ ମୃତ। ଆଜି ର ଏକ ବଡ଼ ଦୁର୍ଘଟଣା ବ୍ରିଜ ଉପରୁ ତଳକୁ ଖସିଲା କାର। ଏହି ଭୟାବହ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଂଜନଗର ଏଲ ଆଇ ସି କଲୋନୀ ଅଞ୍ଚଳର ବାଲି ବ୍ୟବସାୟୀ ସୁନିଲ ମହାନ୍ତୀ,ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।" "ନୂଆଗାଁ ବ୍ରିଜ୍ ଉପରେ ଯାଉଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସି ପଡ଼ିଥିଲା କାରଟି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚି ବେଲଗୁଣ୍ଠା ପୋଲିସ କୁ ଖବର ଦେଇଥିଲେ, ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପୁଲିସ ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।
    1
    ନୂଆଗାଁ  ବ୍ରିଜ ରେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା କାର, ଜଣେ ମୃତ।
ଆଜି ର ଏକ ବଡ଼ ଦୁର୍ଘଟଣା ବ୍ରିଜ ଉପରୁ ତଳକୁ ଖସିଲା କାର। ଏହି ଭୟାବହ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଂଜନଗର ଏଲ ଆଇ ସି କଲୋନୀ ଅଞ୍ଚଳର ବାଲି ବ୍ୟବସାୟୀ ସୁନିଲ ମହାନ୍ତୀ,ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।"
"ନୂଆଗାଁ ବ୍ରିଜ୍ ଉପରେ ଯାଉଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସି ପଡ଼ିଥିଲା କାରଟି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚି ବେଲଗୁଣ୍ଠା ପୋଲିସ କୁ ଖବର ଦେଇଥିଲେ, ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି  ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପୁଲିସ ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।
    user_PURNACHANDRA BARIK
    PURNACHANDRA BARIK
    Court reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.