logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆମ୍ ଆଦମୀ ପାର୍ଟି ପକ୍ଷରୁ ଡକ୍ଟର ଭୀମରାଓ ଆମ୍ବେଦକର ଜୟନ୍ତୀ, ଓଡ଼ିଆ ନୂଆ ବର୍ଷ ଦିବସ ପାଳନ, ପଥଚାରୀ ମାନଙ୍କୁ ପଣା ବଣ୍ଟନ ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଆଜି ଭାରତୀୟ ସମ୍ବିଧାନ ନିର୍ମାତା ଭାରତରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଏବଂ ଓଡ଼ିଆ ନୂଆ ବର୍ଷ ଦିବସ ପାଳନ କରାଯାଇଛି। ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ପାଖରେ କାର୍ଯ୍ୟକର୍ତ୍ତା ମାନେ ଏକାଠି ହୋଇ ଧୂପଦାନ ସହିତ ପୁଷ୍ପମାଲ୍ୟ ଅର୍ପଣ କରି ସମ୍ବିଧାନ ପ୍ରଣେତାଙ୍କର ବିଭିନ୍ନ ନାରା ଜୟ ଭୀମ! ଜୟ ସମ୍ବିଧାନ! ଜୟ ଭାରତ! ନାରା ଦେଇଥିଲେ। ଜିଲ୍ଲା କାର୍ଯ୍ୟାଳୟ ଠାରେ ଏକ ଆଲୋଚନା ଚକ୍ରରେ ରାଜ୍ୟ ସଂଗଠନ ସମ୍ପାଦକ ଭରତ କୁମାର ଦାସ ଯୋଗଦେଇ କହିଥିଲେ ବାବାସାହେବ କେବଳ ଜଣେ ଆଇନବିତ୍ ନଥିଲେ, ସେ ଥିଲେ ସାମାଜିକ ନ୍ୟାୟର ମଶାଲବାହକ, ଦଳିତ-ଶୋଷିତଙ୍କ ସ୍ୱର ଏବଂ ସମାନତାର ସ୍ଥପତି। ସଂସଦୀୟ କ୍ଷେତ୍ର ସଭାପତି ପଙ୍କଜ ନାୟକ ସ୍ୱାଧୀନ ଭାରତକୁ ସବୁଠାରୁ ବଡ଼ ଲିଖିତ ସମ୍ବିଧାନ ଯାହା ସମସ୍ତଙ୍କୁ ସମାନ ଅଧିକାର ଦିଏ ଏବଂ ସେ କହିଥିଲେ “ଶିକ୍ଷିତ ହୁଅ, ସଂଗଠିତ ହୁଅ, ସଂଘର୍ଷ କର”। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର ବେହେରା ହିନ୍ଦୁ କୋଡ୍ ବିଲ୍ ମାଧ୍ୟମରେ ମହିଳାଙ୍କୁ ସମ୍ପତ୍ତି ଓ ଛାଡପତ୍ର ଅଧିକାର ଦେବା ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ସାମଲ ଶ୍ରମିକ ମାନଙ୍କ ୮ ଘଣ୍ଟା କାମ, ସାପ୍ତାହିକ ଛୁଟି, ମାତୃତ୍ୱ ଲାଭ - ଏସବୁ ତାଙ୍କ ଅବଦାନ ବୋଲି କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୁବ ସଭାପତି ଇଂ ସ୍ୱାଗତ ସଂଗ୍ରାମ ସିଂହ, ସଦର ନିର୍ବାଚନ ମଣ୍ଡଳୀ ସଭାପତି ଚିତ୍ତରଞ୍ଜନ ପାଣି, ନଗର ସଭାପତି ଦେବାଶିଷ ନନ୍ଦ, ଉପସଭାପତି ବିଜୟ ଦାସ, ନଗର ଯୁବ ସଭାପତି ଜାଫର ଖାନ, ଓଡାପଡ଼ା ବ୍ଲକ ସଭାପତି ଇଂ ପିତାମ୍ବର ଦାସ, ଜେୟଦେବ ବେହେରା, ସୋମନାଥ ଦାସ, ଯୁଧିଷ୍ଠିର ଦାସ, ମିଟୁ ମହାପାତ୍ର, ଚିନ୍ମୟ ସେନାପତି, ଦେବାଶିଷ ନାଏକ, ଅମିତ କୁମାର, ଅଭିମନ୍ୟୁ ନାଏକ ପ୍ରମୁଖ ଯୋଗଦେଇ ଏହି ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରିଥିଲେ। ସକାଳ ୧୧ ଟା ବେଳେ ଦଳ କାର୍ଯ୍ୟାଳୟ ସମ୍ମୁଖରେ ପଥଚାରୀ ମାନଙ୍କୁ ବେଲ, ଗୁଡ଼, ଦହି, ଛେନା, ବୁନ୍ଦିଆ, କଦଳୀ, ଗୋଲମରିଚ ଇତ୍ୟାଦିରେ ପ୍ରସ୍ତୁତ ପଣା ପରସା ଯାଇଥିଲା।

2 hrs ago
user_Tapasdas 6372788705
Tapasdas 6372788705
Photographer Dhenkanal Sadar, Odisha•
2 hrs ago

ଆମ୍ ଆଦମୀ ପାର୍ଟି ପକ୍ଷରୁ ଡକ୍ଟର ଭୀମରାଓ ଆମ୍ବେଦକର ଜୟନ୍ତୀ, ଓଡ଼ିଆ ନୂଆ ବର୍ଷ ଦିବସ ପାଳନ, ପଥଚାରୀ ମାନଙ୍କୁ ପଣା ବଣ୍ଟନ ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଆଜି ଭାରତୀୟ ସମ୍ବିଧାନ ନିର୍ମାତା ଭାରତରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଏବଂ ଓଡ଼ିଆ ନୂଆ ବର୍ଷ ଦିବସ ପାଳନ କରାଯାଇଛି। ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ପାଖରେ କାର୍ଯ୍ୟକର୍ତ୍ତା ମାନେ ଏକାଠି ହୋଇ ଧୂପଦାନ ସହିତ ପୁଷ୍ପମାଲ୍ୟ ଅର୍ପଣ କରି ସମ୍ବିଧାନ ପ୍ରଣେତାଙ୍କର ବିଭିନ୍ନ ନାରା ଜୟ ଭୀମ! ଜୟ ସମ୍ବିଧାନ! ଜୟ ଭାରତ! ନାରା ଦେଇଥିଲେ। ଜିଲ୍ଲା କାର୍ଯ୍ୟାଳୟ ଠାରେ ଏକ ଆଲୋଚନା ଚକ୍ରରେ ରାଜ୍ୟ ସଂଗଠନ ସମ୍ପାଦକ ଭରତ କୁମାର ଦାସ ଯୋଗଦେଇ କହିଥିଲେ ବାବାସାହେବ କେବଳ

9bc3bda0-f8d8-48b0-a9d9-30c71e4705fb

ଜଣେ ଆଇନବିତ୍ ନଥିଲେ, ସେ ଥିଲେ ସାମାଜିକ ନ୍ୟାୟର ମଶାଲବାହକ, ଦଳିତ-ଶୋଷିତଙ୍କ ସ୍ୱର ଏବଂ ସମାନତାର ସ୍ଥପତି। ସଂସଦୀୟ କ୍ଷେତ୍ର ସଭାପତି ପଙ୍କଜ ନାୟକ ସ୍ୱାଧୀନ ଭାରତକୁ ସବୁଠାରୁ ବଡ଼ ଲିଖିତ ସମ୍ବିଧାନ ଯାହା ସମସ୍ତଙ୍କୁ ସମାନ ଅଧିକାର ଦିଏ ଏବଂ ସେ କହିଥିଲେ “ଶିକ୍ଷିତ ହୁଅ, ସଂଗଠିତ ହୁଅ, ସଂଘର୍ଷ କର”। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର ବେହେରା ହିନ୍ଦୁ କୋଡ୍ ବିଲ୍ ମାଧ୍ୟମରେ ମହିଳାଙ୍କୁ ସମ୍ପତ୍ତି ଓ ଛାଡପତ୍ର ଅଧିକାର ଦେବା ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ସାମଲ ଶ୍ରମିକ ମାନଙ୍କ ୮ ଘଣ୍ଟା କାମ, ସାପ୍ତାହିକ ଛୁଟି, ମାତୃତ୍ୱ ଲାଭ - ଏସବୁ ତାଙ୍କ ଅବଦାନ ବୋଲି କହିଥିଲେ। ଅନ୍ୟ ମାନଙ୍କ

5a12079b-cdff-40d0-8a39-c52ae7de78a5

ମଧ୍ୟରେ ଜିଲ୍ଲା ଯୁବ ସଭାପତି ଇଂ ସ୍ୱାଗତ ସଂଗ୍ରାମ ସିଂହ, ସଦର ନିର୍ବାଚନ ମଣ୍ଡଳୀ ସଭାପତି ଚିତ୍ତରଞ୍ଜନ ପାଣି, ନଗର ସଭାପତି ଦେବାଶିଷ ନନ୍ଦ, ଉପସଭାପତି ବିଜୟ ଦାସ, ନଗର ଯୁବ ସଭାପତି ଜାଫର ଖାନ, ଓଡାପଡ଼ା ବ୍ଲକ ସଭାପତି ଇଂ ପିତାମ୍ବର ଦାସ, ଜେୟଦେବ ବେହେରା, ସୋମନାଥ ଦାସ, ଯୁଧିଷ୍ଠିର ଦାସ, ମିଟୁ ମହାପାତ୍ର, ଚିନ୍ମୟ ସେନାପତି, ଦେବାଶିଷ ନାଏକ, ଅମିତ କୁମାର, ଅଭିମନ୍ୟୁ ନାଏକ ପ୍ରମୁଖ ଯୋଗଦେଇ ଏହି ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରିଥିଲେ। ସକାଳ ୧୧ ଟା ବେଳେ ଦଳ କାର୍ଯ୍ୟାଳୟ ସମ୍ମୁଖରେ ପଥଚାରୀ ମାନଙ୍କୁ ବେଲ, ଗୁଡ଼, ଦହି, ଛେନା, ବୁନ୍ଦିଆ, କଦଳୀ, ଗୋଲମରିଚ ଇତ୍ୟାଦିରେ ପ୍ରସ୍ତୁତ ପଣା ପରସା ଯାଇଥିଲା।

More news from Odisha and nearby areas
  • ଆମ୍ ଆଦମୀ ପାର୍ଟି ପକ୍ଷରୁ ଡକ୍ଟର ଭୀମରାଓ ଆମ୍ବେଦକର ଜୟନ୍ତୀ, ଓଡ଼ିଆ ନୂଆ ବର୍ଷ ଦିବସ ପାଳନ, ପଥଚାରୀ ମାନଙ୍କୁ ପଣା ବଣ୍ଟନ ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଆଜି ଭାରତୀୟ ସମ୍ବିଧାନ ନିର୍ମାତା ଭାରତରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଏବଂ ଓଡ଼ିଆ ନୂଆ ବର୍ଷ ଦିବସ ପାଳନ କରାଯାଇଛି। ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ପାଖରେ କାର୍ଯ୍ୟକର୍ତ୍ତା ମାନେ ଏକାଠି ହୋଇ ଧୂପଦାନ ସହିତ ପୁଷ୍ପମାଲ୍ୟ ଅର୍ପଣ କରି ସମ୍ବିଧାନ ପ୍ରଣେତାଙ୍କର ବିଭିନ୍ନ ନାରା ଜୟ ଭୀମ! ଜୟ ସମ୍ବିଧାନ! ଜୟ ଭାରତ! ନାରା ଦେଇଥିଲେ। ଜିଲ୍ଲା କାର୍ଯ୍ୟାଳୟ ଠାରେ ଏକ ଆଲୋଚନା ଚକ୍ରରେ ରାଜ୍ୟ ସଂଗଠନ ସମ୍ପାଦକ ଭରତ କୁମାର ଦାସ ଯୋଗଦେଇ କହିଥିଲେ ବାବାସାହେବ କେବଳ ଜଣେ ଆଇନବିତ୍ ନଥିଲେ, ସେ ଥିଲେ ସାମାଜିକ ନ୍ୟାୟର ମଶାଲବାହକ, ଦଳିତ-ଶୋଷିତଙ୍କ ସ୍ୱର ଏବଂ ସମାନତାର ସ୍ଥପତି। ସଂସଦୀୟ କ୍ଷେତ୍ର ସଭାପତି ପଙ୍କଜ ନାୟକ ସ୍ୱାଧୀନ ଭାରତକୁ ସବୁଠାରୁ ବଡ଼ ଲିଖିତ ସମ୍ବିଧାନ ଯାହା ସମସ୍ତଙ୍କୁ ସମାନ ଅଧିକାର ଦିଏ ଏବଂ ସେ କହିଥିଲେ “ଶିକ୍ଷିତ ହୁଅ, ସଂଗଠିତ ହୁଅ, ସଂଘର୍ଷ କର”। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର ବେହେରା ହିନ୍ଦୁ କୋଡ୍ ବିଲ୍ ମାଧ୍ୟମରେ ମହିଳାଙ୍କୁ ସମ୍ପତ୍ତି ଓ ଛାଡପତ୍ର ଅଧିକାର ଦେବା ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ସାମଲ ଶ୍ରମିକ ମାନଙ୍କ ୮ ଘଣ୍ଟା କାମ, ସାପ୍ତାହିକ ଛୁଟି, ମାତୃତ୍ୱ ଲାଭ - ଏସବୁ ତାଙ୍କ ଅବଦାନ ବୋଲି କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୁବ ସଭାପତି ଇଂ ସ୍ୱାଗତ ସଂଗ୍ରାମ ସିଂହ, ସଦର ନିର୍ବାଚନ ମଣ୍ଡଳୀ ସଭାପତି ଚିତ୍ତରଞ୍ଜନ ପାଣି, ନଗର ସଭାପତି ଦେବାଶିଷ ନନ୍ଦ, ଉପସଭାପତି ବିଜୟ ଦାସ, ନଗର ଯୁବ ସଭାପତି ଜାଫର ଖାନ, ଓଡାପଡ଼ା ବ୍ଲକ ସଭାପତି ଇଂ ପିତାମ୍ବର ଦାସ, ଜେୟଦେବ ବେହେରା, ସୋମନାଥ ଦାସ, ଯୁଧିଷ୍ଠିର ଦାସ, ମିଟୁ ମହାପାତ୍ର, ଚିନ୍ମୟ ସେନାପତି, ଦେବାଶିଷ ନାଏକ, ଅମିତ କୁମାର, ଅଭିମନ୍ୟୁ ନାଏକ ପ୍ରମୁଖ ଯୋଗଦେଇ ଏହି ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରିଥିଲେ। ସକାଳ ୧୧ ଟା ବେଳେ ଦଳ କାର୍ଯ୍ୟାଳୟ ସମ୍ମୁଖରେ ପଥଚାରୀ ମାନଙ୍କୁ ବେଲ, ଗୁଡ଼, ଦହି, ଛେନା, ବୁନ୍ଦିଆ, କଦଳୀ, ଗୋଲମରିଚ ଇତ୍ୟାଦିରେ ପ୍ରସ୍ତୁତ ପଣା ପରସା ଯାଇଥିଲା।
    3
    ଆମ୍ ଆଦମୀ ପାର୍ଟି ପକ୍ଷରୁ ଡକ୍ଟର ଭୀମରାଓ ଆମ୍ବେଦକର ଜୟନ୍ତୀ, ଓଡ଼ିଆ ନୂଆ ବର୍ଷ ଦିବସ ପାଳନ, ପଥଚାରୀ ମାନଙ୍କୁ ପଣା ବଣ୍ଟନ 
ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଆଜି ଭାରତୀୟ ସମ୍ବିଧାନ ନିର୍ମାତା ଭାରତରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଏବଂ ଓଡ଼ିଆ ନୂଆ ବର୍ଷ ଦିବସ ପାଳନ କରାଯାଇଛି। ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ପାଖରେ କାର୍ଯ୍ୟକର୍ତ୍ତା ମାନେ ଏକାଠି ହୋଇ ଧୂପଦାନ ସହିତ ପୁଷ୍ପମାଲ୍ୟ ଅର୍ପଣ କରି ସମ୍ବିଧାନ ପ୍ରଣେତାଙ୍କର ବିଭିନ୍ନ ନାରା ଜୟ ଭୀମ! ଜୟ ସମ୍ବିଧାନ! ଜୟ ଭାରତ! ନାରା ଦେଇଥିଲେ। ଜିଲ୍ଲା କାର୍ଯ୍ୟାଳୟ ଠାରେ ଏକ ଆଲୋଚନା ଚକ୍ରରେ ରାଜ୍ୟ ସଂଗଠନ ସମ୍ପାଦକ ଭରତ କୁମାର ଦାସ ଯୋଗଦେଇ କହିଥିଲେ ବାବାସାହେବ କେବଳ ଜଣେ ଆଇନବିତ୍ ନଥିଲେ, ସେ ଥିଲେ ସାମାଜିକ ନ୍ୟାୟର ମଶାଲବାହକ, ଦଳିତ-ଶୋଷିତଙ୍କ ସ୍ୱର ଏବଂ ସମାନତାର ସ୍ଥପତି। ସଂସଦୀୟ କ୍ଷେତ୍ର ସଭାପତି ପଙ୍କଜ ନାୟକ ସ୍ୱାଧୀନ ଭାରତକୁ ସବୁଠାରୁ ବଡ଼ ଲିଖିତ ସମ୍ବିଧାନ ଯାହା ସମସ୍ତଙ୍କୁ ସମାନ ଅଧିକାର ଦିଏ ଏବଂ ସେ କହିଥିଲେ “ଶିକ୍ଷିତ ହୁଅ, ସଂଗଠିତ ହୁଅ, ସଂଘର୍ଷ କର”।  ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର ବେହେରା ହିନ୍ଦୁ କୋଡ୍ ବିଲ୍ ମାଧ୍ୟମରେ ମହିଳାଙ୍କୁ ସମ୍ପତ୍ତି ଓ ଛାଡପତ୍ର ଅଧିକାର ଦେବା ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ସାମଲ ଶ୍ରମିକ ମାନଙ୍କ ୮ ଘଣ୍ଟା କାମ, ସାପ୍ତାହିକ ଛୁଟି, ମାତୃତ୍ୱ ଲାଭ - ଏସବୁ ତାଙ୍କ ଅବଦାନ ବୋଲି କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଯୁବ ସଭାପତି ଇଂ ସ୍ୱାଗତ ସଂଗ୍ରାମ ସିଂହ, ସଦର ନିର୍ବାଚନ ମଣ୍ଡଳୀ ସଭାପତି ଚିତ୍ତରଞ୍ଜନ ପାଣି, ନଗର ସଭାପତି ଦେବାଶିଷ ନନ୍ଦ, ଉପସଭାପତି ବିଜୟ ଦାସ, ନଗର ଯୁବ ସଭାପତି ଜାଫର ଖାନ, ଓଡାପଡ଼ା ବ୍ଲକ ସଭାପତି ଇଂ ପିତାମ୍ବର ଦାସ, ଜେୟଦେବ ବେହେରା, ସୋମନାଥ ଦାସ, ଯୁଧିଷ୍ଠିର ଦାସ, ମିଟୁ ମହାପାତ୍ର, ଚିନ୍ମୟ ସେନାପତି, ଦେବାଶିଷ ନାଏକ, ଅମିତ କୁମାର, ଅଭିମନ୍ୟୁ ନାଏକ ପ୍ରମୁଖ ଯୋଗଦେଇ ଏହି  ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରିଥିଲେ। ସକାଳ ୧୧ ଟା ବେଳେ ଦଳ କାର୍ଯ୍ୟାଳୟ ସମ୍ମୁଖରେ ପଥଚାରୀ ମାନଙ୍କୁ ବେଲ, ଗୁଡ଼, ଦହି, ଛେନା, ବୁନ୍ଦିଆ, କଦଳୀ, ଗୋଲମରିଚ ଇତ୍ୟାଦିରେ ପ୍ରସ୍ତୁତ ପଣା ପରସା ଯାଇଥିଲା।
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    2 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    7 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    13 hrs ago
  • Post by News odia odisha
    1
    Post by News odia odisha
    user_News odia odisha
    News odia odisha
    Tailor Dhenkanal Sadar, Odisha•
    20 hrs ago
  • Post by Sendhavai
    1
    Post by Sendhavai
    user_Sendhavai
    Sendhavai
    Video editing service ଗାନ୍ଧିଆ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • ଭୁବନେଶ୍ବର ଆରସିଏମ୍ କଲେଜର ଅଭିନବ ପ୍ରୟାସ | ଦକ୍ଷତା ପ୍ରଦର୍ଶନ ପାଇଁ ଆଣିଛି ସୁବର୍ଣ୍ଣ ସୁଯୋଗ ଭୁବନେଶ୍ବର, ଓଡ଼ିଶା #bhubaneswar #odisha
    1
    ଭୁବନେଶ୍ବର ଆରସିଏମ୍ କଲେଜର ଅଭିନବ ପ୍ରୟାସ | ଦକ୍ଷତା ପ୍ରଦର୍ଶନ ପାଇଁ ଆଣିଛି ସୁବର୍ଣ୍ଣ ସୁଯୋଗ
ଭୁବନେଶ୍ବର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    9 hrs ago
  • ଯାଜପୁର ଗୁଳିକାଣ୍ଡର ପର୍ଦାଫାସ କଲା ପୋଲିସ। ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ ଶୁଭଶ୍ରୀ । ଭଲ କରି ଦେଖନ୍ତୁ ଏ ନେଉଳି ମୁହିଁ କୁ। ସ୍ୱାମୀକୁ ହତ୍ୟା କରି କେମିତି ନାଉଲି ହେଉଥିଲା ଦେଖନ୍ତୁ। କିନ୍ତୁ ଏ ଚେହେରା ପଛରେ ଥିଲା ବଡ଼ ଷଡଯନ୍ତ୍ର।
    1
    ଯାଜପୁର ଗୁଳିକାଣ୍ଡର ପର୍ଦାଫାସ କଲା ପୋଲିସ। ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ ଶୁଭଶ୍ରୀ ।  ଭଲ କରି ଦେଖନ୍ତୁ ଏ ନେଉଳି ମୁହିଁ କୁ। ସ୍ୱାମୀକୁ ହତ୍ୟା କରି କେମିତି ନାଉଲି ହେଉଥିଲା ଦେଖନ୍ତୁ। କିନ୍ତୁ ଏ ଚେହେରା ପଛରେ ଥିଲା ବଡ଼ ଷଡଯନ୍ତ୍ର।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    16 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.