ମନମୁଣ୍ଡାରେ ହେବ ଡିଗ୍ରୀ କଲେଜ, ପ୍ରସ୍ତାବିତ କଲେଜ ପରିଦର୍ଶନ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ମନମୁଣ୍ଡାରେ ହେବ ଡିଗ୍ରୀ କଲେଜ, ପ୍ରସ୍ତାବିତ କଲେଜ ପରିଦର୍ଶନ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ କଣ୍ଟାମାଳ:-୦୨/୦୯ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ମନମୁଣ୍ଡା ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଆଶା ସଞ୍ଚାର ହୋଇଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ଆଜି ମନମୁଣ୍ଡା ଗସ୍ତ କରି ପ୍ରସ୍ତାବିତ ଡିଗ୍ରୀ କଲେଜ ପରିଦର୍ଶନ କରିଛନ୍ତି। ମନମୁଣ୍ଡା ଅଞ୍ଚଳରେ ଦୀର୍ଘଦିନ ଧରି ଏକ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଦାବି ହୋଇଆସୁଥିଲା। ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ଶିକ୍ଷା ପରେ ଉଚ୍ଚଶିକ୍ଷା ପାଇଁ ଦୂରସ୍ଥାନକୁ ଯିବାକୁ ପଡ଼ୁଥିବାରୁ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଦୀର୍ଘଦିନରୁ ଦାବି ରହିଥିଲା। ଏହି ଦାବିକୁ ନେଇ ପ୍ରସ୍ତାବିତ କଲେଜ ପରିସରକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ କଲେଜ ପ୍ରତିଷ୍ଠା ପାଇଁ ଆବଶ୍ୟକ ଭିତ୍ତିଭୂମି, ଶିକ୍ଷାଦାନ ବ୍ୟବସ୍ଥା, ଆବଶ୍ୟକ ସୁବିଧାସୁଯୋଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ଓ ଅନୁଧ୍ୟାନ କରାଯାଇଥିଲା। ଏହି ଅବସରରେ ସଭାପତି ଇଶ୍ୱର ମନହିରା, ସମ୍ପାଦକ ଉତ୍ତମ କୁମାର ମହଲା, ସତ୍ୟପାଲ ମିଶ୍ର ଓ ସମ୍ପଦ ଭୁୂକ୍ତା ଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଉପସ୍ଥିତ ସଦସ୍ୟମାନେ ମନମୁଣ୍ଡାରେ ଡିଗ୍ରୀ କଲେଜର ଆବଶ୍ୟକତା ଓ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ହେଲେ କଣ୍ଟାମାଳ ବ୍ଲକର ବିଭିନ୍ନ ଅଞ୍ଚଳର ଛାତ୍ରଛାତ୍ରୀ ଉପକୃତ ହେବେ। ବିଶେଷକରି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ନିଜ ଅଞ୍ଚଳ ନିକଟରେ ଉଚ୍ଚଶିକ୍ଷାର ସୁଯୋଗ ପାଇପାରିବେ। ଏହାଦ୍ୱାରା ଅଭିଭାବକଙ୍କ ଆର୍ଥିକ ଚାପ ମଧ୍ୟ କମିବା ସହ ଅଞ୍ଚଳରେ ଉଚ୍ଚଶିକ୍ଷାର ପରିବେଶ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀଙ୍କ ପରିଦର୍ଶନ ପରେ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ଆଶା ଆହୁରି ବଢ଼ିଛି। ଦୀର୍ଘଦିନର ଦାବି ପୂରଣ ହେଲେ ଏହା ମନମୁଣ୍ଡା ତଥା ସମଗ୍ର କଣ୍ଟାମାଳ ଅଞ୍ଚଳର ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ହେବ ବୋଲି ମତ ପ୍ରକାଶ ପାଇଛି। ଏବେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ପରବର୍ତ୍ତୀ ପ୍ରକ୍ରିୟା କେଉଁ ଦିଗରେ ଆଗକୁ ବଢ଼ୁଛି, ତାହା ଉପରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଅଞ୍ଚଳବାସୀଙ୍କ ନଜର ରହିଛି।
ମନମୁଣ୍ଡାରେ ହେବ ଡିଗ୍ରୀ କଲେଜ, ପ୍ରସ୍ତାବିତ କଲେଜ ପରିଦର୍ଶନ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ମନମୁଣ୍ଡାରେ ହେବ ଡିଗ୍ରୀ କଲେଜ, ପ୍ରସ୍ତାବିତ କଲେଜ ପରିଦର୍ଶନ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ କଣ୍ଟାମାଳ:-୦୨/୦୯ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ମନମୁଣ୍ଡା ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଆଶା ସଞ୍ଚାର ହୋଇଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ଆଜି ମନମୁଣ୍ଡା ଗସ୍ତ କରି ପ୍ରସ୍ତାବିତ ଡିଗ୍ରୀ କଲେଜ ପରିଦର୍ଶନ କରିଛନ୍ତି। ମନମୁଣ୍ଡା ଅଞ୍ଚଳରେ ଦୀର୍ଘଦିନ ଧରି ଏକ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଦାବି ହୋଇଆସୁଥିଲା। ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ଶିକ୍ଷା ପରେ ଉଚ୍ଚଶିକ୍ଷା ପାଇଁ ଦୂରସ୍ଥାନକୁ ଯିବାକୁ ପଡ଼ୁଥିବାରୁ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଦୀର୍ଘଦିନରୁ ଦାବି ରହିଥିଲା। ଏହି ଦାବିକୁ ନେଇ ପ୍ରସ୍ତାବିତ କଲେଜ ପରିସରକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ କଲେଜ ପ୍ରତିଷ୍ଠା ପାଇଁ ଆବଶ୍ୟକ ଭିତ୍ତିଭୂମି, ଶିକ୍ଷାଦାନ ବ୍ୟବସ୍ଥା, ଆବଶ୍ୟକ ସୁବିଧାସୁଯୋଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ଓ ଅନୁଧ୍ୟାନ କରାଯାଇଥିଲା। ଏହି ଅବସରରେ ସଭାପତି ଇଶ୍ୱର
ମନହିରା, ସମ୍ପାଦକ ଉତ୍ତମ କୁମାର ମହଲା, ସତ୍ୟପାଲ ମିଶ୍ର ଓ ସମ୍ପଦ ଭୁୂକ୍ତା ଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଉପସ୍ଥିତ ସଦସ୍ୟମାନେ ମନମୁଣ୍ଡାରେ ଡିଗ୍ରୀ କଲେଜର ଆବଶ୍ୟକତା ଓ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ହେଲେ କଣ୍ଟାମାଳ ବ୍ଲକର ବିଭିନ୍ନ ଅଞ୍ଚଳର ଛାତ୍ରଛାତ୍ରୀ ଉପକୃତ ହେବେ। ବିଶେଷକରି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ନିଜ ଅଞ୍ଚଳ ନିକଟରେ ଉଚ୍ଚଶିକ୍ଷାର ସୁଯୋଗ ପାଇପାରିବେ। ଏହାଦ୍ୱାରା ଅଭିଭାବକଙ୍କ ଆର୍ଥିକ ଚାପ ମଧ୍ୟ କମିବା ସହ ଅଞ୍ଚଳରେ ଉଚ୍ଚଶିକ୍ଷାର ପରିବେଶ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀଙ୍କ ପରିଦର୍ଶନ ପରେ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ଆଶା ଆହୁରି ବଢ଼ିଛି। ଦୀର୍ଘଦିନର ଦାବି ପୂରଣ ହେଲେ ଏହା ମନମୁଣ୍ଡା ତଥା ସମଗ୍ର କଣ୍ଟାମାଳ ଅଞ୍ଚଳର ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ହେବ ବୋଲି ମତ ପ୍ରକାଶ ପାଇଛି। ଏବେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ପରବର୍ତ୍ତୀ ପ୍ରକ୍ରିୟା କେଉଁ ଦିଗରେ ଆଗକୁ ବଢ଼ୁଛି, ତାହା ଉପରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଅଞ୍ଚଳବାସୀଙ୍କ ନଜର ରହିଛି।
- ମନମୁଣ୍ଡାରେ ହେବ ଡିଗ୍ରୀ କଲେଜ , ପ୍ରସ୍ତାବିତ କଲେଜ ପରିଦର୍ଶନ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ମନମୁଣ୍ଡା ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଆଶା ସଞ୍ଚାର ହୋଇଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ମାନମୁଣ୍ଡା ଗସ୍ତ କରି ପ୍ରସ୍ତାବିତ ଡିଗ୍ରୀ କଲେଜ ପରିଦର୍ଶନ କରିଛନ୍ତି। ମନମୁଣ୍ଡା ଅଞ୍ଚଳରେ ଦୀର୍ଘଦିନ ଧରି ଏକ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଦାବି ହୋଇ ଆସୁଥିଲା। ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ଶିକ୍ଷା ପରେ ଉଚ୍ଚଶିକ୍ଷା ପାଇଁ ଦୂରସ୍ଥାନକୁ ଯିବାକୁ ପଡ଼ୁଥିବାରୁ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଦୀର୍ଘଦିନରୁ ଦାବି ରହିଥିଲା। ଏହି ଦାବିକୁ ନେଇ ପ୍ରସ୍ତାବିତ କଲେଜ ପରିସରକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ କଲେଜ ପ୍ରତିଷ୍ଠା ପାଇଁ ଆବଶ୍ୟକ ଭିତ୍ତିଭୂମି, ଶିକ୍ଷାଦାନ ବ୍ୟବସ୍ଥା, ଆବଶ୍ୟକ ସୁବିଧାସୁଯୋଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ଓ ଅନୁଧ୍ୟାନ କରାଯାଇଥିଲା। ଏହି ଅବସରରେ ସଭାପତି ଇଶ୍ୱର ମନହିରା, ସମ୍ପାଦକ ଉତ୍ତମ କୁମାର ମହଲା, ସତ୍ୟପାଲ ମିଶ୍ର ଓ ସମ୍ପଦ ଭୂକ୍ତାଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଉପସ୍ଥିତ ସଦସ୍ୟମାନେ ମନମୁଣ୍ଡାରେ ଡିଗ୍ରୀ କଲେଜର ଆବଶ୍ୟକତା ଓ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ହେଲେ କଣ୍ଟାମାଳ ବ୍ଲକର ବିଭିନ୍ନ ଅଞ୍ଚଳର ଛାତ୍ରଛାତ୍ରୀ ଉପକୃତ ହେବେ। ବିଶେଷକରି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ନିଜ ଅଞ୍ଚଳ ନିକଟରେ ଉଚ୍ଚଶିକ୍ଷାର ସୁଯୋଗ ପାଇପାରିବେ। ଏହାଦ୍ୱାରା ଅଭିଭାବକଙ୍କ ଆର୍ଥିକ ଚାପ ମଧ୍ୟ କମିବା ସହ ଅଞ୍ଚଳରେ ଉଚ୍ଚଶିକ୍ଷାର ପରିବେଶ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀଙ୍କ ପରିଦର୍ଶନ ପରେ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ଆଶା ଆହୁରି ବଢ଼ିଛି। ଦୀର୍ଘଦିନର ଦାବି ପୂରଣ ହେଲେ ଏହା ମନମୁଣ୍ଡା ତଥା ସମଗ୍ର କଣ୍ଟାମାଳ ଅଞ୍ଚଳର ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ହେବ ବୋଲି ମତ ପ୍ରକାଶ ପାଇଛି। ଏବେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ପରବର୍ତ୍ତୀ ପ୍ରକ୍ରିୟା କେଉଁ ଦିଗରେ ଆଗକୁ ବଢ଼ୁଛି, ତାହା ଉପରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଅଞ୍ଚଳବାସୀଙ୍କ ନଜର ରହିଛି।2
- ଆନ୍ଦୋଳନ ରାସ୍ତାରୋକ କରିବାକୁ ପଡ଼େ ସାମାନ୍ୟ ଖାଲଟିଏ ପାଇଁ1
- ଜିଲ୍ଲା ବିକାଶ ସମନ୍ୱୟ ଓ ନିରୀକ୍ଷଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ବିକାଶ ସମନ୍ୱୟ ଓ ନିରୀକ୍ଷଣ କମିଟି ବୈଠକ ଅନୁଷ୍ଠିତ l ସୁବର୍ଣ୍ଣପୁର, ତା. ୦୧.୦୯.୨୦୨୬: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କନଫରେନ୍ସ ହଲଠାରେ ମାନନୀୟ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିକାଶ ସମନ୍ୱୟ ଓ ନିରୀକ୍ଷଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଓ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ୱୟନ ନେଇ ସମୀକ୍ଷା କରାଯାଇଥିଲା। ବୈଠକରେ ମାନନୀୟ ବୀରମହାରାଜପୁର ବିଧାୟକ, ଇଞ୍ଜିନିୟର ରଘୁନାଥ ଜଗଦଳା, ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ସାଂସଦଙ୍କ ପ୍ରତିନିଧି ଶ୍ରୀ ସାନନ୍ଦ ମେହେର, ଉପଜିଲ୍ଲାପାଳ ସୋନପୁର ଡ. ସୋମ୍ୟରୂପା ରଥ, ବୀରମହାରାଜପୁର ଉପ ଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ଜିଲ୍ଲା ମୁଖ୍ୟ ଉନ୍ନୟନ ଏବଂ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେରଙ୍କ ସମନ୍ୱୟରେ ବୈଠକ ପରିଚାଳିତ ହୋଇଥିଲା। ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଓ ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ସମସ୍ତ ଲାଇନ ବିଭାଗ ପକ୍ଷରୁ ନିଜ ନିଜ ବିଭାଗର କାର୍ଯ୍ୟ ପ୍ରଗତି ସମ୍ପର୍କରେ ସୂଚନା ଉପସ୍ଥାପନ କରାଯାଇଥିଲା। ସାଂସଦ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିବା ସହ ଅସମ୍ପୂର୍ଣ୍ଣ ଓ ଆବଶ୍ୟକତା ଥିବା କାର୍ଯ୍ୟଗୁଡ଼ିକୁ ଶୀଘ୍ର ସମ୍ପାଦନ କରିବା ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଆର୍ ଆଣ୍ଡ୍ ବି ବିଭାଗର ସମୀକ୍ଷା ସମୟରେ ସମ୍ପୂର୍ଣ୍ଣ ହୋଇଥିବା କୋଠାଗୁଡ଼ିକୁ ସମ୍ପୃକ୍ତ ବିଭାଗକୁ ହସ୍ତାନ୍ତର କରିବା, କ୍ଷତିଗ୍ରସ୍ତ ରାସ୍ତାଗୁଡ଼ିକର ଆବଶ୍ୟକ ମରାମତି କରିବା ସହ ଶଙ୍କରା ସିଏଚ୍ସିକୁ ସୁଗମ ଯାତାୟାତ ନିମନ୍ତେ ଆପ୍ରୋଚ୍ ରୋଡ୍ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବେଳେ ଡାକ୍ତର ଅଭାବ ଦୂର କରିବା ସହ ହସ୍ପିଟାଲଗୁଡ଼ିକରେ ଆବଶ୍ୟକ ସ୍ୱାସ୍ଥ୍ୟସେବା ଓ ଭିତ୍ତିଭୂମି ସୁବିଧାରେ ଉନ୍ନତି ଆଣିବାକୁ ସିଡିଏମ୍ଓଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ବିଏସ୍ଏନ୍ଏଲ୍ର ଟାୱାର ସମସ୍ୟାକୁ ତୁରନ୍ତ ସଚଳ କରିବା ପାଇଁ ପଦକ୍ଷେପ ନେବା, ସେହିପରି ବର୍ଷା ଋତୁକୁ ଦୃଷ୍ଟିରେ ରଖି ପୌରପାଳିକା ଅଞ୍ଚଳର ଡ୍ରେନ୍ଗୁଡ଼ିକୁ ସଫା କରି ଜଳ ନିଷ୍କାସନ ବ୍ୟବସ୍ଥା ସୁଗମ କରିବାକୁ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିସହ ଜିଲ୍ଲାରେ ଦୁଇଟି ନୂତନ ଅନୁସୂଚିତ ଜାତି ଓ ଜନଜାତି ହଷ୍ଟେଲ ନିର୍ମାଣ ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା। ବୀରମହାରାଜପୁର ବିଧାୟକ ଉତ୍କଳ ବାଳାଶ୍ରମର ଖାଦ୍ୟ ସମ୍ପର୍କିତ ପ୍ରସଙ୍ଗ ଉଠାଇ ଏହି ଘଟଣାର ପ୍ରକୃତ ଦୋଷୀଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ଗୁରୁତ୍ୱାରୋପ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବିଦ୍ୟାଳୟ କୋଠାଗୁଡ଼ିକର ସୁରକ୍ଷା ଯାଞ୍ଚ କରି ଆବଶ୍ୟକ ମରାମତି କରାଇବାକୁ କୁହାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସଠିକ୍ ସର୍ଭେ କରି ଯୋଗ୍ୟ କୌଣସି ହିତାଧିକାରୀ ଯେପରି ଯୋଜନାରୁ ବାଦ୍ ନ ପଡ଼ନ୍ତି, ସେଥିପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ଜିଲ୍ଲାର ଭିତ୍ତିଭୂମି, ସ୍ୱାସ୍ଥ୍ୟସେବା, ଶିକ୍ଷା, ଆବାସ ଯୋଜନା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରାଯାଇ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଓ ସମୟୋପଯୋଗୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।1
- ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଲମ୍ବକାନି ବଡାଲି ରାସ୍ତାରେ ପୁଲିସ ଚଢ଼ଉ କରି ବାଇକ ସହ ଗଞ୍ଜେଇ ଜବତ କରିଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ଉଲୁଣ୍ଡା ପୁଲିସ l ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଲମ୍ବକାନି ବଡାଲି ରାସ୍ତାରେ ପୁଲିସ ଚଢ଼ଉ କରି ବାଇକ ସହ ଗଞ୍ଜେଇ ଜବତ କରିଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ମାନେ ହେଳେ ବାଘପାଲିର କାଳିଆ ବଣ୍ଡକି ଏବଂ ବଡାଲିର ବାବୁଲୁ ଲୁହା l ଏକ ବାଇକ୍ ଯୋଗେ ଜଙ୍ଗଲ ରାସ୍ତାରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ପୁଲିସ ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା l ଚଢ଼ଉ ସମୟରେ ଏକ ବାଇକକୁ ଅଟକାଇ ଯାଞ୍ଚ କଳା ପରେ ଗଞ୍ଜେଇ ଥିବା ଜଣାପଡ଼ିଥିଲା l ସେଠାରୁ ଗଞ୍ଜେଇ ସହ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥଲେ l ପରେ ମାଜିଷ୍ଟ୍ରେଟ ନିରଞ୍ଜନ ଧଳଙ୍କ ଉପସ୍ଥିତିର ଗଞ୍ଜେଇ ଓଜନ କଲା ପରେ 42 କେଜି 390 ଗ୍ରାମ ଥିବା ଜଣାପଡ଼ିଥିଲା l ଏନେଇ ପୁଲିସ ଏକ ମାମଲା ରୁଜୁ କରିଛି l ଦୁଇ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚଲାଣ କରାଯାଇଛି l1
- ଉପାନ୍ତରେ ନାହିଁ ପୋଲିସ ପହରା -ବଢୁଛି ଅସାମାଜିକ କାର୍ଯ୍ୟକଳାପ -ସୀମାବର୍ତ୍ତୀ ,ଜଙ୍ଗଲାଞ୍ଚଳରେ ନିୟମିତ ପେଟ୍ରୋଲିଂ ବଢ଼ାଇବାକୁ ଦାବି - ବୀରମହାରାଜପର, ସୁବଳୟା ଥାନା1
- ମନମୁଣ୍ଡାରେ ହେବ ଡିଗ୍ରୀ କଲେଜ, ପ୍ରସ୍ତାବିତ କଲେଜ ପରିଦର୍ଶନ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ମନମୁଣ୍ଡାରେ ହେବ ଡିଗ୍ରୀ କଲେଜ, ପ୍ରସ୍ତାବିତ କଲେଜ ପରିଦର୍ଶନ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ କଣ୍ଟାମାଳ:-୦୨/୦୯ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ମନମୁଣ୍ଡା ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଆଶା ସଞ୍ଚାର ହୋଇଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ଆଜି ମନମୁଣ୍ଡା ଗସ୍ତ କରି ପ୍ରସ୍ତାବିତ ଡିଗ୍ରୀ କଲେଜ ପରିଦର୍ଶନ କରିଛନ୍ତି। ମନମୁଣ୍ଡା ଅଞ୍ଚଳରେ ଦୀର୍ଘଦିନ ଧରି ଏକ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଦାବି ହୋଇଆସୁଥିଲା। ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ଶିକ୍ଷା ପରେ ଉଚ୍ଚଶିକ୍ଷା ପାଇଁ ଦୂରସ୍ଥାନକୁ ଯିବାକୁ ପଡ଼ୁଥିବାରୁ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଦୀର୍ଘଦିନରୁ ଦାବି ରହିଥିଲା। ଏହି ଦାବିକୁ ନେଇ ପ୍ରସ୍ତାବିତ କଲେଜ ପରିସରକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ କଲେଜ ପ୍ରତିଷ୍ଠା ପାଇଁ ଆବଶ୍ୟକ ଭିତ୍ତିଭୂମି, ଶିକ୍ଷାଦାନ ବ୍ୟବସ୍ଥା, ଆବଶ୍ୟକ ସୁବିଧାସୁଯୋଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ଓ ଅନୁଧ୍ୟାନ କରାଯାଇଥିଲା। ଏହି ଅବସରରେ ସଭାପତି ଇଶ୍ୱର ମନହିରା, ସମ୍ପାଦକ ଉତ୍ତମ କୁମାର ମହଲା, ସତ୍ୟପାଲ ମିଶ୍ର ଓ ସମ୍ପଦ ଭୁୂକ୍ତା ଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଉପସ୍ଥିତ ସଦସ୍ୟମାନେ ମନମୁଣ୍ଡାରେ ଡିଗ୍ରୀ କଲେଜର ଆବଶ୍ୟକତା ଓ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ହେଲେ କଣ୍ଟାମାଳ ବ୍ଲକର ବିଭିନ୍ନ ଅଞ୍ଚଳର ଛାତ୍ରଛାତ୍ରୀ ଉପକୃତ ହେବେ। ବିଶେଷକରି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ନିଜ ଅଞ୍ଚଳ ନିକଟରେ ଉଚ୍ଚଶିକ୍ଷାର ସୁଯୋଗ ପାଇପାରିବେ। ଏହାଦ୍ୱାରା ଅଭିଭାବକଙ୍କ ଆର୍ଥିକ ଚାପ ମଧ୍ୟ କମିବା ସହ ଅଞ୍ଚଳରେ ଉଚ୍ଚଶିକ୍ଷାର ପରିବେଶ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟର ଡ. ମୁରଲୀଧର ମାଝୀଙ୍କ ପରିଦର୍ଶନ ପରେ ମନମୁଣ୍ଡାରେ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଅଞ୍ଚଳବାସୀଙ୍କ ଆଶା ଆହୁରି ବଢ଼ିଛି। ଦୀର୍ଘଦିନର ଦାବି ପୂରଣ ହେଲେ ଏହା ମନମୁଣ୍ଡା ତଥା ସମଗ୍ର କଣ୍ଟାମାଳ ଅଞ୍ଚଳର ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ହେବ ବୋଲି ମତ ପ୍ରକାଶ ପାଇଛି। ଏବେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ପରବର୍ତ୍ତୀ ପ୍ରକ୍ରିୟା କେଉଁ ଦିଗରେ ଆଗକୁ ବଢ଼ୁଛି, ତାହା ଉପରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଅଞ୍ଚଳବାସୀଙ୍କ ନଜର ରହିଛି।2
- ସାର ଗୋଦାମ ରେ ପୋଲିସ ଚଢ଼ାଉ, ମାଜିଷ୍ଟ୍ରେଟ ଉପସ୍ଥିତିରେ କାଲି ଗୋଦାମ ଖୋଲିବ , କଣ୍ଟାମାଲ ବ୍ଲକ ର ବିଭିନ୍ନ ଗୋଦାମ ମାନଙ୍କରେ ଚଢ଼ା ଦର ସହ ସାର କଲାବଜାରୀ ହେଉଥିବା ଅଭିଯୋଗ ପରେ ମନମୁଣ୍ଡା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନ ରେ ଚଢ଼ାଉ କରିଛି I ଠିକ ସେହି ଭଳି ଖଟଖଟିଆ ଗ୍ରାମରେ ଥିବା ଗୋଦାମ ରେ ପୋଲିସ ଚଢ଼ାଉ କରି ଗୋଦାମ ରେ କେତେ ପରିମାଣ ସାର ମହଜୁଦ ଅଛି ଯାଞ୍ଜ କରୁଛି I ଉକ୍ତ ସ୍ଥାନ ରେ ଠିକ ହିସାବ୍ ରେ ସାର ବିକ୍ରି ହେଉଛି ନା ବେଆଇନ ଭାବରେ ଚାଷୀ ଙ୍କୁ ସାର ବିକ୍ରି କରୁଛି ତାହା ତଦନ୍ତ କରୁଛି ପୋଲିସ I ଏପଟେ ଆସନ୍ତା କାଲି ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତ ରେ ଯାଞ୍ଜ ପରେ ସବୁ ସ୍ପଷ୍ଟ ଜଣାପଡ଼ିବ ବୋଲି ପୋଲିସ ସୂଚନା ଦେଇଛି I ଆଜି ରାତି ସାରା ଉକ୍ତ ଗୋଦାମ ରେ ପୋଲିସ ଜଗି ରହିଥିବା ଦେଖିବାକୁ ମିଳିଛି I4
- ବରଷା ଗୋ' ତୁମେ*⛈️🌩️ ( କବି ଶ୍ରୀ ଶମ୍ଭୁନାଥ ଦାସ, କୋଲକାତା ) 🌦️🌧️ *ବରଷା ଗୋ' ତୁମେ*⛈️🌩️ ( କବି ଶ୍ରୀ ଶମ୍ଭୁନାଥ ଦାସ, କୋଲକାତା ) ~~~~~~~~~~~~~~~~~~ ବରଷା ଗୋ' ତୁମେ ଆଦ୍ଯ ଆଷାଢ଼ର ଭୁରୁଭୁରୁ ମାଟି ଗନ୍ଧ , ତବ ଆଗମନେ ବସୁମତୀ ସ୍ନାନ ମହକଇ ମକରନ୍ଦ ।୧। ବରଷା ଗୋ' ତୁମେ ଆଷାଢ଼ର ଶିଶୁ ଗୁଲୁଗୁଲିଆ ଚପଳ , ଧରଣୀ ବକ୍ଷରେ ନୂପୁର ପାଦରେ ରୁଣୁଝୁଣଉ ଅଞ୍ଚଳ ।୨। ବରଷା ଗୋ' ତୁମେ ମାଟିର ଚନ୍ଦନ ଟୁପୁରୁଟାପର ସ୍ବର , ସାଧବବୋହୂର ଅଳତା ରଙ୍ଗରେ ଲାବଣ୍ଯବତୀ ଶରୀର ।୩। ବରଷା ଗୋ' ତୁମେ ଉଛୁଳା ଯୌବନେ ସୁନ୍ଦରୀ ଶାଢ଼ୀ ସୁରମ , ମାତାଲ ଆଖିରେ ଚାହିଁଦେଲେ ବାରେ ନଈରେ ଫୁଟେ ପଦମ ।୪। ବରଷା ଗୋ' ତୁମେ ନୀଳ ଆକାଶରେ ଇନ୍ଦ୍ରଧନୁରେ ଶୋଭିତ , ଖିଲିଖିଲି ହସ ମହୁରୀ ବାଦନ ବେଙ୍ଗ-ବେଙ୍ଗୁଲୀ ସଂଗୀତ ।୫। ବରଷା ଗୋ' ତୁମେ କଳା-ବାଦଲରେ ବିଜୁଳି-କନ୍ଯା ବାରୁଦ, ଝଲକ ଝଟକ ଚକିତ ଚଡ଼କ ତାଳଗଛ ବକ୍ଷ ଭେଦ ।୬। ବରଷା ଗୋ' ତୁମେ ବାଦଲ ଉହାଡ଼େ ଯେ' ଘଡ଼ଘଡ଼ି ଗର୍ଜନ , ମୟୂର-ମୟୂରୀ ନୃତ୍ୟାଭିନୟରେ ପରସ୍ପର ଆଲିଙ୍ଗନ ।୭। ବରଷା ଗୋ' ତୁମେ ମେଘସବାରିରେ ରଜନୀ ରୋଶଣି ଶଙ୍ଖ , ରଜନୀଗନ୍ଧାର ସୁବାସ ମହକେ ଫୁଲଇ ପ୍ରେମ-ପଲଙ୍କ ।୮। ବରଷା ଗୋ' ତୁମେ ପ୍ରୀତି ନିର୍ଝରିଣୀ ଧରଣୀ ଗାତ୍ରେ ଅମୃତ , ସବୁଜ ବନାନୀ ଫଳ-ପୁଷ୍ପେ ତବ ମାଧୁର୍ଯ୍ୟ-ରୂପ ଝଙ୍କୃତ ।୯। ବରଷା ଗୋ' ତୁମେ ଶ୍ରାବଣ ସୁନ୍ଦରୀ ଛନଛନ ଗଛ-ପତ୍ର , ନଈବଢ଼ି ଦୃଶ୍ୟେ ଧରା ଜଳମଗ୍ନେ ଜଳକ୍ରୀଡ଼ା ଯେ' ବିଚିତ୍ର ।୧୦। ବରଷା ଗୋ' ତୁମେ ଅଭିସାରିକା ଯେ' ସକଳେ ସାଖ୍ଯ ବିନ୍ଯାସ , ଚାରୁଚିତ୍ରପଟେ ସଙ୍ଗମ ବିଭଙ୍ଗେ ଭାଦ୍ରବେ ଭାବ ଉଦାସ ।୧୧। ବରଷା ଗୋ' ତୁମେ ଅଶିଣ ହରିଣୀ କସ୍ତୁରୀ ବାସ ପାର୍ବଣ , ବୈରାଗିଣୀ ପ୍ରାଣେ ସହାସ୍ଯ ବଦନେ ସାଗରେ ଶୁଦ୍ଧ ନିର୍ବାଣ ।୧୨। ବରଷା ଗୋ' ତୁମେ ଚତୁର୍ମାସୀ ପର୍ବ ଅଜାଡ଼ ପ୍ରେମ-ପୀୟୂଷ , ରୂପ-ଗୁଣଗ୍ରାମ ବର୍ଣ୍ଣନେ ଅସାଧ୍ୟ କବି ଶମ୍ଭୁନାଥ ଦାସ ।୧୩। *ଶମ୍ଭୁନାଥ ଦାସ* (ମୁଖ୍ଯ ସମ୍ପାଦକ : *ଅଭିଯାନ* ) ସମ୍ଭ୍ରାନ୍ତ ଓଡ଼ିଆ ସାହିତ୍ୟ ପତ୍ରିକା / *କୋଲକାତା* *Jatiya Pragati Abhiyan* Kolkata & Odisha1
- पति ने लकड़ी के फट्टे से पीट-पीटकर की पत्नी की हत्या, आरोपी गिरफ्तार पति ने लकड़ी के फट्टे से पीट-पीटकर की पत्नी की हत्या, आरोपी गिरफ्तार लांजीगढ़ - 01-09-2026 (लक्ष्मण बनुआ): कालाहांडी जिले के लांजीगढ़ ब्लॉक अंतर्गत भाटगुड़ा गांव में शराब के नशे में धुत पति मनु माझी ने अपनी पत्नी मरकु माझी (40) की बेरहमी से हत्या कर दी। बीती शाम नशे की हालत में विवाद होने पर मनु ने लकड़ी के फट्टे से पत्नी के सिर और शरीर पर जानलेवा हमला कर दिया, जिससे मौके पर ही उसकी मौत हो गई। सुबह ग्रामीणों की सूचना पर लांजीगढ़ थाना प्रभारी यशवंत हिआंल और पुलिस टीम ने पहुंचकर शव को कब्जे में लिया और पोस्टमार्टम के लिए अस्पताल भेजा। पुलिस ने केस नंबर 100/26 दर्ज कर आरोपी पति को गिरफ्तार कर लिया है। प्रक्रिया पूरी होने के बाद शव परिजनों को सौंप दिया गया है।1