logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

Morning News in Hindi and English.

2 hrs ago
user_User5115 Susanta Kumar Pattnaik
User5115 Susanta Kumar Pattnaik
Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
2 hrs ago

Morning News in Hindi and English.

More news from ଓଡ଼ିଶା and nearby areas
  • ଯଦି ହାତୀ ଯିବ ପିମ୍ପୁଡିକୁ ମନା କଣପାଇଁ ? ଆଜି ସନ୍ଧ୍ୟାରେ ପୁରୀ ଚକ୍ରତୀର୍ଥ ରୋଡ଼ ସ୍ଥିତ ହୋଟେଲ ହଲିଡେ ରିସର୍ଟ ବେଳାଭୂମି ଠାରେ ପୁରୀଜିଲ୍ଲା ଅଟୋ ଚାଳକ ସଂଘର ସମ୍ପାଦକ ଅକ୍ଷୟ କୁମାର ପ୍ରଧାନଙ୍କ ଅଧକ୍ଷତା ରେ ସଭାପତି ଦୁର୍ଗାଚରଣ ଖୁଣ୍ଟିଆ, ବାବା ନୀଳକଣ୍ଠେଶ୍ଵର ଅଟୋ ଚାଳକ ସଂଘର ସଭାପତି ସୁକାନ୍ତ ପରିଜା, ସମ୍ପାଦକ ଟୁନା ବାରିକଙ୍କ ସହିତ ଶତାଧିକ ଅଟୋ ଚାଳକ ଆଜିର ବୈଠକ ରେ ଯୋଗଦାନ କରି ନିଜନିଜର ଅଭିମତ ରଖିବା ସହିତ ପୁରୀ ସହର ରେ କୌଣସି ବସ ପ୍ରବେଶ କୁ ବନ୍ଦ ଥିବାବେଳେ ଟାଉନ ବସ ଏବଂ ଜଗନ୍ନାଥ ବସ ମରଚିକୋଟ ଛକ ଯାଉଥିବା ବେଳେ ଅଟୋ ଏବଂ ଟୋଟ ମାର୍କେଟ ଛକରେ ରହୁଛି ଏହାକୁ ବିରୋଧ କରି ପୁରୀଜିଲ୍ଲା ଅଟୋ ଚାଳକ ସଂଘ ପକ୍ଷରୁ ଗୁରୁତ୍ୱର ଆଲୋଚନା କରାଯିବା ସହିତ ଆନ୍ଦୋଳନ ସୃଷ୍ଟି ପାଇଁ ନିଷ୍ପତି ନିଆଯାଇଛି l
    4
    ଯଦି ହାତୀ ଯିବ ପିମ୍ପୁଡିକୁ ମନା କଣପାଇଁ ?
ଆଜି ସନ୍ଧ୍ୟାରେ ପୁରୀ ଚକ୍ରତୀର୍ଥ ରୋଡ଼ ସ୍ଥିତ ହୋଟେଲ ହଲିଡେ ରିସର୍ଟ ବେଳାଭୂମି ଠାରେ ପୁରୀଜିଲ୍ଲା ଅଟୋ ଚାଳକ ସଂଘର ସମ୍ପାଦକ ଅକ୍ଷୟ କୁମାର ପ୍ରଧାନଙ୍କ ଅଧକ୍ଷତା ରେ ସଭାପତି ଦୁର୍ଗାଚରଣ ଖୁଣ୍ଟିଆ, ବାବା ନୀଳକଣ୍ଠେଶ୍ଵର ଅଟୋ ଚାଳକ ସଂଘର ସଭାପତି ସୁକାନ୍ତ ପରିଜା, ସମ୍ପାଦକ ଟୁନା ବାରିକଙ୍କ ସହିତ ଶତାଧିକ ଅଟୋ ଚାଳକ ଆଜିର ବୈଠକ ରେ ଯୋଗଦାନ କରି ନିଜନିଜର ଅଭିମତ ରଖିବା ସହିତ ପୁରୀ ସହର ରେ କୌଣସି ବସ ପ୍ରବେଶ କୁ ବନ୍ଦ ଥିବାବେଳେ ଟାଉନ ବସ ଏବଂ ଜଗନ୍ନାଥ ବସ ମରଚିକୋଟ ଛକ ଯାଉଥିବା ବେଳେ ଅଟୋ ଏବଂ ଟୋଟ ମାର୍କେଟ ଛକରେ ରହୁଛି ଏହାକୁ ବିରୋଧ କରି ପୁରୀଜିଲ୍ଲା ଅଟୋ ଚାଳକ ସଂଘ ପକ୍ଷରୁ ଗୁରୁତ୍ୱର ଆଲୋଚନା କରାଯିବା ସହିତ ଆନ୍ଦୋଳନ ସୃଷ୍ଟି ପାଇଁ ନିଷ୍ପତି ନିଆଯାଇଛି l
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    4 hrs ago
  • ମହିମା କୌପୁନିଧାରୀ ସମାଜ ପକ୍ଷରୁ ଖଞ୍ଜଣୀ ମାଡ଼
    1
    ମହିମା କୌପୁନିଧାରୀ ସମାଜ ପକ୍ଷରୁ ଖଞ୍ଜଣୀ ମାଡ଼
    user_Tapasdas 6372788705
    Tapasdas 6372788705
    Journalist Dhenkanal Sadar, Odisha•
    10 hrs ago
  • ଇଂରାଜୀ ନବବର୍ଷ 2026 ର ପ୍ରଥମ ଦିନରେ ଦେଶର ବିଭିନ୍ନ ପୀଠ ସ୍ଥଳି ରେ ଶ୍ରଦ୍ଧାଳୁ ଙ୍କ ଭିଡ଼
    1
    ଇଂରାଜୀ ନବବର୍ଷ 2026 ର ପ୍ରଥମ ଦିନରେ ଦେଶର ବିଭିନ୍ନ ପୀଠ ସ୍ଥଳି ରେ ଶ୍ରଦ୍ଧାଳୁ ଙ୍କ ଭିଡ଼
    user_Bharat ମାତା
    Bharat ମାତା
    Samaj Sevak Jagatsinghapur, Odisha•
    23 hrs ago
  • କେନ୍ଦ୍ରାପଡ଼ା, ତାଳଛୁଆ ଠାରେ ରାଷ୍ଟୀୟ ହିନ୍ଦୁ ଏକତା କାର୍ଯ୍ୟକ୍ରମ ଅନୁଷ୍ଠିତ..!
    1
    କେନ୍ଦ୍ରାପଡ଼ା, ତାଳଛୁଆ ଠାରେ ରାଷ୍ଟୀୟ ହିନ୍ଦୁ ଏକତା କାର୍ଯ୍ୟକ୍ରମ ଅନୁଷ୍ଠିତ..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    13 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    କୋଡ଼ାଳା, ଗଞ୍ଜାମ, ଓଡ଼ିଶା•
    21 hrs ago
  • ପୋଲସରା ବ୍ଲକ କଣଛାଇ ସେବା ସମବାୟ ସମିତି ଠାରେ ବ୍ଲକ ସ୍ତରୀୟ ଧାନ ସଂଗ୍ରହ କେନ୍ଦ୍ର ଓ ମଣ୍ଡି ଉଦଘାଟିତ ହୋଇଯାଇଛି। ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିବା ସହ ଚାଷୀମାନେ ଯେପରି ସଠିକ୍ ସରକାରୀ ମୂଲ୍ୟ ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ତହସିଲଦାର, ବ୍ଲକ ଯୋଗାଣ ଅଧିକାରୀ ଓ କୃଷି ଅଧିକାରୀଙ୍କ ସମେତ ବହୁ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
    1
    ପୋଲସରା ବ୍ଲକ କଣଛାଇ ସେବା ସମବାୟ ସମିତି ଠାରେ ବ୍ଲକ ସ୍ତରୀୟ ଧାନ ସଂଗ୍ରହ କେନ୍ଦ୍ର ଓ ମଣ୍ଡି ଉଦଘାଟିତ ହୋଇଯାଇଛି। ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିବା ସହ ଚାଷୀମାନେ ଯେପରି ସଠିକ୍ ସରକାରୀ ମୂଲ୍ୟ ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ତହସିଲଦାର, ବ୍ଲକ ଯୋଗାଣ ଅଧିକାରୀ ଓ କୃଷି ଅଧିକାରୀଙ୍କ ସମେତ ବହୁ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
    user_Ganjam Khabar
    Ganjam Khabar
    Journalist ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    42 min ago
  • Odisha people welcomed New Year,2026. Jagannath Temple, Puri, Orissa.
    1
    Odisha people welcomed New Year,2026.
Jagannath Temple, Puri, Orissa.
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    20 hrs ago
  • ନୂଆବର୍ଷ ରେ ନୂଆ ପ୍ରଚେଷ୍ଟା ନିଶା ମୁକ୍ତ ସମାଜ ଓ ଜୀବ ହତ୍ୟା ନ କରିବା ଆମ ପଞ୍ଚାୟତର ଲକ୍ଷ l ତା ୦୧.୦୧.୨୦୨୬ ସକାଳ ୧୦ଟା ରୁ ୨ ଟା ପର୍ଯ୍ୟନ୍ତ ତଳଜଙ୍ଗ ଗ୍ରାମରେ ଗୁରୁକୃପା ଶିକ୍ଷା କେନ୍ଦ୍ର, ତଳଜଙ୍ଗ ର ଆଚାର୍ଯ୍ୟ ରଜନୀ କାନ୍ତ ମହାରାଜ, ଶ୍ରୀଯୁକ୍ତ ଭରତ ସେନାପତିଙ୍କ ନେତୃତରେ ନିଶା ମୁକ୍ତ ସମାଜ ଓ ଜୀବ ହତ୍ୟା ବିରୁଦ୍ଧରେ ଅଭିଯାନର ପୋଗ୍ରାମ ଆୟୋଜିତ କରାଯାଇଥିଲା, ଯେଉଥିରେ ତଳଜଙ୍ଗ ପଞ୍ଚାୟତର ସରପଞ୍ଚ ପ୍ରତିନିଧି, ଚାରି ସାହିର କମିଟି ସଦସ୍ୟ, ସମସ୍ତ ସମାଜସେବୀ ଯୁବକ ଭାଇମାନେ, ନିସାମୁକ୍ତ ଅଧିକାରୀ, ଗୁରୁକୃପା ଶିକ୍ଷା କେନ୍ଦ୍ରର ୩୦ ଜଣ ସଦସ୍ୟ ଓ ଗୁରୁକୃପା ଶିକ୍ଷା କେନ୍ଦ୍ର, ତଳଜଙ୍ଗର ୫୦ ଜଣ ଛାତ୍ର ଓ ଛାତ୍ରୀ ଭାଗ ନେଇଥିଲେ । ଯାହାକି ସମସ୍ତେ ପୋଷ୍ଟର ଓ ମାଇକ ମାଧ୍ୟମରେ ପଦ ଯାତ୍ରା କରି ୪ ସାହିରେ ବୁଲି ତଳଜଙ୍ଗର ସମସ୍ତ ଗୁରୁଜନ, ଯୁବକ ଭାଇମାନଙ୍କୁ ନିଶା ମୁକ୍ତ ସମାଜ ଗଠନ କରିବା ଓ ଜୀବ ହତ୍ୟା ନକରିବା ପାଇ ସମସ୍ତଙ୍କୁ ସଚେତନ କରାଇଥିଲେ ତାହା ସହିତ ନୂତନ ବର୍ଷରେ ତଳଜଙ୍ଗ ଗ୍ରାମ କିପରି ନିସାମୁକ୍ତ ଗ୍ରାମ ହେବ ବୋଲି ପ୍ରତିଜ୍ଞା ନେବା ସହ ଆଗାମୀ ଦିନରେ ତଳଜଙ୍ଗ ଗ୍ରାମର ଯେଉଁ ଭାଇମାନେ ନିଶାରେ ଲିପ୍ତ ଅଛନ୍ତି ଓ ଯେଉଁଭାଇମାନେ ତାଙ୍କୁ ସହଯୋଗ କରୁଛନ୍ତି ତାଙ୍କୁ ବିନିତର ସହ ଅନୁରୋଧ କଲେ, ମୁଖ୍ୟ ସ୍ରୋତକୁ ଫେରି ଆସିବା ପାଇ ନୂତନ ବର୍ଷରେ ଅନୁରୋଧ କଲେ ।
    4
    ନୂଆବର୍ଷ ରେ ନୂଆ ପ୍ରଚେଷ୍ଟା ନିଶା ମୁକ୍ତ ସମାଜ ଓ ଜୀବ ହତ୍ୟା ନ କରିବା ଆମ ପଞ୍ଚାୟତର ଲକ୍ଷ l
ତା ୦୧.୦୧.୨୦୨୬ ସକାଳ ୧୦ଟା ରୁ ୨ ଟା ପର୍ଯ୍ୟନ୍ତ ତଳଜଙ୍ଗ ଗ୍ରାମରେ ଗୁରୁକୃପା ଶିକ୍ଷା କେନ୍ଦ୍ର, ତଳଜଙ୍ଗ ର ଆଚାର୍ଯ୍ୟ ରଜନୀ କାନ୍ତ ମହାରାଜ, ଶ୍ରୀଯୁକ୍ତ ଭରତ ସେନାପତିଙ୍କ ନେତୃତରେ ନିଶା ମୁକ୍ତ ସମାଜ ଓ ଜୀବ ହତ୍ୟା ବିରୁଦ୍ଧରେ ଅଭିଯାନର ପୋଗ୍ରାମ ଆୟୋଜିତ କରାଯାଇଥିଲା, ଯେଉଥିରେ ତଳଜଙ୍ଗ ପଞ୍ଚାୟତର ସରପଞ୍ଚ ପ୍ରତିନିଧି, ଚାରି ସାହିର କମିଟି ସଦସ୍ୟ, ସମସ୍ତ ସମାଜସେବୀ ଯୁବକ ଭାଇମାନେ, ନିସାମୁକ୍ତ ଅଧିକାରୀ, ଗୁରୁକୃପା ଶିକ୍ଷା କେନ୍ଦ୍ରର ୩୦ ଜଣ ସଦସ୍ୟ ଓ ଗୁରୁକୃପା ଶିକ୍ଷା କେନ୍ଦ୍ର, ତଳଜଙ୍ଗର ୫୦ ଜଣ ଛାତ୍ର ଓ ଛାତ୍ରୀ ଭାଗ ନେଇଥିଲେ । ଯାହାକି ସମସ୍ତେ ପୋଷ୍ଟର ଓ ମାଇକ ମାଧ୍ୟମରେ ପଦ ଯାତ୍ରା କରି ୪ ସାହିରେ ବୁଲି ତଳଜଙ୍ଗର ସମସ୍ତ ଗୁରୁଜନ, ଯୁବକ ଭାଇମାନଙ୍କୁ  ନିଶା ମୁକ୍ତ ସମାଜ ଗଠନ କରିବା ଓ ଜୀବ ହତ୍ୟା ନକରିବା ପାଇ ସମସ୍ତଙ୍କୁ ସଚେତନ କରାଇଥିଲେ ତାହା ସହିତ ନୂତନ ବର୍ଷରେ ତଳଜଙ୍ଗ ଗ୍ରାମ କିପରି ନିସାମୁକ୍ତ ଗ୍ରାମ ହେବ ବୋଲି ପ୍ରତିଜ୍ଞା ନେବା ସହ ଆଗାମୀ ଦିନରେ ତଳଜଙ୍ଗ ଗ୍ରାମର ଯେଉଁ ଭାଇମାନେ ନିଶାରେ ଲିପ୍ତ ଅଛନ୍ତି ଓ ଯେଉଁଭାଇମାନେ ତାଙ୍କୁ ସହଯୋଗ କରୁଛନ୍ତି ତାଙ୍କୁ ବିନିତର ସହ ଅନୁରୋଧ କଲେ, ମୁଖ୍ୟ ସ୍ରୋତକୁ ଫେରି ଆସିବା ପାଇ ନୂତନ ବର୍ଷରେ ଅନୁରୋଧ କଲେ ।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    12 hrs ago
  • କପିଳାସ ପୀଠ ରେ ସମାଗମ ଭିଡ଼
    1
    କପିଳାସ ପୀଠ ରେ ସମାଗମ ଭିଡ଼
    user_Tapasdas 6372788705
    Tapasdas 6372788705
    Journalist Dhenkanal Sadar, Odisha•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.