କାଶୀନଗର: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। ଗଜପତି ଜିଲ୍ଲା କାଶୀନଗର ବ୍ଲକ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ କେ.ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ଵୀରାଜ ମଣ୍ଡଳ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି କାଶୀନଗର ପଞ୍ଚାୟତ ସମିତିର ସମୁଦାୟ ମୋଟ-୬୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା -୨୮ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୧୬ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ,ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

- ପକା ଘର ସ୍ବପ୍ନ ତାଙ୍କ ପାଇଁ ଜୀବନ ବଞ୍ଚୁଛି ଦରିପାଲ ତଳେ ଗଣେଶ ପାଣିଗ୍ରାହୀ ରିପୋର୍ଟ1

- ଭିନ୍ନ କ୍ଷମ ମାନଙ୍କ ପାଇଁ ସରକାରୀ ଯୋଜନା ସାତ ସପନ, ୯୦%ଭିନ୍ନ କ୍ଷମ ଥିଲେ ମଧ୍ୟ ମିଳୁନି ଆବାସ ଟିଏ, ତେବେ କାହାକୁ ମିଳିବ ଆବାସ ଯୋଜନା, ଏଠି କାହାକୁ ଗୁହାରି କରିବେ ଭିନ୍ନ କ୍ଷମ ଥିବା ମଣିଷ ଟିଏ, ପ୍ରଶାସନ ଟିକେ ଦୃଷ୍ଟି ଦିୟନ୍ତୁ।1
- କାନ୍ଦୁଚି ପ୍ରକୃତି ହସୁଛି ମାଫିଆ ଆଉ କେତେଦିନ #environment #story #real #sad #environment #odisha #all #odisha #India1
- ଦାରିଙ୍ଗବାଡି ସ୍ଥାନ ର ମୋହା ଶିବ ରାତ୍ରି ରାମାୟଣ1
- Post by HABIL DONGRI1
- କାହିଁକି ଘର ହୋଇଛି ବ୍ୟବହାର କାହିଁକି ନାହିଁ କୁଜି ନେତା ଏଠି ଟଙ୍କା ଖାଉଛି ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ପ୍ରେସିଡେଣ୍ଟ ଙ୍କ ପରିଶ୍ରମ ରେ ଏହି ସ୍କୁଲ ପାଣି ଝୋଳ ରେ ସେ ଖୁସି ଅଜବ ଲାଗୁଚି କଥା ଶୁଣି ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ଗାଁ ଗାଁ ରେ ବିକ୍ରି ହେଉଛି ମଦ କିଏ ଯୋଗାଉଛି ମଦକୁ ରାଜ୍ୟ ବାସିଙ୍କୁ ରକ୍ଷାକିଏକରିବ #Government #News #Alcohol #Update #latest #odisha #bhubaneswar #latest #news #india1