Shuru
Apke Nagar Ki App…
ଜଳବନ୍ଦୀ ଅବସ୍ଥାରେ କୁମାରୀ ପଞ୍ଚାୟତର ଜାମୁଵଣିଆ ୱାର୍ଡ ବାସିନ୍ଦା ଜଳ ନିଷ୍କାସନ ସୁବିଧା ନଥିବାରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜଳବନ୍ଦୀ ଅବସ୍ଥାରେ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ କୁମାରୀ ପଞ୍ଚାୟତର ଜାମୁଵଣିଆ ୱାର୍ଡ ବାସିନ୍ଦା। ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାସ୍ତା ଉପରେ ବର୍ଷା ଜଳ ପ୍ରବାହିତ। ଫଳରେ ଲୋକେ ଘରୁ ବାହାରିବା ମୁସ୍କିଲ। ଏପରିକି ବର୍ଷା ଜଳ ଘର ଭିତରେ ପ୍ରବେଶ କରିଥିବା ଦେଖିବାକୁ ମିଳିଛି। ଜଳ ନିଷ୍କାସନ ସୁବିଧା ନଥିବାରୁ ଏହି ୱାର୍ଡ ବାସିନ୍ଦା ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସୁଧାଂଶୁ ଶେଖର ନାୟକ

More news from ଓଡ଼ିଶା and nearby areas
- ଚିନ୍ତାରେ ରେଳ ବିଭାଗ ଟ୍ରେନ୍ ହେଲା ପର୍ସନାଲ ପ୍ରପର୍ଟି,ଟ୍ରେନ୍ରେ କିଛି ଯାତ୍ରୀ ରୁଦ୍ରାଭିଷେକ ଓ ଠାକୁର ଘର କରିଥିବା ଭିଡ଼ିଓ ସାମ୍ନାକୁ ଆସିଛି । ଭାରତୀୟ ରେଳ ସେବା ରେ ଟ୍ରେନ୍ କୁ କରିଦେଲେ ପର୍ସନାଲ ପ୍ରପର୍ଟି ! ଇଏ ବଗି ନା ଠାକୁର ଘର ? ଲୋକଙ୍କ ମାନସିକତା ଦେଖି ଚିନ୍ତାରେ ବିଭାଗ । ପୂର୍ବରୁ ଟ୍ରେନରେ ଯାତ୍ରୀଙ୍କ ଏମିତି କିଛି ଅଦ୍ଭୁତ ଭିଡିଓ ଭାଇରାଲ ହୋଇଛି । ଯେମିତିକି ଟ୍ରେନ୍ରେ କିଛି ଯାତ୍ରୀ ରୁଦ୍ରାଭିଷେକ କରିଥିବା ଭିଡ଼ିଓ ସାମ୍ନାକୁ ଆସିଛି ।1
- ଜଳବନ୍ଦୀ ରେ ଗ୍ରାମବାସୀ, ଭଦ୍ରକ ବ୍ଲକ ଓଲଙ୍ଗ ଗ୍ରାମ ପଞ୍ଚାୟତ ରେ ଜଳବନ୍ଦୀ ରେ ଅଛନ୍ତି ଗ୍ରାମବାସୀ,1
- ବିଜେଡି ନେତା ସୁଶାନ୍ତ ସିଂଙ୍କ ପରଲୋକ,କାନ୍ଦୁଛନ୍ତି ଜନତା,ଛାଡ଼ି ଯାଉଛନ୍ତି ପ୍ରିୟ ନେତା, ଜନନେତା ସୁଶାନ୍ତଙ୍କୁ ଶେଷ ବିଦାୟ.. ବିଜେଡି ନେତା ସୁଶାନ୍ତ ସିଂଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି ।ସେ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳଙ୍କୁ ତାଙ୍କୁ ମାତ୍ର ୫୩ ବର୍ଷ ବୟସ ହୋଇଥିଲାସେ ଭଟଲି ବିଧାନସଭା ଆସନରୁ ୨୦୦୯, ୨୦୧୪, ୨୦୧୯ରେ ବିଜେଡିରୁ ହୋଇଥିଲେ ବିଧାୟକ ଓ ମନ୍ତ୍ରୀ ହୋଇଥିଲେ । ବରଗଡ଼ ତଥା ପଶ୍ଚିମ ଓଡିଶାରେ ସେ ଦଳର ମୁଖ୍ୟ ଚେହେରା ଥିଲେ । ସେ ଜଣେ ଜଣେ ଦୃଢ଼ ସଂଗଠକ ଭାବେ ବେଶ ଜଣାଶୁଣା ଥିଲେ ସୁଶାନ୍ତ ।1
- ଖରସ୍ରୋତା ନଦୀରେ ଗାଧୋଇବା ବେଳେ ନଦୀ ଗର୍ଭକୁ ଝାମ୍ପିନେଲା କୁମ୍ଭୀର । ସୂଚନା ମୁତାବକ ଯାଜପୁର ବ୍ଲକ ଛତିଶଦେବିଲ ପଞ୍ଚାୟତ ଋଷିପୁର ଅଂଚଳର ଖରସ୍ରୋତା ନଦୀ ଛନ୍ଦାରେ ଗାଧୋଇବା ବେଳେ ଝାମ୍ପିନେଲା କୁମ୍ଭୀର । ଉଦ୍ଧାର କରିବାକୁ ଯାଇ ନାକେଦମ ହେଲେ ଅଗ୍ନିଶମ ବିଭାଗ ଓ ପୋଲିସ ପ୍ରଶାସନ । ଉକ୍ତ ଗ୍ରାମର ହରିହର ଜେନା ତାଙ୍କ ନାତି ଓ ସମ୍ପର୍କୀୟ ଭାଇଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ଏକ ବିଶାଳ କୁମ୍ଭୀର ହରିହର ଔରଫ ରନ୍ଥା (୫୨ବର୍ଷ)ଙ୍କୁ ନଦୀ ଗର୍ଭକୁ ଟାଣି ନେଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ବେଳେ ବରୁଆଁ ଅଗ୍ନିଶମ ବିଭାଗ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିବା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ହରିହରଙ୍କର କୌଣସି ପତ୍ତା ମିଳି ନ ଥିବା ଜଣାପଡ଼ିଛି ।1